Brahmapur constable - The Sakala

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କନଷ୍ଟେବଳଙ୍କ ଘରେ ରେଡ୍, ଜବତ ହେଲାଣି ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା
ବ୍ରହ୍ମପୁର: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରର କନେଷ୍ଟବଳ ସୁଦର୍ଶନ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏକକାଳୀନ ତିନିଟି ସ୍ଥାନରେ ଚଢ଼ାଉ କରାଯାଉଥିବାର ଖବର ମିଳିଛି।

ବ୍ରହ୍ମପୁରର ଲୋଚାପଡା, ମେନ୍ ରୋଡଠାରେ ତିନି ମହଲା ବିଶିଷ୍ଟ ଆବାସିକ କୋଠା, ନିମାଖଣ୍ଡୀରେ ଅବସ୍ଥିତ କୋଠା ଏବଂ ଭଞ୍ଜନଗର ଥାନା ଅନ୍ତର୍ଗତ ଗାମୁଣ୍ଡି ଗାଁରେ ଥିବା ପୈତୃକ ଘରେ ଚଢ଼ାଉ କରୁଛନ୍ତି। ବ୍ରହ୍ମପୁରର ସ୍ପେସାଲ୍ ଭିଜିଲାନ୍ସ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର ଆଦେଶ ବଳରେ ଚଢ଼ାଉ କରାଯାଉଥିବାର ସୂଚନା ରହିଛି। ଚଢଉରେ ଜଣେ ଅତିରିକ୍ତ ଏସ୍‌ପି, ୫ ଜଣ ଇନ୍‌ସ୍ପେକ୍ଟର ସାମିଲ ରହିଛନ୍ତି ।ବର୍ତ୍ତମାନ ସୁଦ୍ଧା ସୁଦର୍ଶନଙ୍କ ଘରୁ ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି ।