durga puja - The Sakala
ଚୈତ୍ର ନବରାତ୍ରୀ ୨୦୨୬: ଜାଣନ୍ତୁ କଳସ ସ୍ଥାପନର ଶୁଭ ମୁହୂର୍ତ୍ତ, ଅଭିଜିତ ମୁହୂର୍ତ୍ତ ଓ ସମ୍ପୂର୍ଣ୍ଣ ପୂଜା ବିଧି
ହିନ୍ଦୁ ଧର୍ମରେ ନବରାତ୍ରୀର ବିଶେଷ ମହତ୍ତ୍ୱ ରହିଛି। ପ୍ରତିବର୍ଷ ଚୈତ୍ର ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥିରୁ ଚୈତ୍ର ନବରାତ୍ରୀ ଆରମ୍ଭ ହୋଇଥାଏ। ଏହି ନଅ ଦିନ ଧରି ମାତା ଦୁର୍ଗାଙ୍କର ନବସ୍ୱରୂପଙ୍କୁ ଭକ୍ତି ଆଉ ଶ୍ରଦ୍ଧାର ସହ ପୂଜା କରାଯାଏ। ଚଳିତ ବର୍ଷ ଅର୍ଥାତ୍ ୨୦୨୬ ମସିହାରେ ଚୈତ୍ର ନବରାତ୍ରୀ ମାର୍ଚ୍ଚ ୧୯ ତାରିଖ (ଗୁରୁବାର) ଦିନ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀର ପ୍ରଥମ ଦିନରେ କଳସ ସ୍ଥାପନ ବା ଘଟସ୍ଥାପନ କରିବାର ବିଧି ରହିଛି। ଆସନ୍ତୁ ଜାଣିବା ଏଥର କଳସ ସ୍ଥାପନର ଶୁଭ ମୁହୂର୍ତ୍ତ ଏବଂ ପୂଜା ବିଧି ସମ୍ପର୍କରେ ସବିଶେଷ ତଥ୍ୟ।
କଳସ ସ୍ଥାପନର ଶୁଭ ମୁହୂର୍ତ୍ତ (Kalash Sthapana Muhurat)
ପଞ୍ଚାଙ୍ଗ ଅନୁଯାୟୀ, ୨୦୨୬ ମସିହାରେ ଚୈତ୍ର ନବରାତ୍ରୀ ମାର୍ଚ୍ଚ ୧୯ ତାରିଖ ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖ (ଶୁକ୍ରବାର) ରାମ ନବମୀ ସହିତ ଶେଷ ହେବ। ପ୍ରଥମ ଦିନରେ ଘଟସ୍ଥାପନ ପାଇଁ ବିଶେଷ ଶୁଭ ମୁହୂର୍ତ୍ତ ରହିଛି:
* ସକାଳର ଶୁଭ ମୁହୂର୍ତ୍ତ: ସକାଳ ୬:୫୨ ମିନିଟ୍‌ରୁ ୭:୪୩ ମିନିଟ୍ ପର୍ଯ୍ୟନ୍ତ କଳସ ସ୍ଥାପନ କରାଯାଇପାରିବ। ଏହାର ଅବଧି ୫୦ ମିନିଟ୍ ରହିଛି।
* ଅଭିଜିତ ମୁହୂର୍ତ୍ତ: ଯଦି କୌଣସି କାରଣବଶତଃ ଆପଣ ସକାଳେ କଳସ ସ୍ଥାପନ କରିପାରିଲେ ନାହିଁ, ତେବେ ଦିନ ୧୨:୦୫ ମିନିଟ୍‌ରୁ ୧୨:୫୩ ମିନିଟ୍ ମଧ୍ୟରେ ଥିବା ଅଭିଜିତ ମୁହୂର୍ତ୍ତରେ ମଧ୍ୟ ଘଟସ୍ଥାପନ କରିପାରିବେ।
ଚୈତ୍ର ନବରାତ୍ରୀ ପୂଜା ବିଧି (Puja Vidhi)
* ନବରାତ୍ରୀର ପ୍ରଥମ ଦିନ ବ୍ରହ୍ମ ମୁହୂର୍ତ୍ତରେ ଉଠି ସ୍ନାନ ଆଦି ସାରି ନିତ୍ୟକର୍ମ ସମ୍ପନ୍ନ କରନ୍ତୁ।
* ଏହାପରେ ପୂଜା ଘରକୁ ଭଲଭାବେ ସଫା କରି ଗଙ୍ଗାଜଳ ସିଞ୍ଚନ କରି ପବିତ୍ର କରନ୍ତୁ।
* ଏକ ଛୋଟ ପିଢ଼ା ଉପରେ ନାଲି ବସ୍ତ୍ର ବିଛାଇ ମାତା ଦୁର୍ଗାଙ୍କ ପ୍ରତିମା କିମ୍ବା ଫଟୋ ସ୍ଥାପନ କରନ୍ତୁ।
* ଶୁଭ ମୁହୂର୍ତ୍ତରେ ଏକ ମାଟି କିମ୍ବା ତମ୍ବା ପାତ୍ରରେ ପବିତ୍ର ଜଳ ଭରି ସେଥିରେ ଆମ୍ବ ଡାଳ ରଖି କଳସ ସ୍ଥାପନ କରନ୍ତୁ। କଳସ ଉପରେ ନଡ଼ିଆ ରଖନ୍ତୁ। କଳସ ତଳେ ମାଟିରେ ଜଅ (Barley) ବୁଣନ୍ତୁ।
* ମାତାଙ୍କ ଆଗରେ ଅଖଣ୍ଡ ଦୀପ ଲଗାନ୍ତୁ ଏବଂ ପୁଷ୍ପ, ଫଳ, ନୈବେଦ୍ୟ ଓ ଷୋଡ଼ଶୋପଚାର ସାମଗ୍ରୀ (ଶୃଙ୍ଗାର ସାମଗ୍ରୀ) ଅର୍ପଣ କରନ୍ତୁ।
* ପୂଜା ସମୟରେ ମାତା ଦୁର୍ଗାଙ୍କ ମନ୍ତ୍ର, ଦୁର୍ଗା ଚାଳିଶା ଏବଂ ଦୁର୍ଗା ସପ୍ତଶତୀ ପାଠ କରିବା ଅତ୍ୟନ୍ତ ଫଳଦାୟକ ବୋଲି ବିବେଚନା କରାଯାଏ। ଶେଷରେ ମାତାଙ୍କ ଆଳତୀ କରନ୍ତୁ।
ଏହି ନଅ ଦିନ ଧରି ଭକ୍ତମାନେ ଉପବାସ ରଖି ମାତାଙ୍କର ଆରାଧନା କଲେ ସମସ୍ତ ମନସ୍କାମନା ପୂରଣ ହେବା ସହ ଘରେ ସୁଖ ଓ ଶାନ୍ତିର ବାସ ହୋଇଥାଏ ବୋଲି ଧାର୍ମିକ ବିଶ୍ୱାସ ରହିଛି।
କଟକରେ ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ, ୬ ଗୁରୁତର ...
