Wednesday Horoscope (27-10-2021) - The Sakala

ବୁଧବାର ରାଶିଫଳ (୨୭-୧୦-୨୦୨୧)
ମେଷ: ନିଜର ସାମର୍ଥ୍ୟ ଅନୁଯାୟୀ ପ୍ରଗତି କରିବେ । ଭାତୃଭଗ୍ନୀଙ୍କର ସହଯୋଗ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଲାଭ ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ପିଙ୍କ୍

ବୃଷ: ଆର୍ଥିକ ବିଷୟରେ ପ୍ରଭାବିତ ହେବେ । ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ବିରକ୍ତିମନା ରହିବେ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଆଳସ୍ୟ ହେବେ।

ଶୁଭ ଅଙ୍କ –୫, ଶୁଭ ରଙ୍ଗ – ସବୁଜ

ମିଥୁନ : ଦିନଟି ହସଖୁସିର ଆସର ଜମିପାରେ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟ ଗ୍ରାହକ ପ୍ରିୟ ହେବେ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ।

ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ନୀଳ

କର୍କଟ: ଦିନଟି ଚଳଚଞ୍ଚଳ ରହିବେ । ଚାକିରିରେ କଠିନ ପରିଶ୍ରମ ରହିବ | ମହିଳାମାନେ ସୁଖୀ ରହିବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ ।

ଶୁଭ ଅଙ୍କ –୨, ଶୁଭ ରଙ୍ଗ – ଧଳା

ସିଂହ : ସ୍ବପ୍ନ ସାକାର ହେବ। ବହୁ ପ୍ରତୀକ୍ଷିତ କାର୍ଯ୍ୟ ସମ୍ପନ୍ନ ହେବ। ରାଜନୀତି ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଉତ୍ତପ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ ।

ଶୁଭ ଅଙ୍କ –୩, ଶୁଭ ରଙ୍ଗ – ଗୋଲ୍ଡେନ

କନ୍ୟା : ଭବିଷ୍ୟତକୁ ନେଇ ଚିନ୍ତା ରହିବ। ଚାକିରିରେ ଦାୟିତ୍ବବୋଧ ରହିବ। ମହିଳାମାନେ ପରିଶ୍ରମୀ ହେବେ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଯଶ ପାଇବେ ।

ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ତୁଳା: କୌଣସି ବିଷୟକୁ ନେଇ ମନସ୍ତାପରେ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ଚାକିରିରେ ଅବହେଳା ରହିବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ।

ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ସିଲ୍‌ଭର୍

ବିଛା : କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ଅସହଯୋଗ ରହିବ। ମହିଳାମାନେ ହତାଦର ହେବେ । ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡିବେ।

ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କଫି

ଧନୁ : ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ମହିଳାମାନେ ଯଶକୀର୍ତି ପାଇବେ ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ସଫଳତା ପାଇବେ।

ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

ମକର : କର୍ମକ୍ଷେତ୍ରରେ ଦୃଢ଼ମନା ରହିବେ। ଶତ୍ରୁମାନେ ପ୍ରଶମିତ ହେବେ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଅନୁଶାସନ ଭିତରେ ରହିବେ।

ଶୁଭଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

କୁମ୍ଭ : କର୍ମକ୍ଷେତ୍ରରେ ପ୍ରତାରଣା ପାଇ ପାରନ୍ତି। ସନ୍ତାନସନ୍ତତିଙ୍କୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ବିରୋଧୀମାନଙ୍କ ଦ୍ବାରା ପ୍ରଭାବିତ ହେବେ। ବାଣିଜ୍ୟ ମାନ୍ଦା ରହିବ । ଶିକ୍ଷାର୍ଥୀ ଅସ୍ଥିର ରହିବେ ।

ଶୁଭ ଅଙ୍କ – ୮, ଶୁଭ ରଙ୍ଗ – କଳା

ମୀନ: କର୍ମକ୍ଷେତ୍ରରେ ସହଯୋଗ ପାଇବେ । ଅତିଥିଙ୍କ ଆଗମନ ହୋଇପାରେ। ଚାକିରିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ ।

ଶୁଭ ଅଙ୍କ –୨, ଶୁଭ ରଙ୍ଗ – ଧଳା