Heavy Winter - The Sakala

ଆଜିଠୁ ପୁଣି ବଢ଼ିବ ଶୀତ, ଆଗାମୀ ୩ଦିନରେ ୨ରୁ ୩ ଡିଗ୍ରି ସେଲସିୟସ ଖସିବ ତାପମାତ୍ରା
ଭୁବନେଶ୍ୱର: ଆଜିଠୁ ପୁଣି ବଢ଼ିବ ଶୀତ । ଅସହ୍ୟ ଥଣ୍ଡାରେ ଥରିବ ସାରା ଓଡିଶା । ସପ୍ତାହେ ହେବ ରାଜ୍ୟରେ ପ୍ରବଳ ଶୀତ ଜାରି ରହିଥିବା ବେଳେ ଶନିବାର ରାତିରୁ ମେଘାଚ୍ଛନ୍ନ ଆକାଶ ଯୋଗୁଁ ଅଧିକାଂଶ ସ୍ଥାନରେ ତାପମାତ୍ରା ୫-୭ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିଯାଇଥିଲା । ହେଲେ ପୁଣି ଥରେ ଆଜିଠୁ ଶୀତ ବଢ଼ିବ ।  ଆକାଶରୁ ବାଦଲ ହଟିବା ପରେ ପୁଣି ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ବଢ଼ିବ । ଆଗାମୀ ୩ଦିନରେ ୨ରୁ ୩ ଡିଗ୍ରି ସେଲସିୟସ ଖସିବ ତାପମାତ୍ରା । ଶୀତ ସାଙ୍ଗକୁ କିଛି ରାଜ୍ୟର କିଛି ସ୍ଥାନରେ ତୁଷାରପାତ ଦେଖିବାକୁ ମିଳିଛି  । ୪.୮ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ ଥଣ୍ଡା ସହର ପାଲଟିଛି। ରାଉରକେଲାରେ ୬.୭ ଡିଗ୍ରୀ, ଝାରସୁଗୁଡ଼ାରେ ୭ଡିଗ୍ରୀ, କେନ୍ଦୁଝରରେ ୧୦ଡିଗ୍ରୀ, ସମ୍ବଲପୁରରେ ୧୧.୭ଡିଗ୍ରୀ, ବାଲେଶ୍ବରରେ ୧୧.୮ଡିଗ୍ରୀ ତାପମାତ୍ରା ରହିଥିବା ରେକର୍ଡ ହୋଇଛି । ସେହିପରି ଭୁବନେଶ୍ବରରେ ୧୨.୩ଡିଗ୍ରୀ, କଟକରେ ୧୧.୪ ଡିଗ୍ରୀ, ହୀରାକୁଦରେ ୧୩.୧ଡିଗ୍ରୀ, ଚାନ୍ଦବାଲିରେ ୧୩.୬ ଡିଗ୍ରୀ, ପାରାଦୀପରେ ୧୪ଡିଗ୍ରୀ, ଗୋପାଳପୁରରେ ୧୫.୪ଡିଗ୍ରୀ, ପୁରୀ ୧୬.୫ ଡିଗ୍ରୀ ତାପମାତ୍ରା ରହିଥିବା ରେକର୍ଡ ହୋଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାର ରାତିରୁ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟର ପ୍ରଭାବ ରହିଥିଲା। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘାଚ୍ଛନ ରହିଥିଲା। ସାଧାରଣତଃ ମେଘୁଆ ପାଗ ଯୋଗୁଁ ବାୟୁମଣ୍ଡଳରେ ପ୍ରଚୁର ଜଳୀୟବା‌‌‌‌ଷ୍ପ ରହିଥାଏ। ତେଣୁ ଏହି ସମୟରେ ତାପମାତ୍ରାରେ ଦୃଷ୍ଟାନ୍ତମୂଳକ ଭାବେ ବୃଦ୍ଧି ଘଟିଥାଏ।

ସୋମବାରଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବ। ଆକାଶ ମେଘମୁକ୍ତ ହେବା ପରେ ତାପମାତ୍ରା ପୁଣି ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର କହିଛି। ପରବର୍ତ୍ତୀ ୩ ଦିନ ମଧ୍ୟରେ ରାଜ୍ୟରେ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ପୁଣି ହ୍ରାସ ପାଇବ। ଫଳରେ ଗୋଟିଏ ଦିନର ବିରତି ପରେ ପୁଣି ଥରେ ରାଜ୍ୟକୁ ଶୀତ ଫେରିବ। ଗଲା ସପ୍ତାହେ ହେବ ସାରା ରାଜ୍ୟରେ ତାପମାତ୍ରା ତଳମୁହାଁ ହେବା ସହ ଅନେକ ସ୍ଥାନରେ ଶୀତ ଲହରୀ ସ୍ଥିତି ସୃଷ୍ଟି ହୋଇଥିଲା। ରାଜ୍ୟରେ ପ୍ରାୟ ୨୫ ସହରରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଥିବା ହେତୁ ଅସହ୍ୟ ଶୀତ ଅନୁଭୂତ ହେଉଥିଲା।

ରାଜ୍ୟରେ ରେକର୍ଡ ଭାଙ୍ଗୁଛି ହାଡଭଙ୍ଗା ଶୀତ, ୧୦ ଡିଗ୍ରି ତଳେ ୨୫ ସହରର ତାପମାତ୍ରା
ଭୁବନେଶ୍ୱର: ମାଘ ମାସରେ ଅନୁଭୂତ ହେଉଛି ବାଘ ଭଳି ଶୀତ। ଲଗାତାର ଭାବେ ପାରଦ ତଳମୁହାଁ ହେତୁ ଅଧିକାଂଶ ସ୍ଥାନରେ ଶୀତ ଲହରୀ ଜାରି ରହିଛି। ଉପାନ୍ତରୁ ଉପକୂଳ ଯାଏଁ ପ୍ରବଳ ଜାଡ଼ରେ ଥରୁଛି ସାରା ଓଡ଼ିଶା। ୨୫ଟି ସହରର ପାରଦ ୧୦ ଡିଗ୍ରି କିମ୍ବା ତା’ଠାରୁ କମ୍ ରେକର୍ଡ ହୋଇଛି । ରାଜ୍ୟର ପାହାଡ଼ିଆ ଅଞ୍ଚଳ ଭଳି ସମତଳ ଅଞ୍ଚଳରେ ମଧ୍ୟ ପ୍ରବଳ ଶୀତ ଅନୁଭୂତ ହେବା ସଙ୍ଗେ ସଙ୍ଗେ ଦ୍ୱୈତ ନଗରୀ କଟକ-ଭୁବନେଶ୍ୱରରେ କାଠୁଆ ଶୀତ ପଡ଼ିଛି। ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟରେ ତାପମାତ୍ରା ଶୂନ ଡିଗ୍ରିକୁ ଖସିଛି ।  ଯାହା ରାଜ୍ୟର ସବୁଠାରୁ କମ୍ । ସେହିପରି ଝାରସୁଗୁଡ଼ାରେ ଆଜି ୬.୨ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପାରଦ ୧୦.୨ ଡୀଗ୍ରି ସେଲସିୟସକୁ ଖସିଛି ।

୨୦୧୪ ମସିହାରୁ ଶିମିଳିପାଳରେ ତାପମାତ୍ରା ରେକର୍ଡ ହେଉଥିବା ବେଳେ ୧୩ବର୍ଷ ମଧ୍ୟରେ ତାପମାତ୍ରା ବିଯୁକ୍ତକୁ କେବେ ଖସି ନଥିଲା। ଏଥିଯୋଗୁଁ ଉପରବାରହାକାମୁଡା ସଂଲଗ୍ନ ଅଞ୍ଚଳର ବିଭିନ୍ନ ସ୍ଥାନରେ ତୁହିନର ଆସ୍ତରଣ ଦେଖାଦେଇଛି। ଅପରପକ୍ଷେ, ଏପରି ହାଡ଼ଭଙ୍ଗା ଶୀତର ପ୍ରକୋପ ଶିମିଳିପାଳ ସଂଲଗ୍ନ ଜନବସତି ସମେତ ଜିଲ୍ଲାବ୍ୟାପୀ ଦେଖିବାକୁ ମିଳିଛି। ଶୀତର ପ୍ରକୋପରେ ଜିଲ୍ଲାବାସୀ ଅସମ୍ଭାଳ ହୋଇପଡ଼ିଛନ୍ତି। ବିଶେଷକରି, ଗୃହପାଳିତ ପଶୁ ଓ ବନ୍ୟଜନ୍ତୁ ଅସହ୍ୟ ଜାଡ଼ରେ କଲବଲ ହେଉଥିବା ଦେଖିବାକୁ ମିଳୁଛି।

ତେବେ ଆଜି ଠାରୁ ରାଜ୍ୟରେ କିଛି ପରିମାଣରେ ତାପମାତ୍ରା ବଢିବା ସହ କମିବ ଶୀତ । ବଙ୍ଗୋପସାଗରରେ ସୃଷ୍ଟ ତୀବ୍ର ଅବପାତର ବାହ୍ୟ ବାଦଲ ପ୍ରଭାବରେ ରାଜ୍ୟରେ ପାଗ ଆଂଶିକ ମେଘୁଆ ରହିବା ସହିତ ତାପମାତ୍ରାରେ ବୃଦ୍ଧି ହେବା ନେଇ ସମ୍ଭାବନା ରହିଛି । ୧୨ ଜାନୁଆରୀ ପରେ ରାଜ୍ୟରେ ପୁଣି ଖସିବ ପାରଦ।

ରାଜ୍ୟର ଅଧିକାଂଶ ସ୍ଥାନରେ ଶୀତ ଲହରୀ ଜାରି, ନାକେଦମ୍‌ କରିବ କୁହୁଡ଼ି
ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ସ୍ଥାନରେ ଶୀତ ଜାରି ରହିଛି। ଏହାସହ କିଛି କିଛି ସ୍ଥାନରେ ଘନ କୁହୁଡ଼ି ଲୋକଙ୍କୁ ନାକେଦମ୍‌ କରିଛି। ବର୍ତ୍ତମାନ ଏକ ପଶ୍ଚିମା ଝଡ଼ ସକ୍ରିୟ ହୋଇଥିବା କାରଣରୁ କୁହୁଡ଼ିର ପ୍ରଭାବ ବଢ଼ିଥିବା ବେଳେ ଏହା ଆହୁରି ୨-୩ ଦିନ ପର୍ଯ୍ୟନ୍ତ ଜାରି ରହିବା ନେଇ ଆକଳନ କରାଯାଇଛି। ପଶ୍ଚିମାଝଡ଼ର ଆଗମାନ ପ୍ରଭାବରେ ରାଜ୍ୟକୁ ବର୍ତ୍ତମାନ ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ସାମୁଦ୍ରିକ ବାୟୁର ପ୍ରବାହ ବୃଦ୍ଧି ହୋଇଛି। ଏହାପ୍ରଭାବରେ ରାତିର ତାପମାତ୍ରା ମଧ୍ୟ କମିବାର ସମ୍ଭାବନା ରହିଛି। ମୁଖ୍ୟତଃ ବାୟୁମଣ୍ଡଳର ତଳ ସ୍ତରରେ ଜଳୀୟବାଷ୍ପର ବୃଦ୍ଧି ସହ ଘନକୁହୁଡ଼ି ପାଇଁ ପାଗ ଅନୁକୂଳ ରହିଛି। ରବିବାର ରାଜ୍ୟର ଉତ୍ତର ଏବଂ ଆଭ୍ୟନ୍ତରୀଣ ଭାଗରେ କୁହୁଡ଼ି ଦୃଶ୍ୟମାନ ହୋଇଛି। ବିଶେଷ କରି ମୟୁରଭଞ୍ଜ, ସୁନ୍ଦରଗଡ଼,  କେନ୍ଦୁଝର ଏବଂ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେତୁ ଲୋକେ ନାହିଁ ନ ଥିବା ସମସ୍ୟାରେ ପଡ଼ିଛନ୍ତି। ସୋମବାର ମଧ୍ୟ ସମାନ ସ୍ଥିତି ଜାରି ରହିବା ନେଇ ପାଣିପାଗ କେନ୍ଦ୍ର କହିଛି। ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ କନ୍ଧମାଳରେ ଘନ କୁୁହୁଡ଼ି ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ସେହିପରି ସମ୍ବଲପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଦେବଗଡ଼, କଳାହାଣ୍ଡି ଓ କୋରାପୁଟରେ ମଧ୍ୟମଧରଣର କୁହୁଡ଼ି ପାଇଁ ପାଣିପାଗ କେନ୍ଦ୍ର କହିଛି।

ଘନ କୁହୁଡ଼ିକୁ ଦୃଷ୍ଟିରେ ରଖି କିପରି ରାସ୍ତାରେ ଯାନବାହନ ଚଳାଚଳରେ ଦୁର୍ଘଟଣା ନ ଘଟିବ ତାହା ଉପରେ ରାଜ୍ୟ ପରିବହନ ବିଭାଗ ଗୁରୁତ୍ୱ ଦେଇଛି। ଏଥିପାଇଁ ବିଭାଗ ପକ୍ଷରୁ କୁହୁଡ଼ି ସମୟରେ ଗାଡ଼ି ନ ଚଲାଇବାକୁ ପରାମର୍ଶ ଦିଆଯାଇଛି। ନିହାତି ଆବଶ୍ୟକ ଥିଲେ ଧୀରେ ଓ ସାବଧାନତାର ସହ ଗାଡ଼ି ଚଳାଇବାକୁ କୁହାଯାଇଥିବା ବେଳଏ ଗାଡ଼ି ପାର୍କିଂ ସମୟରେ ହାଜାର୍ଡ ଲାଇଟ୍‌ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି। ଏହାସହିତ ଆବଶ୍ୟକ ନଥିଲେ ଗାଡ଼ି ଓଭରଟେକ୍‌ କରିବାକୁ ମଧ୍ୟ ବାରଣ କରାଯାଇଛି। ଦ୍ରୁତଗତିରେ ଗାଡ଼ି ଚଳାଇବାକୁ ବାରଣ କରାଯିବା ସହ ହଠାତ୍‌ ଲେନ୍‌ ପରିବର୍ତ୍ତନ ନ କରିବା ଓ ଗାଡ଼ି ଗାଡ଼ି ମଧ୍ୟରେ ସୁରକ୍ଷିତ ବ୍ୟବଧାନ ରଖିବାକୁ ବିଭାଗ ନିର୍ଦ୍ଦେଶ ଦେଇଛି।

ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି; ରାତି ବଢ଼ିବା ସାଙ୍ଗକୁ ବଢ଼ୁଛି ଥଣ୍ଡା, ଖସୁଛି ପାରଦ
ଭୁବନେଶ୍ୱର: ସାରା ରାଜ୍ୟରେ ଏବେ ଶୀତ କର୍ଫ୍ୟୁ। ରାତି ବଢ଼ିବା ସାଙ୍ଗକୁ ବଢ଼ୁଛି ଥଣ୍ଡା, ଖସୁଛି ପାରଦ ।  କ୍ରମାଗତ ଭାବେ ତାପମାତ୍ରା ତଳମୁହାଁ ହେତୁ ରାଜ୍ୟରେ ୭ ଦିନ ହେବ ଲାଗି ରହିଥିବା ଶୀତ ଲହରୀ (କୋଲ୍ଡ ୱେଭ୍‌) ସ୍ଥିତି ଅପରିବର୍ତ୍ତିତ ରହିଛି। କୋରାପୁଟ ଜିଲ୍ଲା ଦାମନଯୋଡ଼ିରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ରେକର୍ଡ କରାଯାଇଛି । କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪ଡିଗ୍ରୀ ରେକର୍ଡ କରାଯାଇଛି । କନ୍ଧମାଳ ଦାରିଙ୍ଗବାଡ଼ିରେ ପ୍ରବଳ ଶୀତ ସାଙ୍ଗକୁ ତୁଷାରପାତ ଦେଖିବାକୁ ମିଳିଛି । ଜାରି ରହିଥିବା ଶୀତ ଲହରୀ ସ୍ଥିତି ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବାର ସମ୍ଭାବନା ରହିଛି। ଏହାପରେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଲେ ମଧ୍ୟ ଶୀତର ପ୍ରଭାବ ବିଶେଷ କମିବ ନାହିଁ ବୋଲି ଆକଳନ କରାଯାଇଛି।

ତାପମାତ୍ରା ସ୍ୱାଭାବିକ ତୁଳନାରେ ୩-୬ ଡିଗ୍ରୀ ପର୍ଯ୍ୟନ୍ତ କମ୍‌ ରହୁଥିବା ବେଳେ ଶୀତର ପ୍ରଭାବ ଅଧିକ ରହୁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆସନ୍ତା ୨୪ ଘଣ୍ଟାରେ ୯ ଜିଲ୍ଲା ଅର୍ଥାତ ସୁନ୍ଦରଗଡ, ଅନୁଗୁଳ, ଝାରସୁଗୁଡା, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ଢେଙ୍କାନାଳ, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ଶୀତ ଅନୁଭୂତ ହେବାର ସମ୍ଭାବନା ରହିଛି।  ତେଣୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେପଟେ ରାଜ୍ୟର ଅନେକ ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହେଉଥିବା ବେଳେ ଆହୁରି ୪୮ ଘଣ୍ଟା ଘନ କୁହୁଡିର ପ୍ରଭାବ ରହିବ ବୋଲି ଜଣାପଡ଼ିଛି। ଆସନ୍ତା ୨୪ ଘଣ୍ଟାରେ ସୁନ୍ଦରଗଡ଼ ଓ କୋରାପୁଟରେ ଘନ କୁହୁଡ଼ିର ଦୃଶ୍ୟମାନ ହୋଇପାରେ, ତେଣୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେ ଆହୁରି କହିଛନ୍ତି, ରାଜ୍ୟରେ ଆହୁରି ଦୁଇ ଦିନ ଯାଏଁ ପ୍ରବଳରୁ ଅତିପ୍ରବଳ ଶୀତ ଅନୁଭୂତ ହେବ। ଏହାପରେ ଗୋଟିଏ କିମ୍ୱା ଦୁଇ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ଆସନ୍ତା ୭ ଦିନ ମଧ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି।

ଅସହ୍ୟ ଜାଡରେ ଥରୁଛି ସାରା ଓଡିଶା, ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ଶୀତ ଲହରୀ ଚେତାବନୀ ଜାରି
ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳ ଶୀତ ଜାରି ରହିଛି। ପଶ୍ଚିମରୁ ଉପକୂଳ ସବୁଠି ପ୍ରବଳ ଥଣ୍ଡା ଅନୁଭୂତ ହେଉଥିବା ବେଳେ କିଛି ସ୍ଥାନରେ ପ୍ରବଳ ଜାଡ ଅନୁଭବ ହେଉଛି। ରାଜ୍ୟକୁ କ୍ରମାଗତ ଭାବେ ଆସୁଥିବା ଥଣ୍ଡା ପବନ ଯୋଗୁଁ ତାପମାତ୍ରା କମିଛି। ତେଣୁ ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଅନ୍ୟପଟେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ପ୍ରବଳ ଶୀତ ଆଶଙ୍କା କରି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲାକୁ ଶୀତ ଲହରୀ ଚେତାବନୀ ଜାରି କରିଛି।

ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ହାଡ଼ଭଙ୍ଗା ଶୀତ ଜାରି ରହିଛି। ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୩ ଡିଗ୍ରୀକୁ ଖସିଥିବା ବେଳେ ସେମିଳିଗୁଡାରେ ୪.୬, ଫୁଲବାଣୀ ୭.୨, ଝାରସୁଗୁଡା ୭.୪, ଦାରିଙ୍ଗବାଡି ୭.୫, ରାଉରକେଲା ୭.୬, ଚିପିଲିମା ୮, ଅନୁଗୁଳ ୮.୮, ସୁନ୍ଦରଗଡ଼ର କିରେଇ ୮.୯, ଭବାନୀପାଟଣା ୯ ଓ ନବରଙ୍ଗପୁରରେ ପାରଦ ୧୦ ଡିଗ୍ରୀ ଛୁଇଁଛି। ଏହି ତାପମାତ୍ରା ସହ ଝାରସୁଗୁଡ଼ାରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୬.୨ ଡିଗ୍ରୀ ତଳକୁ ଖସିଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ସାରା ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଥଣ୍ଡା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଉତ୍ତର ଆଭ୍ୟନ୍ତରୀଣ (ସୁନ୍ଦରଗଡ଼-ଝାରସୁଗୁଡ଼ା) ଓ ପଶ୍ଚିମ ଓଡ଼ିଶା (ସମ୍ବଲପୁରଠାରୁ ନବରଙ୍ଗପୁର) ଓ ସଂଲଗ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରାୟତଃ ଅପରିବର୍ତ୍ତିତ ରହିବ। ୨୧ ତାରିଖ ପରେ ତାପମାତ୍ରା କିଛି ମାତ୍ରାରେ ବଢ଼ିପାରେ। ଉପକୂଳ ଜିଲ୍ଲା (ବାଲେଶ୍ୱର-ଗଞ୍ଜାମ) ଓ ସଂଲଗ୍ନ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼ ଓ ଗଜପତି)ରେ ୧୧ ତାରିଖ ରାତିରୁ ଶୀତ ବଢ଼ିବ୍ୟ ୧୧-୧୩ ମଧ୍ୟରେ ୨ ଡିଗ୍ରୀ ଏବଂ କନ୍ଧମାଳ, ଢେଙ୍କାନାଳ, କୋରାପୁଟ ଜିଲ୍ଲାରେ ୩-୪ ଡିଗ୍ରୀ କମିବାର ସମ୍ଭାବନା ରହିଛି। ତେବେ ୧୪ରେ ଓ ୧୭ରେ ରାତିରେ ପୁଣି ଶିତ ବଢ଼ି ୧୯ ତାରିଖରେ ବର୍ତ୍ତମାନର ସ୍ଥିତି ଫେରିବାର ସମ୍ଭାବନା ରହିଛି। ବର୍ତ୍ତମାନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ଚଳିତ ବର୍ଷ ଗତ ୪ ତାରିଖରୁ ଆରମ୍ଭ ହୋଇ ୨ ସପ୍ତାହରୁ ଅଧିକ ଦିନ ଥଣ୍ଡା ଜାରି ରହିବ। ଲା-ନିନା ଯୋଗୁଁ ଥଣ୍ଡା ବୃଦ୍ଧିର କରାଣ କୁହାଯାଇପାରେ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି।

ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଝାରସୁଗୁଡ଼ା, ଅନୁଗୁଳ ଓ ସୁନ୍ଦରଗଡ଼ ପାଇଁ ଶୀତ ଲହରୀ ଚେତାବନୀ ଜାରି କରାଯାଇଥିବା ବେଳେ ବୁଧବାର ଓ ଗୁରୁବାର ୧୦ ଟି ଲେଖାଏଁ ଜିଲ୍ଲାକୁ ଶୀତ ଲହରୀ ଚେତାବନୀ ଜାରି କରାଯାଇଛି। ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ୱୀବେବୀ କହିଛନ୍ତି ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବା ବେଳେ ଅଧିକାଂଶ ଜିଲ୍ଲାରେ ମୁଖ୍ୟତଃ ଶୁଖିଲା ପାଗ ରହିବା ସହ କିଛି ସ୍ଥାନରେ ଘନ କୁହୁଡି  ପାଇଁ ମଧ୍ୟ ପାଗ ଅନୁକୂଳ ରହୁଛି। ମଙ୍ଗଳବାର ସୁନ୍ଦରଗଡ଼ ଓ କନ୍ଧମାଳରେ ଘନ କୁହୁଡ଼ି ଆଶଙ୍କା ରହିଛି।

ଆଜିଠୁ ବଢ଼ିବ ଥଣ୍ଡା
ଭୁବନେଶ୍ୱର : ରାଜ୍ୟକୁ ପୁଣି ଶୀତ ଫେରିବ। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ତାପମାତ୍ରା ତଳକୁ ଖସିବ। ଧୀରେ ଧୀରେ ରାଜ୍ୟକୁ ଉତ୍ତରା ଶୁଷ୍କ ବାୟୁ ପ୍ରବେଷ କରିବା ଆରମ୍ଭ ହୋଇଛି। ୬ ତାରିଖ ସୁଦ୍ଧା ଏହାର ଆହୁରି ଶକ୍ତିଶାଳୀ ହେବ। ତେଣୁ ଗୁରୁବାର ରାତିଠାରୁ ରାଜ୍ୟରେ ଶୀତର ପ୍ରକୋପ ବଢ଼଼ିବ ବୋଲି ଆକଳନ କରାଯାଇଛି। ଗତ କିଛି ଦିନ ହେବ ରାଜ୍ୟକୁ ସାମୁଦ୍ରକି ବାୟୁର ପ୍ରବାହ ଜାରି ରହିଥିଲା। କିନ୍ତୁ ମଧ୍ୟରେ ଭାରତରେ ଏକ ଗୁରୁଚାପ ବଳୟ ସକ୍ରିୟ ହେବାକୁ ଥିବାରୁ ଓଡ଼ିଶାକୁ ଉତ୍ତର ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବେଶ କରିବ। ଏହାଦ୍ୱାରା ତାପମାତ୍ରା ହ୍ରାସ ହେବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗୁରୁବାରଠାରୁ ତାପମାତ୍ରା କମିବା ଆରମ୍ଭ ହୋଇ ପରବର୍ତ୍ତି ୨ ଦିନରେ ପ୍ରାୟ ୩-୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ। ଚଳିତ ଶୀତ ଋତୁରେ ବର୍ତ୍ତମାନ ପର୍ଯ୍ୟନ୍ତ ଶୀତ ଲହରି (କୋଲ୍ଡ ୱେଭ୍‌‌) ପଡ଼ି ନ ଥିବା ବେଳେ ନିୟମିତ ଶୀତ ମଧ୍ୟ ଅନୁଭୂତ ହେଉନାହିଁ।

ସମ୍ଭବତଃ ୫ରୁ ଆରମ୍ଭ ହେବାକୁ ଥିବା ଶୀତ ପର୍ଯ୍ୟାୟରେ ରାଜ୍ୟରେ ଅଧିକ ଶୀତ ଅନୁଭୂତ ହୋଇପାରେ। ଅନ୍ୟପଟେ ଜାନୁଆରୀ ମାସରେ ଶୀତର ପ୍ରକୋପ ଅଧିକ ରହିବା ନେଇ ପୂର୍ବରୁ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଆଗକୁ ପଶ୍ଚିମା ଗଡ଼ବଡ଼ି (ୱେଷ୍ଟର୍ଣ୍ଣ ଡିଷ୍ଟର୍ଭାନ୍ସ)ର ପ୍ରଭାବ ରହିବାକୁ ଥିବାରୁ ଏହା ରାଜ୍ୟରେ ଶୀତ ଅନୁଭୂତ କରାଇବାରେ ସହାୟକ ହେବ ବୋଲି ଆକଳନ କରାଯାଉଛି।   ଅନ୍ୟପଟେ ଶୀତର ପ୍ରକୋପ ବୃଦ୍ଧି ହେବା ସହିତ ଗୁରୁବାରଠାରୁ କୁହୁଡ଼ିର ପ୍ରକୋପ ହ୍ରାସ ପାଇବ। କାଁ ଭାଁ ଅଞ୍ଚଳକୁ ଛାଡ଼ି ଦେଲେ ବାକି ସମସ୍ତ ସ୍ଥାନରେ ୬ ତାରିଖରୁ କୁହୁଡ଼ି ପ୍ରଭାବ କମିବ। ତେବେ ଗୁରୁବାର ସକାଳ ସୁଦ୍ଧା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଲ, କଟକ ଓ ବରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ୫ ଦିନ ଥରିବ ସାରା ଓଡ଼ିଶା, ୧୨ ଡିଗ୍ରୀ ତଳେ ୧୨ ସହରରର ତାପମାତ୍ରା
ଭୁବନେଶ୍ୱର: ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ନିର୍ଦ୍ଧିଷ୍ଟ ପାଣିପାଗର ପ୍ରଭାବ ନାହିଁ। ତେଣୁ ଆଗାମୀ ୫ ଦିନ ଯାଏଁ ରାଜ୍ୟବ୍ୟାପୀ ପାଖ ମୁଖ୍ୟତଃ ଶୁଖିଲା ରହିବା ସହ ଶୀତର ପ୍ରକୋପ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଡ. ଉମାଶଙ୍କର ଦାସଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ରାତ୍ରି ତାପମାତ୍ରା ୦.୩ ଡିଗ୍ରୀରୁ ୨.୭ ଡିଗ୍ରୀ ଯାଏଁ ତଳକୁ ଖସିଛି। ଅପରପକ୍ଷେ ଉପକୂଳ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ରାତ୍ରି ତାପମାତ୍ରା ୦.୨ରୁ ୧ ଡିଗ୍ରୀ ଯାଏଁ ବୃଦ୍ଧି ପାଇଛି। ସେହିପରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ରାତ୍ରି ତାପମାତ୍ରା ୧ ଡିଗ୍ରୀରୁ ୨.୬ ଡିଗ୍ରୀ ଯାଏଁ ବୃଦ୍ଧି ପାଇଛି।

ଝାରସୁଗୁଡ଼ାରେ ରାତ୍ରି ତାପମାତ୍ରା ସର୍ବାଧିକ ୨.୬ ଡିଗ୍ରୀ ବୁଦ୍ଧି ପାଇଥିବା ବେଳେ କଟକରେ ୧.୦ ଡିଗ୍ରୀ ବୃଦ୍ଧି ପାଇଛି। ଅପରପକ୍ଷେ ସୋନପୁରରେ ରାତ୍ରି ତାପମାତ୍ରା ସର୍ବାଧିକ ୨.୭ ଡିଗ୍ରୀ ହ୍ରାସ ଘଟିଛି। ଏହି ସମୟ ମଧ୍ୟରେ ରାଜ୍ୟରେ ୧୨ଟି ସହରର ରାତ୍ରି ତାପମାତ୍ରା ୧୨ ଡିଗ୍ରୀ ତଳେ ରହିଥିବା ବେଳେ ସବୁଠୁ ଥଣ୍ଡା ସହର ଭାବେ ଫୁଲବାଣୀର ତାପମାତ୍ରା ୭.୦ ଡିଗ୍ରୀ ରେକର୍ଡ କରାଯାଇଛି। ଏହାବ୍ୟତୀତ ଦାରିଙ୍ଗବାଡ଼ିରେ ୭.୫ ଡିଗ୍ରୀ, କୋରାପୁଟରେ ଡିଗ୍ରୀ ୭.୫ , ସୁନ୍ଦରଗଡ଼ରେ ୯.୫ ଡିଗ୍ରୀ, ଟିଟଲାଗଡ଼଼ରେ ୯.୮ ଡିଗ୍ରୀ, ଭବାନୀପାଟଣାରେ ଡିଗ୍ରୀ ୧୦.୦, ସୋନପୁର ୧୦.୫ ଡିଗ୍ରୀ, କେନ୍ଦୁଝର ୧୧.୦ ଡିଗ୍ରୀ, ବଲାଙ୍ଗୀର ୧୧.୦ ଡିଗ୍ରୀ, ଅନୁଗୁଳ ୧୧.୦ ଡିଗ୍ରୀ, ମାଲକାନଗିରି ୧୧.୫ ଏବଂ ଚାନ୍ଦବାଲି ଠାରେ ୧୧.୬ ଡିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ କରାଯାଇଛି ବୋଲି ଡ. ଦାସ ସୂଚନା ଦେଇଛନ୍ତି। ରାତ୍ରି ଏବଂ ସ୍ୱାଭାବିକ ତାପମାତ୍ରା ମଧ୍ୟରେ ସର୍ବାଧିକ ବ୍ୟବଧାନ ଗୋପାଳପୁରରେ ୩.୦ ଡିଗ୍ରୀ ରହିଥିବା ସେ ସୂଚନା ଦେଇଛନ୍ତି।

ଜାଡରେ ଥରୁଛି ଦାରିଙ୍ଗବାଡ଼ି; ୧୫ ଡିଗ୍ରୀ ତଳେ ରାଜ୍ୟର ୮ ସହର
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଯାଇଛି । କ୍ରମାଗତ ଭାବେ ତାପମାତ୍ରା ହ୍ରାସ କାରଣରୁ ଥଣ୍ଡାର ପ୍ରକୋପ ବୃଦ୍ଧି ହେଉଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୮ ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ବେଳେ ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ଏଠାରେ ପାରଦ ୧୦ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ଦାରିଙ୍ଗବାଡ଼ି ରାଜ୍ୟର ସବୁଠାରୁ ଅଣ୍ଡା ସହରରେ ପରିଣତ ହୋଇଛି। ସେହିପରି ଫୁଲବାଣୀରେ ତାପମାତ୍ରା ୧୧.୫ ଡିଗ୍ରୀ ଥିବା ବେଳେ କୋରାପୁଟ ୧୨ କେନ୍ଦୁଝର ୧୩, ଭବାନୀପାଟଣା ଏବଂ ଝାରସୁଗୁଡା ୧୪.୨, ଟିଟଲାଗଡ଼ ଏବଂ ସୋନପୁର ତାପମାତ୍ରା ୧୪.୮ ଡିଗ୍ରୀ ରହିଛି ବୋଲି ଭୁବନେଶ୍ବର ସ୍ଥିତ ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ କଟକରେ ରାତିର ତାପମାତ୍ରା ୧୭ ଡିଗ୍ରୀ ସେଲଫସିୟସ ରହିଛି ।

ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶା ମଧ୍ୟକୁ ଅଣ୍ଡା ଶୁଷ୍କ ପବନ ବହୁଛି। ଏହି ବାୟୁ ରାଜ୍ୟରେ ତାପମାତ୍ରା କମାଇବାରେ ସହାୟକ ହେଉଛି। ଫଳରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ବାଭାବିକ ଠାରୁ ୨-୩ ଡିଗ୍ରୀ ତଳେ ତାପମାତ୍ରା ରହୁଛି । ଏହି ସ୍ଥିତି ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଶ୍ରୀ ଦାସ କହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଟିଟଲାଗଡ଼ଠାରେ ରାତିର ତାପମାତ୍ରା ସ୍ବାଭାବିକଠାରୁ ୪.୩ ଡିଗ୍ରୀ ସେଲ୍‌ସିୟସ କମ୍ ରହିଛି। ସେହିପରି ଝାରସୁଗୁଡ଼ା ଓ

କେନ୍ଦୁଝରରେ ଏହା ୩.୫ ଡିଗ୍ରୀ କମ୍ ରହିଥିବା ବେଳେ ଭୁବନେଶ୍ବରରେ ତାପମାତ୍ରା ସ୍ଵାଭାବିକଠାରୁ ୩.୧ ଡିଗ୍ରୀ ସେଲ୍‌ସିୟସ କମ୍ ରେକର୍ଡ କରାଯାଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୯ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତା ୨-୩ ଦିନ ପରେ ପୂର୍ବ ଦିଗରୁ ଉଷ୍ମ ଆର୍ଦ୍ର ବାୟୁ ଓଡ଼ିଶାକୁ ପ୍ରବେଶ କରିବ । ଏହା ଦ୍ବାରା ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ସହିତ ରାଜ୍ୟରେ ତାପମାତ୍ରା ସାମାନ୍ୟ ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି |