Lal Krishna Advani - The Sakala

ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ। ଏନେଇ ‘ଏକ୍ସ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି। ଆଡଭାନୀଙ୍କ ସହ କଥା ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଲାଲ କୃଷ୍ଣ ଆଡଭାନୀଙ୍କର ଜନ୍ମ ୧୯୨୭ ମସିହା ଆଠ ନଭେମ୍ବରରେ ହୋଇଥିଲା। ସେ ଦେଶର ଗୃହ ମନ୍ତ୍ରୀ ଓ ଉପ ପ୍ରଧାନମନ୍ତ୍ରୀ ମଧ୍ୟ ରହିସାରିଛନ୍ତି। ଅନେକ ଥର ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଧ୍ୟ ରହିଛନ୍ତି। ତିନି ଦଶନ୍ଦିରୁ ଅଧିକ ସମୟ ଧରି ସାଂସଦ ରହିଛନ୍ତି ଆଡଭାନୀ। ସେ ଲୋକସଭାକୁ ୭ଥର ନିର୍ବାଚିତ ହୋଇଛନ୍ତି।

I am very happy to share that Shri LK Advani Ji will be conferred the Bharat Ratna. I also spoke to him and congratulated him on being conferred this honour. One of the most respected statesmen of our times, his contribution to the development of India is monumental. His is a… pic.twitter.com/Ya78qjJbPK

— Narendra Modi (@narendramodi) February 3, 2024

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ’ରେ ସୂଚନା ଦେଇ କହିଛନ୍ତି ଯେ, ଆମ ସମୟର ସବୁଠୁ ସମ୍ମାନନୀୟ ରାଷ୍ଟ୍ରନେତା ହେଉଛନ୍ତି ଆଡଭାନୀ। ଭାରତର ପ୍ରଗତି ପାଇଁ ତାଙ୍କର ଯୋଗଦାନ ସ୍ମରଣୀୟ। ତୃଣମୂଳ ସ୍ତରରୁ ଯାତ୍ରା ଆରମ୍ଭ କରି ଉପପ୍ରଧାନମନ୍ତ୍ରୀ ହୋଇଥିଲେ। ସ୍ୱରାଷ୍ଟ୍ର, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଭାବେ ସେ କାର୍ଯ୍ୟ କରିଛନ୍ତି। ସଂସଦୀୟ ଅଭିଜ୍ଞତା ସବୁବେଳେ ଉଦାହରଣ ହୋଇ ରହିବ।

୯୪ ବର୍ଷରେ ପାଦ ଥାପିଲେ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଲାଲ୍ କୃଷ୍ଣ ଆଡଭାନୀ
ନୂଆଦିଲ୍ଲୀ: ଭାରତୀୟ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଲାଲ କୃଷ୍ଣ ଆଡଭାନୀଙ୍କ ଆଜି ଜନ୍ମଦିନ। ୯୪ ବର୍ଷରେ ପାଦ ଥାପିଛନ୍ତି ଆଡଭାନୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ନେତାମାନେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

#WATCH | Delhi: PM Narendra Modi, Vice President M Venkaiah Naidu, Defence Minister Rajnath Singh, Union Home Minister Amit Shah and BJP national president JP Nadda meet veteran BJP leader LK Advani at his residence to wish him on his birthday.

(Source: DD) pic.twitter.com/PZrDwuhMpj

— ANI (@ANI) November 8, 2021

ପ୍ରଧାନମନ୍ତ୍ରୀ ମୋଦୀ ଟ୍ବିଟ କରି କହିଛନ୍ତି, ସମ୍ମାନିତ ଆଡଭାନୀ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା । ମୁଁ ତାଙ୍କର ଦୀର୍ଘ ଜୀବନ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରିଛନ୍ତି । ଲୋକମାନଙ୍କୁ ସଶକ୍ତିକରଣ ତଥା ଆମର ସାଂସ୍କୃତିକ ଗର୍ବ ବଢାଇବା ଦିଗରେ ତାଙ୍କର ଅନେକ ଉଦ୍ୟମ ପାଇଁ ଦେଶ ତାଙ୍କ ନିକଟରେ ଋଣୀ ରହିବ । ତାଙ୍କର ବୌଦ୍ଧିକ ଦକ୍ଷତା ପାଇଁ ମଧ୍ୟ ତାଙ୍କୁ ସମ୍ମାନିତ କରାଯାଏ ।

Birthday greetings to respected Advani Ji. Praying for his long and healthy life. The nation remains indebted to him for his numerous efforts towards empowering people and enhancing our cultural pride. He is also widely respected for his scholarly pursuits and rich intellect.

— Narendra Modi (@narendramodi) November 8, 2021

ଏଥିସହିତ ପ୍ରଧାନମନ୍ତ୍ରୀ ମୋଦୀ ଆଡଭାନୀଙ୍କ ବାସଭବନରେ ଯାଇ କେକ୍ କାଟି ଜନ୍ମଦିନ ପାଳନ କରିଛନ୍ତି ।