Dhabaleswar Temple - The Sakala

ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର
ଆଠଗଡ: ଆଜିଠୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ। ଏହି ଅବସରରେ ଚଳଚଞ୍ଚଳ ହୋଇ ଉଠିଛି ବାବା ଧବଳେଶ୍ଵରଙ୍କ ପୀଠ। ପ୍ରଥମ ଦିନରେ ପ୍ରଭୁ ଧବଳେଶ୍ୱର ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି । ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାଦେବଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇଥିଲା । ଶେଷରେ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ମନ୍ଦିର ମଧ୍ୟକୁ ଛଡ଼ା ଯାଇଥିଲା ।

ଆଗକୁ ରହିଛି ବଡ଼ ଓଷା । ପବିତ୍ର ପୀଠରେ ମହା କାର୍ତ୍ତିକ ମାସର ବଡ଼ ପର୍ବ ହେଉଛି ବଡ଼ ଓଷା। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗି କରାଯିବ ଗଜଭୋଗ ଓ ତରଣ । ସେଥିପାଇଁ ଆଜି ପୂଜକ ସମିତି ପକ୍ଷରୁ ଗଜ ଭୋଗ ପ୍ରସ୍ତୁତ ନିମନ୍ତେ ଚୂନା କୁଟା କରାଯିବ । ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇଁ ବ୍ରତ ଉଦଯାପନ କରିଥାଆନ୍ତି ।କାର୍ତ୍ତିକ ପୂର୍ଣ୍ଣିମା ଦିନ ଯୋଗୀ ବେଶରେ ଦର୍ଶନ ଦେବେ ମହାଦେବ । ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ପୁଲିସ ପ୍ରଶାସନ ପକ୍ଷରୁ ମନ୍ଦିର ଓ ମନ୍ଦିର ବାହାରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି ।

ଧବଳେଶ୍ଵରଙ୍କ ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡଓଷା ପାଇଁ ପ୍ରଶାସନିକ ପ୍ରସ୍ତୁତି ବୈଠକ
ଆଠଗଡ଼: ଧବଳେଶ୍ଵରଙ୍କ ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡଓଷା ପାଇଁ ପ୍ରଶାସନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ଚଳିତବର୍ଷ ୧୮/୧୦/୨୦୨୪ ଠାରୁ ୧୫/୧୧/୨୦୨୪ ପର୍ଯ୍ୟନ୍ତ କାର୍ତ୍ତିକ ବ୍ରତ ପାଳନ କରାଯିବ।

– ୧୨/୧୧/୨୦୨୪ ରୁ ୧୫/୧୧/୨୦୨୪ ପର୍ଯ୍ୟନ୍ତ ପଞ୍ଚକ ବ୍ରତ ପାଳନ କରାଯିବ।

-୧୩/୧୧/୨୦୨୪ ରିଖରେ ଧବଳେଶ୍ଵରଙ୍କ ପୀଠରେ ପାଳନ ହେବ ବଡ଼ଓଷା , ବଡଓଷାରେ ବଡସିଂହାର ବେଶରେ ଦର୍ଶନ ଦେବେ ଧବଳେଶ୍ଵର।

-୧୩/୧୧/୨୦୨୪ ମଧ୍ୟରାତ୍ରୀରେ ଧବଳେଶ୍ଵରଙ୍କ ପାଖରେ ଲାଗିହେବ ପ୍ରସିଦ୍ଧ ଗଜଭୋଗ।

-୧୪/୧୧/୨୦୨୪ ଭୋରରୁ ଶ୍ରଦ୍ଧାଳୁଙ୍କ ପାଇଁ ଗଜଭୋଗ ବିତରଣ କରାଯିବ।

-୧୫/୧୧/୨୦୨୪ ରିଖ ସକାଳେ ଡଙ୍ଗାଭଷା ସହ କାର୍ତ୍ତିକ ବ୍ରତ ସଂପୂର୍ଣ୍ଣ ହେବ।

ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକ୍ ମନା
ଆଠଗଡ଼: ବାବା ଧବଳେଶ୍ଵରଙ୍କ ପୀଠରେ ଶ୍ରାବଣ ମାସର କାଉଡ଼ି ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଶେଷ ହୋଇଛି। ଚଳିତ ବର୍ଷ ବାବା ଧବଳେଶ୍ଵରଙ୍କ ପୀଠ ମଧ୍ୟକୁ ବାହୁଙ୍ଗି ମନା କରାଯାଇଛି। କଂକ୍ରିଟ ପୋଲ ପୁର୍ବରୁ ରଖିବେ ବାହୁଙ୍ଗି। ପୀଠକୁ ପ୍ଲାଷ୍ଟିକ୍ ଗଡୁକୁ ମଧ୍ୟ ବାରଣ କରାଯାଇଛି। ଏହି ବୈଠକ ଆଠଗଡ ତହସିଲଦାରଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ପୂଜକ ସମିତି, ପୁଲିସ ପ୍ରଶାସନ ସହ ସମସ୍ତ ପ୍ରଶାସନିକ ବିଭାଗ ଉପସ୍ଥିତ ଥିଲେ। ଚଳିତ ବର୍ଷ ଶ୍ରାବଣ ସୋମବାର ପାଞ୍ଚ ପାଳିରେ ଜଳାଭିଷେକ ହେବ ବୋଲି ପୂଜକ ସମିତି ପକ୍ଷରୁ ସୂଚନା ଦିଆଯାଇଛି।

ବାବା ଧବଳେଶ୍ବରଙ୍କ ପୀଠରେ ଚାଲିଛି ପଞ୍ଚୁକ ବ୍ରତ, ଆଜି ଲାଗି ହେଲା ପ୍ରସିଦ୍ଧ ଗଜ ଭୋଗ
ଆଠଗଡ଼: ବାବା ଧବଳେଶ୍ବରଙ୍କ ପୀଠରେ ଚାଲିଛି ପଞ୍ଚୁକ ବ୍ରତ । ବାବାଙ୍କ ପାଖରେ ଲାଗି ହୋଇଛି ପ୍ରସିଦ୍ଧ ଗଜ ଭୋଗ । ରାତି ଗୋଟାଏରୁ ନୀତିକାନ୍ତି ଆରମ୍ଭ ହୋଇ ମଙ୍ଗଳ ଆଳତୀ କରାଯାଇଥିଲା । ପରେ ୧୦୮ ସୁବାସିତ ଜଳ ଆଣି ସ୍ନାନ କରାଯାଇ ଖେଚୁଡି ଭୋଗ ଓ ଘର୍ଷଣ ପରେ ମହାସ୍ନାନ କରାଯାଇ ବଡସିଂହାର ବେଶରେ ସୁସଜ୍ଜିତ କରାଯାଇଥିଲା । ଏହାପରେ ଗଜଭୋଗ ଲାଗି କରା ଯାଇଥିଲା। ପୂଜକଙ୍କ ପରିବାର ପକ୍ଷରୁ ଚାଉଳ, ମୁଗ, ଗୁଡ, ନଡିଆ ସହ ବିଭିନ୍ନ ଦ୍ରବ୍ୟର ମିଶ୍ରଣର ଏହି ଗଜଭୋଗ ପ୍ରସ୍ତୁତି କରାଯାଇଥାଏ । ଏହି ଗଜ ଭୋଗକୁ ପାଇବା ପାଇଁ ଭକ୍ତ ବର୍ଷ ତମାମ ଅପେକ୍ଷା କରି ରହିଥାଏ ।

