Coronavirus Updates - The Sakala

ରାଜ୍ଯରେ ଚିହ୍ନଟ ହେଲେ ଆଉ ୧୪୫ କୋଭିଡ଼ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୨ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୧ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୭୬୦କୁ ବୃଦ୍ଧି ପାଇଥିବା ବେଳେ ୧୨୭୫୦୧୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୫୯୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 4th March

New Positive Cases: 145
Of which 0-18 years: 37
In quarantine: 84
Local contacts: 61

(Details of local contacts will be shared by concerned District)

1. Angul: 5
2. Balasore: 12
3. Bhadrak: 1
4. Balangir: 2
5. Boudh: 4
6. Cuttack: 4
7. Deogarh: 1

— I & PR Department, Odisha (@IPR_Odisha) March 5, 2022

8. Gajapati: 16
9. Ganjam: 6
10. Jagatsinghpur: 1
11. Jajpur: 4
12. Jharsuguda: 8
13. Kalahandi: 1
14. Kandhamal: 1
15. Kendrapada: 3
16. Khurda: 25
17. Koraput: 2
18. Mayurbhanj: 4
19. Nawarangpur: 4
20. Nuapada: 2
21. Sambalpur: 17
22. Sundargarh: 16
23. State Pool: 6

— I & PR Department, Odisha (@IPR_Odisha) March 5, 2022

New recoveries: 263
Cumulative tested: 29501488
Positive: 1285760
Recovered: 1275019
Active cases: 1590

— I & PR Department, Odisha (@IPR_Odisha) March 5, 2022

ରାଜ୍ୟରେ ସାମାନ୍ୟ ବଢ଼ିଲା କରୋନା ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୪୨୪ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ ବଢ଼ିଛି କରୋନା ସଂକ୍ରମଣ । ଦୀର୍ଘ ଦିନ ପରେ ରାଜ୍ୟରେ ଲମ୍ବ ଡିଆଁ ମାରିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୦ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୪୨୪ ଜଣ କୋଭିଡ୍ ପଜିଟିଭ୍ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୫୫୬ କୁ ବୃଦ୍ଧି ପାଇଥିବା ବେଳେ ୧୦୪୪୯୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୦୭୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 1st Jan

New Positive Cases: 424

Of which 0-18 years: 67

In quarantine: 249

Local contacts: 175

(Details of local contacts will be shared by concerned District)

1. Balasore: 8

2. Bargarh: 10

3. Balangir: 1

4. Boudh: 1

5. Cuttack: 45

6. Dhenkanal: 3

— I & PR Department, Odisha (@IPR_Odisha) January 2, 2022

New recoveries: 159

Cumulative tested: 25646281

Positive: 1055556

Recovered: 1044962

Active cases: 2078

— I & PR Department, Odisha (@IPR_Odisha) January 2, 2022

ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଖୋର୍ଦ୍ଧାରୁ ୧୭୭ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮ ଜଣ, ବରଗଡ଼ରୁ ୧୦ ଜଣ, ବରଗଡ଼ରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୪୫ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୪ ଜଣ, ଗଜତସିଂହପୁରରୁ ୮ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୧୫ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୭ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୩୮ ଜଣ, ଷ୍ଟେଟପୁଲରୁ ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆଜି ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୯୭ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୯୭ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୮୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୮୮୮୦ କୁ ବୃଦ୍ଧି ପାଇଥିବା ବେଳେ ୧୦୩୮୦୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୩୩୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 28th November

New Positive Cases: 197

Of which 0-18 years: 25

In quarantine: 115

Local contacts: 82

(Details of local contacts will be shared by concerned District)

1. Balasore: 2

2. Bargarh: 1

3. Bhadrak: 3

4. Cuttack: 6

5. Deogarh: 3

6. Dhenkanal: 4

— I & PR Department, Odisha (@IPR_Odisha) November 29, 2021

New recoveries: 221

Cumulative tested: 23677774

Positive: 1048880

Recovered: 1038085

Active cases: 2333

— I & PR Department, Odisha (@IPR_Odisha) November 29, 2021

କରୋନାର ନୂତନ ଭାରିଏଣ୍ଟ ଓମିକ୍ରନ ଦୁନିଆ ପାଇଁ ଚିନ୍ତାର କାରଣ ପାଲଟିଛି। ଦକ୍ଷିଣ ଆଫ୍ରିକାରୁ ମିଳିଥିବା ଏହି ନୂଆ ଭାରିଏଣ୍ଟକୁ ନେଇ ବିଶ୍ୱରେ ବାଜିଛି ସତର୍କ ଘଣ୍ଟି । ଦକ୍ଷିଣ ଆଫ୍ରିକା ସମେତ ବୋସୱାନା, ହଂକଂ, ଇସ୍ରାଏଲ ଏବଂ ବେଲ୍‌ଜିୟମ ଆଦି ୫ଟି ଦେଶକୁ ଏହା ବ୍ୟାପି ସାରିଲାଣି।କରୋନାର ନୂଆ ଭାରିଏଣ୍ଟକୁ ନେଇ ସାରା ବିଶ୍ବକୁ ସତର୍କ କରାଇଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ। କରୋନାର ଏହି ନୂଆ B.୧.୧.୫୨୯ ଭାଇରସକୁ ‘ଭାରିଏଣ୍ଟ ଅଫ କନର୍ସନ’ ଘୋଷଣା କରିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ। କେବଳ ଏତିକି ନୁହେଁ ଦକ୍ଷିଣ ଆଫ୍ରିକାରୁ ବିଶ୍ବକୁ ବ୍ୟାପିଥିବା ଏହି ନୂଆ ଭାରିଏଣ୍ଟର ନାମ ‘ଓମିକ୍ରନ୍’। ଏହି କରୋନା ଭାଇରସ ପୂର୍ବରୁ ଦେଖାଯାଇଥିବା ଡେଲଟା ଭାଇରସଠାରୁ ଅଧିକ ମାରତ୍ମକ ବୋଲି ବିଶେଷଜ୍ଞ କହିଛନ୍ତି ।