Wednesday Horoscope (08-12-2021) - The Sakala

ବୁଧବାର ରାଶିଫଳ (୦୮-୧୨-୨୦୨୧)
ମେଷ: କାର୍ଯ୍ୟସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ଯଶ ପାଇବେ | ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍

ବୃଷ: ଧର୍ମାଦି କାର୍ଯ୍ୟରେ ମନ ରହିବ । ମହିଳାମାନେ ଅନୁଶାସନ ଭିତରେ ରହିବେ । ପ୍ରଶାସନିକ ଦ୍ବାୟିତ୍ବବୋଧ ପାଇଁ ସମ୍ମାନିତ ହେବେ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଅଧୟନପ୍ରିୟ ହେବ | ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍ ।

ମିଥୁନ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି । ଚାକିରିରେ ଶତ୍ରୁ ବୃଦ୍ଧି ହେବେ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ବାଣିଜ୍ୟ ନୈରାଶ୍ୟଜନକ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ | ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

କର୍କଟ: ଦିନଟି ସୁଖଶାନ୍ତି ଭିତରେ କଟିବ। ମହିଳାମାନେ ଆଡ଼ମ୍ବର ଭିତରେ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟ ଉତ୍ସାହଜନକ ରହିବ । ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍ ।

ସିଂହ: କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ। ରାଜନୀତିରେ ସକ୍ରିୟ ରହିବେ। । ମହିଳାମାନେ ରକ୍ଷଣଶୀଳ ହେବେ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ ।

କନ୍ୟା:ଗୁରୁଜନଙ୍କ ପରାମର୍ଶ କ୍ରମେ ଦାୟିତ୍ବ ତୁଲାଇବେ | ରାଜନୀତିରେ ଜନସେବାରେ ବ୍ରତୀ ହେବେ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳତା ପାଇବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍‌।

ତୁଳା:ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ିଯାଇପାରେ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ | ଚାକିରିରେ ଚାପ ରହିବ । ବାଣିଜ୍ୟରେ ସାଧାରଣ ଫଳ ପାଇବେ ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ।

ବିଛା: ଦେହ ଓ ମନ ଭଲ ରହିବ । ଆୟ ଅବ୍ୟାହତ ରହିବ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଆଶାନୁରୂପ ଫଳପାଇବେ | ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି ।

ଧନୁ: ଏକ ସଙ୍ଗେ ଧନ ସମ୍ମାନ ପ୍ରାପ୍ତି ହେବ । ମହିଳାମାନେ କର୍ମତପୁର ରହି ରାଜନୀତିରେ ସକ୍ରିୟ ରହିବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶି ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରୀମ୍ ।

ମକର: କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ଚାକିରିରେ ନିଷ୍ଠା ରହିବ । ମହିଳାମା ସୁଖୀ ରହିବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସ ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍ |

କୁମ୍ଭ: କାର୍ଯ୍ୟବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ। ଚାକିରିରେ ସମସ୍ୟା ରହି ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ବାଣିଜ୍ୟ ବ୍ୟୟବହୁଳତା ରହିବ । ଶିକ୍ଷ ଆଳସ୍ୟ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।

ମୀନ:ବିଭିନ୍ନ ଉପାୟରେ ଉପାର୍ଜନ କରିବେ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖ ରହିବ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ର ସନ୍ତୋଷଜନକ ଫଳ ପାଇବେ | ଶୁଭ ଅଙ୍କା- ୮, ଶୁଭ ରଙ୍ଗ- ବାଇଗଣୀ |