fire-in-bhopal-hospita - The Sakala

ଭୋପାଳରେ ଅଭାବନୀୟ ଘଟଣା: କମଳା ନେହେରୁ ହସ୍ପିଟାଲରେ ଅଗ୍ନିକାଣ୍ଡ, ୪ ନବଜାତ ଶିଶୁ ମୃତ
ଭୋପାଳ: ମଧ୍ୟପ୍ରଦେଶର ଭୋପାଳର ଏକ ସରକାରୀ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଚାରିଜଣ ନବଜାତ ଶିଶୁର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।। କମଳା ନେହେରୁ ହସ୍ପିଟାଲର ଶିଶୁ ବିଭାଗରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୩୬ଜଣ ନବଜାତ ଶିଶୁଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।

ସୂଚନା ଅନୁଯାୟୀ, ଗତକାଲି ରାତିରେ କମଳା ନେହେରୁ ହସ୍ପିଟାଲର ଶିଶୁ ବିଭାଗରେ ନିଆଁ ଲାଗିଯାଇଥିଲା। ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ନିଆଁର ପ୍ରକୋପ ଏତେ ଅଧିକ ଥିଲା ଯେ ଶୀଘ୍ର ଚାରିଆଡ଼େ ବ୍ୟାପିଯାଇଥିଲା। ତୁରନ୍ତ ଶିଶୁଙ୍କୁ ଅନ୍ୟ ଏକ ୱାର୍ଡକୁ ସ୍ଥାନାନ୍ତର କରାଯାଇଥିଲା। ନିଆଁକୁ ଆୟତ୍ତ କରିବାକୁ ୮ଟି ଦମକଳ ବାହିନୀ ଲାଗିଥିଲେ। ଏହା ଭିତରେ ୪ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିଲା।

ତେବେ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ। ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବା ପାଇଁ ଘୋଷଣା କରାଯାଇଛି। ନିଆଁ ଲିଭାଇବା ପାଇଁ ହସ୍ପିଟାଲରେ କୌଣସି ବ୍ୟବସ୍ଥା ନଥିବା ମୃତକଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।