କଟକ: କଟକରେ ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ । ଦରଘା ବଜାର ସ୍ଥିତ ହାତୀପୋଖରୀ ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଛନ୍ତି । ଦଶହରା ଭସାଣି ଶୋଭାଯାତ୍ରା ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ସାଢ଼େ ଗୋଟାଏ ସମୟରେ ହାତୀପୋଖରୀ ନିକଟରେ ତୀବ୍ର ଉତ୍ତେଜନା ସୃଷ୍ଟି ହୋଇଛି। ଗୀତ ବଜାଇବାକୁ ବିରୋଧ କରି କାଚ ଓ ପଥର ମାଡ କରାଯାଇଥିବା ସୂଚନା ରହିଛି । ଏହି ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଛନ୍ତି । କାଚ ଓ ପଥର ମାଡରେ କଟକ ଡିସିପି ରିଷିକେଶ ଖିଲାରୀ ମଧ୍ୟ ଆହତ ହୋଇଥିବା ସୂଚନା ରହିଛି । ଝାଞ୍ଜିରୀମଙ୍ଗଳା ଭାଗବତ ପୂଜା କମିଟି ମେଢ଼ ହାତୀପୋଖରୀ ଅତିକ୍ରମ କରୁଥିବା ବେଳେ ଦୁଇ  ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।
ସୂଚନା ଅନୁଯାୟୀ, ଝାଞ୍ଜିରୀମଙ୍ଗଳା ଭାଗବତ ପୂଜା କମିଟି ମେଢ଼ ଅଟକି ରହିଥିବା ବେଳେ ରାଉସାପାଟଣା ଦୁର୍ଗାକାଳୀ ମେଢ଼ ତା’କୁ ଅତିକ୍ରମ କରି ଆଗକୁ ଯାଇଥିଲା। ରାଉସାପାଟଣା ମେଢ଼ ଦରଘାବଜାର ଥାନା ଅତିକ୍ରମ କରୁଥିବା ସମୟରେ ସ୍ଥାନୀୟ ଅଞ୍ଚଳର କିଛି ଯୁବକ ମେଢ଼ ଶୋଭାଯାତ୍ରାରେ ଯାଉଥିବା ଯୁବକଙ୍କୁ ଆକ୍ରମଣ କରିଥିଲେ।ସୁରକ୍ଷା ପାଇଁ ରାପିଡ଼ ଆକ୍ସନ ଫୋର୍ସ ଓ ସିଆରପିଏଫ ଫୋର୍ସ ମୁତୟନ ହୋଇଛନ୍ତି । ଦେବୀଗଡା ଅଭିମୁଖେ ଯାଉଥିବା ମେଢ ଗୁଡିକ ରାସ୍ତାରେ ଅଟକି ରହିଛନ୍ତି ।
ଦୁର୍ଗାପୂଜା ପାଇଁ ରାଜଧାନୀରେ କଡା ସୁରକ୍ଷା ବ୍ୟବସ୍ଥା , ମୁତୟନ ହେବେ ୬୧ ପ୍ଲାଟୁନ ଫୋର୍ସ
ଭୁବନେଶ୍ବର: ଦୁର୍ଗାପୂଜା ପାଇଁ ରାଜଧାନୀରେ କଡା ସୁରକ୍ଷା ବ୍ୟବସ୍ଥା । ୧୯୩ ଟି ପୂଜା ମଣ୍ଡପରେ ଲୋକଙ୍କ ସୁରକ୍ଷାକୁ ନିୟନ୍ତ୍ରଣ କରିବେ ୬୧ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ଯାହା ଭିତରେ ୩ ପ୍ଲାଟୁନ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମଧ୍ୟ ରହିଛନ୍ତି। ୩ ଜଣ ଡିସିପି ରାଙ୍କ ଅଫିସର ଏସବୁ ମନିଟର କରିବେ। ୨୪ ଟି ପେଣ୍ଡାଲରେ ମା'ଙ୍କ ମୂର୍ତ୍ତିରେ ସୁନା ଓ ରୂପା ଅଳଙ୍କାର ବ୍ୟବହାର ହେଉଥିବାରୁ ସେଠାରେ ସୁରକ୍ଷା ବ୍ୟବସ୍ଥା ବ୍ୟାପକ ହେବ। ଡ୍ରୋନ୍ ଦ୍ୱାରା ମଧ୍ୟ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ହେବ। ୪ ଟି ଡ୍ରୋନର ବ୍ୟବସ୍ଥା ହୋଇଛି। ଏସବୁକୁ ସ୍ମାର୍ଟ ସିଟି କ୍ୟାମେରା ଦ୍ୱାରା ମନିଟର କରାଯିବ।
