SevereColdWave - The Sakala

ରାଜ୍ୟରେ ରେକର୍ଡ ଭାଙ୍ଗୁଛି ହାଡଭଙ୍ଗା ଶୀତ, ୧୦ ଡିଗ୍ରି ତଳେ ୨୫ ସହରର ତାପମାତ୍ରା
ଭୁବନେଶ୍ୱର: ମାଘ ମାସରେ ଅନୁଭୂତ ହେଉଛି ବାଘ ଭଳି ଶୀତ। ଲଗାତାର ଭାବେ ପାରଦ ତଳମୁହାଁ ହେତୁ ଅଧିକାଂଶ ସ୍ଥାନରେ ଶୀତ ଲହରୀ ଜାରି ରହିଛି। ଉପାନ୍ତରୁ ଉପକୂଳ ଯାଏଁ ପ୍ରବଳ ଜାଡ଼ରେ ଥରୁଛି ସାରା ଓଡ଼ିଶା। ୨୫ଟି ସହରର ପାରଦ ୧୦ ଡିଗ୍ରି କିମ୍ବା ତା’ଠାରୁ କମ୍ ରେକର୍ଡ ହୋଇଛି । ରାଜ୍ୟର ପାହାଡ଼ିଆ ଅଞ୍ଚଳ ଭଳି ସମତଳ ଅଞ୍ଚଳରେ ମଧ୍ୟ ପ୍ରବଳ ଶୀତ ଅନୁଭୂତ ହେବା ସଙ୍ଗେ ସଙ୍ଗେ ଦ୍ୱୈତ ନଗରୀ କଟକ-ଭୁବନେଶ୍ୱରରେ କାଠୁଆ ଶୀତ ପଡ଼ିଛି। ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟରେ ତାପମାତ୍ରା ଶୂନ ଡିଗ୍ରିକୁ ଖସିଛି ।  ଯାହା ରାଜ୍ୟର ସବୁଠାରୁ କମ୍ । ସେହିପରି ଝାରସୁଗୁଡ଼ାରେ ଆଜି ୬.୨ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପାରଦ ୧୦.୨ ଡୀଗ୍ରି ସେଲସିୟସକୁ ଖସିଛି ।

୨୦୧୪ ମସିହାରୁ ଶିମିଳିପାଳରେ ତାପମାତ୍ରା ରେକର୍ଡ ହେଉଥିବା ବେଳେ ୧୩ବର୍ଷ ମଧ୍ୟରେ ତାପମାତ୍ରା ବିଯୁକ୍ତକୁ କେବେ ଖସି ନଥିଲା। ଏଥିଯୋଗୁଁ ଉପରବାରହାକାମୁଡା ସଂଲଗ୍ନ ଅଞ୍ଚଳର ବିଭିନ୍ନ ସ୍ଥାନରେ ତୁହିନର ଆସ୍ତରଣ ଦେଖାଦେଇଛି। ଅପରପକ୍ଷେ, ଏପରି ହାଡ଼ଭଙ୍ଗା ଶୀତର ପ୍ରକୋପ ଶିମିଳିପାଳ ସଂଲଗ୍ନ ଜନବସତି ସମେତ ଜିଲ୍ଲାବ୍ୟାପୀ ଦେଖିବାକୁ ମିଳିଛି। ଶୀତର ପ୍ରକୋପରେ ଜିଲ୍ଲାବାସୀ ଅସମ୍ଭାଳ ହୋଇପଡ଼ିଛନ୍ତି। ବିଶେଷକରି, ଗୃହପାଳିତ ପଶୁ ଓ ବନ୍ୟଜନ୍ତୁ ଅସହ୍ୟ ଜାଡ଼ରେ କଲବଲ ହେଉଥିବା ଦେଖିବାକୁ ମିଳୁଛି।

ତେବେ ଆଜି ଠାରୁ ରାଜ୍ୟରେ କିଛି ପରିମାଣରେ ତାପମାତ୍ରା ବଢିବା ସହ କମିବ ଶୀତ । ବଙ୍ଗୋପସାଗରରେ ସୃଷ୍ଟ ତୀବ୍ର ଅବପାତର ବାହ୍ୟ ବାଦଲ ପ୍ରଭାବରେ ରାଜ୍ୟରେ ପାଗ ଆଂଶିକ ମେଘୁଆ ରହିବା ସହିତ ତାପମାତ୍ରାରେ ବୃଦ୍ଧି ହେବା ନେଇ ସମ୍ଭାବନା ରହିଛି । ୧୨ ଜାନୁଆରୀ ପରେ ରାଜ୍ୟରେ ପୁଣି ଖସିବ ପାରଦ।

ଶୀତ ପାଇଁ ୧୪ ଜିଲ୍ଲାକୁ ଜାରି ହେଲା ୟୋଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟର ଶୀତର ପ୍ରକୋପ ଆହୁରି ବୃଦ୍ଧି ପାଇବ।  ୨ ଦିନ ମଧ୍ୟରେ ଏହି ତାପମାତ୍ରା ହ୍ରାସ ହେବାକୁ ଥିବା ବେଳେ ରାଜ୍ୟର ଆସନ୍ତା ୪ରୁ ୫ ଦିନ ମଧ୍ୟରେ ସ୍ୱାଭାବିକ ଠାରୁ ତାପମାତ୍ରା ୩-୪ ଡିଗ୍ରୀ ତଳେ ରହିବ। ଫଳରେ ବର୍ତ୍ତମାନ ତୁଳନାରେ ଶୀତର ପ୍ରକୋପ ବୃଦ୍ଧି ପାଇବ। ଶୀତର ପ୍ରକୋପ ବୃଦ୍ଧ ନେଇ ପାଣିପାଗ ବିଭାଗ ପକ୍ଷରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇିଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ସୋନପୁର, ବୌଦ୍ଧ, କନ୍ଧମାଳ, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ଦେବଗଡ, ଓ ସମ୍ବଲପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କନ୍ଧମାଳର ଦାରିଙ୍ଗବାଡି ଏବେ ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି ।

ରାଜ୍ୟର ୧୩ଟି ସ୍ଥାନରେ ସର୍ବନିମ୍ନ ରାତ୍ର ତାପମାତ୍ରା ୧୦ ଡିଗ୍ରି ତଳେ ରେକର୍ଡ କରାଯାଇଛି । ଏଣେ ଏବର୍ଷର ସର୍ବନିମ୍ନ ତାପମାତ୍ରା ଦାରିଙ୍ଗବାଡ଼ିରେ ରେକର୍ଡ ହୋଇଛି । ଏଠାରେ ରାତ୍ର ତାପମାତ୍ରା ୪ ଡିଗ୍ରି ସେଲସିଅସ୍ ଥିଲା । ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ସହର ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।