kantabanji - The Sakala
କଣ୍ଟାବାଞ୍ଜି: ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଉପଖଣ୍ଡ ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜୁରାବନ୍ଧ ଗାଁରେ ଜଣେ ଆଦିବାସୀ ଯୁବତୀଙ୍କୁ ଅସଦାଚରଣ ଓ ବିଷ୍ଠା ଆଣି ମୁହଁରେ ଘସି ଜୋରଜବରଦସ୍ତ ତାଙ୍କୁ ଖୁଆଇ ଦେଇଥିବା ଘଟଣା ରାଜ୍ୟରୁ ନେଇ ଦିଲ୍ଲୀ ଯାଏ ଚର୍ଚ୍ଚା ଜୋର ଧରିଥିଲା। ଏହାରି ମଧ୍ୟରେ ଆଜି ଅଭିଯୁକ୍ତ ଅଭୟ ବାଗ ଗିରଫ କରିଛି ବଙ୍ଗୋମୁଣ୍ଡା ପୁଲିସ ।
ସୂଚନାନୁସାରେ, ବଙ୍ଗୋମୁଣ୍ଡା ଥାନା ଅଞ୍ଚଳର ସମ୍ପୃକ୍ତ ଯୁବତୀଜଣକ ଗତ ୧୬ତାରିଖ ଦିନ ଗାଁ ପୋଖରୀରେ ଗାଧୋଇ ଘରକୁ ଫେରୁଥିବା ବେଳେ ସେହି ଗ୍ରାମର ଅଭୟ ବାଗ ଦୌଡ଼ି ଆସି ତାଙ୍କୁ ଧକ୍କା ମାରି ତଳେ ପକାଇ ଦେଇଥିଲା। ଯୁବତୀଜଣକ ଚିତ୍କାର କରିବାରୁ ତାଙ୍କ ବଡ଼ ମା’ ଚମ୍ପା ମିର୍ଦ୍ଧା ଆସି ଛଡ଼ାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ଅଭୟ ତାଙ୍କୁ ମଧ୍ୟ ଆକ୍ରମଣ କରି ଗାଳିଗୁଲଜ କରିଥିଲା। ପରେ ଅଭୟ ବିଷ୍ଠା ଆଣି ଯୁବତୀଙ୍କ ମୁହଁରେ ଘସି ଜୋରଜବରଦସ୍ତ ତାଙ୍କୁ ଖୁଆଇ ଦେଇଥିଲା। ଏ ନେଇ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ଥାନାରେ ମାମଲା ରୁଜୁ ହେବା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିଲା। ଗୁରୁବାର ଅଭିଯୁକ୍ତ ଅଭୟ ବାଗକୁ ପୁଲିସ ଗିରଫ କରିଥିବା ସୂଚନା ମିଳିଛି।
କଣ୍ଟାବାଞ୍ଜି: ବଲାଙ୍ଗିର ଜିଲ୍ଲା ବେଳପଡା ଥାନା ଅନ୍ତର୍ଗତ ଉଡିଙ୍ଗ ଛକ ଠାରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛରେ ପିଟିହୋଇଛି କାର। ଦୁର୍ଘଟଣାରେ କାର ମାଲିକ ଗୁରୁତର ଆହତ ହୋଇଛନ୍ତି।  ଗୁରୁତର ଯୁବକ ଜଣକ ହେଉଛନ୍ତି କଣ୍ଟାବାଞ୍ଜିର ବ୍ୟବସାୟୀ ଆଦିତ୍ୟ ଅଗ୍ରୱାଲ।
ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଆଦିତ୍ୟ କଣ୍ଟାବାଞ୍ଜିରୁ ବେଳପଡ଼ା ଅଭିମୁଖେ ଯାଉଥିଲେ। ଉଡିଙ୍ଗ ଛକ ଠାରେ ନିକଟରେ କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ରାତିସାରା ଆଦିତ୍ୟ ଗୁରୁତର ଅବସ୍ଥାରେ କାର୍ ଭିତରେ ପଡ଼ି ରହିଥିଲେ। ଆଜି ସକାଳେ ସ୍ଥାନୀୟଲୋକେ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ କଟର ସାହାଯ୍ୟରେ କାଟି ଆଦିତ୍ୟଙ୍କୁ ଉଦ୍ଧାର କରିଥିଲେ। ଆଦିତ୍ୟଙ୍କ ମୁଣ୍ଡରେ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଣ୍ଟାବାଞ୍ଜି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସ୍ୱଚ୍ଛତାର ଅର୍ଥ ଜାଣିନାହାନ୍ତି ବିରୋଧୀ, ସୂର୍ଯ୍ୟଙ୍କୁ ଟର୍ଚ୍ଚ ପକାଇବାକୁ ଚେଷ୍ଟା କରୁଛି ବିଜେପି: କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ବର: ସ୍ୱଚ୍ଛତାର ଅର୍ଥ ଜାଣିନାହାନ୍ତି ବିରୋଧୀ। ସୂର୍ଯ୍ୟଙ୍କୁ ଟର୍ଚ୍ଚ ପକାଇବାକୁ ଚେଷ୍ଟା କରୁଛି ବିଜେପି। କିଛି ଏଭଳି କହି ଆଜି କଂଟାବାଞ୍ଜି ସଭାରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଆଜି ଟିଟିଲାଗଡ, କଂଟାବାଞ୍ଜି ଓ ପାଟଣାଗଡରେ ନିର୍ବାଚନ ପ୍ରଚାର କରିଥିଲେ ପାଣ୍ଡିଆନ। ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମଧ୍ୟ ମାଗିଥିଲେ। ଆଉ ଓଡିଶା ଗସ୍ତରେ ଆସି ପଶ୍ଟିମଓଡିଶାରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ପଶ୍ଟିମ ଓଡିଶାରୁ ହିଁ କଡା ଜବାବ ଦେଇଛନ୍ତି ପାଣ୍ଡିଆନ୍‌ । ସେ କହିଛନ୍ତି, ଯଦି ବିରୋଧୀ ନବୀନଙ୍କୁ ସ୍ୱଚ୍ଛ କହୁନାହାନ୍ତି ତେବେ ଏମାନେ ସ୍ୱଚ୍ଛତାର ପ୍ରକୃତ ଅର୍ଥ ଜାଣିନାହାନ୍ତି ।
ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ କହୁଛନ୍ତି ସ୍ୱଚ୍ଛ ମୁଖ୍ୟମନ୍ତ୍ରୀ ଦେବେ, ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛତା ନାହିଁ । ଯଦି ନବୀନ ସ୍ୱଚ୍ଛ ନୁହଁନ୍ତି ତେବେ ବିରୋଧୀ ସ୍ୱଚ୍ଛତାର ଅର୍ଥ ଜାଣିନାହାନ୍ତି ବୋଲି କହି ନଡ୍ଡାଙ୍କୁ କଡା ସମାଲୋଚନା କରିଛନ୍ତି ପାଣ୍ଡିଆନ। ଏହାସହ ସେ କହିଛନ୍ତି, ସୂର୍ଯ୍ୟକୁ ଟର୍ଚ୍ଚ ପକାଇବାକୁ ଚେଷ୍ଟା କରୁଛନ୍ତି ବିରୋଧୀ। ନବୀନ ସୂର୍ଯ୍ୟଙ୍କ ଭଳି ସ୍ୱଚ୍ଛ ହେଲେ ବିରୋଧୀଙ୍କ ସ୍ୱଚ୍ଛତା ନାହିଁ । ବିଜେପି ଟିକେଟ ଦେଇଥିବା ଏକାଧିକ ପ୍ରାର୍ଥୀମାନଙ୍କ ନାଁରେ ଅପରାଧୀକ ମାମଲା ରହିଛି । ଏଭଳି ଲୋକଙ୍କୁ ପ୍ରାର୍ଥୀ କରି ଏମାନେ ନବୀନଙ୍କୁ ସ୍ୱଚ୍ଛତା ଶିଖାଇବେ ବୋଲି ପ୍ରଶ୍ନ କରି ସଭାମଂଚରେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି କାର୍ତ୍ତିକ।