ଆସନ୍ତା ସପ୍ତାହରୁ ବାବା ଧବଳେଶ୍ଵରଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
ଆଠଗଡ଼: ଆସନ୍ତା ସପ୍ତାହରୁ ସାଧାରଣଲୋକେ ବାବା ଧବଳେଶ୍ଵରଙ୍କୁ ଦର୍ଶନ କରିବେ। ଡଙ୍ଗା ଯୋଗେ ସପ୍ତାହରେ ଚାରିଦିନ ସର୍ବସାଧାରଣ ଦର୍ଶନ ପାଇଁ  ଅନୁମତି ଦିଆଯିବ ବୋଲି ଜଣାପଡ଼ିଛି। ଧବଳେଶ୍ଵର ପୀଠରେ ପୂଜକ ସମିତିସହ ପ୍ରଶାସନର ଆଲୋଚନା ପରେ ଆଠଗଡ ଉପଜିଲ୍ଲାପାଳ ହେମନ୍ତ କୁମାର ଏ ନେଇ ସ୍ବାଇଁ ସୂଚନା ଦେଇଛନ୍ତି। ଝୁଲାପୋଲର ମରାମତି ପାଇଁ ସମ୍ପୂର୍ଣ୍ଣଭାବେ ଶ୍ରଦ୍ଧାଳୁଙ୍କ ପାଇଁ  ସାଧାରଣ ଦର୍ଶନ ବନ୍ଦ ରହିଛି।

ରାଜରାଜେଶ୍ୱର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର
ଆଠଗଡ଼: ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ପ୍ରସିଦ୍ଧ ଗଜଭୋଗ ଓ ତରଣ। ବଡ଼ ଓଷାର ଅବସରରେ ପୂଜକ ସମାଜ ପକ୍ଷରୁ ସ୍ୱତନ୍ତ୍ର ନୀତିକାନ୍ତି କରାଯାଇ ମଧ୍ୟରାତ୍ରୀରେ ତ୍ରୟୋଦଶୀ ଚତୁର୍ଦ୍ଦଶୀ ସନ୍ଧିକ୍ଷଣରେ ଏହି ଗଜଭୋଗ ଓ ତରଣ ବିଶ୍ୱର କଲ୍ୟାଣ ପାଇଁ ମହାଦେବଙ୍କୁ ଅର୍ପଣ କରାଯାଇଛି । ଆଜି ବାବା ବଡ଼ସିଂହାର ସହ ରାଜେରାଜଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଆଜି ଭୋର ୪ଟାରୁ ପହଡ଼ ଖୋଲା ଯାଇ ମଙ୍ଗଳ ଆଳତୀ ପରେ ସମସ୍ତ ନୀତିକାନ୍ତି ହୋଇଥିଲା। ଏହାପରେ ବାବାଙ୍କୁ ବଡ଼ସିଂହାର ବେଶରେ ସୁସଜ୍ଜିତ କରାଯାଇ ଦର୍ଶନ ପାଇଁ ଦ୍ୱାର ଫିଟା ଯାଇଥିଲା। ଶ୍ରଦ୍ଧାଳୁଙ୍କୁ ଗଜଭୋଗ ବିତରଣ କରାଯାଉଛି।

କୁହାଯାଏ ଯେ କଳା ବଳଦକୁ ଧଳା କରିଥିବାରୁ ବାବାଙ୍କ ନାମ ଧବଳେଶ୍ଵର। ତାଙ୍କ ପାଇଁ ପ୍ରସ୍ତୁତ ଗଜ ଭୋଗ ମଧ୍ୟ ସେହିଭଳି, ଭିତରେ କଳାମୁଗର ପୁର ସହ ଉପରେ ଧଳା ଆବରଣ ଦିଆଯାଇ ଗଜଭୋଗ ପ୍ରସ୍ତୁତ କରିଥାନ୍ତି ପୂଜକ ପରିବାର ମାନେ । ଆଜି ସମସ୍ତ ପୂଜକ ପରିବାର ନିଷ୍ଠାର ସହ ଏହି ଗଜଭୋଗ ପ୍ରସ୍ତୁତି କରିଛନ୍ତି।

