Friday Horoscope (08-10-2021) - The Sakala

ଶୁକ୍ରବାର ରାଶିଫଳ (୦୮-୧୦-୨୦୨୧)
ମେଷ: ଦିନଟି ହସଖୁସିର ଆସର ଜମି ପାରେ । ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ। ଚାକିରିରେ ସମ୍ମାନ ବଢିବ। ବାଣିଜ୍ୟରେ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ସଫଳତା ପାଇବେ ।

ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ହଳଦିଆ

ବୃଷ : ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ମହିଳାମାନେ ପରିଶ୍ରମୀ ହେବେ | ରାଜନୀତିରେ ଶତ୍ରୁଜୟୀ ହେବେ । ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ ।

ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ମିଥୁନ : ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି | ସନ୍ତାନ ସନ୍ତତିଙ୍କୁ ନେଇ ଖୁସିରେ ରହିବେ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଯଶ ପାଇବେ।

ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲିଭର୍

କର୍କଟ : ଦିନଟିରେ ଅଯଥା ବ୍ୟୟ ଦେଖାଦେବ | ଚାକିରିରେ ଅବହେଳା ରହିବ | ରାଜନୀତିରେ ସମସ୍ୟା ରହିବ | ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଅସ୍ଥିର ରହିବେ ।

ଶୁଭ ଅଙ୍କ – ୯, ଶୁଭ ରଙ୍ଗ – କମଳା

ସିଂହ : ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ଚାକିରିରେ ମାନ ମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସୁଫଳ ପାଇବେ ।

ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

କନ୍ୟା : କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ । ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ନୀଳ

ତୁଳା : କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଚାକିରିରେ ଚଳଚଞ୍ଚଳ ରହିବେ । ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଶୁଭ ହେବ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ।

ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲିଭର୍

ବିଛା : କର୍ମକ୍ଷେତ୍ରରେ ବିରୋଧାଭାସ ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ହତାଦର ହେବେ । ପରିବହନ, ବାଣିଜ୍ୟରେ ବ୍ୟୟବୃଦ୍ଧି ହେବ। ଶିକ୍ଷାର୍ଥୀ ବିରକ୍ତିମନ ରହିବେ ।

ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ଲାଲ୍

ଧନୁ : ସ୍ଵପ୍ନ ସାକାର ହେବ । ସାଂସାରିକ ସୁଖ ଶାନ୍ତି ପ୍ରାପ୍ତି ହେବ । ରାଜନୀତିରେ ନେତୃତ୍ବ ବୃଦ୍ଧି ହେବ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ ।

ଶୁଭ ଅଙ୍କ – ୨, ଶୁଭ ରଙ୍ଗ —ଧଳା

ମକର : କର୍ମକ୍ଷେତ୍ରରେ ସୁଖ ସମ୍ମାନ ପ୍ରାପ୍ତି ହେବ । ଚାକିରିରେ ପଦୋନ୍ନତି ହୋଇପାରେ । ମହିଳାମାନେ ସମ୍ମାନ ପାଇବେ | ବାଣିଜ୍ୟରେ ଆୟ ବୃଦ୍ଧି ହେବ |

ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

କୁମ୍ଭ : ଯୋଜନା ଫଳପ୍ରସୂ ହେବ । ମହିଳାମାନେ ଧର୍ମପରାୟଣା ରହିବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ନିଷ୍ଠାବାନ ହେବେ ।

ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ମୀନ : କର୍ମ କ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି । ଚାକିରିରେ ଅସହଯୋଗ ରହିବ। ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ ।

ଶୁଭ ଅଙ୍କ –୮, ଶୁଭ ରଙ୍ଗ –ବାଇଗଣୀ