Chief Minister naveen patnaik - The Sakala
ଜାତୀୟ ଶିକ୍ଷକ ସମ୍ମାନ ପାଇଁ ମନୋନୀତ ଓଡିଶାର ଦୁଇ କୃତୀ ଶିକ୍ଷକଙ୍କ ସହ କଥା ହେଲେ ନବୀନ
ଭୁବନେଶ୍ୱର: ଜାତୀୟ ଶିକ୍ଷକ ସମ୍ମାନ ପାଇଁ ମନୋନୀତ ଓଡିଶାର ଦୁଇ କୃତବିଦ୍ୟ ଶିକ୍ଷକ ଡ଼କ୍ଟର ଦ୍ବିତୀଚନ୍ଦ୍ର ସାହୁ ଓ ସନ୍ତୋଷ କୁମାର କରଙ୍କୁ ନବୀନ ପଟ୍ଟନାୟକ ଆଜି ବ୍ୟକ୍ତିଗତ ଭାବେ ଫୋନ କରି କଥା ହୋଇଛନ୍ତି। ଏଥିସହ କୃତୀ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେମାନଙ୍କ ନିଷ୍ଠା ଓ ସାଧନାର ଉଚ୍ଚ ପ୍ରଶଂସା କରିଛନ୍ତି ନବୀନ।  ଶିକ୍ଷା ଜରିଆରେ ହିଁ ଏକ ସଚେତନ ଓ ସଶକ୍ତ ସମାଜ ଗଠନ ହୋଇ ପାରିବ ବୋଲି ମତ ଦେଇଥିଲେ ନବୀନ ପଟ୍ଟନାୟକ। ଶିକ୍ଷାଦାନ କ୍ଷେତ୍ରରେ ସେମାନଙ୍କ ଅବଦାନ ପାଇଁ ସେ ଗର୍ବିତ ବୋଲି କହି ଉଭୟଙ୍କୁ ଅଭିନନ୍ଦନ ଜଣାଇଥିଲେ।
ଜାତୀୟ ଶିକ୍ଷକ ସମ୍ମାନ ପାଇଁ ମନୋନୀତ ଡ଼କ୍ଟର ଦ୍ଵିତୀଚନ୍ଦ୍ର ସାହୁ ରାୟଗଡା ଜିଲ୍ଲା ବିଲେଶୁ ଆଦିବାସୀ ମଙ୍ଗଳ ବିଭାଗର ସହକାରୀ ଶିକ୍ଷକ ଭାବରେ କାର୍ଯ୍ୟ କରୁଥିବା ବେଳେ ସନ୍ତୋଷ କୁମାର କର କଳାହାଣ୍ଡି ଜିଲ୍ଲା ଜୟଦୁର୍ଗା ହାଇସ୍କୁଲରେ ଶିକ୍ଷକ ଭାବରେ ଅବସ୍ଥାପିତ।  ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଆଶୀର୍ବାଦ ଆହୁରି ଭଲ କାମ କରିବା ପାଇଁ ପ୍ରେରଣା ବୋଲି ସେମାନେ କହିଥିଲେ।
ସରକାରରେ ଥାଏ କି ନ ଥାଏ, ରାଜ୍ୟବାସୀଙ୍କ ପାଇଁ ସେବା ଜାରି ରଖିବି: ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ
ଭୁବନେଶ୍ବର: ନିର୍ବାଚନ ଫଳାଫଳ ପରେ ଆଜି ନବୀନ ନିବାସରେ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, ନିର୍ବାଚନରେ ହାରିବା ଜିତିବା ଲାଗି ରୁହେ। ବିଜେଡ଼ିକୁ ମିଳିିଥିବା ଜନାଦେଶ ପାଇଁ ରାଜ୍ୟବାସୀଙ୍କୁ ନବୀନ କୃତଜ୍ଞତା ଜଣାଇଛନ୍ତି। ବାରମ୍ବାର ମୋତେ ମୁଖ୍ୟମନ୍ତ୍ରୀ ବାଛିଥିବାରୁ ଧନ୍ୟବାଦ୍ ଜଣାଇଛନ୍ତି। ସାଢେ ୪ କୋଟି ଓଡ଼ିଶାବାସୀ ମୋର ପରିବାର।  ଏହାସହ ନିଜର ସ୍ବାସ୍ଥ୍ୟାବସ୍ଥା ଭଲ ଥିବା କହିଥିଲେ ନବୀନ। ସରକାରରେ ଥାଏ କି ନ ଥାଏ, ଆଗକୁ ମଧ୍ୟ ଓଡ଼ିଶାବାସୀଙ୍କ ସେବା ଜାରି ରଖିବି ବୋଲି ନବୀନ କହିଛନ୍ତି।
କାର୍ତ୍ତିକ ପାଣ୍ଡିଆନକୁ ନେଇ ସମାଲୋଚନା ଦୁର୍ଭାଗ୍ୟଜନକ ବୋଲି ନବୀନ କହିଛନ୍ତି। ନିଷ୍ଠାପର ସହ କାମ କରୁଥିବା ବ୍ୟକ୍ତିକୁ ସମାଲୋଚନା ଦୁର୍ଭାଗ୍ୟଜନକ। ଅଫିସର ଭାବେ କାମ କରି ଅବସର ନେଇ ବିଜେଡିରେ ମିଶିଥିଲେ। ସେ କୌଣସି ପଦ ପଦବୀରେ ନାହାନ୍ତି, ନିର୍ବାଚନ ଲଢ଼ି ନାହାନ୍ତି। ପାଣ୍ଡିଆନ ଭଲ କାମ କରିଛନ୍ତି। ପାଣ୍ଡିଆନ ମୋର ଉତ୍ତରାଧିକାରୀ ନୁହଁନ୍ତି, ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ବାଛିବେ ବୋଲି ନବୀନ କହିଛନ୍ତି।
