Paika Rebellion - The Sakala

କ୍ୟାବିନେଟ ମଞ୍ଜୁରୀ: ପାଇକ ବିଦ୍ରୋହ ସ୍ମାରକୀ ନିର୍ମାଣ ନେଇ ମାଗଣା ଜମି ଯୋଗାଇ ଦେବେ ରାଜ୍ୟସରକାର
ଭୁବନେଶ୍ବର: ବରୁଣେଇ ପାଦଦେଶରେ ପାଇକ ସ୍ମାରକୀ ନିର୍ମାଣ ପାଇଁ ୯ହଜାର ୬୫୮ ଡେସିମଲ ଜମି ଯୋଗାଇ ଦେବେ ରାଜ୍ୟସରକାର । ଏବାବଦରେ ୩୧,୯୭,୬୨,୯୩୪ ଟଙ୍କା ରାଜସ୍ୱ ଛାଡ଼ କରାଯିବ । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ଏ ନେଇ ଆଜି ବିଧାନସଭାର ଶୂନ୍ୟକାଳରେ ଗୃହକୁ ଅବଗତ କରାଇଛନ୍ତି ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ।

ଗୃହରେ ରଖିଥିବା ବିବୃତିରେ ବିଭାଗୀୟ ମନ୍ତ୍ରୀ ଜଣାଇଛନ୍ତି ଯେ, ଖୋର୍ଦ୍ଧା ତହସିଲ ଅନ୍ତର୍ଗତ ଖୋର୍ଦ୍ଧା ମୌଜାର ବରୁଣେଇ ପାହାଡ଼ ପାଦଦେଶରେ ୧୮୧୭ ମସିହାରେ ସଂଗଠିତ ପାଇକ ବିଦ୍ରୋହର ସ୍ମରଣ କରିବା ଉଦ୍ଦେଶ୍ୟରେ ପାଇକ ସ୍ମାରକୀ ନିର୍ମାଣ ହେବ । ଏଥିଲାଗି ୯ଏକର ୬୮୫ ଡେସିମଲ ଜମି ବିନା ମୂଲ୍ୟରେ ଯୋଗାଇଦେବାକୁ ନିଷ୍ପତ୍ତି ହୋଇଛି । ଏଥିପାଇଁ ରାଜ୍ୟ ସରକାରଙ୍କୁ ସରକାରୀ ଦେୟ ବାବଦକୁ ୩୧କୋଟି ୯୭ଳକ୍ଷ ୬୨ହଜାର ୯ଶହ ଚଉତିରିଶ ଟଙ୍କା ଛାଡ଼ କରିବା ପାଇଁ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ସୂଚନା ଯୋଗ୍ୟ, ୧୮୫୭ ମସିହା ସିପାହୀ ବିଦ୍ରୋହର ବହୁ ପୂର୍ବରୁ ୧୮୧୭ ମସିହାରେ ବରୁଣେଇ ପାହାଡ଼ ପାଦଦେଶରେ ବ୍ରିଟିଶ ସରକାରଙ୍କ ବିରୋଧରେ ସଂଗଠିତ ଯୁଦ୍ଧ ଯାହା ପାଇକ ବିଦ୍ରୋହ ନାମରେ ଇତିହାସରେ ନାମିତ, ତାହା ସମଗ୍ର ଭାରତ ବର୍ଷରେ ସ୍ୱାଧୀନତା ଆନ୍ଦୋଳନର ପ୍ରଥମ ପଦକ୍ଷେପ ନାମରେ ବିଦିତ । ଏହି ସଂଗ୍ରାମ ତତ୍କାଳୀନ ରୋଡ଼ଙ୍ଗର ଜମିଦାର ବକ୍ସି ଜଗବନ୍ଧୁ ବିଦ୍ୟାଧର ରାୟ ମହାପାତ୍ରଙ୍କ ନେତୃତ୍ୱରେ ଲଢ଼ାଯାଇଥିଲା ।

