CRPF Jawan - The Sakala

ପାରିବାରିକ ବିବାଦର କରୁଣ ପରିଣତି: ବିଷ ପିଇ ଜୀବନ ହାରିଲେ ସିଆରପିଏଫ୍ ଯବାନ
କନ୍ଧମାଳ: ପାରିବାରିକ କଳହରୁ ଉପୁଜିଥିବା ମାନସିକ ଚାପ ସହି ନପାରି ଜଣେ ସିଆରପିଏଫ୍ (CRPF) ଯବାନ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ନୂଆସାହିରେ ଘଟିଛି ଏପରି ଅଭାବନୀୟ ଘଟଣା । ମୃତ ଯବାନଙ୍କ ନାମ ଅଶୋକ ବେହେରା ବୋଲି ଜଣାପଡିଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।

ମିଳିଥିବା ସୂଚନା ଅନୁଯାୟୀ, ମୃତ ଅଶୋକ ବେହେରା କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧୀନସ୍ଥ ଗାୟତ୍ରୀ କଲୋନୀର ବାସିନ୍ଦା ଅଟନ୍ତି। ସୋମବାର ଦିନ ସେ କୌଣସି କାରଣରୁ ନିଜ କୋଠରୀକୁ ଭିତରୁ ବନ୍ଦ କରି ବିଷ ପିଇ ଦେଇଥିଲେ । ତାଙ୍କର ସହକର୍ମୀମାନେ ବାରମ୍ବାର ଫୋନ୍ କରିବା ସତ୍ତ୍ୱେ ସେ କୌଣସି ଉତ୍ତର ଦେଇନଥିଲେ। ଦୀର୍ଘ ସମୟ ଧରି କବାଟ ନ ଖୋଲିବାରୁ ପଡ଼ୋଶୀମାନଙ୍କର ସନ୍ଦେହ ବଢ଼ିଥିଲା। ଏହା ପରେ ସେମାନେ ତୁରନ୍ତ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ।

ଖବର ପାଇ ବାଲିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଜଣେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ କବାଟ ଭାଙ୍ଗି ଘର ଭିତରେ ପ୍ରବେଶ କରିଥିଲା। ସେଠାରେ ଅଶୋକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପରିବାର ଲୋକଙ୍କ ଅଭିଯୋଗ ଭିତ୍ତିରେ ପୋଲିସ ଏକ ମାମଲା ରୁଜୁ କରିବା ସହ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଘଟଣାର ଅଧିକ ତଦନ୍ତ ଜାରି ରହିଛି ।

IED ବିସ୍ଫୋରଣରେ ଜଣେ ଯବାନ ସହିଦ, ୨ ଗୁରୁତର ...
ରାଉରକେଲା: ଝାଡ଼ଖଣ୍ଡ ରାଜ୍ୟ ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କ IED ବିସ୍ଫୋରଣରେ ଜଣେ CRPF କନଷ୍ଟେବଳ ସହିଦ ହୋଇଛନ୍ତି। ସହିଦ କନଷ୍ଟେବଳ ଆସାମର ମହେନ୍ଦ୍ର ଲସକର। ଅନ୍ୟ ଜଣେ ଏଏସଆଇ ଓ ଇନ୍ସପେକ୍ଟର ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଇନ୍ସପେକ୍ଟର କୈଶଲ କୁମାର ମିଶ୍ର ଏବଂ ଏଏସଆଇ ରାମକୃଷ୍ଣ ଗରାଇଙ୍କୁ ଏୟାର ଲିଫ୍ଟ କରାଯିବ। ରାଉରକେଲା ଆପୋଲୋ ହସ୍ପିଟାଲରୁ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ଏମ୍ସ ନିଆଯିବ। ଗତକାଲି ଦୁଇଟି ବିସ୍ଫୋରଣରେ CRPF ର ଜଣେ ଇନ୍ସପେକ୍ଟର ଓ ଜଣେ ଏଏସ ଆଇ ଗୁରୁତର ଆହତ ହେବା ସହ  ଜଣେ କନେଷ୍ଟବଳ ସହିଦ ହୋଇଛନ୍ତି। ଗୁରୁତର ଆହତ ଇନ୍ସପେକ୍ଟର ଓ ଏଏସଆଇ ରାଉରକେଲା  ଆପୋଲୋ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଝାଡ଼ଖଣ୍ଡ ପୁଲିସ ପକ୍ଷରୁ ସରଣ୍ଡା ଜଙ୍ଗଲରେ କୁମ୍ବିଂ ଅପରେସନ ଜୋରଦାର କରାଯାଇଛି।

ମଣିପୁରରେ ପୁଣି ହିଂସା: କୁକି ଉଗ୍ରବାଦୀଙ୍କ ଆକ୍ରମଣରେ ୨ ଯବାନ ସହିଦ
ମଣିପୁର: ମଣିପୁରରେ ଜାରି ରହିଥିବା ହିଂସା ଥମିବାର ନାଁ ନେଉନାହିଁ। ଲୋକସଭା ନିର୍ବାଚନର ଗୋଟିଏ ଦିନ ପରେ କୁକି ଉଗ୍ରବାଦୀମାନେ ନାରସେନା ଅଞ୍ଚଳରେ ସେଣ୍ଟ୍ରାଲ ରିଜର୍ଭ ପୁଲିସ ଫୋର୍ସ (ସିଆରପିଏଫ୍‌) ର ଦୁଇ ଯବାନଙ୍କ ଉପରେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ଦୁଇ ଯବାନ ସହିଦ ହୋଇଛନ୍ତି। ଏସମ୍ପର୍କରେ ମଣିପୁର ପୋଲିସ ପକ୍ଷରୁ ସୂଚନା ମିଳିଛି।

ସୂଚନା ଅନୁଯାୟୀ, କୁକି ଉଗ୍ରବାଦୀମାନେ ରାତି ୧୨ଟା ୩୦ମି.ରୁ ଭୋର୍ ୨ଟା ୧୫ମି. ଯାଏଁ ସିଆରପିଏଫ୍ କ୍ୟାମ୍ପ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ସହିଦ ହୋଇଥିବା ଯବାନ ବିଷ୍ଣୁପୁର ଜିଲ୍ଲାର ନାରସେନା ଅଞ୍ଚଳରେ ନିୟୋଜିତ ଉଜଚୠ ର ୧୨୮ ବାଟାଲିୟନର ସଦସ୍ୟ ଥିଲେ। ଅପରପକ୍ଷେ ଏହି ଆକ୍ରମଣରେ ଆଉ ଦୁଇ ଜଣ ମଧ୍ୟ ଆହତ ହୋଇଛନ୍ତି । ପାହାଡ ଶୀର୍ଷରୁ ଉଗ୍ରବାଦୀ ମାନେ ଆକ୍ରମଣ କରୁଥିବା ବେଳେ କ୍ୟାମ୍ପ ଉପରେ ବୋମା ମାଡ଼ ମଧ୍ୟ କରିଥିଲେ। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରିବା ସହ ଆକ୍ରମଣକାରୀଙ୍କୁ ଖୋଜିବାରେ ଲାଗିଛନ୍ତି ଯବାନ।

ଗତ ବର୍ଷ ମେ ୩ ରେ ମଣିପୁରରେ ହିଂସା ଆରମ୍ଭ ହୋଇଥିଲା। ବର୍ତ୍ତମାନ ଏପର୍ଯ୍ୟନ୍ତ ୨୦୦ ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ସୁରକ୍ଷା ବାହିନୀ ସହିତ ଜଡିତ ଲୋକମାନେ ମଧ୍ୟ ହିଂସାର ଶିକାର ହୋଇଛନ୍ତି।

ହୋଟେଲରୁ ଯବାନଙ୍କ ଝୁଲନ୍ତା ମୃତଦେହ ଠାବ
ଭୁବନେଶ୍ବର: ରାଜଧାନୀର ଏକ ହୋଟେଲ ଭିତରେ ସିଆରପିଏଫ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ । ଅଶୋକନଗରରେ ଥିବା ଏକ ହୋଟେଲରୁ ଯବାନଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି। ମୃତ୍ୟୁ ଘଟିଥିବା ଯବାନଙ୍କ ଘର ରାଜସ୍ଥାନ ହୋଇଥିବାବେଳେ ତାଙ୍କ ନାଁ ମିର ସିଂହ ବୋଲି ଜଣାପଡ଼ିଛି। ଖବର ପାଇ କ୍ୟାପିଟାଲ ଥାନା ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତରେ ସାଇଣ୍ଟିଫିକ ଟିମ୍ ନିୟୋଜିତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡି ନାହିଁ ।

ଯବାନଙ୍କ ଗୁଳିରେ ଯବାନ ନିହତ, ଚାଲିଗଲା ୪ ଯବାନଙ୍କ ଜୀବନ
ସୁକମା: ଛତିଶଗଡ଼ ସୁକମା ଜିଲ୍ଲା ମାରାଇଗୁଡ଼ା ସିଆରପିଏଫ କ୍ୟାମ୍ପରେ ଗୁଳିକାଣ୍ଡ । ସାଥୀ ଯବାନଙ୍କ ଗୁଳିରେ ଚାଲିଗଲା ୪ ଯବାନଙ୍କ ଜୀବନ। ୩ ଜଣ ଗୁରୁତର । ମୃତ ଯବାନମାନେ ହେଲେ ଧାନଜୀ, ରାଜୀବ ମଣ୍ଡଳ, ରାଜମଣି କୁମାର ଯାଦବ ଓ ଧର୍ମେନ୍ଦ୍ର କୁମାର। ସେହିପରି ଗୁରୁତରମାନେ ହେଲେ ଧନଞ୍ଜୟ କୁମାର ସିଂ, ଧର୍ମାତ୍ମା କୁମାର ଓ ମଳୟ ରଞ୍ଜନ ମହାରଣା।

ଗୁରୁତର ଯବାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସମସ୍ତ ମୃତାହତ ସିଆରପିଏଫ ୫୦ ବାଟାଲିୟନର ଯବାନ । ପରସ୍ପର ମଧ୍ୟରେ ଝଗଡ଼ା ପରେ ଯବାନ ଜଣକ ନିଜ ସର୍ଭିସ ବନ୍ଧୁକରୁ ଗୁଳିମାଡ଼ କରିଥିବା ଜଣାପଡିଛି । ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସୁକମା ଏସପି ।