Corona Virus Update - The Sakala

ବିସ୍ଫୋରଣମୁହାଁ ଦୈନିକ କରୋନା ସଂକ୍ରମଣ, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୦୬୫ ଜଣ ନୂଆ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ପୁଣି ଉପର ମୁହାଁ କରୋନା ଗ୍ରାଫ । କ୍ରମାଗତ ଭାବ ବଢିବାରେ ଲାଗିଛି ଦୈନିକ ସଂକ୍ରମଣ । ଗତକାଲି ପରି ଆଜି ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୨ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Covid-19 Report For 15th July

New Positive Cases: 1065

Of which 0-18 years: 122

In quarantine: 624

Local contacts: 441

(Details of local contacts will be shared by concerned District)

1. Balasore: 14

2. Bhadrak: 5

3. Balangir: 8

4. Boudh: 1

5. Cuttack: 135

6. Deogarh: 5

— I & PR Department, Odisha (@IPR_Odisha) July 16, 2022

23. Nuapada: 11

24. Puri: 44

25. Rayagada: 13

26. Sambalpur: 58

27. Sonepur: 31

28. Sundargarh: 111

29. State Pool: 76

New recoveries: 514

Cumulative tested: 32333644

Positive: 1298240

Recovered: 1283683

Active cases: 5376

— I & PR Department, Odisha (@IPR_Odisha) July 16, 2022

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ଜଣ ଏବଂ କଟକରୁ ୧୩୫ଜଣ ନୂଆ ପଜିଟିଭ୍ ବାହାରିଛନ୍ତି । ସେହିପରି ବାଲେଶ୍ୱର ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୫୮ଜଣ, ସୋନପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୧୧ଜଣ, ଷ୍ଟେଟ ପୁଲ୍‌ରୁ ୭୬ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୮୨୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୭୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୩୬୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୩୩୩୬୪୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍: ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଜି ୧୦୦ ଟପିଲା ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫ଜଣ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୪୪୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

6. Sundargarh: 6

7. State Pool: 14

New recoveries: 52

Cumulative tested: 32055784

Positive: 1289441

Recovered: 1279745

Active cases: 517

— I & PR Department, Odisha (@IPR_Odisha) June 28, 2022

ଆଜି ଚିହ୍ନଟ ହୋଇଥିବା ୧୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୫ ଜଣ, କଟକରୁ ୨୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ, ସମ୍ବଲପୁରରୁ ୪ ଜଣ, ଯାଜପୁରରୁ ୨ ଜଣ, ପୁରୀରୁ ଜଣେ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୪ ଜଣ ଆକ୍ରାନ୍ତ ରହିଛନ୍ତି।

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍, ଆଜି ଚିହ୍ନଟ ହେଲେ ଆଉ ୨୫୧ ଜଣ କୋଭିଡ଼ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ତିନି ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୩ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୮୬୭ କୁ ବୃଦ୍ଧି ପାଇଥିବା ବେଳେ ୧୨୭୨୯୨୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୮୨୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 26th Feb

New Positive Cases: 251

Of which 0-18 years: 83

In quarantine: 146

Local contacts: 105

(Details of local contacts will be shared by concerned District)

1. Angul: 25

2. Balasore: 8

3. Bhadrak: 1

4. Balangir: 2

5. Boudh: 4

6. Cuttack: 2

— I & PR Department, Odisha (@IPR_Odisha) February 27, 2022

23. Sambalpur: 23

24. Sonepur: 1

25. Sundargarh: 11

26. State Pool: 8

New recoveries: 494

Cumulative tested: 29209724

Positive: 1284867

Recovered: 1272922

Active cases: 2828

— I & PR Department, Odisha (@IPR_Odisha) February 27, 2022

ରାଜ୍ଯରେ ଚିହ୍ନଟ ହେଲେ ଆଉ ୧୫୩୯ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୨ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୩୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୯୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୪୨  ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୪୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୩୯୧୪କୁ ବୃଦ୍ଧି ପାଇଥିବା ବେଳେ ୧୨୭୬୧୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୩୨୮୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 11th Feb

New Positive Cases: 1539
Of which 0-18 years: 342
In quarantine: 897
Local contacts: 642

(Details of local contacts will be shared by concerned District)

1. Angul: 119
2. Balasore: 40
3. Bargarh: 23
4. Bhadrak: 25
5. Balangir: 10
6. Boudh: 27

— I & PR Department, Odisha (@IPR_Odisha) February 12, 2022

23. Nawarangpur: 32
24. Nayagarh: 36
25. Nuapada: 26
26. Puri: 33
27. Rayagada: 75
28. Sambalpur: 65
29. Sonepur: 17
30. Sundargarh: 124
31. State Pool: 52

New recoveries: 2483
Cumulative tested: 28355937
Positive: 1276114
Recovered: 1253914
Active cases: 13285

— I & PR Department, Odisha (@IPR_Odisha) February 12, 2022

ତଳକୁ ଖସୁଛି କରୋନା ଗ୍ରାଫ୍: ରାଜ୍ଯରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪୮୪୩ ଜଣ କରୋନା ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ଗ୍ରାଫ୍। ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାରରେ ସାମାନ୍ଯ ବ୍ରେକ ଲାଗିଛି। ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୦୨୮ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୬୩ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୪୫୯୧୧ କୁ ବୃଦ୍ଧି ପାଇଥିବା ବେଳେ ୧୧୮୪୧୭୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୫୩୦୯୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

7. Cuttack: 379

8. Deogarh: 73

9. Dhenkanal: 45

10. Gajapati: 62

11. Ganjam: 67

12. Jagatsinghpur: 100

13. Jajpur: 166

14. Jharsuguda: 61

15. Kalahandi: 158

16. Kandhamal: 52

17. Kendrapada: 70

18. Keonjhar: 81

19. Khurda: 1023

20. Koraput: 50

21. Malkangiri: 18

— I & PR Department, Odisha (@IPR_Odisha) January 30, 2022

New recoveries: 10267

Cumulative tested: 27570488

Positive: 1245911

Recovered: 1184174

Active cases: 53090

— I & PR Department, Odisha (@IPR_Odisha) January 30, 2022

ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୦୨୩ ଜଣ, ସୁନ୍ଦରଗଡ଼ରୁ ୭୩୫ ଜଣ, କଟକରୁ ୩୭୯ ଜଣ, ନୟାଗଡ଼ରୁ ୧୯୪ ଜଣ, ଯାଜପୁର ଓ ନୂଆପଡ଼ା ଜିଲ୍ଲାରୁ ୧୬୬ ଜଣ ଲେଖାଁଏ,କଳାହାଣ୍ଡିରୁ ୧୫୮ ଜଣ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରୁ ୧୫୨ ଜଣ ଲେଖାଁଏ, ସମ୍ବଲପୁରରୁ ୧୨୮ ଜଣ, ଜଗତସିଂପୁରରୁ ୧୦୦ ଜଣ,ରାୟଗଡ଼ାରୁ ୯୯ ଜଣ, ବଲାଙ୍ଗୀରରୁ ୯୫ ଜଣ,କେନ୍ଦୁଝରରୁ ୮୧ ଜଣ, ବରଗଡ଼ରୁ ୮୦ ଜଣ, କେନ୍ଦ୍ରାପଡ଼ାରୁ ୭୦ ଜଣ, ଦେବଗଡ଼ ଓ ସୋନପୁର ଜିଲ୍ଲାରୁ ୭୩ ଜଣ ଲେଖାଏଁ, ପୁରୀରୁ ୭୨ ଜଣ,ଗଞ୍ଜାମରୁ ୬୭ ଜଣ, ଝାରସୁଗୁଡ଼ାରୁ ୬୧ ଜଣ, ଗଜପତିରୁ ୬୨ ଜଣ, ଭଦ୍ରକରୁ ୬୦ ଜଣ, ଅନୁଗୁଳରୁ ୫୮ ଜଣ,କନ୍ଧମାଳରୁ ୫୨ ଜଣ, କୋରାପୁଟରୁ ୫୦ ଜଣ, ବୌଦ୍ଧରୁ ୪୯ ଜଣ, ଢ଼େଙ୍କାନାଳରୁ ୪୫ ଜଣ, ମାଲକାନଗିରିରୁ ୧୮ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୭୭୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର: କିଛି ଦିନ ଭିତରେ ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୭୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୬୮୨ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୬୮୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୯୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୧୫୪୭ କୁ ବୃଦ୍ଧି ପାଇଥିବା ବେଳେ ୧୦୪୭୭୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୩୫୨୪୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 11th Jan

New Positive Cases: 8778
Of which 0-18 years: 792
In quarantine: 5096
Local contacts: 3682

(Details of local contacts will be shared by concerned District)

1. Angul: 107
2. Balasore: 231
3. Bargarh: 136
4. Bhadrak: 103
5. Balangir: 216
6. Boudh: 12

— I & PR Department, Odisha (@IPR_Odisha) January 12, 2022

New recoveries: 752
Cumulative tested: 26322602
Positive: 1091547
Recovered: 1047783
Active cases: 35242

— I & PR Department, Odisha (@IPR_Odisha) January 12, 2022

ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କରୋନା
ଭୁବନେଶ୍ବର: ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କରୋନା। ଏ ନେଇ ନିଜେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ  ଟ୍ବିଟ କରି ସୂଚନା ଦେଇଛନ୍ତି।

I was tested asymptomatic Covid positive yesterday and now in home isolation. I request all those who have come in physical contact with me in last 3 days to get themselves tested.#nabadasjsg

— Naba Kisore Das (@nabadasjsg) January 7, 2022

ସୂଚନା ଅନୁଯାୟୀ, ସେ ଗତକାଲି କୋଭିଡ ପରୀକ୍ଷା କରାଇଥିଲେ। ତାଙ୍କର କୋଭିଡ ରିପୋର୍ଟ ପଜିଟିଭ ଆସିଛି। ସେ ବର୍ତ୍ତମାନ ହୋମ ଆଇସୋଲେସନରେ ଅଛନ୍ତି। ଯେଉଁମାନେ ଗତ ୩ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ ପରୀକ୍ଷା କରାଇ ନିଅନ୍ତୁ ବୋଲି ସେ ଟ୍ବିଟ ମାଧ୍ଯମରେ କହିଛନ୍ତି।

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୯୩ ଜଣ କରୋନା ପଜିଟିଭ୍
ଭୁବନେଶ୍ଵର: ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ତଳମୁହାଁ ହେଉଛି ସଂକ୍ରମଣ ଗ୍ରାଫ୍ । କରୋନା ସଂକ୍ରମଣ ହ୍ରାସ ପାଇଲେ ମଧ୍ୟ ଆମକୁ ସର୍ବଦା ସଚେତନ ହୋଇ ରହିବାକୁ ପଡିବ । ନିୟମିତ ମାସ୍କ ପନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ପଡିବ ଏବଂ ସରକାରଙ୍କ ନିର୍ଦେଶାବଳୀ ମାନିବାକୁ ପଡିବ । ତେବେ ଯାଇ ଆମେ କରୋନାକୁ ହରେଇପାରିବା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୪ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୪୪୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୮୨୯୬୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 18th December

New Positive Cases: 193

Of which 0-18 years: 34

In quarantine: 112

Local contacts: 81

(Details of local contacts will be shared by concerned District)

1. Angul: 1

2. Bhadrak: 3

3. Cuttack: 17

4. Deogarh: 3

5. Gajapati: 2

— I & PR Department, Odisha (@IPR_Odisha) December 19, 2021

New recoveries: 219

Cumulative tested: 24829634

Positive: 1052834

Recovered: 1042443

Active cases: 1894

— I & PR Department, Odisha (@IPR_Odisha) December 19, 2021

ଆଜି ରାଜ୍ୟର ୨୩ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୯୧୦୮ କୁ ବୃଦ୍ଧି ପାଇଥିବା ବେଳେ ୧୦୩୮୩୦୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୩୩୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 29th November

New Positive Cases: 228

Of which 0-18 years: 35

In quarantine: 134

Local contacts: 94

(Details of local contacts will be shared by concerned District)

1. Angul: 2

2. Balasore: 1

3. Bargarh: 1

4. Bhadrak: 1

5. Balangir: 3

6. Cuttack: 17

— I & PR Department, Odisha (@IPR_Odisha) November 30, 2021

23. Sundargarh: 5

24. State Pool: 23

New recoveries: 221

Cumulative tested: 23727873

Positive: 1049108

Recovered: 1038306

Active cases: 2338

— I & PR Department, Odisha (@IPR_Odisha) November 30, 2021

କରୋନା ପ୍ରକୋପ ଏକପ୍ରକାର ସରି ଆସୁଥିବା ବେ ଏବେ ଭୂତାଣୁର ନୂଆ ଭ୍ୟାରିଆଣ୍ଟ ‘ଓମିକ୍ରନ’କୁ ନେଇ ସାରା ବିଶ୍ବରେ ପୁଣି ଭୟ ବାତାବରଣ ସୃଷ୍ଟି ହୋଇଛି।ଦକ୍ଷିଣ ଆଫ୍ରିକାରୁ ପ୍ରଥମେ ଚିହ୍ନଟ ହୋଇଥିବା ଏହି ଭ୍ୟାରିଆ ମାତ୍ର ୬ ଦିନ ମଧ୍ୟରେ ୧୬ଟି ରାଷ୍ଟ୍ରରେ ପହଞ୍ଚି ସାରିଥିବା ବେଳେ ଏହା ସାରା ବିଶ୍ବ ପାଇଁ ଘାତକ ହେବାର ସମ୍ଭାବନା ଯଥେଷ୍ଟ ଅଧିକ ବୋଲି ସୋମବାର ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(ହୁ) ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ଭ୍ୟାରିଆଣ୍ଟର ବିଭିନ୍ନ ଦିଗକୁ ନେଇ ବିଶ୍ବସ୍ତରରେ ବୈଜ୍ଞାନିକମାନେ ବିଶ୍ଳେଷଣ କରିବା ଆରମ୍ଭ କରି ଦେଇଛନ୍ତି। ହେଲେ ଅତି କମ୍ ସମୟ ମଧ୍ୟରେ ଏହା ବହୁବାର ରୂପ ବଦଳାଇବା (ମ୍ୟୁଟାଣ୍ଟ) ସବୁଠାରୁ ଚିନ୍ତାଜନକ ହୋଇପଡ଼ିଥିବା କୁହାଯାଇଛି। ଫଳରେ ପୂର୍ବରୁ କରୋନା ଭୂତାଣୁର ବିଭିନ୍ନ ଭ୍ୟାରିଆଣ୍ଟକୁ ନେଇ ବଢିଥିବା ସଂକ୍ରମଣ ଏବଂ ଏହା ଯୋଗୁଁ ସୃଷ୍ଟି ହୋଇଥିବା ସ୍ଥିତିର ପୁନରାବୃତ୍ତି ଘଟିପାରେ ବୋଲି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(ହୁ) ପକ୍ଷରୁ କୁହାଯାଇଛି।