କମିଶନରେଟ ପୋଲିସର ହର୍ ଟିମ ମହିଳାଙ୍କ ସୁରକ୍ଷା ଦିଗରେ ନିୟୋଜିତ ହୋଇଛନ୍ତି। ମୋବାଇଲ ପାଟ୍ରୋଲିଂ ବ୍ୟାପକ ହୋଇଛି। ଷ୍ଟ୍ରାଇକିଂ ଫୋର୍ସ , ସ୍ପେଶାଲ ୟୁନିଟ, ବମ ଡିସ୍ପୋଯାଲ ସ୍କ୍ୱାଡ ମଧ୍ୟ ମୁତୟନ ହେବେ। ରାଜଧାନୀବାସୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବାକୁ ଯାଇ ଏଭଳି ବ୍ୟବସ୍ଥା ହୋଇଥିବା କହିଛନ୍ତି ପୋଲିସ କମିଶନର। ସେହିପରି ଟ୍ରାଫିକ ବ୍ୟବସ୍ଥା ସହରରେ ବର୍ତ୍ତମାନ ଅସମ୍ଭାଳ ହୋଇପଡିଛି । ବିଳମ୍ବିତ ରାତି ପର୍ଯ୍ୟନ୍ତ ବିଭିନ୍ନ ଛକ ବଜାରରେ ଟ୍ରାଫିକ ସମସ୍ୟା ଦେଖାଯାଉଛି । ଏସବୁକୁ ନିୟନ୍ତ୍ରଣ କରିବା ପାଇଁ ୧୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବା କହିଛନ୍ତି ପୋଲିସ କମିଶନର ଏସ୍.ଦେବଦତ୍ତ ସିଂ।
ଭୁବନେଶ୍ୱର: ଦୁର୍ଗା ପୂଜାକୁ ଦୁଷ୍ଟିରେ ରଖି କମିସନରେଟ୍‌‌ ପୁଲିସ ପକ୍ଷରୁ ଟ୍ରାଫିକ୍‌‌ କଟକଣା କରାଯାଇଛି। ଆସନ୍ତା ୨୮ ତାରିଖରୁ ଗତ ମାସ ୨ ତାରଖ ପର୍ଯ୍ୟନ୍ତ ଏହି ଟ୍ରାଫିକ୍‌‌ କଟକଣା ଲାଗୁ ରହିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି। ଯାନବାହନଗୁଡ଼ିକର ସୁନିୟନ୍ତ୍ରିତ ଚଳାଚଳ ତଥା ଜନସାଧାରଣ ଓ ପଥଚାରୀଙ୍କ ସୁବିଧା ଉଦ୍ଦେଶ୍ୟରେ ଉଭୟ ଭୁବନେଶ୍ୱର କଟକରେ କଟକଣା କରାଯାଇଛି। ଅପରାହ୍ନ ୨ ଘଟିକା ଠାରୁ ରାତ୍ର ୨ ଘଟିକା ପର୍ଯ୍ୟନ୍ତ ଏହି କଟକଣା ଲାଗୁ କରାଯିବ।
ରସୁଲଗଡ଼ ଛକ ଠାରୁ ଲିଙ୍ଗିପୁର ଛକ ଏବଂ ଏହାକୁ ସଂଯୋଗ କରୁଥିବା ଆଖପାଖ ରାସ୍ତା (ବମିଖାଲ, ଲକ୍ଷ୍ମୀସାଗର, କଳ୍ପନା, ରବି ଟକୀଜ୍‌‌ ଏବଂ ସାମନ୍ତରାପୁର ଛକ ସଂଲଗ୍ନ ରାସ୍ତାରେ ଭାରୀଯାନ ଯାଇପାରିବ ନାହିଁ। ଏହାକୁ ସଂଯୋଗ କରୁଥିବା ଆଖପାଖ (ରୁପାଲି, ରାଜମହଲ ଛକ ସଂଲଗ୍ନ) ରାସ୍ତାରେ ମଧ୍ୟ ଭାରୀଯାନ ନିଷେଧ କରାଯାଇଛି। ବାଣୀବିହାର ଛକ ଠାରୁ ଶିଶୁଭବନ ଛକ ଏବଂ ସତ୍ୟନଗର, ରାମ ମନ୍ଦିର, ମାଷ୍ଟର କ୍ୟାଣ୍ଟନ ଏବଂ ଆଚାର୍ଯ୍ୟ ବିହାର ଛକ ଠାରୁ କଳିଙ୍ଗ ହସ୍ପିଟାଲ ଛକ ଏବଂ ସୈନିକ ସ୍କୁଲ ଛକ ସଂଲଗ୍ନ ରାସ୍ତାରେ ମଧ୍ୟ ଭାରୀଯାନ ବାରଣ କରାଯାଇଛି। ଆଚାର୍ଯ୍ୟ ବିହାର ଛକ ଠାରୁ ନିୟୁ ଏୟାରପୋର୍ଟ ଛକ ଏବଂ ଏହାକୁ ସଂଯୋଗ କରୁଥିବା ଆଖପାଖ ରାସ୍ତାରେ ମଧ୍ୟ ଭାରୀଯାନକୁ ବାରଣ କରାଯାଇଛି। ଜୟଦେବ ବିହାର ଛକ ଠାରୁ ନନ୍ଦନକାନନ ଛକ ଏବଂ ଏହାକୁ ସଂଯୋଗ କରୁଥିବା ଆଖପାଖ ରାସ୍ତାରେ ମଧ୍ୟ ବାରଣ ରହିଛି। ଜାଭିୟର, କଳିଙ୍ଗ ହସ୍ପିଟାଲ, ଡମଣା ଏବଂ ପଟିଆ ଛକ ସଂଲଗ୍ନ ରାସ୍ତା ଜୟଦେବ ବିହାର ଛକ ଠାରୁ ରାଜଭବନ ଛକ ଏବଂ ଏହାକୁ ସଂଯୋଗ କରୁଥିବା ଆଖପାଖ ରାସ୍ତାରେ ବାରଣ ହୋଇଛି। ବେହେରା ସାହି ଛକ ଏବଂ ଶାସ୍ତ୍ରୀ ନଗର ଛକ ସଂଲଗ୍ନ ରାସ୍ତାକୁ ମଧ୍ୟ ବାରଣ କରାଯାଇଛି। ସିଆରପି ଛକ ଠାରୁ ପାୱାର ହାଉସ ଛକ ଏବଂ ଏହାକୁ ସଂଯୋଗ କରୁଥିବା ଆଖପାଖ (ଷ୍ଟୁଆର୍ଟ ସ୍କୁଲ ଏବଂ ୟୁନିଟ୍‌‌- ୮, ଡ଼ିଏଭି ସ୍କୁଲ ସଂଲଗ୍ନ) ରାସ୍ତାକୁ ବାରଣ କରାଯାଇଛି। ବରମୁଣ୍ଡା ଫାୟାର ଟ୍ରେନିଂ ସ୍କୁଲ ଛକ ଠାରୁ ଶିଶୁଭବନ ଛକ ଏବଂ ଏହାକୁ ସଂଯୋଗ କରୁଥିବା ଆଖପାଖ (ପାଇକନଗର, ଶିରିପୁର ଛକ ଏବଂ ଗଙ୍ଗନଗର ଛକ ସଂଲଗ୍ନ) ରାସ୍ତାକୁ ବାରଣ କରାଯାଇଛି।। ଖଣ୍ଡଗିରି ଛକ ଠାରୁ ପୋଖରୀପୁଟ ଛକ ଏବଂ ଏହାକୁ ସଂଯୋଗ କରୁଥିବା ଆଖପାଖ (ଜାଗମରା ଛକ ଏବଂ ଗଣ୍ଡମୁଣ୍ଡା ଛକ ସଂଲଗ୍ନ)ରାସ୍ତା ବାରଣ କରାଯାଇଛି। ଜାତୀୟ ରାଜପଥ ୧୬, ବରମୁଣ୍ଡା ଠାରୁ ପଳାସୁଣୀ ପର୍ଯ୍ୟନ୍ତ ଉଭୟ ପାଶ୍ୱରେ ଥିବା ସର୍ଭିସ୍‌‌ ରୋଡ଼ରେ ମଧ୍ୟ ଭାରୀଯାନ ବାରଣ। ଖୋର୍ଦ୍ଧା ପଟୁ କଟକ ଆଡ଼କୁ ଆସୁଥିବା ସମସ୍ତ ପ୍ରକାର ଭାରୀ ଯାନଗୁଡ଼ିକୁ ଭୁବନେଶ୍ୱର ଆଡ଼କୁ ଆସିବାକୁ ଦିଆଯିବ ନାହିଁ। ସେହି ଗାଡ଼ି ଗୁଡ଼ିକ ପିତାପଲି ଛକ ଠାରୁ ବାମ ପଟ ରାସ୍ତା ରେ ଭାୟା ଚନ୍ଦକା-ବାରଙ୍ଗ ରାସ୍ତା ଦେଇ ବାଲିକୁଦା ଠାରେ ଜାତୀୟ ରାଜପଥ ୧୬ ରେ ମିଶିବେ। ସେହିପରି କଟକ ପଟୁ ଖୋର୍ଦ୍ଧା ଆଡ଼କୁ ଆସୁଥୁବା ଭାରୀ ଯାନ ଗୁଡ଼ିକ ବାଲିକୁଦା ଛକ ଦେଇ ପିତାପଲ୍ଲୀ ଠାରେ ଜାତୀୟ ରାଜପଥ ୧୬ ରେ ମିଶିବେ।
ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖ୍‌‌ ଆବଶ୍ୟକ ପଡ଼ିଲେ ପିତାପଲ୍ଲୀ ଛକ ଓ ବିରୂପା ବ୍ରିଜ୍‌‌ ଠାରୁ ଭାରୀ ଯାନ ଗୁଡ଼ିକର ଚଳାଚଳ ନିଷେଧ କରାଯିବ। ନୂଆପଲ୍ଲୀ ରାବଣ ପୋଡ଼ି ସମୟରେ ଜାତୀୟ ରାଜପଥ ୧୬ ଦେଇ କଟକ ପଟୁ ଆସୁଥ୍‌‌ିବା ସମସ୍ତ ଗାଡିଗୁଡିକ (ଭାରୀ ଯାନ ବ୍ୟତୀତ) ଜୟଦେବ ବିହାର ଠାରୁ ବାମ ପାଶ୍ୱ ରାସ୍ତା ଦେଇ ବେହେରା ସାହି, ଶାସ୍ତ୍ରୀ ନଗର, ପାୱାର ହାଉସ ଏବଂ ୟୁନିଟ- ୮, ଡ଼ିଏଭି ସ୍କୁଲ ଛକ ଦେଇ ସି.ଆର.ପି/ଫାୟାର ଷ୍ଟେସନ ଛକ ଆଡ଼କୁ ଯାଇପାରିବେ।
ଆସୁଛି ଆଉ ଏକ ଲଘୁଚାପ, ବର୍ଷାଭିଜା ହୋଇପାରେ ଦଶହରା
ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଅନୁଭୂତ ହେବ। ଲଘୁଚାପଟି ଅଧିକ ଘନୀଭୂତ ହେବା ଆଶଙ୍କା ଥିବାରୁ ଏଥର ଦଶହରା ବର୍ଷାଭିଜା ହୋଇପାରେ।ଲଘୁଚାପ ନେଇ ଆଇଏମ୍‌ଡି ପକ୍ଷରୁ କରାଯାଇଥିବା ବେଳେ ଏହାର ପ୍ରଭାବରେ ୨୫ରୁ ୩-୪ ଦିନ ବର୍ଷା ହେବାର ଆଶଙ୍କା କରାଯାଇଛି।
ପାଣିପାଗ ବିଭାଗ ଦ୍ୱାରା ଜାରି ସୂଚନା ଅନୁଯାୟୀ, ଆସନ୍ତା ୨୫ ତାରିଖରେ ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ମଧ୍ୟ ସମୁଦ୍ର ନିକଟସ୍ଥ ମ୍ୟାଁମାର-ବାଂଲାଦେଶ ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ବଙ୍ଗୋପସାଗରମୁହାଁ ହୋଇ ରାଜ୍ୟର ବିଭିନ୍ନ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ଉପରେ ପ୍ରଭାବ ପକାଇପାରେ।
ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପ୍ରକାର ପାଣିପାଗ ନିୟାମକ ସକ୍ରିୟ ନାହିଁ। ହେଲେ ବର୍ତ୍ତମାନ ରାଜ୍ୟରେ ହେଉଥିବା ଖରା ଓ ଗୁଳୁଗୁଳି ଯୋଗୁଁ ଅପରାହ୍ଣରେ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ଆଶଙ୍କା ଥିବା ପାଣିପାଗ କେନ୍ଦ୍ର କହିଛି। ଏଭଳି ସ୍ଥିତିରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବା ନେଇ ଆଶଙ୍କା କରାଯାଇଛି।
ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍‌ ଓ ବାଣକୁ ନିଷିଦ୍ଧ
ଭୁବନେଶ୍ୱର: ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍‌ ଓ ବାଣକୁ ନିଷିଦ୍ଧ କରାଯାଇଛି। କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ। ଭସାଣ ବେଳେ ଲାଗିବନି ଲେଜର ଲାଇଟ। ବାଣ ଫୁଟାଇବା ଉପରେ ମଧ୍ୟ ଲାଗିଲା କଟକଣା। ଚଳିତ ବର୍ଷ ଦୁର୍ଗାପୂଜାକୁ ନେଇ ପୁଲିସ ସେବା ଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଦୁର୍ଗାପୂଜା ପ୍ରସ୍ତୁତି ବୈଠକରେ ପୁଲିସ କମିସନର ଏସ ଦେବଦତ୍ତ ସିଂ, ଅତିରିକ୍ତ କମିସନର ନରସିଂହ ଭୋଳ, ଡିସିପି ଜଗମୋହନ ମୀନା, ଭୁବନେଶ୍ୱର ଏକାମ୍ବ୍ର ବିଧାୟକ ବାବୁ ସିଂଙ୍କ ସମେତ ବିଭିନ୍ନ ପୂଜା କମିଟିର କାର୍ଯ୍ୟକର୍ତ୍ତାମାନେ ଯୋଗ ଦେଇଥିଲେ।
ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲିଲେ ନବୀନ, ଜଗତକଲ୍ୟାଣ ପାଇଁ ମା’ଙ୍କ ଆଶିଷ ଭିକ୍ଷା କଲେ
ଭୁବନେଶ୍ୱର: ପୂଜାମଣ୍ଡପ ବୁଲିଲେ ନବୀନ ପଟ୍ଟନାୟକ । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପୂଜା ପେଣ୍ଡାଲ ବୁଲିବା ସହ ମା’ଙ୍କ ମହାଷ୍ଟମୀ ପୂଜାରେ ସାମିଲ ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଭିନ୍ନ ପୂଜା ମଣ୍ଡପ ବୁଲିବା ସହ ମା’ଙ୍କର ଆଶିଷ ଭିକ୍ଷା କରିଛନ୍ତି ପୂର୍ବତନ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସର୍ବପ୍ରଥମେ ରସୁଲଗଡ଼ ପୂଜା ମଣ୍ଡପରେ ପହଞ୍ଚି ମହାମାୟାଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ନବୀନ । ରସୁଲଗଡ଼ ଦୁର୍ଗା ପୂଜା କମିଟି ତରଫରୁ ନବୀନଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଜଗତକଲ୍ୟାଣ ପାଇଁ ମା’ଙ୍କ ଆଶିଷ ଭିକ୍ଷା କରିଛନ୍ତି ନବୀନ । ସମସ୍ତଙ୍କୁ ଦଶହରାର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି। ନବୀନଙ୍କୁ ଅତି ନିକଟରୁ ପାଇ ସାଧାରଣ ଜନତା ଖୁବ୍ ଉତ୍ସାହିତ ହୋଇଛନ୍ତି। ରାଜ୍ୟବାସୀଙ୍କ ପାଇଁ ମା’ଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ନବୀନ ପଟ୍ଟନାୟକ ।
ରସୁଲଗଡ଼ ପରେ ସହିଦନଗର ପୂଜା ମଣ୍ଡପ ବୁଲି ଦେଖିଛନ୍ତି ନବୀନ । ମାଆଙ୍କ ଦର୍ଶନ ସହ ଲୋକଙ୍କ ସହ କଥା ହୋଇଥିଲେ ନବୀନ । କଡା ସୁରକ୍ଷା ବଳୟରେ ଯାଇ ଦର୍ଶନ କରିବା ସହ ଖୁସି ବ୍ୟକ୍ତ କରିଥିଲେ ନବୀନ । ଏହା ପରେ ବଡ଼ଗଡ଼ ମଣ୍ଡପରେ ପହଞ୍ଚି ମାଆଙ୍କୁ ଦର୍ଶନ କରିଛନ୍ତି । ପ୍ରାୟ ଘଣ୍ଟାଏ ଯାଏଁ ମଣ୍ଡପ ଯାଇଁ ମାଆଙ୍କୁ ଦର୍ଶନ କରିଛନ୍ତି ନବୀନ ପଟ୍ଟନାୟକ । ମଣ୍ଡପ ବୁଲି ଯିବାକୁ ନବୀନଙ୍କୁ ଟୁଇନସିଟିର ବିଭିନ୍ନ ପୂଜା କମିଟି ନିମନ୍ତ୍ରଣ କରିଥିବା ବେଳେ ପୂର୍ବରୁ ଗଣେଶ ପୂଜା ସମୟରେ ମଧ୍ଯ ନବୀନ ମଣ୍ଡପ ବୁଲିବା ସହ ଲୋକଙ୍କ ସହ କଥା ହୋଇଥିଲେ ।
ଆଜି ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରର ବିଭିନ୍ନ ପୂଜାମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଆଜି ପୁରୁଣା ଭୁବନେଶ୍ୱର, ବରମୁଣ୍ଡା, ନୟାପଲ୍ଲୀ, ଶହୀଦନଗର ଓ ଲକ୍ଷ୍ମୀସାଗରର ବିଭିନ୍ନ ପୂଜାମଣ୍ଡପ ବୁଲି ମାଆଙ୍କ ଆଶିଷ ଗ୍ରହଣ କରିବେ। ୧୨ ତାରିଖରେ ମୁଖ୍ୟମନ୍ତ୍ରୀ କଟକର ବିଭିନ୍ନ ପୂଜାମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି। ସେହିପରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ରସୁଲୁଗଡ, ଶହୀଦନଗର ଓ ବଡଗଡର ବିଭିନ୍ନ ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି। ପୂଜା ମଣ୍ଡପ ବୁଲି ଆସିବା ପାଇଁ ରାଜଧାନୀର ବିଭିନ୍ନ ଦୁର୍ଗାପୂଜା କମିଟି ବିରୋଧୀ ଦଳ ନେତାଙ୍କୁ ଭେଟି ଅନୁରୋଧ କରିଥିଲେ। ସୂଚନାଯୋଗ୍ୟ ଯେ ନବୀନ ପ୍ରତିବର୍ଷ ରାଜଧାନୀର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲି ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି କାମନା କରିଥାନ୍ତି।
ପୂଜାରେ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ୍‌; ନଭେମ୍ବର ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚଳାଚଳ କରିବ
ଭୁବନେଶ୍ୱର: ପାର୍ବଣ ସମୟରେ ଯାତ୍ରୀସଂଖ୍ୟାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ପକ୍ଷରୁ ଦେଶର ବିଭିନ୍ନ ସ୍ଥାନକୁ ପୂଜା ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି। ଏହି ସ୍ୱତନ୍ତ୍ର ଟ୍ରେନ୍‌ଗୁଡ଼ିକ ନଭେମ୍ବର ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚଳାଚଳ କରିବ। ଏହା ସହିତ ପୂର୍ବତଟ ରେଳବାଇ ତା’ର ପରିସୀମା ମଧ୍ୟରେ ଥିବା ପ୍ରମୁଖ ଷ୍ଟେସନଗୁଡ଼ିକରୁ ଦେଶର ବିଭିନ୍ନ ସ୍ଥାନକୁ ୨୭ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ କରାଇବ। ଏହା ବ୍ୟତୀତ ଅତିରିକ୍ତ ଭାବରେ ୧୪ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ୍‌ ପୂର୍ବତଟ ରେଳପଥ ପରିସୀମା ମଧ୍ୟଦେଇ ଦେଶର ବିଭିନ୍ନ ପ୍ରାନ୍ତକୁ ଗତି କରିବା ସହିତ ପାଖାପାଖି ୧୧୩୪ ଟ୍ରିପ୍‌ ସ୍ୱତନ୍ତ୍ର ଟ୍ରେନ୍‌ ପୂଜା ସମୟରେ ଚାଲିବ ବୋଲି ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ପୀଠେ ଦଶହରା, ମଣ୍ଡପରେ ମହାନବମୀ ପୂଜା
ଭୁବନେଶ୍ବର: ଧରାପୃଷ୍ଠକୁ ଅବତରଣ କରିଛନ୍ତି ମା’ ଜଗତଜନନୀ ଦୁର୍ଗା। ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର। ଶକ୍ତିପୀଠରେ ଆଜି ଦଶହରା ପୁଜା ଚାଲିଥିବା ବେଳେ ମଣ୍ଡପରେ ଆଜି ମାଆଙ୍କର ମହା ନବମୀ ପୂଜା । ମାଆଙ୍କ ଆବାହନରେ କମ୍ପୁଛି ପୂଜା ମଣ୍ଡପ । ଘଣ୍ଟଘଣ୍ଟା, ଶଙ୍ଖଧ୍ୱନି ଓ ବ୍ରାହ୍ମଣଙ୍କ ମନ୍ତ୍ରପାଠରେ କମ୍ପୁଛି ମଣ୍ଡପ। ସବୁଠି ଉତ୍ସବର ମାହୋଲ ଦେଖିବାକୁ ମିଳିଛି । ମହାଷ୍ଟମୀ ପୂଜା କରିବା ଲାଗି ମଣ୍ଡପ ଗୁଡିକରେ ମହିଳା ମାନଙ୍କର ଭିଡ ଦେଖିବାକୁ ମିଳିଛି।
କଟକ , ଭୁବନେଶ୍ବରରେ ଦୁର୍ଗାପୂଜା ଲାଗି  ପ୍ରବଳ ଭିଡ ପରିଲକ୍ଷିତ ହୋଇଛି । ରାତି ୧୨ଟା ଯାଏ ଲୋକ ବୁଲି ମେଢ ଦେଖୁଛନ୍ତି । ଲୋକଙ୍କ ମନୋରଞ୍ଜନ ଲାଗି  ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ମେଲୋଡି କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି।  ପୂଜା ପାଇଁ ଭିଡ ବଢୁଥିବାରୁ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଆସନ୍ତାକାଲି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର ଜୟ। ଅଧର୍ମ ଉପରେ ଧର୍ମର ବିଜୟ। ଦଶହରା ଦିନ ରାବଣପୋଡିର ପରମ୍ପରା ରହିଛି । ବିଜୟା ଦଶମୀ ପରେ ଧରାପୃଷ୍ଠରୁ ମେଲାଣି ନେବେ ଦୁର୍ଗତିନାଶିନୀ ।
ପୂଜା ଭିଡ଼ରେ ବମିଖାଲ ମଣ୍ଡପରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ଲୁଟେରା ଗ୍ୟାଙ୍ଗ
ଭୁବନେଶ୍ୱର: ସାବଧାନ ! ପୂଜା ମଣ୍ଡପରେ ମାତିଛନ୍ତି ଚେନ ଲୁଟେରା । ଭିଡର ସୁଯୋଗ ନେଇ ମହିଳାଙ୍କ ବେକରୁ ସୁନା ଅଳଙ୍କାର ଲୁଟି ନେଉଛନ୍ତି ଦୁର୍ବୃତ୍ତ । ମା’ଙ୍କ ଦର୍ଶନ ପାଇଁ ମଣ୍ଡପଗୁଡିକରେ ଲୋକଙ୍କ ଭିଡ ଲାଗୁଥିବାବେଳେ ଶ୍ରଦ୍ଧାଳୁଙ୍କୁ ଲୁଟିବାକୁ ଭିଡ଼ରେ ବୁଲୁଛନ୍ତି ମହିଳା ଲୁଟେରା ଗ୍ୟାଙ୍ଗ । ଭୁବନେଶ୍ୱର ବମିଖାଲ ପୂଜା ମଣ୍ଡପରୁ ଥରକରେ ୪ ଜଣ ମହିଳାଙ୍କ ବେକରୁ ଚେନ ଲୁଟି ନେଇଛନ୍ତି ଗ୍ୟାଙ୍ଗ । ଏ ନେଇ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସିସିଟିଭି ଭିଜୁଆଲ ଦେଖି ଲୁଟେରାଙ୍କୁ ଚିହ୍ନଟ କରିବା ପାଇଁ ପୋଲିସ ଚେଷ୍ଟା କରୁଛି ।
ଅଭିଯୋଗ ଅନୁସାରେ, ଆଜି ସକାଳ ପ୍ରାୟ ୧୦ଟା ୩୦ରୁ ୧୦ଟା ୪୫ ମଧ୍ୟରେ ବମିଖାଲ ପୂଜା ମଣ୍ଡପ ପାଖରେ ସୁନା ଚେନ୍ ଲୁଟର ଶିକାର ହୋଇଛନ୍ତି ୪ ଜଣ ମହିଳା । ମାତ୍ର ୧୫ ମିନିଟରେ ଚୋରି କରି ଚମ୍ପଟ ମାରିଛନ୍ତି ମହିଳା ଲୁଟେରା ଗ୍ୟାଙ୍ଗ । ଚେନ ଚୋରି ପରେ ଭୋ ଭୋ ହୋଇ ମହିଳାମାନେ କାନ୍ଦୁଥିବା ଦେଖିବାକୁ ମିଳିଥିଲା । ପୋଲିସର କଡ଼ା ସୁରକ୍ଷା ବଳୟ ଓ ସିସିଟିଭି ସର୍ଭିଲାନ୍ସରେ ପୂଜା ମଣ୍ଡପ ଅଞ୍ଚଳ ଥିବା ବେଳେ ଏପରି ଚୋରି ସମସ୍ତଙ୍କୁ ଚକିତ କରିଛି । ଏ ନେଇ ପିସିଆରକୁ ଜଣାଇବା ପରେ ଛାନବିନ ଆରମ୍ଭ ହୋଇଛି ।
ଏକ ମହିଳା ଲୁଟେରା ଗ୍ୟାଙ୍ଗ ପୂଜା ମଣ୍ଡପକୁ ଟାର୍ଗେଟ କରି ଏଭଳି କାଣ୍ଡ ଘଟାଇଥିବା ସନ୍ଦେହ କରାଯାଉଛି । କାରଣ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଲୁଟ ବେଳେ ସେମାନେ କିଛି ମହିଳାଙ୍କୁ ଦେଖିଛନ୍ତି । ସେପଟେ ବମିଖାଲ ପୂଜା ମଣ୍ଡପର କର୍ମକର୍ତ୍ତା ସିସିଟିଭି ଯାଞ୍ଚ କରିବା ଆରମ୍ଭ କରିଛନ୍ତି । ହଜାର ହଜାର ସଂଖ୍ୟାରେ ଶଦ୍ଧାଳୁ ମା’ଙ୍କ ଦର୍ଶନ ପାଇଁ ଅଷ୍ଟମୀରେ ମଣ୍ଡପକୁ ଆସୁଛନ୍ତି । କମିଶନରେଟ ପୋଲିସ ମୁତୟନ କରିବାକୁ କହିଥିବା ମହିଳା ପୋଲିସ ଏପର୍ଯ୍ୟନ୍ତ ପହଞ୍ଚି ନଥିବାରୁ ଏଭଳି ଅଘଟଣ ଘଟୁଥିବା କହିଛନ୍ତି ପୂଜା କମିଟି ସମ୍ପାଦକ ।