ମୁଁ ସମ୍ପୂର୍ଣ୍ଣ ସୁସ୍ଥ, ମୋ ସ୍ବାସ୍ଥ୍ୟ ନୁହେଁ ପ୍ରଧାନମନ୍ତ୍ରୀଙ୍କୁ ଭୋଟ ଚିନ୍ତା: ନବୀନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରେସମିଟ୍। ଏହି ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଡ଼ା ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୋ ସ୍ବାସ୍ଥ୍ୟାବସ୍ଥା କଥା ଏକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ଉଠାଇଛନ୍ତି। ତଦନ୍ତ କରିବା କଥା କହିଛନ୍ତି। ଭୋଟ ପାଇଁ ପ୍ରଧାନମନ୍ତ୍ରୀଙ୍କ ମୋ ସ୍ବାସ୍ଥ୍ୟାବସ୍ଥା ଚିନ୍ତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଯଦି ମୋର ଶୁଭ ଚିନ୍ତକ ତାହେଲେ ମୋତେ ଫୋନ୍‌ କରିପାରିଥାନ୍ତେ। ମୋର ସ୍ୱାସ୍ଥ୍ୟାବସ୍ଥା ଜାଣିବାକୁ କମିଟି ଗଠନ କରିବେ କହିଛନ୍ତି। ଯଦି କମିଟି କରିବେ, ତାହେଲେ ଅପପ୍ରଚାରର ତଦନ୍ତ କରାନ୍ତୁ। ଏହା ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନୀ ଚାଲ୍। ମୋ ସ୍ବାସ୍ଥ୍ୟକୁ ନେଇ ଗୁଜବ ପ୍ରଚାର ଚାଲିଛି।  ସାରା ରାଜ୍ଯରେ ମୁଁ ନିର୍ବାଚନ ପ୍ରଚାର କରୁଛି।  ମୋ ସ୍ବାସ୍ଥ୍ୟ ଖରାପ ଥିଲେ ମୁଁ ଏତେ ଖରାରେ ପ୍ରଚାର କରି ନ ଥାନ୍ତି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଗୁଜବ ସୃଷ୍ଟିର କାରଣ ଖୋଜିବାକୁ କମିଟି ଗଠନ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଯଦି ଓଡ଼ିଶାର ଭଲ ଚାହୁଁଛନ୍ତି କୋଇଲା ରୟାଲିଟି ରିଭିଜନ୍ କରାନ୍ତୁ। ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ପ୍ରଦାନ ଦାବି ପୂରଣ କରନ୍ତୁ ବୋଲି ନବୀନ କହିଛନ୍ତି।
ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ। ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ତେବେ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ମତଦାନ ସାବ୍ୟସ୍ତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ଏରୋଡ୍ରମ୍‌‌ ୟୁପି ସ୍କୁଲ କେନ୍ଦ୍ରରେ ଭୋଟ ଦେଇଛନ୍ତି। ଏହାପରେ ସେ ସେଲଫି ପଏଣ୍ଟରେ ଫଟୋ ଉଠାଇଥିଲେ। ମତ ସାବ୍ୟସ୍ତ ପରେ ଗଣମାଧ୍ୟକୁ ପ୍ରତିକ୍ରିୟା ଦେଇ କହିଥିଲେ , ବିଜେଡ଼ିର ବଡ଼ ବିଜୟ ହେବ। ରଜ୍ୟରେ ସ୍ଥିର ସରକାର ଗଠନ କରିବୁ। ଉଭୟ ଲୋକସଭା ଓ ବିଧାନସଭାରେ ବିଜେଡ଼ିକୁ ବଡ଼ ବିଜୟ ମିଳିବ। ଏଥିସହ ଚଳିତ ନିର୍ବାରନରେ ଇତିହାସ ରଚିବ ଓଡି଼ଶା। ଓଡ଼ିଶାବାସୀ ଓ ମହାପ୍ରଭୁଙ୍କ ଆଶୀର୍ବଦରେ ଗଠନ ହେବ ସ୍ଥିର ସରକାର। ଏହାସହ ସସସ୍ତ ଭୋଟରଙ୍କୁ ଭୋଟ ଦେବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ।
ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, ଯୋଡି ଶଙ୍ଖରେ ଭୋଟ ଦେବାକୁ ଜନସାଧାରଣଙ୍କୁ ନବୀନଙ୍କ ଅପିଲ୍
