Covid19 Postive - The Sakala

ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ, ହେଲେ ବି ଟଳିନି ବିପଦ : ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୫୧ କରୋନା ପଜିଟିଭ୍
ଭୁବନେଶ୍ଵର: ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ତଳମୁହାଁ ହେଉଛି ସଂକ୍ରମଣ ଗ୍ରାଫ୍ । କରୋନା ସଂକ୍ରମଣ ହ୍ରାସ ପାଇଲେ ମଧ୍ୟ ଆମକୁ ସର୍ବଦା ସଚେତନ ହୋଇ ରହିବାକୁ ପଡିବ । ନିୟମିତ ମାସ୍କ ପନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ପଡିବ ଏବଂ ସରକାରଙ୍କ ନିର୍ଦେଶାବଳୀ ମାନିବାକୁ ପଡିବ । ତେବେ ଯାଇ ଆମେ କରୋନାକୁ ହରେଇପାରିବା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୯୯୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୧୨୦୮୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 6th December

New Positive Cases: 151

Of which 0-18 years: 12

In quarantine: 89

Local contacts: 62

(Details of local contacts will be shared by concerned District)

1. Angul: 1

2. Bargarh: 1

3. Bhadrak: 1

4. Balangir: 1

5. Cuttack: 6

6. Dhenkanal: 2

— I & PR Department, Odisha (@IPR_Odisha) December 7, 2021

New recoveries: 248

Cumulative tested: 24120891

Positive: 1050505

Recovered: 1039921

Active cases: 2107

— I & PR Department, Odisha (@IPR_Odisha) December 7, 2021