Dhanu Sankranti - The Sakala

ଆଜି ଧନୁ ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି
ପୁରୀ: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ଏହି ନୀତି ଦୀର୍ଘ ଏକ ମାସ ଧରି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ । ଏକ ମାସ ମା’ ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ପରମ୍ପରା ଥିବାରୁ ମାସକ ପର୍ଯ୍ୟନ୍ତ ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଛନ୍ତି ।

ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ ତଥା ବଡ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡ଼ବଡା, କାକେରା, ଅମାଲୁ, ନଳୀ, ଏଣ୍ଡୁରି, ମୁଗେଇ, ଚଢ଼େଇ ନଦା, ଲଡ଼ୁ, ଗଜା, ଗଇଁଠା, ମଣ୍ଡା ଓ ଖଇର ଚୁଳ ଭଳି ଖାଦ୍ୟ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ କରି ଲାଗି କରାଯାଇଛି । ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଓ ଅବକାଶ ନୀତି ବଢିବା ପରେ ପହିଲି ଭୋଗ ଲାଗି କରାଯାଏ ।

ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଆରମ୍ଭ
ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଏହି ଦିନଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହୋଇଥାଏ। ଗତ ଶୁକ୍ରବାର ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏହି ନୀତି ଚୂଡ଼ାନ୍ତ ହୋଇଛି। ଧନୁ ସଂକ୍ରାନ୍ତି ଡିସେମ୍ବର ୧୬ରୁ ଆରମ୍ଭ ହୋଇ ଜାନୁୟାରୀ ୧୩ ପର୍ଯ୍ୟନ୍ତ ଚାଲିବ। ପ୍ରତ୍ୟହ ରାତ୍ର ୨ଟାରେ ଦ୍ୱାରଫିଟା, ଭିତର ଶୋଧ ୨ଟା ୩୦, ୨ଟା ୪୫ରେ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହେବ। ଭୋର ୫ଟା ୨୦ରୁ ୬ଟା ମଧ୍ୟରେ ପହିଲି ଭୋଗ ନୀତି ବଢ଼ିବ। ସକାଳ ୬ଟା ୩୦ରୁ ୮ଟା ସକାଳ ଧୂପ (କେବଳ କୋଠଭୋଗ), ୮ଟା ୨୦ରୁ ୧୦ଟା ଭୋଗମଣ୍ଡପ, ୧୦ଟା ୩୦ ମଧ୍ୟାହ୍ନ ୧୨ଟା ମଧ୍ୟାହ୍ନ ଧୂପ (କେବଳ କୋଠଭୋଗ), ୧୧ଟା ୪୫ରୁ ଅପରାହ୍ନ ୧ଟା ଦ୍ୱିତୀୟ ଭୋଗମଣ୍ଡପ ହୋଇ ଅନ୍ୟାନ୍ୟ ନୀତି ଚାଲିବ।