ମୟୁରଭଞ୍ଜ: ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜିଲ୍ଲାର ଦୁଇଟି ସ୍ଥାନ ରାଇରଙ୍ଗପୁର ଏବଂ ବାରିପଦାରେ ନିର୍ବାଚନୀ ପ୍ରଚାର  କରିଛନ୍ତି ନବୀନ ପଟ୍ଟନାୟକ। ଜନସାଧାରଣଙ୍କୁ ବିଜେଡି ସରକାରଙ୍କ ବିଭିନ୍ନ ଯୋଜନା ଭଲ କି ବୋଲି ନବୀନ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଆୟୋଜିତ ଜନସମାବେଶରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ଲାଗି ଭୋଟ ମାଗିଛନ୍ତି।
ରାଇରଙ୍ଗପୁରରେ ପାଣ୍ଡିଆନ କହିଥିଲେ, ରାଜ୍ୟ ସରକାର ଆଦିବାସୀ ଭାଇଭଉଣୀମାନଙ୍କ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି। ସେମାନଙ୍କ ଭାଷା, ସାହିତ୍ୟ, ସଂସ୍କୃତି ଓ ଦେବସ୍ଥଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସର୍ବଦା ପଦକ୍ଷେପ ନେଇଆସୁଛନ୍ତି। ଆଦିବାସୀମାନଙ୍କ ଉପରେ ଥିବା ୫୦ ହଜାର ମାମଲା ରଦ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ପାଣ୍ଡିଆନ କହିଥିଲେ। ପାଣ୍ଡିଆନ ବିଜେଡି ସରକାରର ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରିବା ସହିତ ସାରା ଦେଶରେ ସବୁଠାରୁ ଅଧିକ ଆଦିବାସୀ ଛାତ୍ରାବାସ ଓଡ଼ିଶାରେ ନିର୍ମାଣ ହୋଇଛି ବୋଲି କହିଥିଲେ।
ଆସନ୍ତା ଜୁନରେ ମୁଖ୍ୟମନ୍ତ୍ରୀ ପୁନର୍ବାର ଶପଥ ଗ୍ରହଣ କରିବେ। ଶପଥ ନେବା ପରେ ସର୍ବପ୍ରଥମେ ବିଜୁଳି ବିଲ୍‌‌ ଛାଡ଼ ଘୋଷଣା ଉପରେ ଦସ୍ତଖତ କରିବେ ମୁଖ୍ୟମନ୍ତ୍ରୀ। ଏହାପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY)ରେ ସମସ୍ତଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ୨ୟ ଦସ୍ତଖତ କରିବେ। ସେହିପରି ୩ୟରେ ମୁଖ୍ୟମନ୍ତ୍ରୀ ମିଶନଶକ୍ତି ଯୋଜନାରେ ମହିଳାମାନଙ୍କୁ ପେନସନ୍‌‌ ଦେବା ଘୋଷଣାରେ ଦସ୍ତଖତ କରିବେ ବୋଲି ପାଣ୍ଡିଆନ କହିଥିଲେ। ସେହିପରି, ବାରିପଦାର ଛଉ ପଡ଼ିଆରେ ଆୟୋଜିତ ଜନସମାବେଶରେ ମୁଖ୍ୟମନ୍ତ୍ରୀ ଏବଂ ପାଣ୍ଡିଆନ ଯୋଗଦେଇ ଦଳୀୟ ପ୍ରାର୍ଥୀମାନଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ।
ଆଜି ୪ ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ବାରିପଦା: ଆଜି ମୟୁରଭଞ୍ଜ, ବାଲେଶ୍ବର ଓ ଯାଜପୁର ଲୋକସଭା କ୍ଷେତ୍ରର ୪ଟି ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସକାଳ ସାଢେ ୧୧ଟାରେ ମୟୂରଭଞ୍ଜ ଲୋକସଭା କ୍ଷେତ୍ରର ରାଇରଙ୍ଗପୁରରେ ବିଶାଳ ଜନସଭାକୁ ନବୀନ ଉଦବୋଧନ ଦେବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ବାରିପଦା ନିର୍ବାଚନମଣ୍ଡଳିରେ କ୍ୟାମ୍ପେନ କରିବେ । ଏହାପରେ ବାଲେଶ୍ବର ଓ ଶେଷରେ ଯାଜପୁର ଲୋକସଭା କ୍ଷେତ୍ରର କୋରେଇ ନିର୍ବାଚନମଣ୍ଡଳିରେ ଭୋଟ ଭିକ୍ଷା କରିବେ ।
ଚତୁର୍ଥ ପର୍ଯ୍ୟାରେ ରାଜ୍ୟର ଏହି ଲୋକସଭା କ୍ଷେତ୍ର ଗୁଡ଼ିକରେ ଜୁନ ଏକ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ନବୀନଙ୍କ ଗସ୍ତକୁ ନେଇ ସବୁଠୁ ଉତ୍ସାହ ଦେଖିବାକୁ ମିଳିଛି ।
ଭୁବନେଶ୍ବର: ବିଜେପିକୁ ନବୀନଙ୍କ `ଏଆଇ’ ଆଟାକ୍ । ଏଆଇ ଭିଡିଓ ପ୍ରସଙ୍ଗରେ ବିଜେପିର ବୁଦ୍ଧିମତାକୁ ତାଚ୍ଛଲ୍ଯ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଆର୍ଟିଫିସିଆଲ ଇଣ୍ଟେଲିଜେନସ ବ୍ଯବହାର କରି ଭିଡିଓ ପ୍ରସ୍ତୁତ କରିବା ଖବରକୁ ବାଏଁ ବାଏଁ ଉଡାଇବା ସହିତ ନବୀନ ଦେଇଛନ୍ତି ମୁହଁତୋଡ ଜବାବ । ବିରୋଧୀଙ୍କୁ ଅଭିଯୋଗକୁ ବେପରୁଆ ଢଙ୍ଗରେ ଜବାବ ଦେଇଛନ୍ତି ମୁଖ୍ଯମନ୍ତ୍ରୀ । ନବୀନଙ୍କ ଏହି ଭିଡିଓଙ୍କୁ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ନିଜ ସୋସିଆଲ ସାଇଟ ଇନଷ୍ଟାଗ୍ରାମରେ ଅପଲୋଡ କରିଛନ୍ତି ।
ଏହି ଭିଡିଓରେ ନବୀନ ରଖିଛନ୍ତି ନିଆରା ଜବାବ । ପାଣ୍ଡିଆନ ପଚାରିଛନ୍ତି ଯେ, ବିଜେପି ନେତା କହୁଛନ୍ତି ଆପଣ ଭିଡିଓରେ ଆର୍ଟିଫିସିଆଲ ଇଣ୍ଟେଲିଜେନସ ବ୍ଯବହାର କରୁଛନ୍ତି । ଯାହାର ଉତ୍ତରରେ ନବୀନ କହିଛନ୍ତି, ଏହା ଭଲ କଥା । ସେମାନେ ବି ଏଆଇ ବ୍ଯବହାର କରନ୍ତୁ ବୋଲି ପରାମର୍ଶ ଦେଇଛନ୍ତି । ନବୀନଙ୍କ କେଇ ସେକେଣ୍ଡର ଏହି ଭିଡିଓ ବିରୋଧୀଙ୍କ ମୁହଁ ବନ୍ଦ କରିଦେବା ସହ ଖୁବ ସ୍ପିଡରେ ଭାଇରାଲ ହେବାରେ ଲାଗିଛି । ପୂର୍ବରୁ ବିଜେପିର କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ନବୀନଙ୍କ ଭିଡ଼ିଓ ତାଙ୍କ ନୁହେଁ ବୋଲି ଅଭିଯୋଗ ଆଣିଥିଲେ । ବୈଜୟନ୍ତ କହିଥିଲେ, ଭିଡିଓକୁ ନୀରିକ୍ଷଣ କରାଗଲେ ଦେଖାଯାଉଛି ନବୀନଙ୍କର ଅଧିକାଂଶ ଭିଡିଓ ଡିପଫେକ୍ । ଏହାକୁ ଏଆଇ ଦ୍ୱାରା କରାଯାଉଛି । ଏହାର ଜବାବ ଦେଇ ଆଜି ବୈଜୟନ୍ତଙ୍କ ମୁହଁ ବନ୍ଦ କରିବା ସହ ବିଜେପିର ବୁଦ୍ଧିମତ୍ତାକୁ ତାତ୍ସଲ୍ଯ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ।
ଯୁବକଙ୍କ ସାମଗ୍ରିକ ବିକାଶକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରାଧାନ୍ୟ: ଯୁବପୀଢିଙ୍କ ବିକାଶ ପାଇଁ ୧ ଲକ୍ଷ କୋଟିର ସ୍ବତନ୍ତ୍ର ବଜେଟ୍
ଭୁବନେଶ୍ବର: ବିଜେଡିର ନିର୍ବାଚନୀ ଇସ୍ତାହାର ଗତ ୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଥିଲେ। ସେଥିରେ ପ୍ରକାଶ ପାଇଥିଲା ନବୀନଙ୍କ ୨୪ ଗ୍ୟାରେଣ୍ଟି। ପ୍ରଥମ ଗ୍ୟାରେଣ୍ଟି ରହିଥିଲା ଯୁବ ଓଡ଼ିଶା ନବୀନ ଓଡ଼ିଶା। ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁବସମାଜ ପାଇଁ ଏକ ସ୍ବତନ୍ତ୍ର ବଜେଟ ସମ୍ପର୍କରେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ ଯୁବପୀଢିଙ୍କ ବିକାଶ ପାଇଁ ଆସନ୍ତା ୧୦ ବର୍ଷରେ ୧ ଲକ୍ଷ କୋଟିର ବଜେଟ ପ୍ରସ୍ତୁତ କରାଯାଇଛି। ଯୁବବର୍ଗଙ୍କ ବିକାଶ ପାଇଁ ବଜେଟରେ ଏପରି ସ୍ବତନ୍ତ୍ର ଗୁରୁତ୍ବ ଦେବା ସମଗ୍ର ଦେଶରେ ପ୍ରଥମ। ଏହି ଯୁବ ସାଧାରଣ ବଜେଟ୍ ଏବଂ ଜେଣ୍ଡର ବଜେଟ୍ ବିଧାନସଭାରେ ଉପସ୍ଥାପିତ ହେବ। ଯୁବବର୍ଗମାନଙ୍କ ଦ୍ୱାରା ଦିଆଯାଇଥିବା ପରାମର୍ଶକୁ ଆଧାର କରି ପ୍ରତିବର୍ଷ ଏଥିରୁ ହଜାରେ କୋଟି ଟଙ୍କା ଖର୍ଚ୍ଚ ହେବ।
