president-ramnath-kovind - The Sakala

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ
ଭୁବନେଶ୍ୱର: ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆସନ୍ତାକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ୱତନ୍ତ୍ର ବିମାନ ଯୋଗେ ୧୨ଟା ୨୫ରେ ଦିଲ୍ଲୀରୁ ବାହାରିବେ । ଅପରାହ୍ନ ୨ଟା୪୫ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଁଚିବେ ରାଷ୍ଟ୍ରପତି । ତେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦର ଯିବେ । ମୁଖ୍ୟମନ୍ତ୍ରୀ, ରାଜ୍ୟପାଳଙ୍କ ସମେତ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ବିମାନବନ୍ଦରରେ ଉପସ୍ଥିତ ରହିବେ ।

ଆସନ୍ତାକାଲି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ ରାଷ୍ଟ୍ରପତି । ଏକ ସ୍ୱତନ୍ତ୍ର କାରକେଡରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ପୁରୀରେ ରାତ୍ରୀଯାପନ ପରେ ୨୦ ତାରିଖ ବଡ଼ଦାଣ୍ଡ ସ୍ଥିତ ଗୌଡିୟ ମଠରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ୍ ହେବେ । ସେଠାରୁ ଶରଧାବାଲି ଯାଇ ସାଧୁ ସମ୍ମିଳନୀରେ ଏକ ଘଣ୍ଟା ଧରି ସାମିଲ୍ ହେବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ସେହିଦିନ ନିର୍ବାଚନ ଥିବାରୁ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି ପୁରୀ ଜିଲ୍ଲା ପ୍ରଶାସନ । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୨ ଶହ ପୋଲିସ ଅଧିକାରୀ ମୁତୟନ ରହିବେ । ସେପଟେ ଗୌଡିୟ ମଠ ପରିସରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରପତି ଭାବେ ତୃତୀୟ ଥର ପାଇଁ ପୁରୀ ଗସ୍ତରେ ଆସୁଛନ୍ତି ।

ଟୋକିଓ ଅଲିମ୍ପିକ୍ସ: ହକିରେ ପଦକ ପରେ ଛୁଟୁଛି ଶୁଭେଚ୍ଛାର ଶୁଅ, ବ୍ରିଲିଆଣ୍ଟ- ଇନ୍-ବ୍ଲୁ ଲେଖି ଭାରତୀୟ ହକି ଟିମକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଟୋକିଓ ଅଲିମ୍ପିକ୍ସରେ ଭାରତର ଏହି ଐତିହାସିକ ଦମଦାର ବିଜୟ ପରେ ଚାରିଆଡୁ ଶୁଭେଚ୍ଛାର ଶୁଅ ଛୁଟିଛି। ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ଭାରତ ପାଇଁ ଆଜି ଐତିହାସିକ ଦିନ। ଭାରତୀୟ ପୁରୁଷ ହକି ଟିମ ପାଇଁ ଭାରତ ଆଜି ଗର୍ବିତ । ଦେଶବାସୀଙ୍କ ସ୍ୱପ୍ନକୁ ସାକାର କରିବାରେ ସଫଳ ହୋଇଛି ହକି ଟିମ୍  ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ଜଣାଇଛନ୍ତି।

प्रफुल्लित भारत! प्रेरित भारत! गर्वित भारत!

टोक्यो में हॉकी टीम की शानदार जीत पूरे देश के लिए गर्व का क्षण है।

ये नया भारत है, आत्मविश्वास से भरा भारत है।

हॉकी टीम को फिर से ढेरों बधाई और शुभकामनाएं। 🏑 #Tokyo2020

— Narendra Modi (@narendramodi) August 5, 2021

ଅଲିମ୍ପିକ୍ସରେ ଚମତ୍କାର ବିଜୟ ପାଇଁ ମଧ୍ଯ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ।  ଭାରତୀୟ ପୁରୁଷ ହକି ଟିମ୍‌ର ଆଜିର ବିଜୟ ଭବିଷ୍ୟତ ପିଢ଼ିର ଖେଳାଳିଙ୍କୁ ଉତ୍ସାହିତ କରିବ ବଲି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ଜଣାଇଛନ୍ତି। ଟ୍ବିଟରେ ମଧ୍ଯ ବ୍ରଲିଆଣ୍ଟ -ଇନ -ବ୍ଲୁ ଲେଖି ଖେଳାଳୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Brilliant in Blue 👏

Congratulations Indian Men’s #Hockey Team on the spectacular victory to give us an Olympic medal after 41 long years. This historic win at #Tokyo2020 will inspire generation of sportspersons. All the very best for future. #Cheer4India @thehockeyindia

— Naveen Patnaik (@Naveen_Odisha) August 5, 2021

ସେହିପରି ଭାରତୀୟ ପୁରୁଷ ହକି ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆଜିର ଐତିହାସକ ବିଜୟ ଭାରତୀୟ ହକି ପାଇଁ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ରାଷ୍ଟ୍ରପତି ଟ୍ବିଟକରି କହିଛନ୍ତି।

Congratulations to our men’s hockey team for winning an Olympic Medal in hockey after 41 years. The team showed exceptional skills, resilience & determination to win. This historic victory will start a new era in hockey and will inspire the youth to take up and excel in the sport

— President of India (@rashtrapatibhvn) August 5, 2021

କୋଭିଡ୍‌ ଟିକାର ପ୍ରଥମ ଡୋଜ୍‌ ନେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ନୂଆଦିଲ୍ଲୀ : ଆଜି କୋଭିଡ-୧୯ର ପ୍ରଥମ ଡୋଜ ଟିକା ନେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଦିଲ୍ଲୀର ଆରଆର ହସ୍ପିଟାଲରେ ରାମନାଥ କୋବିନ୍ଦ ଟିକା ନେଇଥିବା ଜଣାପଡିଛି ।

President thanked all doctors, nurses, health workers and administrators who are successfully implementing the largest vaccination drive in history and urged all eligible citizens to get vaccinated. pic.twitter.com/jkZGkcRTJp

— President of India (@rashtrapatibhvn) March 3, 2021

ସୂଚନାଯୋଗ୍ୟ ମାର୍ଚ ପହିଲାରୁ ଦେଶବ୍ୟାପୀ ଆରମ୍ଭ ହୋଇଛି କୋଭିଡ୍‌-୧୯ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ। ଅଧିକ ବ୍ୟାପକ କରାଯାଇଥିବା ଏହି ଟିକାକରଣ ଅଭିଯାନରେ ୬୦ରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ବିଭିନ୍ନ ଶାରୀରିକ ସମସ୍ୟା ଥିବା ୪୫ ବର୍ଷ ଏବଂ ତଦୂର୍ଦ୍ଧ୍ୱ ବୟସ୍କ ବ୍ୟକ୍ତିମାନଙ୍କୁ କୋଭିଡ୍‌-୧୯ ଟିକା ଦିଆଯାଉଛି। ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ପ୍ରଥମ ଦିନରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କ ସମେତ ବହୁ ଶୀର୍ଷସ୍ତରୀୟ ରାଜନେତାମାନେ ଏହି ଟିକା ନେଇ ସାରିଥିବା ବେଳେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ କୋରୋନାର ପ୍ରଥମ ଡୋଜ ଟିକା ନେଇଛନ୍ତି ।