ନିର୍ବାଚନ ଥିବାରୁ ବାହାରୁ ଆସି ବଡ ବଡ କଥା କହୁଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି । ଏମାନଙ୍କୁ ଆପଣ ୨୦ ତାରିଖରେ ଉଚିତ ଜବାବ ଦେବେ ବୋଲି ଜନସାଧାରଣଙ୍କୁ ନିବେଦନ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ନିର୍ବାଚନ ସମୟରେ ବିରୋଧୀ ଦଳର ନେତା ଓ ବାହାର ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଆସୁଛନ୍ତି । ହେଲେ ସେମାନେ ଓଡିଶା କେଉଁଠି ଜାଣନ୍ତି ନାହିଁ କି ଓଡିଶାବାସୀଙ୍କୁ ଜାଣନ୍ତିନି । ପର୍ଯ୍ୟଟକ ଭଳି ଆସି ମିଛ କଥା କହି ପଳାଇବେ । ସେମାନଙ୍କ ପ୍ରତିଶ୍ରୁତିକୁ ବିଶ୍ବାସ କରନ୍ତୁନି ବୋଲି ପାଟଣାଗଡରେ କହିଛନ୍ତି ପାଣ୍ଡିଆନ। ହରିଶଙ୍କର ମନ୍ଦିରର ରୂପାନ୍ତରଣ ପାଇଁ ୨୮ କୋଟି, ବାଇପାସ ଲାଗି ୧୫୦ କୋଟି ଟଙ୍କା ଦିଆଯାଇଛି ବୋଲି ସେ କହିଛନ୍ତି ।
କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିଟିଲାଗଡ ଉପଜିଲ୍ଲପାଳ କାର୍ଯ୍ୟାଳୟରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବରେ ସେ ଆଜି ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ଏହି ଆସନରୁ ସେ ପ୍ରଥମଥର ଭାବେ ତାଙ୍କର ନାମାଙ୍କନ ଭରିଛନ୍ତି। ଏହି ସମୟରେ ଭିକେ ପାଣ୍ଡିଆନ, ଅନଙ୍ଗ ଉଦୟ ସିଂଦେଓ, ବଲାଙ୍ଗୀର ବିଧାନସଭା ପ୍ରାର୍ଥୀ କଳିକେଶ ସିଂଦେଓ, ଟିଟିଲାଗଡ ବିଧାନସଭା ପ୍ରାର୍ଥୀ ଟୁକୁନି ସାହୁ ଉପସ୍ଥିତ ରହିଛନ୍ତି।
କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀ: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବା ପରେ ବିରୋଧୀ ଶିବିରରେ ଛନକା
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡିରୁ ପ୍ରାର୍ଥୀ ହେବା ନେଇ ଘୋଷଣା ହେବା ପରେ ଏବେ ଅନ୍ୟ ଦୁଇ ରାଜନୈତିକ ଦଳ କଂଗ୍ରେସ ଓ ବିଜେପିର ଅଙ୍କ ବିଗିଡ଼ି ଯାଇଥିବା ଚର୍ଚ୍ଚା ହେଉଛି। ଏହି ଆସନ ପାଇଁ କଂଗ୍ରେସ ଓ ବିଜେପି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡିର ଏହି ମାଷ୍ଟର୍‌ଷ୍ଟ୍ରୋକ୍‌ ସମସ୍ତଙ୍କୁ ଚକିତ କରିଛି। ସବୁବେଳେ ନୂଆ ସମୀକରଣ ସୃଷ୍ଟି ହେଉଥିବା ଏହି ନିର୍ବାଚନମଣ୍ଡଳୀରେ ଚଳିତଥର ପାଇଁ ପୁଣି ଏକ ନୂଆ ସମୀକରଣ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି।
କଣ୍ଟାବାଞ୍ଜି ଆସନଟି ଜିଲ୍ଲାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ। ପ୍ରତି ନିର୍ବାଚନରେ ଏଠାରେ ନୂଆ ସମୀକରଣ ଦେଖିବାକୁ ମିଳିଥାଏ। ଏମିତିରେ ଚଳିତ ନିର୍ବାଚନରେ ଏହି ଆସନରୁ ଖୋଦ୍‌‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ହେବା ଘୋଷଣା ପରେ ବିଜେଡିରେ ଉତ୍ସାହ ଦେଖିବାକୁ ମିଳିଛି। କିନ୍ତୁ ବିରୋଧୀ ଶିବିରରେ ଏବେ ଭାଳେଣି ପଡ଼ିଥିବା ଚର୍ଚ୍ଚା ହେଉଛି। ଏହି ଆସନରୁ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବେ କଂଗ୍ରେସର ସନ୍ତୋଷ ସିଂ ସାଲୁଜା ଓ ବିଜେପିର ଲକ୍ଷ୍ମଣ ବାଗ। ଦୁଇଜଣ ଯାକ ରାଜ୍ୟ ରାଜନୀତିରେ ବରିଷ୍ଠ ନେତା। କିନ୍ତୁ ମୁଖ୍ୟମନ୍ତ୍ରୀଙ୍କୁ ନିର୍ବାଚନ ମଇଦାନରେ ଟକ୍କର୍‌ ଦେବା ସେମାନଙ୍କ ପାଇଁ ଅଗ୍ନିପରୀକ୍ଷା ହେବ ବୋଲି କୁହାଯାଉଛି।
କଣ୍ଟାବାଞ୍ଜି ଏନଏସି, ତୁରେକେଲା, ବଙ୍ଗୋମୁଣ୍ଡା ଓ ମୁରିବାହାଲ ବ୍ଲକ୍‌କୁ ନେଇ ଗଠିତ ଏହି ନିର୍ବାଚନମଣ୍ଡଳୀରେ ୩୩୪ଟି ମତଦାନ କେନ୍ଦ୍ର ରହିଛି। ନିର୍ବାଚନମଣ୍ଡଳୀରେ ସମୁଦାୟ ୨ଲକ୍ଷ ୭୪ ହଜାର ୬୯ମତଦାତା ରହିଥିବା ବେଳେ ଏଥିରେ ୧ଲକ୍ଷ ୩୮ ହଜାର ୭୫୦ ପୁରୁଷ, ୧ ଲକ୍ଷ ୩୫ ହଜାର ୨୪୭ ମହିଳା ଓ ୭୨ ଭିନ୍ନ ବର୍ଗର ଭୋଟର ରହିଛନ୍ତି। ଚଳିତ ନିର୍ବାଚନରେ ୬୩୮୮ଜଣ ନୂଆ ଭୋଟର ରହିଥିବା ବେଳେ ୩୮୫୬ଜଣ ଭିନ୍ନକ୍ଷମ ଭୋଟର ରହିଛନ୍ତି। ଗତ ନିର୍ବାଚନଗୁଡ଼ିକରେ ଏହି ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରତି ନିର୍ବାଚନରେ ଭିନ୍ନ ସମୀକରଣ ଦେଖିବାକୁ ମିଳିଥାଏ। ୧୯୬୧ରୁ ୨୦୧୯ ମଧ୍ୟରେ ହୋଇଥିବା ନିର୍ବାଚନରେ କଂଗ୍ରେସର ଦବଦବା ରହି ଆସିଛି।
୨୦୧୯ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ୬୪୨୪୬ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ପାଇଥିଲେ ୬୪୧୧୮ ଖଣ୍ଡ ଭୋଟ। ସେହିପରି ବିଜେଡି ପ୍ରାର୍ଥୀ ଅଜୟ ଦାସ ୫୪୫୨୭ ଖଣ୍ଡ ଭୋଟ ପାଇଥିଲେ। ୨୦୧୪ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଆୟୁବ ଖାନ ଏଠାରେ ବାଜି ମାରିଥିଲେ। ୨୦୦୯ ନିର୍ବାଚନରେ ଏହି ଆସନ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜାଙ୍କ ହାତରେ ରହିଥିଲା। ଏହା ପୂର୍ବରୁ ୨୦୦୪ରେ ସ୍ୱାଧୀନ ଭାବେ ଲଢ଼ି ଆୟୁବ ଖାନ ବିଧାୟକ ହୋଇଥିବା ବେଳେ ୨୦୦୦ ଓ ୧୯୯୫ ନିର୍ବାଚନରେ ସନ୍ତୋଷ ସିଂ ସାଲୁଜା କଂଗ୍ରେସ ଦଳରୁ ବିଜୟୀ ହୋଇ ବିଧାୟକ ହୋଇଥିଲେ। ୧୯୯୦ରେ ପ୍ରସନ୍ନ ପାଲ ଜନତା ଦଳରୁ ବିଧାୟକ ହୋଇଥିବା ବେଳେ ୧୯୮୫ ରେ ଚୈତନ୍ୟ ପ୍ରଧାନ ସ୍ୱାଧୀନ ଭାବେ ବିଧାୟକ ହୋଇଥିଲେ। ୧୯୭୭ ଓ ୧୯୮୦ ନିର୍ବାଚନରେ ପ୍ରସନ୍ନ ପାଲ କଂଗ୍ରେସରୁ ବିଧାୟକ ହୋଇଥିବା ବେଳେ ୧୯୭୪ରେ ସ୍ୱତନ୍ତ୍ର ପାର୍ଟିରୁ ରାମ ପ୍ରସାଦ ମିଶ୍ର, ୧୯୭୧ରେ ଅଚ୍ୟୁତାନନ୍ଦ ମହାନନ୍ଦ ଓ ୧୯୬୭ରେ ଲୋକନାଥ ରାଏ ବିଧାୟକ ହୋଇଥିଲେ। ସେହିପରି ଏହି ନିର୍ବାଚନମଣ୍ଡଳୀର ପ୍ରଥମ ବିଧାୟକ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓ। ସେ ଗଣତନ୍ତ୍ର ପରିଷଦରୁ ନିର୍ବାଚନ ଲଢ଼ିଥିଲେ। ଏବେ ପୁଣି ଏହି ଆସନରୁ ଆଉ ଜଣେ ମୁଖ୍ୟମନ୍ତ୍ରୀ ନିର୍ବାଚନ ଲଢ଼ିବାକୁ ଯାଉଥିବାରୁ ସ୍ୱାଭାବିକ ଭାବେ ସମସ୍ତଙ୍କ ନଜର ଏହି ଆସନ ଉପରେ ରହିଛି।
କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ
ତୁରେକେଲା: କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରର ବାଳିକା ଉଚ୍ଚ ବିଦ୍ୟାଳୟ ଓ ଗୋରୁ ବଜାର ଠାରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ପାଇଁ ଲାଲ ରଙ୍ଗରେ ଲେଖା ଯାଇଛି । ୧୫ ଦିନ ଭିତରେ ହତ୍ୟା ପାଇଁ ଧମକ ଦିଆଯାଇଛି । ଏକ ଫଟୋ ମଧ୍ୟ ପୋଷ୍ଟରରେ ଲାଗିଛି । ସହର ଭିତରେ କିଏ ଓ କେମିତି ଏହି ପୋଷ୍ଟର ଲଗାଇଛି ତାହା ଅସ୍ପଷ୍ଟ। କଣ୍ଟାବାଞ୍ଜି ସହରରେ ଏ ନେଇ ଚର୍ଚ୍ଚା ଜୋର ଧରିଛି। ଖବର ପାଇ କଣ୍ଟାବାଞ୍ଜି ପୁଲିସ ଲାଗିଥିବା ପୋଷ୍ଟର ଗୁଡିକ ଜବତ କରି ଅଧିକ ତଦନ୍ତ କରୁଛି । ତେବେ  ଏ ନେଇ କଣ୍ଟାବାଞ୍ଜି ପୁଲିସର ପ୍ରତିକ୍ରିୟା ମିଳିପାରିନାହିଁ ।
ଜବତ ହେଲା ଜୀବନ୍ତ ବଜ୍ରକାପ୍ତା
କଣ୍ଟାବାଞ୍ଜି: ଜବତ ହେଲା ଜୀବନ୍ତ ବଜ୍ରକାପ୍ତା । ବଲାଙ୍ଗୀର ଖପ୍ରାଖୋଲରୁ ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ହୋଇଛି । ବଜ୍ରକାପ୍ତା ଚାଲାଣ ନେଇ ମହରାପଦର ଗାଁ ଠାରେ ଡିଲ୍‌ ହେଇଥିବା ବେଳେ ଜବତ କରିଛି ବନ ବିଭାଗ । ଲାଠୋର ଓ ଖପ୍ରାଖୋଲ ବନ ବିଭାଗ ମିଳିତ ଭାବେ ଗ୍ରାହକ ବେଶରେ ଯାଇ ଅଭିଯୁକ୍ତଙ୍କୁ ଗିରଫ କରିଛି । ବଲାଙ୍ଗୀର ଡିଏଫଓ ନୀତିଶ କୁମାରଙ୍କ ନିର୍ଦ୍ଦେଶ କ୍ରମେ ଏକ ସ୍ୱତନ୍ତ୍ର ଟିମ୍ ଗ୍ରାହକ ସାଜି ଅଭିଯୁକ୍ତ ମାନଙ୍କୁ ଧରିଥିଲେ ।
ତିନି ଜଣ ଅଭିଯୁକ୍ତ ଡିଲରେ ସାମିଲ ଥିବା ବେଳେ ବନ ବିଭାଗର ଦୁଇ ଜଣକୁ କାବୁ କରିବାକୁ ସକ୍ଷମ ହୋଇଥିଲା । ଗିରଫ ଦୁଇ ଅଭିଯୁକ୍ତ ମହରାପଦରର ସୁଶୀଲ ଧାରୁଆ ଓ ସର୍ଗୀପାଳି ଗାଁର ବଜରଙ୍ଗ ଧରୁଆ ବୋଲି ସୂଚନା ଦେଇଛି ବନ ବିଭାଗ। ତେବେ ଏହି ଘଟଣାରେ ଆଉ କିଏ କିଏ ସାମିଲ ରହିଛନ୍ତି ଏନେଇ ତଦନ୍ତ ଚାଲିଛି । ଘଟଣାସ୍ଥଳରୁ ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଛି । ଉଦ୍ଧାର ବଜ୍ରକାପ୍ତା କେଉଁ ସ୍ଥାନକୁ ଚାଲାଣ ହୋଇଥାନ୍ତା ଜଣାପଡ଼ିନାହିଁ ।