ଭାରତର ମୋଟ ଜନସଂଖ୍ୟାର ଏକ ବଡ଼ ଭାଗ ହେଉଛନ୍ତି ଯୁବବର୍ଗ। ଏହାସତ୍ତ୍ବେ ଯୁବବର୍ଗଙ୍କ ସ୍ବତନ୍ତ୍ର ବିକାଶ କଥା ଆଜି ପର୍ୟ୍ୟନ୍ତ କୌଣସି ରାଜ୍ୟ ସରକାର ଚିନ୍ତା କରି ନ ଥିଲେ। କିନ୍ତୁ ଓଡ଼ିଶା ସରକାର ଏକ୍ଷେତ୍ରରେ ସମଗ୍ର ଦେଶର ପଥ ପ୍ରଦର୍ଶନ କରିଛନ୍ତି। ଓଡ଼ିଶା ଜନସଂଖ୍ୟାର ୬୪ପ୍ରତିଶତଙ୍କ ବୟସ ୩୫ବର୍ଷରୁ କମ। ପୁଣି ରାଜ୍ୟ ଜନସଂଖ୍ୟାର ଅର୍ଦ୍ଧେକଙ୍କ ବୟସ ୨୫ବର୍ଷରୁ କମ।ଏଣୁ ଏମାନଙ୍କ ବିକାଶର ଅର୍ଥ ହେଉଛି ସମଗ୍ର ଓଡ଼ିଶାର ବିକାଶ କରିବା ସହ ସମାନ। ଏଣୁ ଯୁବବର୍ଗଙ୍କ ଲାଗି ଆସନ୍ତା ୧୦ବର୍ଷ ପାଇଁ ୧ ଲକ୍ଷ କୋଟିର ବଜେଟର ପରିକଳ୍ପନା କରିବା ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ପରିଚାୟକ।
ମୁଖ୍ୟମନ୍ତ୍ରୀଙ୍କ ଏହି ଯୋଜନା ସଫଳ ହେଲେ ତାହା କେବଳ ଯୁବବର୍ଗଙ୍କ ବିକାଶ କରିବ ତାହା ନୁହେଁ, ସମଗ୍ର ରାଜ୍ୟକୁ ଏକ ନମ୍ବର କରିବା ଦିଗରେ ସବୁଠାରୁ ବଡ଼ ଅବଦାନ ଦେବ।ତେବେ ସ୍ବତନ୍ତ୍ର ଯୁବ ବଜେଟର ଘୋଷଣା ପୂର୍ବରୁ ହିଁ ରାଜ୍ୟ ସରକାର ଯୁବ ବିକାଶ ପାଇଁ ଅନେକ ପଦକ୍ଷେପ ନେଇ ଆସୁଛନ୍ତି। ଆଗାମୀ ଦିନରେ ଏସବୁର ପରିସରକୁ ଆହୁରି ବୃଦ୍ଧି କରିବାକୁ ସରକାର ଘୋଷଣା କରିଛନ୍ତି।
ଦ୍ଵିତୀୟ ଗ୍ୟାରେଣ୍ଟିରେ, ଛାତ୍ରଛାତ୍ରୀଙ୍କ ପାଇଁନୂଆ ‘ଓ’ ମ୍ୟାଜିକ କ‌ାର୍ଡ । ଏହାର ପରିସୀମା ବଢ଼ାଯିବ। ପ୍ରଦର୍ଶନ ଭଲ ରହିଲେ କାର୍ଡର ଲେବୁଲ ବଢିବ। ଏହି କାର୍ଡ ଜରିଆରେ ୱାଇଫାଇ, ଅନଲାଇନ, ଲାଇବ୍ରେରୀ, କୋଚିଂ ସୁବିଧା ମିଳିବ ପ୍ରଦର୍ଶନ ଆଧାରରେ। ଗୋଟେ ପ୍ଲାଟଫର୍ମରେ ସବୁ ସୁବିଧା ମିଳିବ। ନୂଆ ଓଡ଼ିଶା ବୃତ୍ତିରେ ସାମଗ୍ରିକ ବିକାଶ ପାଇଁ କାର୍ଯ୍ୟ କରାଯିବ। ଅନେକ ଯୁବକଙ୍କ ଅନେକ ଲକ୍ଷ୍ୟ ଅଛି। ଏହାକୁ ସାଧନ ପାଇଁ ଲୋନ ଦରକାର। ତେଣୁ ଇସ୍ତାହାରରେ ଋଣ ଛାଡ଼ କଥା ଅଛି। ମଧ୍ୟବିତ ଓ ଗରିବଙ୍କ ଶିକ୍ଷା ପାଇଁ ଏହା ଫାଇଦା ଦେବ। ନୂଆ ଓ ପ୍ରତିଯୋଗିତା ସବୁବେଳେ ଚାଲିବ। ଛାତ୍ରଙ୍କ ପାଇଁ ପରିବହନ ଟିକେଟରେ ରିହାତି। ନୂଆ ଓ ବୃତ୍ତି ଛାତ୍ରୀଙ୍କ ପାଇଁ ୧୪ ହଜାର ଓ ଛାତ୍ରଙ୍କ ପାଇଁ ୧୨ ହଜାରକୁ ବୃଦ୍ଧି ହେବ। ବ୍ୟକ୍ତିତ୍ୱରେ ବିକାଶ ଆଣାଯିବ।
ଭୁବନେଶ୍ୱର ଏକାମ୍ରରେ ନବୀନଙ୍କ ମେଗା ରୋଡ ଶୋ’
ଭୁବନେଶ୍ବର: ଭୁବନେଶ୍ୱର ଏକାମ୍ରରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ମେଗା ରୋଡ ଶୋ’ । ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ଭୁବନେଶ୍ୱର ରାଜରାସ୍ଥା ପାଲଟିଲା ଜନ ସମୁଦ୍ର। ଏହି ରୋଡ ଶୋ’ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଚାରିଥିଲେ ଆପଣମାନେ ଖୁସି ତ ? ଆପଣଙ୍କୁ ଆଉ ବିଜୁଳି ବିଲ୍ ଦେବାକୁ ପଡ଼ିବନାହିଁ, ଆପଣ ଖୁସି ତ ବୋଲି ପଚାରିଥିଲେ।
