Covid-19 Positive - The Sakala

ବଢୁଛି କରୋନା ଗ୍ରାଫ୍ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯ଜଣ ସଂକ୍ରମିତ ରହିଛନ୍ତି। ଆଜି ରାଜ୍ୟର ୧୦ଟି ଜିଲ୍ଲାରୁ ୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୦ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

7. Khurda: 26
8. Puri: 2
9. Sambalpur: 4
10. Sundargarh: 8
11. State Pool: 6

New recoveries: 44
Cumulative tested: 32044500
Positive: 1289328
Recovered: 1279693
Active cases: 456

— I & PR Department, Odisha (@IPR_Odisha) June 27, 2022

ଆଜି ଚିହ୍ନଟ ହୋଇଥିବା ୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୮୯, ୩୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨, ୭୯, ୬୯୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୨,୦୪୪,୫୦୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଜି ରାଜ୍ୟର ୨୩ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୯୧୦୮ କୁ ବୃଦ୍ଧି ପାଇଥିବା ବେଳେ ୧୦୩୮୩୦୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୩୩୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 29th November

New Positive Cases: 228

Of which 0-18 years: 35

In quarantine: 134

Local contacts: 94

(Details of local contacts will be shared by concerned District)

1. Angul: 2

2. Balasore: 1

3. Bargarh: 1

4. Bhadrak: 1

5. Balangir: 3

6. Cuttack: 17

— I & PR Department, Odisha (@IPR_Odisha) November 30, 2021

23. Sundargarh: 5

24. State Pool: 23

New recoveries: 221

Cumulative tested: 23727873

Positive: 1049108

Recovered: 1038306

Active cases: 2338

— I & PR Department, Odisha (@IPR_Odisha) November 30, 2021

କରୋନା ପ୍ରକୋପ ଏକପ୍ରକାର ସରି ଆସୁଥିବା ବେ ଏବେ ଭୂତାଣୁର ନୂଆ ଭ୍ୟାରିଆଣ୍ଟ ‘ଓମିକ୍ରନ’କୁ ନେଇ ସାରା ବିଶ୍ବରେ ପୁଣି ଭୟ ବାତାବରଣ ସୃଷ୍ଟି ହୋଇଛି।ଦକ୍ଷିଣ ଆଫ୍ରିକାରୁ ପ୍ରଥମେ ଚିହ୍ନଟ ହୋଇଥିବା ଏହି ଭ୍ୟାରିଆ ମାତ୍ର ୬ ଦିନ ମଧ୍ୟରେ ୧୬ଟି ରାଷ୍ଟ୍ରରେ ପହଞ୍ଚି ସାରିଥିବା ବେଳେ ଏହା ସାରା ବିଶ୍ବ ପାଇଁ ଘାତକ ହେବାର ସମ୍ଭାବନା ଯଥେଷ୍ଟ ଅଧିକ ବୋଲି ସୋମବାର ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(ହୁ) ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ଭ୍ୟାରିଆଣ୍ଟର ବିଭିନ୍ନ ଦିଗକୁ ନେଇ ବିଶ୍ବସ୍ତରରେ ବୈଜ୍ଞାନିକମାନେ ବିଶ୍ଳେଷଣ କରିବା ଆରମ୍ଭ କରି ଦେଇଛନ୍ତି। ହେଲେ ଅତି କମ୍ ସମୟ ମଧ୍ୟରେ ଏହା ବହୁବାର ରୂପ ବଦଳାଇବା (ମ୍ୟୁଟାଣ୍ଟ) ସବୁଠାରୁ ଚିନ୍ତାଜନକ ହୋଇପଡ଼ିଥିବା କୁହାଯାଇଛି। ଫଳରେ ପୂର୍ବରୁ କରୋନା ଭୂତାଣୁର ବିଭିନ୍ନ ଭ୍ୟାରିଆଣ୍ଟକୁ ନେଇ ବଢିଥିବା ସଂକ୍ରମଣ ଏବଂ ଏହା ଯୋଗୁଁ ସୃଷ୍ଟି ହୋଇଥିବା ସ୍ଥିତିର ପୁନରାବୃତ୍ତି ଘଟିପାରେ ବୋଲି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(ହୁ) ପକ୍ଷରୁ କୁହାଯାଇଛି।