Commonwealth - The Sakala

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଦୁଇ ପଦକ : ଟେବୁଲ ଟେନିସରେ ସ୍ୱର୍ଣ୍ଣ, ଭାରତ୍ତୋଳନରେ ବିକାଶ ଠାକୁରଙ୍କୁ ରୌପ୍ୟ
ବର୍ମିଂହାମ : ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଭାରତକୁ ଆଉ ଦୁଇ ପଦକ। ପୁରୁଷ ଟେବୁଲ ଟେନିସ ଟିମ୍‌ ସିଙ୍ଗାପୁରକୁ ହରାଇ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ୯୬ କିଲୋ ଭାରତ୍ତୋଳନରେ ବିକାଶ ଠାକୁରଙ୍କୁ ରୌପ୍ୟ ପଦକ ମିଳିଛି । ଏହା ସହ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଏଥିରେ ୫ ସ୍ୱର୍ଣ୍ଣ, ୪ ଟି ରୌପ୍ୟ ଓ ୩ ବ୍ରୋଞ୍ଜ ପଦକ ରହିଛି।

ଭାରତୀୟ ପୁରୁଷ ଦଳ ଟେବୁଲ୍ ଟେନିସରେ ଚମତ୍କାର ପ୍ରଦର୍ଶନ କରି ସ୍ଵର୍ଣ୍ଣ ପଦକ ହାସଲ କରିଛି। ଫାଇନାଲ୍ ମୁକାବିଲାରେ ଭାରତ ସିଙ୍ଗାପୁରକୁ ୩-୧ରେ ହରାଇ ଏହି ସଫଳତା ପାଇଛି। ଭାରତପକ୍ଷରୁ ହରମୀତ ଦେଶାଇ ଏବଂ ଜି ସାଥିୟାନ ଡବଲ୍ସ ମ୍ୟାଚ୍ ଜିତି ଭାରତକୁ ଦମଦାର ଆରମ୍ଭ ଦେଇଛନ୍ତି। ଦୁଇ ଖେଳାଳି ନିଜ ନିଜ ମୁକାବିଲା ଜିତି ଭାରତକୁ ସ୍ଵର୍ଣ୍ଣ ପଦକ ଜିତାଇଛନ୍ତି।

3⃣rd GOLD FOR MEN'S TEAM 🏓🏓 at #CommonwealthGames 🔥🔥🔥#TeamIndia🇮🇳 defeat Team Singapore 🇸🇬 3️⃣-1️⃣ in the FINAL, defending their 2018 CWG 🥇

Bringing home 1️⃣1️⃣th Medal for India at @birminghamcg22

Superb Champions!!#Cheer4India#India4CWG2022
1/1 pic.twitter.com/MgIcBmMl2o

— SAI Media (@Media_SAI) August 2, 2022

ଆଜିର ସ୍ୱର୍ଣ୍ଣ ଲଢ଼େଇର ପ୍ରଥମ ଟାଇରେ ହରମିତ ଦେଶାଇ ଓ ସାଥିୟାନ ଗଣଶେଖରନଙ୍କ ଯୋଡ଼ି ୩-୦ରେ ସିଙ୍ଗାପୁରର ୟୋଙ୍ଗ ଇଜାକ କ୍ୟୁ ଓ ୱା ପାଙ୍ଗଙ୍କୁ ହରାଇଥିଲେ। ତେବେ ଦ୍ୱିତୀୟ ଟାଇରେ ଅଭିଜ୍ଞ ଶରତ କମଲ ୩-୧ ସେଟରେ ହାରି ଯାଇଥିଲେ। ଫଳରେ ସ୍ଥିତି ୧-୧ରେ ବରାବର ହୋଇ ଯାଇଥିଲେ।ଏହାପରେ ସାଥିୟାନ ନିଜର ଏକକ ବର୍ଗରେ ଦମଦାର ପ୍ରଦର୍ଶନ କରି ୩-୧ରେ ଟାଇକୁ ଜିତି ପୁଣି ଭାରତକୁ ଆଗୁଆ କରି ଦେଇଥିଲେ। ୪ର୍ଥ ଟାଇରେ ଦେଶାଇଙ୍କ ମୁକାବିଲା ଶରତ କମଲଙ୍କୁ ହରାଇଥିବା ଝେ ଚେୱିଙ୍କ ସହ ହୋଇଥିଲା। କିନ୍ତୁ ଦେଶାଇ ନିଜର ଜଲୱା ଦେଖାଇ ତାଙ୍କୁ ୩-୦ରେ ପରାସ୍ତ କରି ଦେଇଥିଲେ। ଏଥିସହ ଆଉ ଗୋଟିଏ ଟାଇ ପୂର୍ବରୁ ହିଁ ଭାରତୀୟ ଟିମ୍‌ ସ୍ୱର୍ଣ୍ଣ ପଦକୁ କବଜା କରି ନେଇଥିଲା।

1️⃣2️⃣th 🏅 FOR INDIA 🇮🇳 🥳@thakur671 wins his 3rd Consecutive medal 🥈🥉🥈 at #CommonwealthGames 🔥 🔥

Vikas clinched 🥈 in Men's 96kg Final with a total lift of 346Kg 🏋‍♂️ at #B2022

Snatch- 155kg
C&J- 191kg

With this #TeamIndia🇮🇳 wins its 8️⃣th Medal in 🏋‍♀️ 💪#Cheer4India pic.twitter.com/eSuHjBRoPF

— SAI Media (@Media_SAI) August 2, 2022

ସେହିପରି ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ଭାରତ୍ତୋଳନେର ଆଉ ଗୋଟିଏ ସଫଳତା ପାଇଛି । ୯୬ କିଲୋ ଭାରତ୍ତୋଳନରେ ବିକାଶ ଠାକୁରଙ୍କୁ ରୌପ୍ୟ ପଦକ ମିଳିଛି । ୩୪୬ କେଜି ଭାର ଉଠାଇ ସେ ଦେଶ ପାଇଁ ପଦକ ହାସଲ କରିଛନ୍ତି । ସ୍ନାଚରେ ସେ ୧୫୫ କିଲୋ ଭାର ଉଠାଇଥିବା ବେଳେ କ୍ଲିନ ଆଣ୍ଡ ଜର୍କରେ ୧୯୧ କେଜି ଭାର ଉଠାଇଥିଲେ ।

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନରେ ଚମକିଲେ ଓଡ଼ିଆ ଝିଅ ଝିଲି ଦଳବେହେରା, ୪୯ କେଜି ବର୍ଗରେ ଜିତିଲେ ରୌପ୍ୟ
ନୂଆଦିଲ୍ଲୀ:ଓଡ଼ିଆ ଝିଅ ଝିଲି ଦଳବେହେରାଙ୍କୁ ସଫଳତା। ଉଜବେକିସ୍ତାନର ତାସକେଣ୍ଟରେ ଚାଲିଥିବା ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପରେ ଝିଲି ରୌପ୍ୟ ପଦକ ଜିତିଛନ୍ତି। ଝିଲି ୪୯ କେଜି ବର୍ଗରେ ଏହି ସଫଳତା ପାଇଛନ୍ତି। ୪୫ କେଜି ବର୍ଗରେ ଏସିଆନ୍ ଭାରୋତ୍ତୋଳନ ଚାମ୍ପିୟନ୍ ଏବଂ ବିଶ୍ୱ ଜୁନିୟର ବ୍ରୋଞ୍ଜ ପଦକ ବିଜେତା ଝିଲି ଚଳିତ ଚାମ୍ପିୟନଶିପରେ ୪୯ କେଜି ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଟୋକିଓ ଅଲିମ୍ପିକ୍ସ ରୌପ୍ୟ ପଦକ ବିଜେତା ମୀରାବାଇ ଚାନୁଙ୍କ ଓହରିଯିବା କାରଣରୁ ଝିଲି ଏହି ଓଜନ ବର୍ଗରେ ଭାଗ ନେଇଥିଲେ। ଝିଲି ମଧ୍ୟ ନିରାଶ ନକରି ପଦକ ଜିତିବାରେ ସଫଳ ହୋଇଛନ୍ତି।

#Weightlifting Medal Update

🇮🇳's #JhilliDalabehera 🏋️‍♀️ lifts a total of 167kg with 73kg in Snatch & 94kg in Clean & Jerk to win 3️⃣ medals in Women's 49kg (GOLD🥇in Snatch & SILVER🥈in Total and Clean & Jerk category) at ongoing Commonwealth Senior C'ships 2021

Congrats 👏 pic.twitter.com/XaN8ssKomV

— SAI Media (@Media_SAI) December 9, 2021

ସୂଚନାଯୋଗ୍ୟ, ଖୋର୍ଦ୍ଧାରେ ଜନ୍ମିତ ଝିଲି ବହୁ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଭାଗ ନେଇ ମେଡାଲ ଜିତିଛନ୍ତି। ୨୦୧୭ରେ ଅଷ୍ଟ୍ରେଲିଆରେ ଅନୁଷ୍ଠିତ କମନ୍‌ୱେଲ୍‌ଥ ଭାରୋତ୍ତୋଳନ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିଲେ। ୨୦୧୮ରେ ଜାତୀୟ ଜୁନିଅର ମହିଳା ଭାରୋତ୍ତୋଳନରେ ୨ଟି ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ଜିତିଥିଲେ।