rajiv kumar - The Sakala

ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର ହେଲେ ରାଜୀବ କୁମାର
ନୂଆଦିଲ୍ଲୀ: ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର ହେଲେ ରାଜୀବ କୁମାର। ମେ ୧୫ ତାରିଖରେ ସେ କାର୍ଯ୍ଯଭାର ଗ୍ରହଣ କରିବାକୁ ଥିବା ବେଳେ ସେ ୨୦୨୫ ଯାଏଁ ଏହି ପଦବୀରେ ରହିବେ । ତେବେ ବର୍ତ୍ତମାନର ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା ମେ ୧୪ରେ ଅବସର ନେବେ। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜୀବ ନୀତି ଆୟୋଗର ଭାଇସ୍ ଚେୟାରମ୍ୟାନ୍ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ସେ ଏପ୍ରିଲ୍ ମାସରେ ଏହି ପଦବୀରୁ ଇସ୍ତଫା ଦେଇଥିଲେ ।

ସୂଚନା ଅନୁଯାୟୀ, ୧୯୮୪ ମସିହାର ଆଇଏଏସ୍ ଅଫିସର ହେଉଛନ୍ତି ରାଜୀବ କୁମାର । ୨୦୧୪ରେ ମୋଦି ସରକାର ଶାସନକୁ ଆସିବା ପରେ ଯୋଜନା ଆୟୋଗର ନାମ ପରିବର୍ତ୍ତନ ହୋଇ ନୀତି ଆୟୋଗ ହୋଇଥିଲା । ସେ ସମୟରେ ଅରବିନ୍ଦ ପନଗଢିଆ ନୀତି ଆୟୋଗର ପ୍ରଥମ ଉପାଧ୍ୟକ୍ଷ ବନିଥିଲେ । ତା’ପରେ ଉପାଧ୍ୟକ୍ଷ ବନିଥିଲେ ରାଜୀବ କୁମାର। ୨୦୧୭ ମସିହାରୁ ରାଜୀବ ସରକାରଙ୍କ ଥିଙ୍କ ଟ୍ୟାଙ୍କର ଭିସି ହୋଇଥିଲେ । ଆହୁରି ମଧ୍ୟ ରାଜୀବ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର କେନ୍ଦ୍ରୀୟ ବୋର୍ଡ ଓ ଭାରତୀୟ ରିଜର୍ଭ ବ୍ୟାଙ୍କର କେନ୍ଦ୍ରୀୟ ବୋର୍ଡରେ କାର୍ୟ୍ୟ କରିସାରିଛନ୍ତି।