https://www.youtube.com/watch?v=fJGhxoiqWWE
୨୦୩୪ ସୁଦ୍ଧା ଓଡ଼ିଶା ହେବ ଶ୍ରେଷ୍ଠ ରାଜ୍ୟ, ଆଦିବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି ଗ୍ୟାରେଣ୍ଟି
ଭୁବନେଶ୍ୱର: ଆଦିବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି ଗ୍ୟାରେଣ୍ଟି । ନବୀନ ଗ୍ୟାରେଣ୍ଟି ଓଡ଼ିଶାକୁ ୨୦୩୪ ସୁଦ୍ଧା ଶ୍ରେଷ୍ଠ ରାଜ୍ୟ ଭାବେ ଗଢି ତୋଳିବାକୁ ଏଥିରେ ଲକ୍ଷ୍ଯ ରଖାଯାଇଛି । ତେବେ ଇସ୍ତାହାରରେ ପଞ୍ଚମ ଗ୍ୟାରେଣ୍ଟି ହେଉଛି ଆଦିବାସୀ ବିକାଶ । ୨୦୧୧ ଜନଗଣନା ଅନୁସାରେ ମଧ୍ୟପ୍ରଦେଶ ପରେ ଓଡ଼ିଶାରେ ସର୍ବାଧିକ ଆଦିବାସୀ ଅଛନ୍ତି । ୯.୨% ଆଦିବାସୀ ଓଡ଼ିଶାରେ ଅଛନ୍ତି । ଶ୍ରେଷ୍ଠ ରାଜ୍ୟ ପାଇଁ ଆଦିବାସୀ ସଶକ୍ତିକରଣ ଆବଶ୍ୟକ । ହେଲେ କେନ୍ଦ୍ର ସରକାର ଆଦିବାସୀ ଆଳରେ ଭୋଟ ମାଗୁଛନ୍ତି ସିନା କରିଛନ୍ତି କଣ ବୋଲି ପ୍ରେସମିଟ କରି ବିଜେଡି ବର୍ଷିଛି । କିଛି ଦିନ ହେବ ପଲିଟିକାଲ ଟୁରିଷ୍ଟ ଭାବେ ଆସିକି ଓଡ଼ିଶାକୁ ଏକ ନମ୍ବର ରାଜ୍ଯ କରିବାକୁ ପ୍ରତିଶୃତି ଦେଉଛନ୍ତି । ହେଲେ ବିଜେଡି ପଚାରିଛି, ଆଦିବାସୀ ପାଇଁ ସ୍ୱତନ୍ତ୍ର ବିଭାଗ କରାଯାଇଛି । ଓଡ଼ିଶାର ହୋ ମୁଣ୍ଡାରୀ, କୁଇ, ସୋହରା ଭାଷାକୁ କାହିଁକି ଅଷ୍ଟମ ଅନୁଛେଦରେ ସାମିଲ କରାଗଲା ନାହିଁ ? ବିଜେଡି ସାଂସଦ ବାରମ୍ବାର ସଂସଦରେ ଉଠାଇଛନ୍ତି । ମୁଖ୍ୟମନ୍ତ୍ରୀ ଵି ଚିଠି ଲେଖିଛନ୍ତି  ହେଲେ କାହିଁକି କାର୍ଯ୍ଯକାରୀ କଲେନି ବୋଲି ବିଜେଡି ପ୍ରଶ୍ନ କରିଛି ।
୧୬୯ ଆଦିବାସୀଙ୍କୁ ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖିଲେ । ହେଲେ ନିର୍ବାଚନ ପାଇଁ ଏହିଥର ସଂସଦରେ ୪୦ ସମ୍ପ୍ରଦାୟକୁ ମାନ୍ୟତା ଦେଲେ କେନ୍ଦ୍ର ସରକାର । ଆଦିବାସୀ ବିଶ୍ଵବିଦ୍ୟାଳୟ ଆନ୍ଧ୍ରପ୍ରଦେଶର ବିଜୟନଗର, ଅମରକଣ୍ଟକ ହେଲା। ହେଲେ ଓଡ଼ିଶାରେ ସର୍ବାଧିକ ଆଦିବାସୀ ଥିବା ସତ୍ତ୍ବେ ଓଡ଼ିଶାରେ ହେଲାନି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ମଧ୍ୟ ଓଡ଼ିଶାରେ ଆଦିବାସୀ ବିଶ୍ୱବିଦ୍ୟାଳୟ ଖୋଲିବା ବ୍ୟବସ୍ଥା ନାହିଁ ବୋଲି ସଂସଦରେ ଉତ୍ତର ଦେଇଥିଲେ । ଯଦି ଆଦିବାସୀଙ୍କ ପାଇଁ ହୃଦୟ କାନ୍ଦୁଛି ତେବେ ଏହି ଡ୍ରାମା କାହିଁକି ? ଯଦି କେନ୍ଦ୍ରର ବିଜେପି ଆଦିବାସୀ ଉନ୍ନତି ଚାହୁଁଛି, ତେବେ ଓଡିଶାକୁ ତା ଭାଗର ଅନୁଦାନ କାହିଁକି ମିଳିଲା ନାହିଁ? ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ କଣ କରିଛି କେନ୍ଦ୍ର ? କେନ୍ଦୁପତ୍ର ଉପରୁ GST ହଟାଇଲେ ନାହିଁ । ନବୀନ କେରି ପିଛା ଦୁଇ ଟଙ୍କା ବୋନସ ଓ ଅନ୍ୟ ସୁବିଧା ଓ ବିକାଶ ପ୍ୟାକେଜ ଦେବେ । ଯାହା 9 ଲକ୍ଷ ଚାଷୀଙ୍କୁ ଲାଭ ଦେବ । . ମୁଖ୍ୟମନ୍ତ୍ରୀ ୫୦ ହଜାର ମାମଲା ଆଦିବାସୀଙ୍କ ବିରୋଧରେ ଉଠାଇ ଦେଇଛନ୍ତି. ମୁଖ୍ୟମନ୍ତ୍ରୀ ଯେବେ ଆଦିବାସୀ ବିକାଶ ପାଇଁ ବାତାବରଣ ସୃଷ୍ଟି କରୁଛନ୍ତି, ବିଜେପିକୁ କାହିଁକି ବାଧୁଛି. ବିଜେପି ଆଦିବାସୀଙ୍କୁ ନିର୍ବାଚନ ପାଇଁ ଭଣ୍ଡେଇବା ପାଇଁ ଚାହୁଁଛନ୍ତି. ଟିମ ପଠାଇ ଭଣ୍ଡାଉଛନ୍ତି ଯେ ମୟୂରଭଞ୍ଜରେ ବିଶ୍ୱବିଦ୍ୟାଳୟ ହୋଇ ପାରିବ କି? ଓଡ଼ିଶା ସରକାର ତିନୋଟି ମେଡିକାଲ କଲେଜକୁ ଆଦିବାସୀ ନେତାଙ୍କ ନାଁରେ ନାମିତ କରିଛନ୍ତି ।
ପୃଥିବୀର ସବୁଠାରୁ ବଡ଼ ହକି ଷ୍ଟାଡିୟମକୁ ବିର୍ସା ମୁଣ୍ଡାଙ୍କ ନାଁରେ କରାଯାଇଛି । ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅନ୍ୟ କୌଣସି ରାଜ୍ୟରେ ନାହିଁ । ମଧ୍ୟପ୍ରଦେଶରେ ବିଜେପି ସରକାର ଓ ଆଦିବାସୀ ଅଛନ୍ତି । ହେଲେ SDC ନାହିଁ । ଓଡ଼ିଶା ଆଦିବାସୀଙ୍କ ଅର୍ଥନୀତି, ସଂସ୍କୃତି, ଭଗବାନ, ପରମ୍ପରାର ବିକାଶ ପାଇଁ କଣ କରିଛ ବୋଲି ବିଜେପିକୁ ବିଜେଡି ପ୍ରଶ୍ନ କରିଛି । ବିଜେପି ଫମ୍ପା ଭାଷଣ ଦେଉଛି । ହେଲେ ମୁଖ୍ୟମନ୍ତ୍ରୀ ଆଦିବାସୀଙ୍କ ସାମଗ୍ରିକ ବିକାଶ ପାଇଁ କାମ କରୁଛନ୍ତି । ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରି-ମାଟ୍ରିକ ଓ ପୋଷ୍ଟ-ମାଟ୍ରିକ ସୁବିଧା ଆହୁରି ବ୍ୟାପକ କରାଯିବ । ୧୦ ବର୍ଷରେ ଆଦିବାସୀ ଯୁବକଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ୧ ହଜାର କୋଟି ମିଳିବ। ଓଡିଶା ସରାକରଙ୍କ ନିଜସ୍ୱ ଲାଭ ଯୋଜନାରେ କ୍ଷୁଦ୍ର ଜଙ୍ଗଲୀ ଦ୍ରବ୍ୟର ମାର୍କେଟିଙ୍ଗ କରାଯିବ । କାରଣ କେନ୍ଦ୍ର କଲାନି ବୋଲି ବିଜେଡି ସରକାର କରିବ । ଆଦିବାସୀଙ୍କୁ ସରକାରୀ ଚାକିରିରେ ସାମିଲ କରାଯିବ। ଭୁବନେଶ୍ୱରରେ ଆଦିବାସୀ ଭବନ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । କେନ୍ଦୁପତ୍ର ତୋଳାଳିଙ୍କ ଝିଅ ବାହାଘର ପାଇଁ ୨୫ ହଜାର ଟଙ୍କା ମିଳିବ । ଆଦିବାସୀ ସଂଗ୍ରହାଳୟ ହେବ। ୨୦୨୨ରୁ ସଂସ୍କୃତି କାଉନସିଲ ଅଛି। ଆଦିବାସୀ ସଶକ୍ତ ହେବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ପରାମର୍ଶକରି ଦ୍ରୌପଦୀ ମୁର୍ମୁଙ୍କୁ ଦେଶର ରାଷ୍ଟ୍ରପତି କରିଛନ୍ତି । ଯାହା ଓଡ଼ିଶା ପାଇଁ ଗର୍ବ । ଆଦିବାସୀଙ୍କ ସାମଗ୍ରିକ ବିକାଶ ହେଲେ ଦେଶ ଆଗେଇବ।
କୃଷ୍ଣପ୍ରସାଦରେ ବିରୋଧୀଙ୍କୁ ଟାର୍ଗେଟ କଲେ କାର୍ତ୍ତିକ ପାଣ୍ଡିଆନ: କହିଲେ ଚିଲିକା ଉପରେ କେବଳ ନବୀନ ହିଁ କରିପାରିବେ ସେତୁ ନିର୍ମାଣ
