Dr. Bijay Kumar Mohapatra - The Sakala
ଓଡ଼ିଶାରୁ ୨୬ ଟମାଟୋ ଫ୍ଲୁ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ଟମାଟୋ ଫ୍ଲୁ ବୋଲି କୁହାଯାଉଥିବା ହ୍ୟାଣ୍ଡ -ଫୁଟ- ଆଣ୍ଡ- ମାଉଥ ଡିଜିଜର ୨୬ ରୋଗୀ ଓଡ଼ିଶାରେ ଚିହ୍ନଟ ହୋଇନ୍ତି। ଏନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।  ଏ ରୋଗକୁ ଆମେ ଟମାଟୋ ଫ୍ଲୁ ନ କହି HFMD କହିବା ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ କହିଛନ୍ତି। ୩୬ ସନ୍ଦିଗ୍ଧ HFMD ମାମଲାର ନମୁନା RMRCକୁ ପଠାଯାଇଥିଲା । ସେଥିମଧ୍ୟରୁ ୨୬ ଜଣ ପଜିଟିଭ ବାହାରିଛନ୍ତି । ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୧୯ ଜଣ, ଖୋର୍ଦ୍ଧା ଗ୍ରାମାଞ୍ଚଳରୁ ୨ ଜଣ, ପୁରୀରୁ ୩ଜଣ ଓ କଟକରୁ ୨ ଜଣ ଅଛନ୍ତି। ସମସ୍ତ ରୋଗୀ ୯ ବର୍ଷରୁ କମ ବୟସର। ସମସ୍ତେ ଭଲ ଅଛନ୍ତି । ସେମାନଙ୍କ ଉପରେ ଲୋକାଲ ସ୍ୱାସ୍ଥ୍ୟ ଟିମ ନଜର ରଖିଛନ୍ତି। ପଜିଟିଭ ନମୁନାଗୁଡିକୁ ଜିନମ ସିକ୍ୱେନ୍ସିଂ ଲାଗି NIV ପୁନେକୁ ପଠାଯାଇଛି। କିଛିଦିନ ପୂର୍ବରୁ ଏ ରୋଗକୁ ସର୍ଭେଲାନ୍ସ ମଧ୍ୟକୁ ଆଣିବାକୁ ସରକାରଙ୍କ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦେଶ ଦିଆଯାଇଥିଲା।
ଅଭିଭାବକମାନଙ୍କୁ ପରାମର୍ଶ ଦିଆଯାଇଛି ଯେ, ଜ୍ୱର ହେବା, ଭୋକ ନ ଲାଗିବା, ପାଟି ପାଖରେ ଘା ହେବା ଭଳି ଲକ୍ଷଣ ଦେଖାଦେଲେ, ତୁରନ୍ତ ଡାକ୍ତରଙ୍କ ପରାମର୍ଶ କରନ୍ତୁ । ପିଲାର ହାଇଡ୍ରେସନ ମେଣ୍ଟେନ ରଖିବା । ଅଧିକ ଜଟିଳତା ଦେଖାଦେଲେ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। ଏହି ରୋଗ ପୂର୍ବରୁ ଥିଲା। ରୋଗୀକୁ ଆଇସଲେସନରେ ରଖିଲେ ଜଣଙ୍କ ମଧ୍ୟରେ ସୀମିତ ରହିବ । ୩ ରୁ୭  ଦିନରେ ଭଲ ହୋଇପାରୁଛି ଏ ରୋଗ । ତେଣୁ ଏହାକୁ ନେଇ ଡରିବାର ନାହିଁ । ଏହାର ଚିକିତ୍ସା ପାଇଁ କୌଣସି ସ୍ୱତନ୍ତ୍ର ଔଷଧ ବା ଟୀକା ନାହିଁ । ଲକ୍ଷଣ ଅନୁସାରେ ଏହାର ଚିକିତ୍ସା କରାଯାଇଥାଏ । ଯେହେତୁ ରାଜ୍ୟରେ ଏଭଳି ରୋଗୀ ଚିହ୍ନଟ ହେଲେଣି ଆମେ ସତର୍କ ରହିବା ବୋଲି ରାଜ୍ଯ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର କହିଛନ୍ତି।
ସଂକ୍ରମଣ କମିଛି ହେଲେ ବିପଦ ଟଳିନି- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ଯା ହ୍ରାସ ପାଇଛି। ଏଭଳି ସଂକ୍ରମଣ ତଳମୁହାଁ ରହିଲେ ଫେବ୍ରୁଆରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ରାଜ୍ୟରେ ଭଲ ସ୍ଥିତି ଆସିବ।  ଯାହାଫଳରେ ଆଉ ବିଶେଷ କଟକଣା ଆବଶ୍ୟକ ପଡିନପାରେ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ଜିଲ୍ଲା ସ୍ତରରେ ଟେଷ୍ଟିଂ, ଟ୍ରାକିଂ ଓ ଟ୍ରେସିଂ ଜୋରଦାର କରିବାକୁ ଜିଲ୍ଲା ଅଧିକାରୀମାନଙ୍କୁ  ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି ।  ରୋଗୀଙ୍କ ତୁଳନାରେ ଡାକ୍ତରଖାନାରେ ଯଥେଷ୍ଟ ସଂଖ୍ୟକ ଶଯ୍ୟା ଖାଲି ରହିଛି । ତଥାପି ତୃତୀୟ ଲହରର ମୁକବାଇଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରାଯାଉଛି ।
ଏବେ ବି ରାଜ୍ୟରେ ଡେଲଟା ଓ ଓମିକ୍ରନ ଭୂତାଣୁ ସକ୍ରିୟ ଅଛନ୍ତି । ଆମକୁ ସମସ୍ତଙ୍କୁ ସତର୍କ ରହିବାକୁ ପଡିବ । ସଂକ୍ରମଣ ସଂଖ୍ୟା କାମୁଥିଲେ ବି ବିପଦ ଟଳିନାହିଁ । ବର୍ତ୍ତମାନ ସୁଧା ୯୨ ପ୍ରତିଶତ ଟିକାକରଣ ସମ୍ପୂର୍ଣ୍ଣ ହୋଇଛି । ଏହା ଗୋଟିଏ ଭଲ ଉପଲବ୍ଧି । ୧୫ ରୁ ୧୮ ବର୍ଷର ପିଲା ଓ ସମ୍ମୁଖ ଯୋଦ୍ଧାଙ୍କ ଟିକାକରଣ ତ୍ୱରାନ୍ୱିତ କରାଯାଇଛି । ଏବେ ଦୈନିକ ଟେଷ୍ଟିଂ ୬୮ ହଜାରରୁ ୬୯ ହଜାର ଟେଷ୍ଟ କରାଯାଉଛି । ଟେଷ୍ଟିଂ ହାର କମିନାହିଁ । ଦେଶରେ ଅନ୍ୟ ରାଜ୍ୟରେ ସଂକ୍ରମଣ କମିବା ସହିତ ଓଡ଼ିଶାରେ ମଧ୍ୟ ସଂକ୍ରମଣ ହାର ଲଗାତାର କମିବାରେ ଲାଗିଛି । ଏହା ଗୋଟିଏ ଭଲ ସ୍ଥିତି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।
ଭୁବନେଶ୍ୱର: ରାଜ୍ଯରେ କରୋନା ସଂକ୍ରମିତଙ୍କ ସଂଖ୍ଯାରେ ବ୍ରେକ ଲାଗିଛି। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ରାଜ୍ୟରେ କରୋନା ସଂକ୍ରମଣ ପିକ୍ ଅତିକ୍ରମ କରିଛି । ବର୍ତ୍ତମାନ ସଂକ୍ରମଣ ଟ୍ରେଣ୍ଡ ଲଗାତର ଭାବେ ତଳମୁହାଁ ରହିଛି । ଯାହାକି ଆଶ୍ୱସ୍ତିକର କଥା ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର କହିଛନ୍ତି । ଏହି ଟ୍ରେଣ୍ଡ ଜାରି ରହିଲେ ସଂକ୍ରମଣ ଆଗକୁ କମିବ ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି । ବର୍ତ୍ତମାନ ସଂକ୍ରମଣ କମିବା ସହ ପଜିଟିଭ ହାର, ଗୁରୁତର ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ମଧ୍ୟ କମୁଛି ବୋଲି କହିଛନ୍ତି ବିଜୟ ମହାପାତ୍ର । କିନ୍ତୁ ଭାଇରସ ବର୍ତ୍ତମାନ ଉଭୟ ଗାଁ ଓ ସହରରେ ରହିଛି । ତେଣୁ ସଂକ୍ରମଣ କମିଲେ ବି ସତର୍କ ରହିବା ନିହାତି ଆବଶ୍ୟକ ବୋଲି କହିଛନ୍ତି ବିଜୟ ମହାପାତ୍ର । ସେହିପରି ଭାବରେ ରାଜ୍ୟବାସୀ କୋଭିଡ କଟକଣା ମାନିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।
ଟେଷ୍ଟିଂ ବଢିଛି, ସଂକ୍ରମଣ କମିଛି: ଆସନ୍ତା କିଛି ଦିନ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର: ରାଜ୍ଯରେ କରୋନା ସଂକ୍ରମିତଙ୍କ ସଂଖ୍ଯା କମିବା ଆରମ୍ଭ ହୋଇଛି। ଗତ ୧୨ ତାରିଖ ଠାରୁ ଏହିପରି ଭାବେ ସଂକ୍ରମଣ କମିବା ଆରମ୍ଭ ହୋଇଛି । କିନ୍ତୁ ଟେଷ୍ଟିଂ ସଂଖ୍ୟା କମିନାହିଁ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ଟେଷ୍ଟିଂ ସଂଖ୍ୟା ବଢାଯାଇଛି । ଯାହାକି ୭୦ ହଜାର ଉପରେ ରହିଛି । ତେଣୁ ଆମକୁ ପିକ ଛୁଇଛେ ନା ନାହିଁ ଏଥିପାଇଁ ପାଇଁ ଆଉ ୨ ରୁ ୪ ଦିନ ଅପେକ୍ଷା କରିବାକୁ ପଡିବ । କାରଣ ଦ୍ୱିତୀୟ ଲହରରେ ଅନେକ ବିଶେଷଜ୍ଞ ଆକଳନ କରିଥିଲେ ଜୁଲାଇ ମାସରେ କମିବ ବୋଲି । କିନ୍ତୁ ଏହାକୁ କମିବାକୁ ଅକ୍ଟୋବର ମାସ ଯାଏଁ ଲାଗିଥିଲା। । ଆସନ୍ତା କିଛି ଦିନ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ। ତେବେ ଆମେ  ଭଲ ସ୍ଥିତରେ ଅଛନ୍ତି। ପଜିଟିଭିଟି ଅପେକ୍ଷା ଆମର ଗୁରୁତର ରୋଗୀଙ୍କ ସଂଖ୍ୟା ମଧ୍ୟ କମ୍‌ ରହିଛି। ନିୟମିତ ଭାବେ ରାଜ୍ୟ ସରକାର ପୁରା ସ୍ଥିତି ଉପରେ ନଜର ରଖିଛନ୍ତି।
ସୂଚନାଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮,୫୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୪୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୩୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ରାଜଧାନୀରେ ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କଲେ ରାଜ୍ଯ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର: ରାଜଧାନୀ  ଭୁବନେଶ୍ବରରେ ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ଯ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ରାଜ୍ୟରେ ଚିହ୍ନଟ ହେଉଥିବା ଦୈନିକ ସଂକ୍ରମଣର ୪୦ ପ୍ରତିଶତ କେବଳ ଭୁବନେଶ୍ୱରରୁ ଆସୁଥିବା ସେ କହିଛନ୍ତି।
ପାର୍ବଣ ସମୟରେ ଗହଳି ନ କରିବା ପାଇଁ ଆମେ ଲୋକମାନଙ୍କୁ ସଚେତନ କରାଇବା ସତେ ହାଟ ଓ ବଜାରରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି । ଏହା ଦ୍ୱାରା ପୁଣି ଥରେ ସଂକ୍ରମଣ ବଢିବାର ସମ୍ଭାବନା ଦେଖାଯାଉଛି । ଗତକାଲି ଭୁବନେଶ୍ୱରରେ ସଂକ୍ରମଣ ଉପର ମୁହାଁ ହୋଇଥିବାର ନଜିର ସାମ୍ନାକୁ ଆସିଛି । ମାତ୍ର ଏପରି ସ୍ଥିତିରେ ଲୋକମାନେ ସଚେତନ ହେଉନଥିବାରୁ ଆମେ କମିଶନରେଟ ପୋଲିସକୁ କଟକଣା ବଢ଼ାଇବା ପାଇଁ କୁହାଯାଇଛି । କିପରି ଲୋକମାନେ ବାହାରେ ଗହଳି ନକରିବେ, ଭିଡ଼କୁ ରୋକି ହେବ ସେ ନେଇ ପ୍ଲାନ କରିବାକୁ ଆମେ ନିର୍ଦେଶ ଦେଇଛୁ। ବାହାରେ ଅଯଥା ଗହଳି କରନ୍ତୁ ନାହିଁ ।
ବର୍ତ୍ତମାନ ଟ୍ରେଣ୍ଡ ଅନୁଯାୟୀ ଆମେ ଭଲ ସ୍ଥିତିରେ ରହିଛେ, ଓଡ଼ିଶାରେ ତୃତୀୟ ଲହରର ପ୍ରଭାବ ସେମିତି ପଡି ନ ପାରେ- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର: ଓଡ଼ିଶାରେ ତୃତୀୟ ଲହରର ପ୍ରଭାବ ସେମିତି ପଡି ନ ପାରେ । ବର୍ତ୍ତମାନ ଯେଉଁ ରାଜ୍ୟରେ ସଂକ୍ରମଣ ବଢ଼ିଛି ତାହା ସେମିତି ଅଧିକ ନୁହେଁ । ସେହି ଟ୍ରେଣ୍ଡକୁ ଦେଖିଲେ ଲାଗୁଛି ଆମେ ଭଲ ସ୍ଥିତିରେ ରହିବା । ବର୍ତ୍ତମାନ ଟ୍ରେଣ୍ଡ ଅନୁଯାୟୀ ଆମେ ଭଲ ସ୍ଥିତିରେ ରହିଛେ। ସେରୋସର୍ଭେ ରିପୋର୍ଟ ବହୁତ ଭଲ ଆସିଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ଯ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ।
ରିପୋର୍ଟ ଅନୁଯାୟୀ, ସମସ୍ତ ବର୍ଗର ଲୋକମାନଙ୍କର ଆଣ୍ଟିବଡ଼ି ଭଲ ରହିଛି । ହେଲ୍ଥ  କେୟାର ମାନଙ୍କର ୯୩ ପ୍ରତିଶତ, ଜେନେରାଲ ଲୋକଙ୍କର ୭୩ ପ୍ରତିଶତ, ଏହା ବାଦ ୟଙ୍ଗର ଗ୍ରୁପ, ଓଲଡ଼ର ଏଜ ଏବଂ ଶିଶୁ ମାନଙ୍କର ଯାହା ଆଣ୍ଟିବଡ଼ି ରହିଛି ତାହା ଆମ ପାଇଁ ବହୁତ ଭଲ ରହିଛି। ଟିକା ନେଇଥିବା ଲୋକଙ୍କର ବି ଏଥିରେ ଭଲ ଆଣ୍ଟିବଡ଼ି ରହୁଥିବା ଜଣାପଡିଛି । ଏହା ଦ୍ୱାରା ଜଣାପଡୁଛି  ଯେ, ଆମ ସମସ୍ତଙ୍କ ଦେହରେ ଆଣ୍ଟିବଡ଼ି ହେଲାଣି, ଭ୍ୟାକ୍ସିନେସନ ଡ୍ରାଇଭ କାମ କରୁଛି ଓ କୋଭିସିଲିଡ଼ ଏବଂ କୋଭାସ୍କିନ ଭିତରେ କିଛି ଫରକ ନ ଥିବା ଏହି ରିପୋର୍ଟରୁ ଜଣା ପଡ଼ିଛି। ଏହା ବାଦ ଗ୍ରାମାଞ୍ଚଳରେ ବି ଭଲ ଅଣ୍ଟିବଡି ବିକଶିତ ହୋଇଛି । ଯାହା ଏବେ ସଂକ୍ରମଣର ସ୍ଥିତି ରହିଛି ତାହା କଣ୍ଟ୍ରୋଲେବୁଲରେ ରହିଛି । ମାତ୍ର ଏହା ପରେ ଆମେ ଖାମ ଖିଆଲ ହେବାନି । ଆଗକୁ ପାର୍ବଣ ଋତୁ ଆସୁଛି । ସାମାଜିକ ଦୂରତା ଓ କଟକଣା ମାନିବାକୁ ହେବ। ତୃତୀୟ ଲହର ଯେତେ ଯାହା କୁହାଯାଉଥିଲା ସେମିତି ବର୍ତ୍ତମାନ ସୁଦ୍ଧା ନାହିଁ । ଆଶା କରିବା ଆମେ ଭଲ ସ୍ଥିତିରେ ରହିବା ।
ରାଜ୍ୟରେ ଅଣ ସଂକ୍ରମଣ ରୋଗ ବଢ଼ିଛି କି ?
ସେମିତି କିଛି ଆମର ଅଣ ସଂକ୍ରମଣ ରୋଗ ବଢି ନାହିଁ । ଆମେ ଇନିଟିଗ୍ରେଟେଡ଼ ସର୍ଭିଲାନ୍ସ କଲୁ । ଆମର ସର୍ଭିଲାନ୍ସ ଚାଲିଥିଲା । ଯାହା ଦ୍ୱାରା କିଛି ଡ଼ିଟେକସନ ହେଲେ । କେସ ତ ରହିଛି । କେସ ପ୍ରତିଶତ ଅଧିକ ହୋଇପାରେ । ସେମିତି କହି ପାରିବାନି ଯେ ରାଜ୍ୟରେ ଅଣ ସଂକ୍ରମଣକ ରୋଗ ବଢି ଗଲା ବୋଲି ।