୧୪୪ ଧାରା ଜାରି ହୋଇଥିବାରୁ ଧବଳେଶ୍ୱରରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, ଭର୍ଚୁଆଲରେ କରିବେ ଦର୍ଶନ
କଟକ: ପଞ୍ଚୁକରେ ଧବଳେଶ୍ୱରଙ୍କୁ ଶ୍ରଦ୍ଧାଳୁ  ଭର୍ଚୁଆଲରେ ଦର୍ଶନ କରିବେ ଭକ୍ତ । ଝୁଲାପୋଲ ଦୁର୍ବଳ ଥିବାରୁ ପ୍ରଶାସନ ୧୪୪ ଧାରା ଧାରି କରିବା ସହ ଧବଳେଶ୍ୱର ପୀଠକୁ ଭକ୍ତ ପ୍ରବେଶ ଉପରେ କଟକଣା ଲଗାଯାଇଛି । କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି ଆଜି ଧବଳେଶ୍ଵର ପୀଠ ପରିଦର୍ଶନ କରି ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରିବା ସହ ଝୁଲାପୋଲକୁ ବୁଲି ଦେଖିଛନ୍ତି। ଗୁଜୁରାଟର ମର୍ବି ଠାରେ ଝୁଲା ପୋଲ ଦୁର୍ଘଟଣା ଗ୍ରସ୍ତ ହେବାପରେ ଧବଳେଶ୍ଵରଙ୍କ ଝୁଲାପୋଲର ସ୍ଥିତି ଅନୁଧ୍ୟାନ କରିଥିଲେ ବିଶେଷଜ୍ଞ ଦଳ। ଝୁଲାପୋଲ ଅସୁରକ୍ଷିତ ହୋଇଥିବାରୁ ପଞ୍ଚୁକ ଓ ବଡ଼ଓଷା ପ୍ରଶାସନ ପକ୍ଷରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ ନ୍ତ ୧୪୪ଧାରା ଜାରି କରାଯାଇଛି। ପଞ୍ଚୁକରେ ଶ୍ରଦ୍ଧାଳୁ ମାନେ ଭର୍ଚୁଆଲରେ ଦର୍ଶନ କରି ପାରିବେ ବୋଲି ଜିଲ୍ଲାପାଳ କହିଛନ୍ତି। ଧବଳେଶ୍ଵର ପୀଠ ପରିଦର୍ଶନ ସମୟରେ ଜିଲ୍ଲାପାଳଙ୍କ ସହ ଆଠଗଡ଼ର ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଧବଳେଶ୍ୱର ପୀଠରେ ଅନିର୍ଦ୍ଦିଷ୍ଟକାଳ ପାଇଁ ୧୪୪ ଧାରା ଜାରି, ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଦର୍ଶନ
କଟକ: ୧୪୪ ଜାରି ହୋଇଥିବାରୁ ଏବର୍ଷ ଧବଳେଶ୍ୱର ଯାତ୍ରା ବନ୍ଦ ରହିବ। ଧବଳେଶ୍ୱରକୁ କୌଣସି ଶ୍ରଦ୍ଧାଳୁଙ୍କୁ ଯିବାକୁ ଅନୁମତି ଦିଆଯିବନି । ଆଗକୁ ପଞ୍ଚୁକ ଓ ବଡ ଓଷା ଥିବାରୁ ଏମିତି କରିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ସ୍ପଷ୍ଟ କରିଛନ୍ତି କଟକ ଦାୟିତ୍ୱରେ ଥିବା ଖୋର୍ଦ୍ଧା ଏସ୍ପି ସିଦ୍ଧାର୍ଥ କାଟାରିଆ ।