ଭୁବନେଶ୍ବର: କୃଷ୍ଣପ୍ରସାଦରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର। ମାଲୁଦ ମେଳଣ ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ପାଣ୍ଡିଆନ ଯୋଗଦେଇ ଦଳୀୟ ପ୍ରାର୍ଥୀମାନଙ୍କ ପାଇଁ ଭୋଟ ମାଗିଥିଲେ।ପାଣ୍ଡିଆନ ଜୟ ଜଗନ୍ନାଥ, ଜୟ ବାବା ଅଲାରନାଥ କହି ନିଜର ଉଦବୋଧନ ଆରମ୍ଭ କରିଥିଲେ। ପାଣ୍ଡିଆନ କହିଥିଲେ, ୨୦୧୪ରେ ନିତିନ ଗଡ଼଼କରୀ ଓଡ଼ିଶା ଆସି ଚିଲିକା ଉପରେ ସେତୁ କରିବେ ବୋଲି କହିଥିଲେ। ହେଲେ ଏଯାଏ କରିପାରିଲେ ନାହିଁ। ଏବେ ପୁଣି କହୁଛନ୍ତି ସେତୁ କରିବେ। ଗଡ଼଼କରି କେବଳ ମିଛ ପ୍ରତିଶ୍ରୁତି ଦେଉଛନ୍ତି। ବ୍ରହ୍ମଗିରିବାସୀଙ୍କୁ ଭୁଆଁ ବୁଲାଉଛନ୍ତି ବିଜେପି ନେତା । ଚିଲିକା ଉପରେ କେବଳ ନବୀନ ହିଁ ସେତୁ ନିର୍ମାଣ କରିପାରିବେ । ନବୀନ ପଟ୍ଟନାୟକ ମହାନଦୀ, ବୈତରଣୀ ନଦୀ ସମେତ ଗୁରୁପ୍ରିୟା ନଦୀରେ ସେତୁ ତିଆରି କରିଛନ୍ତି।
ସେ ଆହୁରି କହିଥିଲେ ବ୍ରହ୍ମଗିରିରେ ଡବଲ ଇଞ୍ଜିନ ରହିଛି। ବିଜେପିର ବିଧାୟକ ଅଛନ୍ତି, ତା’ହେଲେ କାହିଁକି ଏଯାଏ ସେତୁ ହୋଇପାରିଲା ନାହିଁ ? ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩ ବର୍ଷ ଭିତରେ ସେତୁ ତିଆରି କରିବେ। ପରିବେଶ ମନ୍ତ୍ରଣାଳୟ ଅନୁମତି ଦେଲେ ଏଠାରେ ସେତୁ ହେବ ବୋଲି ପାଣ୍ଡିଆନ କହିଥିଲେ। ଯାହା ଅର୍ଥ ଖର୍ଚ୍ଚ ହେବ ତାହା ଦେବେ। ତେଣୁ ଏହି ନିର୍ବାଚନରେ ବିଜେଡିକୁ ବିପୁଳ ଭୋଟ ଦେଇ ବିଜୟୀ କରିବାକୁ ଅନୁରୋଧ କରିଥିଲେ।
ଆସନ୍ତା ଜୁନ ୯ ତାରିଖରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ପୁଣି ଥରେ ଶପଥ ନେବେ। ଶପଥ ନେବା ପରେ ପ୍ରଥମେ ସେ ବିଜୁଳି ବିଲ୍‌ ଛାଡ଼ ଘୋଷଣା ଉପରେ ଦସ୍ତଖତ କରିବେ। ୨ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)ରେ ସମସ୍ତଙ୍କୁ ଅନ୍ତର୍ଭୁକ୍ତ କରିବା ଘୋଷଣା ଏବଂ ୩ୟରେ ମିଶନଶକ୍ତି ମା’ମାନଙ୍କୁ ପେନସନ ପ୍ରଦାନ ନେଇ କରିଥିବା ଘୋଷଣା ଉପରେ ଦସ୍ତଖତ କରିବେ ବୋଲି ପାଣ୍ଡିଆନ କହିଥିଲେ। ତେଣୁ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଦେବାକୁ ଅପିଲ କରିଛନ୍ତି ପାଣ୍ଡିଆନ ।
ଆଜି ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି । ସକାଳ ୧୦ ଟା ୪୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ହେଲିକେପ୍ଟର ଯୋଗେ ଜମାଦାରପାଲି ଏୟାରଷ୍ଟ୍ରିପରେ ପହଞ୍ଚିବେ ।
ସେଠାରୁ ପୁଣି ସମ୍ବଲପୁର ରିଜର୍ଭ ପୁଲିସ ଗ୍ରାଉଣ୍ଡରେ ପହଞ୍ଚିବେ । ରିଜର୍ଭ ପୋଲିସ ଗ୍ରାଉଣ୍ଡରୁ ଅଇଁଠାପାଲି ପିଏଚଡି ପଡିଆକୁ ଯିବେ । ୧୧ ଟା ୩୦ ମିନିଟ ସମୟରେ ପିଏଚଡି ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଅଇଁଠାପାଲିରୁ ନାକଟିଦେଉଳ ଏବଂ ରେଢ଼ାଖୋଲ ଯିବାର କାର୍ଯ୍ୟକ୍ରମ ରହିଛି । ସମ୍ବଲପୁର ପରେ ୩ଟା ୩୦ରେ ଅନୁଗୁଳ ଅନୁଗୁଳ ଷ୍ଟାଡିୟମରେ ପହଛି ଜନସଭାକୁ ସମ୍ବୋଧିତ କରିବେ । ସେଠାରୁ ଠେଙ୍କାନାଳ ଯାଇ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ଯକ୍ରମ ରହିଛି।