3 Farm Laws Withdrawn - The Sakala

କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ନବୀନଙ୍କ ସମର୍ଥନ
ଭୁବନେଶ୍ୱର: ବର୍ଷେ ବ୍ୟାପି କୃଷକ ଆନ୍ଦୋଳନରେ ପଡ଼ିଛି ପୂର୍ଣ୍ଣଛେଦ । ୩ କୃଷି ଆଇନ ପ୍ରତ୍ୟାହାର ପରେ ନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେପଟେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶ ତଥା ଚାଷୀର ସ୍ୱାର୍ଥ ଦୃଷ୍ଟିରୁ ନିଷ୍ପତ୍ତି ନିଆଯାଇଛି । ଯାହା ଏକ ସ୍ୱାଗତ ଯୋଗ୍ୟ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Welcome Hon'ble PM @narendramodi ji’s decision to repeal all 3 #FarmLaws, in the best interests of the country and its farmers. Your farms and families have been waiting for long and they will be happy to welcome you back. @bjd_odisha continues to stand with the farmers.

— Naveen Patnaik (@Naveen_Odisha) November 19, 2021

ସେହିପରି ଆନ୍ଦୋଳନରତ ଚାଷୀଙ୍କ ପାଇ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚାଷୀଙ୍କ ପରିବାର ଓ ଚାଷ ଜମି ତାଙ୍କୁ ଅପେକ୍ଷା କରିଛି । ଘରକୁ ଫେରିଲେ ସେମାନେ ସ୍ୱାଗତ କରିବେ ବୋଲି ଟ୍ୱିଟର ଜରିଆରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଏକଥା ମଧ୍ୟ କହିଛନ୍ତି ଓଡ଼ିଶା ସରକାର ସର୍ବଦା ଚାଷୀଙ୍କ ସାଥିରେ । ଚାଷ ଓ ଚାଷୀର ଉନ୍ନତି ଆମ ସରକାରର ପ୍ରଧାନ ଉଦ୍ଦେଶ୍ୟ । ଚାଷୀଙ୍କ ସ୍ୱାର୍ଥକୁ ବିଜେଡି ସବୁବେଳେ ସମର୍ଥନ କରିଆସିଛି ବୋଲି ମଧ୍ୟ ଟ୍ୱିଟ କରି କହିଛନ୍ତି ନବୀନ ।

କୃଷକଙ୍କୁ ବୁଝାଇ ପାରିଲେନି କେନ୍ଦ୍ରସରକାର, ପ୍ରତ୍ୟାହାର ହେବ ୩ ନୂଆ କୃଷି ଆଇନ
ନୂଆଦିଲ୍ଲୀ: ଦୀର୍ଘ ଦିନର ଛକା ପଞ୍ଝା ପରେ ୩ ନୂଆ କୃଷି ଆଇନ ପ୍ରତ୍ୟାହାର ହେବ। ଏ ନେଇ ଗୁରୁ ନାନକ ଦେବଙ୍କ ଜୟନ୍ତୀରେ ବଡ଼ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  । ପ୍ରଧାନମନ୍ତ୍ରୀ କହିଛନ୍ତି, ତାଙ୍କ ସରକାର ୩ଟି କୃଷି ଆଇନକୁ ପ୍ରତ୍ୟାହାର କରି ନେଉଛନ୍ତି । ସେ ଯାହା କରୁଛନ୍ତି ଦେଶବାସୀଙ୍କ କଲ୍ୟାଣ ପାଇଁ କରୁଛନ୍ତି । ଆସନ୍ତା ସଂସଦ ଅଧିବେଶନରେ ଏନେଇ ସାମ୍ବିଧାନିକ ପ୍ରକ୍ରିୟା ଆରମ୍ଭ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ସୂଚନା ଅନୁଯାୟୀ, ଏନଡିଏ ସରକାର ୨୦୨୦ ମସିହାରେ ସଂସଦରେ ବିଲ ପାସ ହେବା ପରେ ମୋହର ମାରିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ  । ନୂତନ ଚାଷୀ ଆଇନକୁ ନେଇ ଦେଶରେ ଏକ ପ୍ରକାର ଆନ୍ଦୋଳନର ଅଗ୍ନି ଲାଗିଥିଲା  । ଆନ୍ଦୋଳନ, ହରକତ ଏପର୍ଯ୍ୟନ୍ତ ମଧ୍ୟ ଜାରି ରହିଛି  । ଯାହା ସରକାରଙ୍କୁ ଏକ ପ୍ରକାର ଅକଳରେ ପକାଇଥିଲା  । କୃଷି ଆଇନ ପ୍ରତ୍ୟାହାର ନେଇ କୌଣସି ମଧ୍ୟ ସୂଚନା ନଥିବାବେଳେ ଅଚାନକ ଏଭଳି ବଡ଼ ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ମୋଦି।

ଗୁରୁ ନାନକଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ମୋଦି ଦେଶକୁ ସମ୍ବୋଧନ କରିବା ସହ ସମସ୍ତ ଆନ୍ଦୋଳନରତ କୃଷକଙ୍କ ପାଇଁ ଏହି ଘୋଷଣା କରିଥିଲେ  । ସେ କହିଥିଲେ, ମୋର ସମସ୍ତ ଚାଷୀ ବନ୍ଧୁଙ୍କୁ ମିନତି ଆଜିର ଏପରି ପବିତ୍ର ଦିନରେ ଦେଶରୁ ଚାଷୀ ଆଇନ ହଟାଇବା କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି  । ତେଣୁ ଆପଣ ମାନେ ନିଜ ନିଜ ଘରକୁ ଫେରି କ୍ଷେତକୁ ଯିବା ପାଇଁ ଅନୁରୋଧ କରିଛନ୍ତି  ।

କେନ୍ଦ୍ର ସରକାର ଆଣିଥିବା ୩ଟି କୃଷି ଆଇନକୁ ନେଇ ଦେଶରେ ତମ୍ବି ତଫାନ ଦେଖାଦେଇଥିଲା । ଏହାକୁ ନେଇ ରାଜରାସ୍ତାକୁ ଓହ୍ଲାଇଥିଲେ ଦେଶର ଅନ୍ନଦାତା । ମାସ ମାସ ଧରି ଆନ୍‌ଦୋଳନ ଚଳାଇ ଆସିଛନ୍ତି । ନୂଆ କୃଷି ଆଇନ ନେଇ କେନ୍ଦ୍ର ସରକାର ଓ କୃଷକ ସଂଗଠନର ପ୍ରତିନିଧିଙ୍କ ମଧ୍ୟରେ ବିଭିନ୍ନ ପର୍ଯ୍ଯାୟରେ ବହୁ ଆଲୋଚନା ହୋଇଥିଲା । କିନ୍ତୁ କୌଣସି ନିଷ୍କର୍ଷ ବାହାରି ନଥିଲା । କୃଷି ଆଇନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଜିଦରେ ଅଡି ବସିଥିଲେ ଚାଷୀ । ଶେଷରେ ସେମାନଙ୍କ ଆନ୍‌ଦୋଳନ ଆଗରେ ସରକାର ମୁଣ୍ଡ ନୁଆଁଇଛନ୍ତି । ୩ଟି ଯାକ ଆଇନ୍‌ ପ୍ରତ୍ୟାହାର ପାଇଁ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।