ଦଶହରା ପାଇଁ ରାଜଧାନୀରେ କଡା ସୁରକ୍ଷା ବ୍ୟବସ୍ଥା; ମୁତୟନ ହେବେ ୩୧ ପ୍ଲାଟୁନ ଫୋର୍ସ
ଭୁବନେଶ୍ୱର: ଦଶହରା ପାଇଁ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡାକଡି ହେବ । ଷଷ୍ଠୀରୁ ଭସାଣୀ, ରାଜଧାନୀ ହେବ ପୋଲିସ ଛାଉଣୀ । ମୁତୟନ ହେବେ ୩୧ ପ୍ଲାଟୁନ ଫୋର୍ସ, ସିସିଟିଭି ନଜରରେ ରହିବ ରାସ୍ତାଘାଟ ଓ ଗଳିକନ୍ଦି । ରାଜଧାନୀରେ ଏଥର ୧୮୮ ଟି ମେଢ଼ ପୂଜା ପାଇବେ । ୬ଟି କଣ୍ଟ୍ରୋଲ ରୁମ ଜରିଆରେ ତଦାରଖ କରିବେ ଡିସିପି । ପୂଜା ପାଇଁ ସିସିଟିଭି ନଜରରେ ରହିବ ଭୁବନେଶ୍ୱରର ରାସ୍ତାଘାଟ ଓ ଗଳିକନ୍ଦି । ୬ ଟି କଣ୍ଟ୍ରୋଲ ରୁମରୁ କଣ୍ଟ୍ରୋଲ ହେବ ସିକ୍ୟୁରିଟି ଓ ଟ୍ରାଫିକ ମ୍ୟାନେଜମେଣ୍ଟ । ୩ଟି କ୍ୟାଟାଗୋରୀରେ ପୂଜା ମଣ୍ଡପକୁ ଦିଆଯିବ ସୁରକ୍ଷା । ପୋଲିସ କମିଶନରଙ୍କ ଥାନା ଆଇଆଇସିଙ୍କ ସହ ଓ୍ବାନ ଟୁ ଓ୍ବାନ ଆଲୋଚନା ହୋଇଛି ।
ଧରାବତରଣ କରିବେ ମା’ ଦୁର୍ଗା । ପୁରପଲ୍ଲୀ ଠାରୁ ସହର ବଜାର ସବୁଠି ଉତ୍ସବମୁଖର । ଭୁବନେଶ୍ବରରେ ମଧ୍ୟ ଦଶହରାକୁ ଦୃଷ୍ଟିରେ ରଖି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାଜଧାନୀରେ ଚଳିତବର୍ଷ ହେଉଥିବା ୧୮୮ ଟି ପୂଜା ମଣ୍ଡପର ସୁରକ୍ଷା ଦାୟିତ୍ୱରେ ୩୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଷଷ୍ଠୀ ଠାରୁ ଭସାଣି ପର୍ଯ୍ୟନ୍ତ ଡିସିପିଙ୍କ ନେତୃତ୍ବରେ ୧୨ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୪୧ ଜଣ ଇନ୍ସପେକ୍ଟର,୧୫୧ ଜଣ ଏଏସଆଇ, ୧୧୯ ଜଣ ଟ୍ରାଫିକ କନଷ୍ଟେବଳ, ୭୦ ଜଣ ଏପିଆର କନଷ୍ଟେବଳ ଓ ୨୦୭ ଜଣ ଓଏପିଏଫ କନଷ୍ଟେବଳ ଅପରାଧିକ କାର୍ଯ୍ୟକଳାପ ସହ ସହ ସିସିଟିଭି ଉପରେ ନଜର ରଖିବେ।
ପୂର୍ବରୁ ବିଭିନ୍ନ ପୂଜା କମିଟି ଓ ଅନ୍ୟ ବିଭାଗ ସହ କମିଶନରେଟ ପୋଲିସର ଜଏଣ୍ଟ ଇନ୍ସପେକ୍ସନ ସରିଛି । ଟ୍ରାଫିକ କଟକଣା ସହ ଭାରିଯାନ ଚଳାଚଳରେ ପ୍ରତିବନ୍ଧକ ନେଇ ଆଡ଼ଭାଇଜରି ଜାରି କରାଯାଇଛି । ବଟି ଓ ଚାନ୍ଦା ମାଗିଲେ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି । ପୂଜା ଦେଖିବାକୁ ଗଲାବେଳେ ନିଜ ଘର ର ସୁରକ୍ଷା ନେଇ ସଚେତନ ରହିବାକୁ ନିବେଦନ କରିବା ସହ ଶାରଦୀୟ ଅଭିନନ୍ଦନ ଜଣାଇଛନ୍ତି ପୋଲିସ କମିଶନର । ରବିବାର ମହାଷ୍ଟମୀ ଥିବାରୁ ମହିଳା ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସହିଦନଗର, ରସୁଲଗଡ଼, ନୂଆପଲ୍ଲୀ, ଝାରପଡା ଓ ପଳାଶୁଣି ଠାରେ ମହିଳା ପୋଲିସଙ୍କୁ ନିୟୋଜିତ କରାଯିବ ।