ସୂଚନା ଅନୁଯାୟୀ, ଗତକାଲି ଝୁଲାପୋଲ ମରାମତି ପାଇଁ ଧବଳେଶ୍ୱର ପୀଠରେ ଜାରି ହୋଇଥିଲା ୧୪୪ ଧାରା ।  ଯୋଗେ ଶ୍ରଦ୍ଧାଳୁଙ୍କୁ ପାରି କରାଇବା ସମ୍ଭବ ନଥିବାରୁ ଜାରି ହୋଇଥିଲା କଟକଣା । ଏହାସହ ସକାଳେ ଝୁଲାପୋଲରେ ଯାତ୍ରୀ କଟକଣା ଜାରି କରାଯାଇଥିଲା । ତେବେ ବିଶେଷଜ୍ଞ ଟିମ୍ ଅନୁଧ୍ୟାନ ପରେ ମରାମତି ପାଇଁ ନିଷ୍ପତ୍ତି ନେଇଥିଲା ପ୍ରଶାସନ।

ଧବଳେଶ୍ବର ପୀଠରେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ୧୪୪ ଧାରା ଜାରି, ଝୁଲାପୋଲର ମରାମତି ପାଇଁ ବନ୍ଦ ରହିବ ଯାତାୟତ
ଆଠଗଡ଼: ଧବଳେଶ୍ବର ପୀଠରେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ। ଝୁଲାପୋଲର ମରାମତି ପାଇଁ  ୧୪୪ ଧାରା ଜାରି ହୋଇଛି। ଏନେଇ ଆଠଗଡ଼ ଉପଜିଲ୍ଲାପାଳ ସୂଚନା  ଦେଇଛନ୍ତି। ଡଙ୍ଗାରେ ଶ୍ରଦ୍ଧାଳୁଙ୍କୁ ପାରି କରାଇବା ସମ୍ଭବ ନ ଥିବାରୁ ଏପରି ନିଷ୍ପତ୍ତି ନେଇଛି ପ୍ରଶାସନ।ଏହି ନିର୍ଦ୍ଦେଶ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ଯନ୍ତ ଜାରି ରହିବ।  ସକାଳେ ଝୁଲାପୋଲରେ ଫାଟ ଯୋଗୁ ରାଜ୍ୟ ସରକାର ଯାତ୍ରୀ କଟକଣା ଜାରି କରିଥିଲେ। ତେବେ ବିଶେଷଜ୍ଞ ଟିମ୍‌ ଅନୁଧ୍ୟାନ ପରେ ମରାମତି ପାଇଁ ନିଷ୍ପତ୍ତି ହୋଇଥିଲା।

ଆଗକୁ ବଡ଼ ଓଷା ଆସୁଛି । ବାବା ଧବଳେଶ୍ୱରଙ୍କ ପୀଠରେ ବଡ଼ ଓଷାରେ ପ୍ରବଳ ଭିଡ ହୋଇଥାଏ। ଜିଲ୍ଲା ତଥା ଜିଲ୍ଲା ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ବାବାଙ୍କୁ ଦର୍ଶନ କରିବା ପାଇଁ ଆସିବେ। ଏହି ସମୟରେ ମହାନଦୀ ଉପରେ ତିଆରି ହୋଇଥିବା ଝୁଲା ପୋଲରେ ପ୍ରବଳ ଭିଡ ଜମିବାର ସମ୍ଭାବନା ରହିଛି। ଝୁଲା ପୋଲରେ ଫାଟ ସୃଷ୍ଟି ହୋଇଥିବାରୁ କୌଣସି ଅଘଟଣ ଘଟିବା ଆଶଙ୍କା କରି ଆଜି ପ୍ରଶାସନ ଏପରି ନିଷ୍ପତ୍ତି ନେଇଛନ୍ତି।

ପୋଲର ନିରାପତ୍ତା ଯାଞ୍ଚ ପାଇଁ ଗୋଟିଏ ଦିନ ବନ୍ଦ ରହିବ ଧବଳେଶ୍ୱର ଝୁଲାପୋଲ
ଆଠଗଡ: ମରାମତି କାର୍ଯ୍ୟ ପାଇଁ ଦିନଟିଏ ବନ୍ଦ ରହିବ ଆଠଗଡ ସ୍ଥିତ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱର ଠାରେ ଥିବା ଝୁଲା ପୋଲ। ପୋଲର ନିରାପତ୍ତା ଯାଞ୍ଚ ପାଇଁ ଦିନଟିଏ ଝୁଲା ପୋଲ ବନ୍ଦ ରହିବା ନେଇ ସୋମବାର କଟକ ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ମିଳିଛି। ମଙ୍ଗଳବାରଠାରୁ ଝୁଲା ପୋଲର ମରାମତି କାମ ଆରମ୍ଭ ହେବ। ଝୁଲା ପୋଲର ଉଭୟ ପାର୍ଶ୍ୱରେ ରାସ୍ତାକୁ ବନ୍ଦ କରିବ ସ୍ଥାନୀୟ ପ୍ରଶାସନ । ଯେହେତୁ ଝୁଲା ପୋଲର ସ୍ଥିତି ଭଲ ନାହିଁ । ତାକୁ ନଜରରେ ରଖି ଏଭଳି ପଦକ୍ଷେପ ନିଆଯାଇଛି ।

ଗୁଜରାଟରେ ଝୁଲାପୋଲ ଭୁଶୁଡି ଶତାଧିକ ପ୍ରାଣ ଯିବା ପରେ ହଠାତ୍ ତତ୍ପର ହୋଇଉଠିଛି କଟକ ଜିଲ୍ଲା ପ୍ରଶାସନ । କଟକ ଧବଳେଶ୍ୱର ମନ୍ଦିର ପାଖରେ ଥିବା ଝୁଲାପୋଲକୁ ଗୋଟିଏ ଦିନ ପାଇଁ ପ୍ରଶାସନ ବନ୍ଦ କରିଦେଇଛି । ତେବେ ପୋଲର ସ୍ଥିତି ଦୁର୍ବଳ ଥିବା ନେଇ ଖବର ପ୍ରସାରଣ ପରେ ପୋଲର ଯାଞ୍ଚ ହେଉଥିବା କଥା କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ଗତକାଲି ଠାରୁ ଗୋଟିଏ ଦିନ ବନ୍ଦ ରହିବ ଧବଳେଶ୍ୱର ଝୁଲାପୋଲ। ଟେକ୍ନିକାଲ ଟିମ୍‌‌ ଦେଇଥିବା ରିପୋର୍ଟ ଅନୁସାରେ ଯାଞ୍ଚ କରାଯିବ। ଏହି ସମୟରେ କୌଣସି ପ୍ରକାର ଅଘଟଣକୁ ରୋକିବା ପାଇଁ ପାଖରେ ଅଗ୍ନିଶମ ବିଭାଗ ଏବଂ ଓଡ୍ରାଫ୍ ବାହିନୀ ଉପସ୍ଥିତ ରହିବେ ବୋଲି କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ତେବେ ପୋଲ ବନ୍ଦ ରହିବା ସମୟରେ ଶ୍ରଦ୍ଧାଳୁମାନେ ବୋଟ୍ କିମ୍ବା ଡଙ୍ଗାରେ ଯାଇ ପ୍ରଭୁ ଧବଳେଶ୍ୱରଙ୍କୁ ଦର୍ଶନ କରିପାରିବେ । ବର୍ତ୍ତମାନ କାର୍ତ୍ତିକ ମାସ ସହ କିଛି ଦିନରେ ବଡଓଷା ଓ ପଞ୍ଚୁକକୁ ଦୃଷ୍ଟିରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଟେକ୍ନିକାଲ ଟିମର ପୋଲର ସ୍ଥିତି ଯାଞ୍ଚ କରିବା ପରେ ଯାଇ ପୋଲକୁ ଗମନାଗମନ ପାଇଁ ବ୍ୟବହାର କରାଯିବ ।

ନଭେମ୍ବର ୬ରେ ବଡ଼ଓଷା , ବଡ଼ସିଂହାର ବେଶରେ ଦର୍ଶନ ଦେବେ ଧବଳେଶ୍ଵର
କଟକ: ଧବଳେଶ୍ଵରଙ୍କ ପୀଠରେ ପଞ୍ଚକ ଓ ବଡ଼ଓଷା ପାଳନ ନିମନ୍ତେ ଆଜି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ।  ଚଳିତ ବର୍ଷ ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ନଭେମ୍ବର ୬ ତାରିଖରେ ବଡ଼ଓଷା ପାଳିତ ହେବ । ଏହାପରେ ୭ ତାରିଖ ସକାଳେ ମିଳିବ ଗଜଭୋଗ । ନଭେମ୍ବର ୯ ପୂର୍ଣ୍ଣିମା ଦିନ ଗ୍ରହଣ ଲାଗୁଥିବାରୁ ୮ରେ କାର୍ତ୍ତିକ ବ୍ରତ ସମାପନ କରାଯିବ ବୋଲି ମିଳିଛି ସୂଚନା। ଆଜିର ଏହି ବୈଠକ କଟକ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

ପୂଜକ ସମିତି ସଭାପତିଙ୍କ ସୂଚନା ଅନୁଯାୟୀ, ଚଳିତ ବର୍ଷ ଅକ୍ଟୋବର ୧୦ରୁ ନଭେମ୍ବର ୮ ତାରିଖ ପର୍ଯ୍ଯନ୍ତ କାର୍ତ୍ତିକ ବ୍ରତ ପାଳନ ହେବ। ଏହାପରେ ନଭେମ୍ବର ୪ରୁ ୮ ତାରିଖ ପର୍ଯ୍ଯନ୍ତ ପଞ୍ଚକ ବ୍ରତ ପାଳନ ହେବ। ନଭେମ୍ବର ୬ ତାରିଖ ରବିବାର ବଡ଼ଓଷା ପଡ଼ିବ। ନଭେମ୍ବର ୬ରେ ବଡ଼ ଓଷା ହେବା ସହ ୭ ସୋମବାର ସକାଳେ ଗଜଭୋଗ ମିଳିବ।  ୦୯/୧୧/୨୦୨୨ ପୂର୍ଣ୍ଣିମା ଦିନ ଗ୍ରହଣ ପଡ଼ୁଥିବାରୁ ୦୮/୧୧/୨୦୨୨ ରାସ ପୂର୍ଣ୍ଣିମା ଦିନ କାର୍ତ୍ତିକ ବ୍ରତ ସମାପନ କରାଯିବ। ବଡ଼ଓଷା ଦିନ ବଡ଼ସିଂହାର ବେଶରେ ଦର୍ଶନ ଦେବେ ଧବଳେଶ୍ଵର।

ଭିଡକୁ ଦୃଷ୍ଟିରେ ରଖି ଧବଳେଶ୍ଵର ପୀଠରେ ବାହୁଙ୍ଗିକୁ ବାରଣ
ଆଠଗଡ: ଧବଳେଶ୍ଵର ପୀଠକୁ ବାହୁଙ୍ଗି ମନା। ଏଣିକି ଧବଳେଶ୍ୱର ପୀଠକୁ ବାହୁଙ୍ଗି ନେଇ ଯାଇପାରିବେ ନାହିଁ କାଉଡ଼ିଆ । କେବଳ ମାନସିକ କଳସ ଧରି କାଉଡିଆ ମାନେ ପୀଠକୁ ଯାଇ ପାଣି ଢ଼ାଳିବେ।  ଝୁଲା ପୋଲ ପୂର୍ବରୁ ବାହୁଙ୍ଗି ନିଷେଧ କରାଯାଇଛି।  ଭିଡକୁ ଦୃଷ୍ଟିରେ ରଖି ପ୍ରସାଶନର ଏଭଳି ନିଷ୍ପତ୍ତି ନେଇଛି।  ଏ ନେଇ ଆଠଗଡ଼ ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ଵାଇଁ  ସୂଚନା ଦେଇଛନ୍ତି।