Plus Two Result - The Sakala

ପ୍ରକାଶ ପାଇଲା +2 ପରୀକ୍ଷା ଫଳ; ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ରେଜଲ୍ଟ ପ୍ରକାଶିତ
କଟକ: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଛି । CHSE ଅଫିସ୍‌ରେ +2 ପରୀକ୍ଷା ଫଳ ପୁସ୍ତିକା ଉନ୍ମଚୋନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଚଳିତ ବର୍ଷ କଳାରେ ପାସ ହାର ରହିଛି ୮୪.୫୦%  । କଳାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ ରହିଛି । ଛାତ୍ରଙ୍କ ପାସ୍‌ ହାର ୭୭.୯୭%, ଛାତ୍ରୀଙ୍କ ପାସ୍‌ ହାର ୮୯.୪୫% । ସେହିପରି ବାଣିଜ୍ୟରେ ପାସ୍‌ ହାର ରହିଛି ୮୮.୦୭% । ବାଣିଜ୍ୟରେ ଛାତ୍ରଙ୍କ ପାସ୍‌ ହାର ୮୬.୬୭% ରହିଥିବାବେଳେ ଛାତ୍ରୀଙ୍କ ପାସ୍‌ ହାର ରହିଛି ୯୦.୪୩% । ବିଜ୍ଞାନରେ ପାସ୍‌ ହାର ୮୮.୮୦ ପ୍ରତିଶତ ରହିଛି ।

ଏହାସହିତ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ମଧ୍ୟ ପ୍ରକାଶିତ । ଅପରାହ୍ନ ୩ଟାରୁ ଛାତ୍ରଛାତ୍ରୀମାନେ ୱେବ୍‌ସାଇଟ୍‌ରେ ନିଜର ପରୀକ୍ଷା ଫଳ ଦେଖିପାରିବେ । ଛାତ୍ରଛାତ୍ରୀମାନେ ନିଜର ପରୀକ୍ଷା ଫଳ ୱେବ୍‌ସାଇଟ୍‌  www.results.odisha. gov.in, www.results. digilocker.gov.inରେ ଦେଖିପାରିବେ । ଏହା ବ୍ୟତୀତ ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ DigiLocker ଆପ୍ ଏବଂ ଅପରାହ୍ନ ୩ଟା ପରେ SAMS College e-space ମାଧ୍ୟମରେ ମଧ୍ୟ ଯାଞ୍ଚ କରିପାରିବେ।

ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ପାଖାପାଖି ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକରେ ୫ହଜାର ୭୨୧ଜଣ ପରୀକ୍ଷା ଦେଇଥିଲେ।

ଆଉ କିଛି ସମୟ ପରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ, ଅପରାହ୍ଣ ୩ରେ ୱେବସାଇଟ୍‌ରେ ହେବ ଉପଲବ୍‌ଧ
ଭୁବନେଶ୍ୱର: ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷାଫଳ ପ୍ରକାଶ ପାଇବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ଏକାବେଳେ ପ୍ରକାଶ ପାଇବ। ମଧ୍ୟାହ୍ନ ସାଢ଼େ ୧୨ଟାରେ ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ପରୀକ୍ଷାଫଳ ପୁସ୍ତିକାକୁ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉନ୍ମୋଚନ କରିବେ। ଅପରାହ୍ଣ ୩ଟାରେ ୱେବସାଇଟ୍‌ରେ ରେଜଲ୍ଟ ଉପଲବ୍‌ଧ ହେବ। ଛାତ୍ରଛାତ୍ରୀମାନେ https://results.odisha.gov.in ଓ https://results.digilocker.gov.in ୱେବସାଇଟ୍‌ରେ ପରୀକ୍ଷାଫଳ ଦେଖିପାରିବେ। ଏହାସହ ସାମସ୍‌ ଇ-କଲେଜ ସ୍ପେସ୍‌ରେ ମଧ୍ୟ ପରୀକ୍ଷାଫଳ ଉପଲବ୍‌ଧ ହେବ। ପ୍ରାୟ ୪ଲକ୍ଷ ପରୀକ୍ଷାର୍ଥୀ ରେଜଲ୍ଟ ପ୍ରକାଶକୁ ନେଇ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।

ପ୍ରକାଶ ପାଇଲା +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ: ପାସ ହାରରେ ନୟାଗଡ଼ ଆଗରେ, ପଛରେ ବୌଦ୍ଧ ଓ ଗଜପତି
ଭୁବନେଶ୍ବର: ଆଜି ପ୍ରକାଶ ପାଇଛି ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ତେବେ  ଯୁକ୍ତ ଦୁଇ ବିଜ୍ଞାନରେ ପାସ୍ ହାର ୮୪.୯୩% ରହିଥିବା ବେଳେ ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଛି। ଏଥିସହ ଉଭୟ ବାଣିଜ୍ୟ ଓ ବିଜ୍ଞାନରେ ପାସ ହାରରେ ନୟାଗଡ଼ ଜିଲ୍ଲା ଆଗରେ ରହିଛି । ନୟାଗଡ଼ ଜିଲ୍ଲାରେ ବାଣିଜ୍ୟରେ ପାସ ହାର ୯୩.୯ ପ୍ରତିଶତ ରହିଥିବା ବେଳେ ବିଜ୍ଞାନରେ ୯୬.୪୧ ପ୍ରତିଶତ ରହିଛି। ସେହପରି ବିଜ୍ଞାନରେ ୬୧.୫୫ ପ୍ରତିଶତ ସହ ସର୍ବନିମ୍ନ ପାସହାର ଗଜପତି ରହିଥିବା ବେଳେ ବାଣିଜ୍ୟରେ ସର୍ବନିମ୍ନ ପାସହାର ବୌଦ୍ଧ ଜିଲ୍ଲା ୫୫.୫୫ ପ୍ରତିଶତ ରହିଛି। ବିଜ୍ଞାନରେ ୯୨ହଜାର ୯୫୦ ଓ ବାଣିଜ୍ୟରେ ୨୪ ହଜାର ୦୮୨ ଜଣ ଛାତ୍ରଛାତ୍ରୀଙ୍କୁ ମିଶାଇ ମୋଟ ୧ଲକ୍ଷ ୧୭ହଜାର ୦୩୨ ଜଣ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି।

ବିଜ୍ଞାନରେ ୯୨,୯୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବ ବେଳେ ୭୮,୯୩୮ ଛାତ୍ରଛାତ୍ରୀ ପାସ୍ ହୋଇଛନ୍ତି। ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ବାଣିଜ୍ୟରେ ମୋଟ୍ ପରୀକ୍ଷାର୍ଥୀ ୨୪,୦୮୨ ରହିଥିବା ବେଳେ ୧୯,୫୩୬ ଛାତ୍ରଛାତ୍ରୀ ପାସ୍  ହୋଇଛନ୍ତି। ପ୍ରଥମ ଶ୍ରେଣୀରେ ୭୪୧୦ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୪୫୪୩ ଓ  ତୃତୀୟ ଶ୍ରେଣୀରେ ୭୯୨୨ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ
ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । କାଲି ଦିନ ୧୧ ଟାରେ ଯୁକ୍ତଦୁଇ ବାଣିଜ୍ୟ ଏବଂ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ପ୍ରକାଶ ପାଇବ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ।

ଏ ବର୍ଷ ରାଜ୍ୟର ୧ ହଜାର ୧୪୫ଟି ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୫୦ ହଜାରରୁ ଅଧିକ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। କଳାରେ ୨ଲକ୍ଷ ୩୩ହଜାର ୮୫୫ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୯୩ହଜାର ୮୯୪ଜଣ, ବାଣିଜ୍ୟରେ ୨୪ହଜାର ୩୧୧ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୨୨ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୫ହଜାର ୫୯୭ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିବାବେଳେ ୫୭୫ଜଣ କପି କରି ଧରାପଡ଼ିଥିଲେ।

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ, ଅପରାହ୍ଣ ୪ଟାରେ ଘୋଷଣା ହେବ ପରୀକ୍ଷା ଫଳ
ଭୁବନେଶ୍ବର : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। କାଲି ଅପରାହ୍ଣ ୪ଟାରେ ଘୋଷଣା ହେବ ପରୀକ୍ଷା ଫଳ । ଏନେଇ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ। ଅପରାହ୍ଣ ୪ଟାରେ ରେଜଲ୍ଟ ପ୍ରକାଶ ହେବ । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟର ଫଳ ବାହାରିବ । ଏକ ସପ୍ତାହ ପରେ କଳାର ରେଜଲ୍ଟ ଉପଲବ୍ଧ ହେବ । ବୋର୍ଡ କାର୍ଯ୍ୟାଳୟରେ ଫଳ ପ୍ରକାଶ ହେବ । ପରେ ଛାତ୍ରଛାତ୍ରୀ ଇଣ୍ଟରନେଟରୁ ନିଜ ରେଜଲ୍ଟ ପାଇପାରିବେ ।

ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷକେନ୍ଦ୍ରରେ ମୋଟ୍‍ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଛନ୍ତି। କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୭୮ହଜାର ୭୭ଜଣ, ବାଣିଜ୍ୟରେ ୨୪ହଜାର ୧୩୬ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ରହିଛନ୍ତି। ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି । ମୂଲ୍ୟାୟନ ଲାଗି ୧୨ହଜାରରୁ ଅଧିକ ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା। ମୂଲ୍ୟାୟନରେ ସ୍ୱଚ୍ଛତା ବଜାୟ ରଖିବା ଲାଗି ପ୍ରତି କେନ୍ଦ୍ରରେ ସିସିଟିଭି ଲାଗିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା।

ଚଳିତବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି। ପ୍ରଥମ ପଦ୍ଧତିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ହୋଇଥିବା ଇଣ୍ଟରନାଲ୍‍ ପରୀକ୍ଷାରେ ଛାତ୍ରଛାତ୍ରୀମାନେ ପାଇଥିବା ମାର୍କରୁ ୨୦% ୱେଟେଜ୍‍(ହାରାହାରି ମାର୍କ) ଓ ଦ୍ୱାଦଶ ପରୀକ୍ଷାର ୮୦% ୱେଟେଜ୍‍କୁ ନିଆଯାଇ ପିଲାଙ୍କୁ ପ୍ରତ୍ୟେକ ବିଷୟର ମାର୍କ ଦିଆଯିବ। ପିଲାଙ୍କ ତିନୋଟି ଇଣ୍ଟରନାଲ୍‍ ପରୀକ୍ଷା ମଧ୍ୟରୁ ସର୍ବାଧିକ ମାର୍କ ପାଇଥିବା ଦୁଇଟି ପରୀକ୍ଷାକୁ ବିଚାରକୁ ନିଆଯିବ। ପ୍ରଥମ ପଦ୍ଧତି ଅନୁଯାୟୀ ଉଭୟ ଇଣ୍ଟରନାଲ୍‍ ଏବଂ ଯୁକ୍ତ ଦୁଇ ବୋର୍ଡ(ଦ୍ୱାଦଶ) ପରୀକ୍ଷାର ୱେଟେଜ୍‍ ଭିତ୍ତିରେ ପିଲାଙ୍କୁ ସମୁଦାୟ ମାର୍କ ଦିଆଯିବ। ସେହିପରି ଦ୍ୱିତୀୟ ପଦ୍ଧତିରେ କେବଳ +୨ ବୋର୍ଡ ପରୀକ୍ଷାରେ ରଖିଥିବା ନମ୍ୱରକୁ ଶତ ପ୍ରତିଶତ ୱେଟେଜ୍‍ ଭାବେ ଗ୍ରହଣ କରାଯିବ। ଉପରୋକ୍ତ ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ ବୋଲି ସିଏଚ୍‍ଏସ୍‍ଇ ଦର୍ଶାଇଛି।

ଆଜି ସଂଧ୍ୟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ବାରା ପରିଚାଳିତ +୨ ସ୍ୱତନ୍ତ୍ର ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ସ୍ବତନ୍ତ୍ର ପରୀକ୍ଷା ଦେଇଥିବା ପ୍ରାୟ ୧୩ ହଜାର ଛାତ୍ରଛାତ୍ରୀଙ୍କ ଖାତାଦେଖା ସରିଥିବାବେଳେ ଶୁକ୍ରବାର ଅପରାହ୍ନରେ ଫଳ ପ୍ରକାଶ ପାଇବ ବୋଲି ପରିଷଦର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଏହା www. orissaresults.nic.in ୱେବସାଇଟରେ ଫଳ ଉପଲବ୍ଧ ହେବ । ସେ କହିଛନ୍ତି ଯେ, ଅଫଲାଇନ୍ ପରୀକ୍ଷାର୍ଥୀଙ୍କ ଖାତା ଦେଖିବା ପାଇଁ ପରିଷଦ ପକ୍ଷରୁ ୧୩ଟି ନୋଡାଲ ସେଣ୍ଟର ଚିହ୍ନଟ କରାଯାଇଥିଲା । ଖାତାଦେଖା ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବା ସହିତ ଅନ୍ୟାନ୍ୟ ଆନୁସଙ୍ଗିକ ପ୍ରକ୍ରିୟା ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସ୍ବଚ୍ଛ ମୂଲ୍ୟାୟନ ଉପରେ ପରିଷଦ ଗୁରୁତ୍ବ ଦେଇଥିବା ସେ କହିଛନ୍ତି । ସୂଚନାଯୋଗ୍ୟ ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଅସନ୍ତୁଷ୍ଟ ହୋଇ ୧୩ ହଜାର ୪୩ ଜଣ ଛାତ୍ରଛାତ୍ରୀ +୨ ନାମଲେଖା ପାଇଁ ପଞ୍ଜୀକରଣ କରିଥିଲେ। ଅଫଲାଇନ୍ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ୍ସ ରେଗୁଲାର୍ ଛାତ୍ରଛାତ୍ରୀଙ୍କ ସଂଖ୍ୟା ଅଧାରୁ ଅଧିକ। ସେହିପରି ଆସନ୍ତା ୨୩ରୁ +୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ ହେଉଥିବା ବେଳେ ଫଳ ପ୍ରକାଶନ ପରେ ଏଥିରେ ନାମଲେଖା ପାଇଁ ଛାତ୍ରଛାତ୍ରୀ ସୁଯୋଗ ପାଇବେ।

ସୂଚନାଯୋଗ୍ୟ, ଏଥର ଯୁକ୍ତ ଦୁଇ କଳାରେ ମୋଟ୍ ୨, ୨୦,୦୮୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏମାନଙ୍କ ଭିତରୁ ୧, ୮୯,୩୬୩ଜଣ ରେଗୁଲାର୍, ୨୬,୧୮୯ ଜଣ ଓ କରୋସ୍ପଣ୍ଡେନ୍ସ କୋର୍ସରେ ୪, ୫୨୯ଜଣ ପରୀକ୍ଷାର୍ଥୀ ଥିଲେ । ସେହିପରି ଯୁକ୍ତ ଦୁଇ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ପାସ୍ ହାର ୯୯.୧୬ ପ୍ରତିଶତ ରହିଛି । ପରୀକ୍ଷାର୍ଥୀ ଯଦି ମାର୍କରେ ଅସନ୍ତୁଷ୍ଟ ଥାନ୍ତି, ତେବେ ଅଫଲାଇନରେ ପରୀକ୍ଷା ଦେଇପାରିବେ ବୋଲି କୁହାଯାଇଥିଲା ।