Thursday Horoscope (09-12-2021) - The Sakala

ଗୁରୁବାର ରାଶିଫଳ (୦୯-୧୨-୨୦୨୧)
ମେଷ: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ । ରାଜନୀତିରେ ସକ୍ରିୟ ରହିବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ଉଚ୍ଚଫଳ ପାଇବେ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା ।

ବୃଷ: କାର୍ଯ୍ୟସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆଦରଣୀୟା ହେବେ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ମନ ମୁତାବକ ଫଳ ମଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ମିଥୁନ: ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ ପଡ଼ିବେ । ରାଜନୀତିରେ ବିଷମ ପରିସ୍ଥିତି ରହିବ। ପରିବହନ ଓ ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍।

କର୍କଟ: କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ସମସ୍ୟା ରହିବ। ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

ସିଂହ: ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ଚାକିରିରେ ପଦୋନ୍ନତି ହୋଇପାରେ। ମହିଳାମାନେ ହର୍ମୋଲ୍ଲାସ ଭିତରେ ସମୟ କାଟାଇବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

କନ୍ୟା: ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ରାଜିନୀତିରେ ସକ୍ରିୟ ରହିବେ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍।

ତୁଳା: ଶୃଙ୍ଖଳିତଧାରାରେ କାର୍ଯ୍ୟ କରି ସଫଳ ହେବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ । ମହିଳାମାନେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ଶୁଭଫଳ ପାଇବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

ବିଛା: କାର୍ଯ୍ୟବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ । ମହିଳାମାନେ ଅପଯଶ ପାଇବେ । ଚାକିରିରେ ସହକର୍ମୀଙ୍କ ସହ ମନାନ୍ତର ହୋଇପାରେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ସିଲଭର୍ ।

ଧନୁ: ସମାଜରେ ଉତ୍ତମ ଆସନରେ ଅଳଂକୃତ ହେବେ । ରାଜନୀତି ଓ ପ୍ରଶାସନିକ ପ୍ରଭାବଶାଳୀ ହେବେ। ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବେ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ- କଫି।

ମକର:ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଚାକିରିରେ ସୁଚାରରୂପେ କାର୍ଯ୍ୟ ତୁଲାଇବେ। ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍।

କୁମ୍ଭ:କର୍ମକ୍ଷେତ୍ରରେ ଉତ୍ସାହଜନକ ରହିବେ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ସୁନାମ ପାଇବେ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ- ୪, ଶୁଭ ରଙ୍ଗ- ମେଟାଲିକ୍।

ମୀନ: କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପଡ଼ିପାରନ୍ତି। ମହିଳାମାନଙ୍କର ସ୍ଵାସ୍ଥ୍ୟ ସମସ୍ୟା ରହିପାରେ। ବାଣିଜ୍ୟରେ ଚିନ୍ତାଜନକ ପରିସ୍ଥିତି ରହିବ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍।