vigilance raid - The Sakala

ଭିଜିଲାନ୍ସ ଜାଲରେ ITDA ସହକାରୀ ନିର୍ଦ୍ଦେଶକ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ଟି ସ୍ଥାନରେ ରେଡ୍
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ITDA ସହକାରୀ ନିର୍ଦ୍ଦେଶକ ସଂଜୟ କେସପେଟା । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । କୋରାପୁଟର ମେଡିକାଲ ରୋଡ୍‌ ଅଞ୍ଚଳରେ ଥିବା ଲଜ୍‌ ସମେତ ଭୁବନେଶ୍ୱର ଓ ରାଉରକେଲାରେ ଭିଜିଲାନ୍ସ ଟିମ୍‌ର ଚଢାଉ ଚାଲିଥିବା ଜଣାପଡ଼ିଛି । କିଛି ମାସ ତଳେ କୋରାପୁଟରୁ ଭୁବନେଶ୍ୱରକୁ ବଦଳି ହୋଇଥିଲେ ସଂଜୟ । ଏହି ଚଢାଉରେ ୬ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୭ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି। ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ ସମୟରେ ବିଭିନ୍ନ କାଗଜପତ୍ର, ସମ୍ପତ୍ତି ସମ୍ବନ୍ଧୀୟ ତଥ୍ୟ ଓ ଅନ୍ୟାନ୍ୟ ଦଲିଲ ଯାଞ୍ଚ କରାଯାଉଛି । ତେବେ ଏହି ଚଢାଉରେ କେତେ ପରିମାଣର ସଂପତ୍ତି ଜବତ ହୋଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଚଢାଉ ଶେଷ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ରହିଛି ।

୩୨ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବଡସାହି ବ୍ଲକ୍ କନିଷ୍ଠ ଯନ୍ତ୍ରୀ
ମୟୂରଭଞ୍ଜ: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ବଡସାହି ବ୍ଲକ୍ କନିଷ୍ଠ ଯନ୍ତ୍ରୀ ସୁଶିଲ କୁମାର ସିଂହ । ୩୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ ଟିମ୍ । ୫ ଲକ୍ଷ ଟଙ୍କାର ବିଲ୍‌ ପାସ୍‌ ପାଇଁ ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିଲେ ସୁଶିଲ । ଯନ୍ତ୍ରୀଙ୍କୁ ଅଟକ ରଖି ଭିଜିଲାନ୍ସ ବିଭାଗ ପକ୍ଷରୁ ବ୍ଲକ କାର୍ଯ୍ୟାଳୟରେ ତଦନ୍ତ ଜାରି ରଖିଛନ୍ତି ।

ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
କଟକ: ଭିଜିଲାନ୍ସ ଜାଲରେ କଟକ TPCODL ନରସିଂହପୁର ସେକ୍ସନ୍‌ ଲାଇନ୍ ମ୍ୟାନ୍ ଧର୍ମନିରଞ୍ଜନ ଚୌଧୁରୀ । ୧୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ । କଟକ ଜିଲ୍ଲାରେ ଏକ ଭଙ୍ଗା ବିଦ୍ୟୁତ୍ ଖୁଣ୍ଟ ବଦଳାଇବା ପାଇଁ ଜଣେ ଚାଷୀଙ୍କଠାରୁ ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧର୍ମନିରଞ୍ଜନଙ୍କୁ ମାଡିବସିଲା ଭିଜିଲାନ୍ସ ଟିମ୍।

ଭିଜିଲାନ୍ସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଅଭିଯୋଗକାରୀ ଚାଷୀଙ୍କ ଚାଷଜମି ଦେଇ ଏକ ୧୧ କେଭି ବିଦ୍ୟୁତ୍ ଲାଇନ୍ ଯାଇଥିଲା। ସେଠାରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟ ନଷ୍ଟ ହୋଇଯାଇଥିଲା ଏବଂ ବିପଜ୍ଜନକ ଅବସ୍ଥାରେ ଥିଲା। କୌଣସି ଦୁର୍ଘଟଣାର ଆଶଙ୍କା କରି ଉକ୍ତ ଖୁଣ୍ଟ ବଦଳାଇବା ପାଇଁ ଚାଷୀ ଜଣକ ସ୍ଥାନୀୟ ବିଦ୍ୟୁତ୍ କାର୍ଯ୍ୟାଳୟ ସହ ଯୋଗାଯୋଗ କରିଥିଲେ।

ଏହି କାମ ଦାୟିତ୍ୱ ନେଇଥିବା ଲାଇନମ୍ୟାନ ଧର୍ମ ନିରଞ୍ଜନ ଚୌଧୁରୀ ଭଙ୍ଗା ଖୁଣ୍ଟ ବଦଳାଇବା ପାଇଁ ଚାଷୀଙ୍କୁ ୨୫,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଗତ ଜୁନ୍ ୨ ତାରିଖରେ ଖୁଣ୍ଟ ବଦଳାଯିବା ପରେ ଅଭିଯୁକ୍ତ ଜଣକ ୟୁପିଆଇ (UPI) ମାଧ୍ୟମରେ ୮,୦୦୦ ଟଙ୍କା ଗ୍ରହଣ କରିଥିଲେ। ତେବେ ବଳକା ଟଙ୍କା ନଦେଲେ ସେ ଜମିରୁ ପୁରୁଣା ଭଙ୍ଗା ଖୁଣ୍ଟଟିକୁ ହଟାଇବେ ନାହିଁ ବୋଲି ଜିଦ୍ ଧରିଥିଲେ। ଚାଷୀ ଜଣକ ବାକି ୧୭,୦୦୦ ଟଙ୍କା ଦେବାକୁ ଅସମର୍ଥତା ପ୍ରକାଶ କରିବା ପରେ, ଶେଷରେ ୧୫,୦୦୦ ଟଙ୍କାରେ କଥା ଛିଣ୍ଡିଥିଲା।

ବାରମ୍ବାର ଟଙ୍କା ମାଗିବାରୁ ଅତିଷ୍ଠ ହୋଇ ଚାଷୀ ଜଣକ ଏନେଇ ଓଡ଼ିଶା ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଟିମ୍ ଏକ ଜାଲ ବିଛାଇଥିଲେ। ଯୋଜନା ମୁତାବକ, ଅଭିଯୋଗକାରୀଙ୍କଠାରୁ ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧର୍ମ ନିରଞ୍ଜନ ଚୌଧୁରୀଙ୍କୁ ଭିଜିଲାନ୍ସ ଅଧିକାରୀମାନେ ରଙ୍ଗେ ହାତ୍ ଧରିଥିଲେ। ଅଭିଯୁକ୍ତଙ୍କ ନିକଟରୁ ସମସ୍ତ ଟଙ୍କା ଜବତ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ସହିତ ଜଡ଼ିତ ଗୋଟିଏ ସ୍ଥାନରେ ମଧ୍ୟ ଚଢ଼ାଉ ଜାରି ରହିଛି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି।

ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ ଭୁବନେଶ୍ବରର ୪ଟି ଘର ସମେତ ମୋଟ୍ ୯ଟି ସ୍ଥାନରେ ରେଡ୍ । ଭୁବନେଶ୍ବରର ନୀଳାଦ୍ରି ବିହାର, ଶୈଳଶ୍ରୀ ବିହାର, କାନନ ବିହାର ଓ ଚନ୍ଦ୍ରଶେଖରପୁରରେ ଥିବା କୋଠାରେ ଚଢ଼ାଉ ଚାଲିଛି। ITDA କାର୍ଯ୍ୟାଳୟ ଓ ବାଲିଗୁଡ଼ା ସରକାରୀ ଘରେ ଚାଲିଛି ଚଢ଼ାଉ । ଯାଜପୁର ଧର୍ମଶାଳା ପୈତୃକ ଘର ଓ ବାରିପଦା ସଂପର୍କୀୟଙ୍କ ଘରେ ବି ରେଡ୍ କରୁଛି ଭିଜିଲାନ୍ସ ବିଭାଗ । ଚଢ଼ାଉ ଟିମ୍‌ରେ ୨ ଜଣ ଅତିରିକ୍ତ ଏସ୍‌ପି, ୫ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀ ସାମିଲ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ଭିଜିଲାନ୍ସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ଚଢ଼ଉ ଶେଷ ହେବା ପରେ ମୋଟ ସମ୍ପତ୍ତିର ଆକଳନ ସ୍ପଷ୍ଟ ହେବ ବୋଲି ସୂଚନା ।

ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ
ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ । ଲାଞ୍ଚ ନେବାବେଳେ ଧରାପଡ଼ିଲେ ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ । ଏକ ସାର୍ଟିଫିକେଟ ଦେବାକୁ ୧୦ ହଜାର ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ଟିମ୍। ଶ୍ରୀକାନ୍ତଙ୍କୁ ଅଟକ ରଖି ପଚରାଉଚରା କରିବାସହ ତାଙ୍କ ଘର ଓ ଅଫିସ୍ ସମେତ ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି।

ସୂଚନା ଅନୁସାରେ, ଏକ ଘରୋଇ ସ୍କୁଲକୁ ପ୍ରମାଣପତ୍ର ଦେବା ପାଇଁ ୧୦ ହଜାର ଟଙ୍କା ଦାବି କରିଥିଲେ ଜୁନିଅର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ । ଏନେଇ ସଂପୃକ୍ତ ବ୍ୟକ୍ତି ଜଣକ ଭଦ୍ରକ ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ ଏସପିଙ୍କ ନିର୍ଦେଶ କ୍ରମେ ଆଜି ଏକ ସ୍ୱତନ୍ତ୍ର ଭିଜିଲାନ୍ସ ଟିମ ଭଦ୍ରକକୁ ଆସି ଜଗି ରହିଥିଲା। ଶ୍ରୀକାନ୍ତ ଦାସ ତାଙ୍କ କାର୍ଯ୍ୟାଳୟରେ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଛି । ଲାଞ୍ଚ କାରବାର ଲିଙ୍କ୍‌ରେ ଶ୍ରୀକାନ୍ତଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ ଜାରି ରହିଛି ।

ଭିଜିଲାନ୍ସ ଜାଲରେ ଚମ୍ପୁଆ ଉପଖଣ୍ଡ ସହକାରୀ ଯୋଗାଣ ଅଧିକାରୀ, ଜଣେ ଲ୍ୟାମ୍ପସ ଅଧିକାରୀଙ୍କଠାରୁ ୧୫ ହଜାର ଲାଞ୍ଚ ନେଉଥିଲେ
କେନ୍ଦୁଝର: ଭିଜିଲାନ୍ସ ଜାଲରେ ଚମ୍ପୁଆ ଉପଖଣ୍ଡର ସହକାରୀ ଯୋଗାଣ ଅଧିକାରୀ । ୧୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧୁମାରାମ ହେମ୍ରମଙ୍କୁ ମାଡିବସିଲା ଭିଜିଲାନ୍ସ ଟିମ୍ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ଉପଖଣ୍ଡର ସହକାରୀ ଯୋଗାଣ ଅଧିକାରୀ (ACSO) ଧୁମାରାମ ମୁର୍ମୁ ଧାନକିଣା କାରବାରରେ ଏକ ସ୍ଥାନୀୟ ଲ୍ୟାମ୍ପ୍ସ (LAMPCS) ଦାୟିତ୍ୱରେ ଥିବା ଅଧିକାରୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।

ଧାନ କିଣା ପ୍ରକ୍ରିୟା ସମ୍ବନ୍ଧୀୟ ଫାଇଲଗୁଡ଼ିକୁ କ୍ଲିଅର୍ ବା ଅନୁମୋଦନ କରିବା ପାଇଁ ଧୁମାରାମ ମୁର୍ମୁ ନିଜ କାର୍ଯ୍ୟାଳୟରେ ଏହି ଲାଞ୍ଚ ମାଗିଥିଲେ। ଏ ସମ୍ପର୍କରେ ସ୍ଥାନୀୟ ଲ୍ୟାମ୍ପ୍ସ ଇନଚାର୍ଜ ଭିଜିଲାନ୍ସ ବିଭାଗକୁ ପୂର୍ବରୁ ସୂଚନା ଦେଇଥିଲେ। ଯୋଜନା ମୁତାବକ, ଅଧିକାରୀ ଜଣକ ନିଜ ଅଫିସ୍‌ରେ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ବେଳେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ରଙ୍ଗେ ହାତରେ ଧରିଥିଲା। ତାଙ୍କ ନିକଟରୁ ସମ୍ପୂର୍ଣ୍ଣ ୧୫ ହଜାର ଟଙ୍କା ଜବତ କରାଯାଇଛି।

ତଦନ୍ତକାରୀ ଅଧିକାରୀଙ୍କ କହିବା ଅନୁଯାୟୀ, ମୁର୍ମୁ ଅନ୍ୟ ଧାନ କିଣା କେନ୍ଦ୍ରଗୁଡ଼ିକରୁ ମଧ୍ୟ ନିୟମିତ ଭାବେ ଲାଞ୍ଚ ଆଦାୟ କରୁଥିବା ନେଇ ଅଭିଯୋଗ ରହିଛି। ଏହି ଗିରଫଦାରୀ ପରେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ସନ୍ଦେହରେ ଭିଜିଲାନ୍ସ ଟିମ୍ ତାଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ଏକକାଳୀନ ଚଢ଼ାଉ କରିଛି।

କଲ୍ୟାଣସିଂହପୁର ଲ୍ୟାମ୍ପସ୍ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଓ ବେଆଇନ କାରବାର ଅଭିଯୋଗରେ ଚଢ଼ାଉ
ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାୟଗଡ଼ା କଲ୍ୟାଣସିଂହପୁର ଲ୍ୟାମ୍ପସ୍ ଏମ୍‌ଡି ତାରିଣୀ ତ୍ରିପାଠୀ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା କାରବାର ଅଭିଯୋଗରେ ତାରିଣୀ ତ୍ରିପାଠୀଙ୍କ ଜିଲୁଣ୍ଡି ସ୍ଥିତ ବାସଭବନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ରେଡ ବେଳେ ବ୍ୟାଙ୍କ ପାସବୁକ୍,ଇନସ୍ୟୁରେନସ୍ ଓ ଅନ୍ୟ ଆସବାବପତ୍ର ଜବତ କରି ଯାଞ୍ଚ କରୁଛି ଭିଜିଲାନ୍ସ । ଆଜି ସକାଳୁ ସକାଳୁ ଭିଜିଲାନ୍ସର ଟିମ୍ ଏହି ଚଢାଉ କରିଥିଲା । ଲ୍ୟାମ୍ପସ୍ ର ପରିଚାଳନା,ପାଚେରୀ ନିର୍ମାଣ ଓ ମରାମତିରେ ଲକ୍ଷାଧିକ ଟଙ୍କା ହଡପ କରାଯାଇଛି ବୋଲି ଅଭିଯୋଗ ହୋଇଥିଲା । ପାଖାପାଖି ୭୦ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ଆତ୍ମସାତ୍ ହୋଇଥିବା ଅଭିଯୋଗ ହୋଇଛି ।

ଲ୍ୟାମ୍ପସରେ ଅନିୟମିତତା ନେଇ କଲ୍ୟାଣସିଂହପୁର ଅଞ୍ଚଳର ଚାଷୀମାନେ ପୂର୍ବରୁ ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଏକ ଲିଖିତ ଅଭିଯୋଗ କରିଥିଲେ । ଏହି ଅଭିଯୋଗକୁ ଆଧାର କରି ବିଭାଗ ତଦନ୍ତ କରି ଚଢାଉ କରିଥିବା ସୂଚନା ମିଳିଛି।  ବିଭାଗୀୟ ତଦନ୍ତ ରିପୋର୍ଟରେ ୩୩ ଜଣ ଚାଷୀଙ୍କ ଅଜାଣତରେ ୨୮ ଲକ୍ଷ ୨୯ ହଜାର ଟଙ୍କା ଉଠାଯାଇଥିବା ସହ ନିଜ ପରିବାର ସଦସ୍ୟଙ୍କ ନାମରେ ୭୫ ଲକ୍ଷ ଟଙ୍କାରୁ ଅଧିକ ଅର୍ଥ ହଡପ କରାଯାଇଥିବା ଉଲ୍ଲେଖ ରହିଛି।

ଭିଜିଲାନ୍ସ ଜାଲରେ RWSS ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ
ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍ RWSS ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଭିଜିଲାନ୍ସ ଟିମ୍ ର ଚଢ଼ାଉ । ରାୟଗଡା ସହରର ରାଉତ କଲୋନୀ ସ୍ଥିତ ବାସଭବନ, କୋଳନରା କାର୍ଯ୍ୟାଳୟ ଓ ବ୍ରହ୍ମପୁରର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି । ରେଡ୍ ବେଳେ ସୁନା, ବିଭିନ୍ନ ବ୍ୟାଙ୍କ ପାସବୁକ, ନଗଦ ଟଙ୍କା ଜବତ ହୋଇଥିବା ଜଣାପଡିଛି । ଚଢାଉ ଶେଷ ହେବା ପରେ ଭିଜିଲାନ୍ସ ପକ୍ଷରୁ ସଂପୂର୍ଣ୍ଣ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି ।