ଏହି ସଂଗ୍ରାମରେ ଓଡ଼ିଶାର ବହୁ ସଂଗ୍ରାମୀ ଯୋଦ୍ଧା ଅଂଶଗ୍ରହଣ କରିଥିଲେ। ଏହି ଯୋଦ୍ଧାମାନଙ୍କୁ ଓଡ଼ିଶାରେ ପାଇକ ବୋଲି କୁହାଯାଏ । ଏହା ଓଡ଼ିଶାର ଐତିହ ଓ ସଂଗ୍ରାମୀ ପରମ୍ପାରର ପ୍ରତୀକ ହୋଇଥିବାରୁ ଏବଂ ଭାରତର ସ୍ୱାଧୀନତ ଆନ୍ଦୋଳନକୁ ପରବର୍ତ୍ତୀ ପର୍ୟ୍ୟାୟରେ ପ୍ରେରଣା ଯୋଗାଇବାରେ ସହାୟକ ହୋଇଥିବାରୁ ଏହି ସଂଗ୍ରାମ ସଂଗଠିତ ହୋଇଥିବା ସ୍ଥଳରେ କେନ୍ଦ୍ର ସରକାର ଏକ ସ୍ମାରକୀ ନିର୍ମାଣ ପାଇଁ ନିଷ୍ପତ୍ତି ନେଇଛନ୍ତି । ସେଥିପାଇଁ ରାଜ୍ୟ ସରକାର ବିନା ମୂଲ୍ୟରେ ଜମି ଯୋଗାଇଦେଇଛନ୍ତି । ଏହି ସ୍ମାରକୀ ଓଡ଼ିଶାର ପର୍ଯ୍ଯଟନ ଶିଳ୍ପ ବିକାଶରେ ମଧ୍ୟ ସହଯୋଗ କରିବା ସହ ଐତିହାସିକ ଓ ଗବେଷକମାନଙ୍କ ବିଶେଷ ସହାୟତ ପ୍ରଦାନ କରିବ ।

ଜୋର ଧରିଲା ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦାବି
ଖୋର୍ଦ୍ଧା: ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦିଅ । ଏମିତି ଦାବିରେ ଖୋର୍ଦ୍ଧା ବରୁଣେଇ ପୀଠରେ ବିରାଟ ପାଇକ ସମାବେଶ । କେନ୍ଦ୍ର ସରକାର ନିଷ୍ପତ୍ତି ବିରୋଧରେ ପାଇକ ପୁଅଙ୍କ ରଣ ହୁଙ୍କାର । ଓଡ଼ିଶା ବୀର ମହାସଂଘ ଆନୁକୂଲ୍ୟରେ ଖୋର୍ଦ୍ଧାର ବରୁଣେଇ ପୀଠରେ ଆରମ୍ଭ ହୋଇଛି ବିରାଟ ପାଇକ ସମାବେଶ ।

ଗଂଜାମ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଅନୁଗୁଳ ଓ ତାଳଚେର ସମେତ ବିଭିନ୍ନ ପ୍ରାନ୍ତରୁ ହୋଇଛଇ ପାଇକଙ୍କ ମେଳି । ବରୁଣେଇଠାରୁ ଭୁବନେଶ୍ବର ପର୍ଯ୍ଯନ୍ତ ସମାବେଶକୁ ପାଇକ ଶୋଭାଯାତ୍ରା । ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ମାନ୍ୟତା ଏବଂ ପାଇକ ସ୍ମାରକୀ ନିର୍ମାଣ ପ୍ରସ୍ତାବିତ ସ୍ଥାନକୁ ବିନା ମୂଲ୍ୟରେ ଯୋଗାଇ ଦେବାକୁ ଦାବି କରାଯାଇଛି । ବରୁଣେଇ ପୀଠରୁ ମଶାଲ ଶୋଭାଯାତ୍ରା ଆରମ୍ଭ ହୋଇ । ପଞ୍ଚ ପାଇକ, ଖୋର୍ଦ୍ଧା ସହର, ଜାତୀୟ ରାଜପଥ ଦେଇ ଭୁବନେଶ୍ବରରେ ପହଞ୍ଚିବ। ଶୋଭାଯାତ୍ରାରେ ପାଇକଙ୍କ ଦାୟଦ, ବୁଦ୍ଧିଜୀବୀ ଓ ସ୍ଥାନୀୟ ନେତୃତ୍ବ ସାମିଲ ହୋଇଛନ୍ତି।