ଭିଜିଲାନ୍ସ ଜାଲରେ ମିର୍ଗିନେଣ୍ଡି ପିଇଓ, ୧୮,୦୦୦ ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ବିଭାଗ
ବାରିପଦା: ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବ୍ଲକ୍ ଅନ୍ତର୍ଗତ ମିର୍ଗିନେଣ୍ଡି ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)  ପର୍ଶୁରାମ ନାଏକଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ଗିରଫ କରିଛି । ପର୍ଶୁରାମ ପଞ୍ଚାୟତର ଜଣେ ଠିକା କର୍ମଚାରୀଙ୍କଠାରୁ ତାଙ୍କର ବକେୟା ଓ ନିୟମିତ ପ୍ରାପ୍ୟ ଅନୁମୋଦନ ପାଇଁ ୧୮,୦୦୦ ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡିବସିଛି।

ସୂଚନା ଅନୁସାରେ, ଠିକା କର୍ମଚାରୀ ଜଣଙ୍କ  ୨୬.୦୩.୨୦୨୩ ରୁ ୦୩.୦୪.୨୦୨୫ ପର୍ଯ୍ୟନ୍ତ ପ୍ରାପ୍ୟ ପାଇ ନ ଥିଲେ। ବିଡିଓଙ୍କ ଆଦେଶ ସତ୍ତ୍ୱେ ପିଇଓ ଶ୍ରୀ ନାଏକ ପ୍ରାପ୍ୟ ଅନୁମୋଦନ କରିନଥିଲେ। ବାରମ୍ବାର ଅନୁରୋଧ କରିବା ପରେ ମଧ୍ୟ ପର୍ଶୁରାମ ନାଏକ ୧୮,୦୦୦ ଟଙ୍କା ଲାଞ୍ଚ ନ ଦେଲେ ପ୍ରାପ୍ୟ ଅନୁମୋଦନ କରିବେ ନାହିଁ ବୋଲି ଧମକ ଦେଉଥିଲେ।

ଅନ୍ୟ କୌଣସି ଉପାୟ ନ ଥିବାରୁ ପ୍ରତାଡ଼ିତ କର୍ମଚାରୀ ଭିଜିଲାନ୍ସ ପାଖରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ ଟିମ୍ ମଙ୍ଗଳବାର ଯୋଜନାବଦ୍ଧ ଅପରେସନ୍ କରି ପିଇଓ ପର୍ଶୁରାମ ନାଏକଙ୍କୁ ଲାଞ୍ଚ ନେଉଥିବା ବେଳେ ଧରିବା ସହିତ ୧୮,୦୦୦ ଟଙ୍କା ଜବତ କରିଛି। ଏନେଇ ବାଲେଶ୍ୱର ଭିଜିଲାନ୍ସ ପୁଲିସ୍ ଷ୍ଟେସନ୍ କେସ୍ ନମ୍ବର ୭/୨୦୨୬ ରେ ଧାରା ୭ ପିସି (ଆମେଣ୍ଡମେଣ୍ଟ) ଆକ୍ଟ, ୨୦୧୮ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତ ପର୍ଶୁରାମ ନାଏକଙ୍କ ବିରୋଧରେ ତଦନ୍ତ ଜାରି ରହିଛି।

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ
କଳାହାଣ୍ଡି: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର ଆର୍ ଆଣ୍ଡ ବି ଡିଭିଜନର AEE ଅର୍ଥାତ୍ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ସବରଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଅଭିଯୋଗରେ ଚଢାଉ ହୋଇଛି। ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ବିଭାଗ । ଆଜି ସକାଳ ୬ଟାରୁ ଭିଜିଲାନ୍ସର ସ୍ୱତନ୍ତ୍ର ଟିମ୍ ସଦର ବ୍ଲକ ଗୋଷାଣୀମୁଣ୍ଡା ସ୍ଥିତ ଘରେ, କୁସୁମଖୁଣ୍ଟିରେ ଥିବା ପୈତୃକ ଘର, କିଟ୍ ପଦର୍ ସ୍ଥିତ ଫାର୍ମ ହାଉସ, ଧର୍ମଗଡ ଏବଂ ଭବାନୀପାଟଣା ସ୍ଥିତ ଅଫିସରେ ଚଢ଼ାଉ କରିଛି ।

ଭବାନୀପାଟଣା ଗୋଶାଣିମୁଣ୍ଡାରେ ଦୁଇ ମହଲା ଘର । କଳାହାଣ୍ଡି କୋକସରା ପୈତୃକ ଗାଁରେ ଦୁଇ ମହଲା ଘର । ଭବାନୀପାଟଣା କିଟପଦରରେ ଅଛି ଫାର୍ମ ହାଉସ । ଭବାନୀପାଟଣାରେ ରହିଛି ଏକ ଅର୍ଦ୍ଧନିର୍ମିତ ଘର ।

ସରକାରୀ ଅଫିସ ଓ ସରକାରୀ କ୍ୱାଟରରେ ମଧ୍ୟ ଚଢ଼ାଉ ଚାଲିଛି । ଭିଜିଲାନ୍ସର ୬ ଡିଏସପି, ୯ ଜଣ ଇନିସ୍ପେକ୍ଟରଙ୍କ ସମେତ ଅନ୍ୟ କର୍ମଚାରୀ ଚଢ଼ାଉରେ ସାମିଲ। ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର , ବ୍ୟାଙ୍କ ଆକାଉଣ୍ଟ, ଏଲାଆଇସି, ଜମି କାଗଜପତ୍ରକୁ ତଦନ୍ତ ଚଳାଇଛି ବିଭାଗ । ଭବାନୀପାଟଣା ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚାଲିଛି ଚଢ଼ାଉ ।

ଭିଜିଲାନ୍ସ ଜାଲରେ ସ୍କୁଲ ପ୍ରଧାନ ଶିକ୍ଷକ, ବକେୟା ଦରମା ବିଲ୍ କରାଇବାକୁ ନେଉଥିଲେ ୫୦୦୦ ଲାଞ୍ଚ
କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ସ୍କୁଲ ପ୍ରଧାନ ଶିକ୍ଷକ । ବକେୟା ଦରମା ବିଲ୍ କରାଇବାକୁ ନେଉଥିଲେ ୫୦୦୦ ଲାଞ୍ଚ । ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ପଞ୍ଚାୟତ ଯୁଗରୂପା ବିଦ୍ୟା ଭବନର ପ୍ରଧାନଶିକ୍ଷକ ରଘୁନାଥ ଦାସ। ବକେୟା ଦରମା କରାଇଦେବା ପାଇଁ ସ୍କୁଲ ରାତ୍ରଜଗୁଆଳିଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍। କଟକ ଭିଜିଲାନ୍ସ ଟିମ୍ ପ୍ରଧାନ ଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା ଚଲାଇଛି ଭିଜିଲାନ୍ସ ।

ଭିଜିଲାନ୍ସ ଜାଲରେ ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ
ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାଡ଼ା ଡିଭିଜନ ଯନ୍ତ୍ରୀ ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କର ଭଡା ଘର ଓ ସରକାରୀ କାର୍ଯ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଭଦ୍ରକ ଭିଜିଲାନ୍ସ ଡିଏସପି ଦୁଷ୍ମନ୍ତ ନାୟକଙ୍କ ନେତୃତ୍ୱରେ ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ଟିମ ଦ୍ୱାରା ଚଢ଼ାଉ ଜାରି ରହିଛି । ବିଜୟଙ୍କ ଭଦ୍ରକ ଟାଉନ ସ୍ଥିତ ତିନି ମହଲା ଘର, ବସ୍ତା ନରସିଙ୍ଗଡିହା ସ୍ଥିତ ଦୁଇ ମହଲା ଘର, ଭଦ୍ରକ ସ୍ଥିତ ଘର ଏବଂ ଭୁବନେଶ୍ଵର ମଳିପଡା ସ୍ଥିତ ସମ୍ପର୍କୀୟଙ୍କ ଘରେ ରେଡ୍ ଚାଲିଛି। ବିଜୟଙ୍କ ପୈତୃକ ଘର ସହ ଭଦ୍ରକ କାର୍ଯ୍ୟାଳୟରେ ମଧ୍ୟ ଚଢ଼ାଉ ହୋଇଛି। ଚଢାଉରେ ୪ ଜଣ ଡିଏସପି, ୪ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି।