Omicron in Odisha - The Sakala

ଓଡ଼ିଶାରେ ୨ ଶହ ପାର୍‌ କଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ ଆଉ ୩୨ ଆକ୍ରାନ୍ତ
ଭୁବନେଶ୍ବର :  ରାଜ୍ୟରେ କାୟା ମେଲାଇ ଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଆଜି ରାଜ୍ୟରୁ ଆଉ ୩୨ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୨୦୨ କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍‍ ।

ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରନ ବର୍ତ୍ତମାନ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି। ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଭୟଙ୍କର ହେବାରେ ଲାଗିଲାଣି ଓମିକ୍ରନ୍ । ପ୍ରତିଦିନ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରଠୁ ରାଜ୍ୟରେ ଏହି ସଂଖ୍ୟା ବଢିବାରେ ଲାଗିଛି। ଆଜି ରାଜ୍ୟରୁ ଚିହ୍ନଟ ୩୨ ଓମିକ୍ରନ ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ୍‌ ଓମିକ୍ରନ ସଂକ୍ରମିତ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି।

ଅନ୍ୟପଟେ ରାଜ୍ୟରୁ ଆଜି  ୧୦୮୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୨୯୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୫୬୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୨୧ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୨୭୩୫ କୁ ବୃଦ୍ଧି ପାଇଥିବା ବେଳେ ୧୦୫୨୩୯୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୬୧୮୦୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଓଡ଼ିଶାରେ କାୟା ମେଲାଉଛି ଓମିକ୍ରନ : ଚିହ୍ନଟ ହେଲେ ଆଉ ୬୭ ଓମିକ୍ରନ ଆକ୍ରାନ୍ତ
ଭୁବନେଶ୍ବର : ରାଜ୍ୟରେ କାୟା ମେଲାଇ ଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଅାଜି ରାଜ୍ୟରୁ ଆଉ ୬୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍‍ ।

ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରନ ବର୍ତ୍ତମାନ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି। ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଭୟଙ୍କର ହେବାରେ ଲାଗିଲାଣି ଓମିକ୍ରନ୍ । ପ୍ରତିଦିନ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।ଆଇଏଲ୍‌ଏସ୍‌ ପକ୍ଷରୁ କୁହାଯାଇଛି ଯେ ୨୬୩ ଜଣଙ୍କର ନମୁନା ଜିନୋମ ସ୍ବିକେନ୍ସିଂ ପାଇଁ ପଠାଯାଇଥିଲା। ଏଥିରୁ ୬୭ ଜଣଙ୍କର ରିପୋର୍ଟରେ ଓମିକ୍ରନ୍‌ ସଂକ୍ରମଣ ଚିହ୍ନଟ ହୋଇଛି। ନୂଆ ଓମିକ୍ରନ୍‌ ଚିହ୍ନଟ ୬୭ ଜଣ ବ୍ୟକ୍ତି ଲୋକାଲ କେସ୍‌ ରହିଛନ୍ତି। ଏହାସହିତ ରାଜ୍ୟରେ ଓମିକ୍ରନ ସଂକ୍ରମିତ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି। ଅନ୍ୟପଟେ ଆଜି ଚିହ୍ନଟ ୬୭ ଓମିକ୍ରନ ଆକ୍ରାନ୍ତ ଲୋକାଲ କେସ୍‌ ହୋଇଥିବାରୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଆକ୍ରାନ୍ତଙ୍କ କଣ୍ଟ୍ରାକ୍ଟ ଟ୍ରେସିିଂ ଜାରି ରହିଛି।

ସେହିପରି ରାଜ୍ୟରେ କରୋନା ସଂକ୍ରମଣ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୮୭୭୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୬୮୨ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୬୮୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୯୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୧୫୪୭ କୁ ବୃଦ୍ଧି ପାଇଥିବା ବେଳେ ୧୦୪୭୭୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୩୫୨୪୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ରାଜ୍ଯରେ ୧୦୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ଯା, ଚିହ୍ନଟ ହେଲେ ଆଉ ୨୮ ପଜିଟିଭ୍
ଭୁବନେଶ୍ବର: ରାଜ୍ଯରେ କରୋନା ସଂକ୍ରମଣ କ୍ଷୀପ୍ର ଗତିରେ ବ୍ଯାପୁଥିବା ବେଳେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମାମଲା ୧୦୦ ଟପିଛି। ରାଜ୍ୟରେ ଆଉ ୨୮ ଓମିକ୍ରନ୍‍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଆଜିର ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ମୋଟ୍‍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ଯା ୧୦୩ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍‍ ।

ସୂଚନା ଅନୁଯାୟୀ, ରାଜ୍ୟରେ ଆଜି  ୪୮୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୨୩ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୦୦୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪୮ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୫୬୯୮ କୁ ବୃଦ୍ଧି ପାଇଥିବା ବେଳେ ୧୦୪୬୬୧୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ୨୦୫୬୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

କାୟା ମେଲାଉଛି ଓମିକ୍ରନ : ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୪ ଓମିକ୍ରନ ଆକ୍ରାନ୍ତ, ୭୫ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
ଭୁବନେଶ୍ବର : ରାଜ୍ୟରେ କାୟା ମେଲାଇ ଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରନ ବର୍ତ୍ତମାନ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି। ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଭୟଙ୍କର ହେବାରେ ଲାଗିଲାଣି ଓମିକ୍ରନ୍ । ପ୍ରତିଦିନ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସେହିପରି ରାଜ୍ୟରେ ଆଜି ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଲାଇଫ ସାଇନ୍ସେସ୍ (ଆଇଏଲ୍‌ଏସ୍‌) । ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୭୫କୁ ବୃଦ୍ଧି ପାଇଛି ।

ଆଜି ଯେଉଁ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ୮ ଜଣ ବିଦେଶ ଫେରନ୍ତା ବୋଲି ଜଣାପଡିଛି । ଏହାସହିତ ୪ ଜଣ ଲୋକାସ କେସ୍ ରହିଥିବା ବେଳେ ଆଉ ବାକି ୨ ଜଣଙ୍କର ଟ୍ରାଭେଲ ହିଷ୍ଟ୍ରି ଅନୁଧ୍ୟାନ ଚାଲିଛି । ଏମାନେ ସମସ୍ତେ କରୋନା ପଜିଟିଭ ଆସିଥିଲେ । ପରେ ସେମାନଙ୍କର ଜିନମ ସ୍ୱିକ୍ୟୁନ୍ସିଂ କରାଯାଇଥିଲା । ଆଜି ସେମାନେ ଓମିକ୍ରନ ଆକ୍ରାନ୍ତ ଥିବା ଜଣାପଡିଛି ।

ସେହିପରି ରାଜ୍ୟରେ ଡିସେମ୍ବର ୨୧ ତାରିଖରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାପରେ ରାଜ୍ୟରେ ଏବେ କାୟା ମେଲାଇଲାଣି ଓମିକ୍ରନ । ପ୍ରତିଦିନ ଜିଲ୍ଲାରେ ଓମିକ୍ରନ କାୟା ବିସ୍ତାର କରିସାରିଲାଣି । ସେପଟେ ରାଜ୍ୟରେ କରୋନା ମଧ୍ୟ ଦ୍ରୁତ ଗତିରେ ମାଡିବାରେ ଲାଗିଲାଣି । ଦୈନିକ ସଂକ୍ରମଣ ଏବେ ୪ ହଜାର ମୁହାଁ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୬୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୩୮୪ ଜଣ ଅଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୨୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ
ବଲାଙ୍ଗିର: ରାଜ୍ୟରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ । କୋଭିଡରେ ଆକ୍ରାନ୍ତ ବଲାଙ୍ଗିରର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣଙ୍କ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଙ୍ଗା ଡୁଙ୍ଗୁରିପାଲି ଗାଁର ୫୫ ବର୍ଷୀୟ ଇନ୍ଦିରା ନାଏକ । ଗତ ୨୨ ତାରିଖରେ ହୃତଘାତ୍ ଯୋଗୁ ମହିଳା ଜଣଙ୍କ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ବଲାଙ୍ଗିରରେ ୨ ଦିନ ଚିକିତ୍ସିତ ହେବା ପରେ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ବୁର୍ଲା ସ୍ଥାନାନ୍ତର କରିଥିଲେ । ଗତ ୨୭ ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲାରେ ତାଙ୍କର ମୃତ୍ୟୁ ଘଟିଥିଲା । ଚିକିତ୍ସାଧିନ ଅବସ୍ଥାରେ କୋଭିଡ୍ ଟେଷ୍ଟ ବେଳେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା । ୨୭ ତାରିଖରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ତାରିଖରେ ସେ ଓମିକ୍ରନ୍ ସଂକ୍ରମିତ ହୋଇଥିବା ରିପୋର୍ଟ ଆସିଛି । ଫଳରେ ରାଜ୍ୟରେ ଓ ବଲାଙ୍ଗି ଜିଲ୍ଲାରେ ପ୍ରଥମ ଓମିକ୍ରନ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସ୍ନେହାଙ୍ଗିନୀ ସାହୁ ସୂଚନା ଦେଇଛନ୍ତି ।

ବୁର୍ଲାରେ ମୃତ୍ୟୁ ପରେ ତାଙ୍କ ଶବକୁ ନିଜ ଗାଁ ଡୁଙ୍ଗୁରିପାଲିକୁ ଆଣି ସତ୍କାର କରିଥିଲେ ପରିବାର ଲୋକ । ଶବ ସତ୍କାରରେ ଶହ ଶହ ଲୋକ ସହ ପରିବାର ଲୋକେ ମଧ୍ୟ ସାମିଲ ହୋଇଥିଲେ । ଫଳରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି । ଏବେ ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ ଡୁଙ୍ଗୁରିପାଲି ଗାଁକୁ ଯାଇ ସ୍ୱାବ୍ ସଂଗ୍ରହ କରୁଛି । ବଲାଙ୍ଗି ଭୀମଭୋଇ ମେଡିକାଲରେ ମହିଳା ଜଣଙ୍କ ଚିକିତ୍ସିତ ହୋଇଥିବାରୁ ସେହି ୱାର୍ଡରେ ମଧ୍ୟ କଣ୍ଟାକ୍ଟ ଟ୍ରେସିଂ କରାଯାଉଛି । ମୃତ୍ୟୁବରଣ କରିଥିବା ୫୫ ବର୍ଷିଅ ମହିଳା ଜଣଙ୍କର କୌଣସି ବିଦେଶ ଗସ୍ତ ବିବରଣୀ ନାହିଁ ।

ସୂଚନା ଅନୁଯାୟୀ, ରାଜ୍ୟରେ ଏଯାବତ୍ ୬୦ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୬୦ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ସୁସ୍ଥ ହୋଇ ସାରିଛନ୍ତି ।

କରୋନା ପାଇଁ ଜାରି ହେଲା ନୂଆ ଗାଇଡଲାଇନ: ରାତି ୯ଟାରୁ ସକାଳ ୫ଟା ଯାଏଁ ଲାଗୁ ହେବ ନାଇଟ୍ କର୍ଫ୍ୟୁ, ବନ୍ଦ ରହିବ ଅଫଲାଇନ୍ ପାଠପଢ଼ା
ଭୁବନେଶ୍ବର: କରୋନା ପୁଣି ଥରେ କାୟା ମେଲାଉଛି। ଏହାର ନୂଆ ଭାରିଆଣ୍ଟ ଓମିକ୍ରନ କ୍ଷୀପ୍ର ଗତିରେ ସଂକ୍ରମଣ ବୃଦ୍ଧି କରୁଛି।   ଦେଶ ଏବଂ ରାଜ୍ଯରେ ଦୈନିକ ସଂକ୍ରମିତଙ୍କ ସଂଖ୍ଯା ବୃଦ୍ଧି ଘଟିଛି। କିଛିଦିନ ହେବ ରାଜ୍ଯର ବିଭିନ୍ନ ଜିଲ୍ଲାରେ କରୋନା ମାମଲା  ମଧ୍ଯ ବୃଦ୍ଧି ଘଟିଛି। ଏହାକୁ ନଜରରେ ରଖି ରାଜ୍ଯସରକାରଙ୍କ ପକ୍ଷରୁ ଆଗୁଆ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।  ସମସ୍ତ ସହରାଞ୍ଚଳରେ ନାଇଟ୍ କର୍ଫ୍ୟୁ ଲାଗୁ ହେବ। ଏନେଇ ପ୍ରେସମିଟ୍ କରି ସୂଚନା ଦେଲେ ଏସଆରସି ପ୍ରଦୀପ ଜେନା । ସେ ଆହୁରି ମଧ୍ଯ କହିଛନ୍ତି ଯେ…

-ରାତି ୯ଟାରୁ ସକାଳ ୫ଟା ଯାଏଁ ଲାଗୁ ହେବ ନାଇଟ୍ କର୍ଫ୍ୟୁ ।

– ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ

-୧୦୦ ଲୋକଙ୍କୁ ନେଇ ହେବ ବାହାଘର, ବ୍ରତଘର

-ବାହାଘର ଶୋଭାଯାତ୍ରାରେ ସର୍ବାଧିକ ୩୦ ଜଣଙ୍କୁ ଅନୁମତି ।

-ବାହାଘର ଏବଂ ରିସେପ୍‌ସନ ଛଡ଼ା ଅନ୍ୟ କାର୍ଯ୍ଯକ୍ରମକୁ ଅନୁମତି ନାହିଁ ।

-ଶୁଦ୍ଧିକାର୍ଯ୍ଯରେ ୫୦ ଜଣଙ୍କୁ ଅନୁମତି ।

-ମାଟ୍ରିକ୍‌ ଆସେସମେଣ୍ଟ ପରୀକ୍ଷା ଚାଲୁ ରହିବ, କ୍ଲାସ ବନ୍ଦ ରହିବ ।

-ସମସ୍ତ ସ୍କୁଲ କଲେଜରେ ଦ୍ୱାଦଶ ଶ୍ରେଣୀ ପର୍ଯ୍ଯନ୍ତ କ୍ଲାସ ବନ୍ଦ ରହିବ ।

-କ୍ଲାସ ବନ୍ଦ ରହିଲେ ବି ଅନଲାଇନ ପାଠପଢ଼ା ଚାଲୁ ରହିବ ।

-ଦଶମ, ଦ୍ୱାଦଶ ପିଲାଙ୍କ ପାଇଁ ଛୋଟ ଛୋଟ ବ୍ୟାଚ୍ ଡାଉଟ କ୍ଲିୟରିଂ କ୍ଲାସ କରିପାରିବେ ।

-ସରକାରୀ ମିଟିଂ ବା ଟ୍ରେନିଂ କାର୍ଯ୍ଯକ୍ରମରେ ୧୦୦ ଲୋକ ରହିପାରିବେ ।

– ସର୍ବାଧିକ ୫୦ ଲୋକଙ୍କୁ ନେଇ ହୋଇପାରିବ ଇଣ୍ଡୋର, ଆଉଟଡୋର ଫିଲ୍ମ ସୁଟିଂ ।

-ଭିଡ଼ ହେଲେ ମଲ୍, ଦୋକାନ ମାଲିକ ଦାୟୀ; ୭ ଦିନ ଯାଏ ବନ୍ଦ କରାଯିବ ।

-ରାଜନୈତିକ, ଶୈକ୍ଷିକ ସମାବେଶରେ ସର୍ବାଧିକ ୧୦୦ ଲୋକଙ୍କୁ ଅନୁମତି ।

-ପର୍ଯ୍ଯଟନ ସ୍ଥାନରେ ପିକ୍‌ନିକ୍‌ ସଂପୂର୍ଣ୍ଣ ବାରଣ କରାଯାଇଛି ।

-କୌଣସି ହୋଟେଲ, ପାର୍କରେ ସାଂସ୍କୃତିକ କାର୍ଯ୍ଯକ୍ରମ କରାଯାଇ ପାରିବନି ।

-ସ୍କୁଲ, କଲେଜ ପିକନିକ୍, ଏସ୍କର୍ସନ ସଂପୂର୍ଣ୍ଣ ଭାବେ ବାରଣ ।

-ହୋଟେଲ, ବାର୍ ରାତି ୯ଟା ଯାଏ ଖୋଲା; ୫୦% କ୍ଷମତାରେ ଚାଲିବ ।

କଟକଣା ସମୟରେ ଅତ୍ୟାବଶକୀୟ ସୁବିଧା ପୂର୍ବପରି ଉପଲବ୍ଧ ରହିବ । ଜାନୁଆରୀ ମାସରେ ଦଶମ ଶ୍ରେଣୀ ଆସେସମେଣ୍ଟ ପରୀକ୍ଷା ଜାରି ରହିବ । ସେପଟେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସରକାର ମିନି କ୍ଲାସ କରିବେ । ଅଭିଭାବକ ମାନଙ୍କ ପରାମର୍ଶ କ୍ରମେ ଏନେଇ କାର୍ଯ୍ଯକ୍ରମ କରାଯିବ ବୋଲି ଏସଆରସି ପ୍ରଦୀପ ଜେନା କହିଛନ୍ତି।

ରାଜ୍ଯରେ ଓମିକ୍ରନ ବିସ୍ଫୋରଣ: ଚିହ୍ନଟ ହେଲେ ଆଉ ୨୪ ଓମିକ୍ରନ ପଜିଟିଭ୍
ଭୁବନେଶ୍ବର: ରାଜ୍ଯରେ କାୟା ବିସ୍ତାର କରୁଛି କରୋନାର ନୂଆ ଭାରିଆଣ୍ଟ। ପୁଣି ଚିହ୍ନଟ ହୋଇଛନ୍ତି ଏକାଧିକ ସଂଖ୍ଯକ ଓମିକ୍ରନ ଆକ୍ରାନ୍ତ ।  ଆଉ ୨୪ ଓମିକ୍ରନ୍ ଆକ୍ରାନ୍ତ ହୋଇଛନ୍ତି। ଚିହ୍ନଟ ୨୪ ଜଣଙ୍କ ମଧ୍ୟରୁ ୫ ଜଣଙ୍କ ବିଦେଶ ଲିଙ୍କ୍ ରହିଥିବା ଜଣାପଡ଼ିଛି। ବାକି ୧୯ ଜଣ ସ୍ଥାନୀୟ ସଂକ୍ରମିତ ହୋଇଥିବା ସୂଚନା । ଏଥିସହ ଓଡିଶାରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି । ନୂଆ ପଜିଟିଭ୍ ଚିହ୍ନଟ ହେବା ନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍ ।

ରାଜ୍ୟରୁ ଆଜି ଚିହ୍ନଟ ୨୩ ଓମିକ୍ରନ ଆକ୍ରାନ୍ତଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ, ଏହି ଜିଲ୍ଲାରୁ ସର୍ବାଧିକ ଓମିକ୍ରନ ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଚିନ୍ତା ବଢାଇଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଆଜି ରାଜ୍ୟରୁ ଆଉ ୨୩ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଗରୁ ରାଜ୍ୟରେ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ଛୁଇଁଛି ।

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ୨୩ ଜଣ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୧୯ ଜଣ ପୁରୁଷ ୪ ଜଣ ମହିଳା ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ଆଜି ଚିହ୍ନଟ ସମସ୍ତ ୨୩ ଓମିକ୍ରନ ଆକ୍ରାନ୍ତଙ୍କ ବୟସ ୮ରୁ ୮୩ ମଧ୍ୟରେ ରହିଛି। ଏଥି ମଧ୍ୟରୁ ସର୍ବାଧିକ ୭ ଜଣ କେଉଁଝରରୁ ଚିହ୍ନଟ ହେଇଥିବା ବେଳେ ଖୋର୍ଦ୍ଧାରୁ ୪ , ବୌଦ୍ଧ ରୁ ୨ ଜଣ, ବାଲେଶ୍ଵର ରୁ ୧, ଜଗତସିଂହପୁର ରୁ ୧, ସମ୍ବଲପୁରର ରୁ ୩, ପୁରୀ ରୁ ୩, ଅନୁଗୁଳ ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସମସ୍ତଙ୍କର ସାମାନ୍ୟ ଲକ୍ଷଣ ଅଛି। ସମସ୍ତଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଅଛି। ସେମାନଙ୍କର କଣ୍ଟାକ ଟ୍ରେସିଙ୍ଗ ହେଇଛି ଏବଂ ରିପୋର୍ଟ ଆସିବା ବାକି ଅଛି।ପ୍ରାଥମିକ ରିପୋର୍ଟ ରୁ ଜଣା ପଡ଼ୁଛି ୫୦ ପ୍ରତିଶତ ବିଦେଶ ଫେରନ୍ତା ଓ ୫୦ ପ୍ରତିଶତ ସ୍ଥାନୀୟ ଲୋକ। ସ୍ଥାନୀୟ ଲୋକଙ୍କ ଟ୍ରାଭେଲ୍ ହିଷ୍ଟ୍ରୁ ଯାଞ୍ଚ୍ ଚାଲିଛି। ଯେଉଁ ମାନଙ୍କର ଫରେନ୍ ଫେରନ୍ତା ହୀଷ୍ଟ୍ରି ନାହିଁ। ଆଗରୁ କେବେ ଯାଇଥିଲେ କି ତାହା ଯାଞ୍ଚ କରାଯିବ।

ଓଡ଼ିଶାରେ ଚିନ୍ତା ବଢାଇଲା ଓମିକ୍ରନ : ଚିହ୍ନଟ ହେଲେ ଆଉ ୨୩ ଓମିକ୍ରନ ଆକ୍ରାନ୍ତ, ୩୭କୁ ବଢ଼ିଲା ମୋଟ୍‌ ସଂଖ୍ୟା
ଭୁବନେଶ୍ବର : ରାଜ୍ୟରେ ଚିନ୍ତା ବଢାଇଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଆଜି ଆଉ ୨୩ ନୂଆ ଓମିକ୍ରନ ଆକ୍ରାନ୍ତ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି। ଏନେଇ ଆଇଏଲଏସ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ତେବେ ଆଗରୁ ରାଜ୍ୟରେ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ଛୁଇଁଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦ ପ୍ରତିଶତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ବାହାର ରାଜ୍ୟ କିମ୍ବା ଦେଶରୁ ଥିବାବେଳେ, ୫୦ ପ୍ରତିଶତ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡିଛି ।

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ୨୩ ଓମିକ୍ରନ ସଂକ୍ରମିତଙ୍କ ମଧ୍ୟରୁ ୫୦ ପ୍ରତିଶତ ଆକ୍ରାନ୍ତ ବିଦେଶ କିମ୍ବା ଅନ୍ୟ ରାଜ୍ୟକୁ ମଧ୍ୟ ନଯାଇ ଓମିକ୍ରନ୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ସଂକ୍ରମିତ ଚିହ୍ନଟ ଗୋଷ୍ଠୀ ସଂକ୍ରମଣକୁ ଇଙ୍ଗିତ କରୁନି ତ ? ଏହା ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟ କରିବ । ହେଲେ ରାଜ୍ୟରେ ଏକାବେଳ ୨୩ ଆକ୍ରାନ୍ତ ଚିହ୍ନଟ ମୁଣ୍ଡ ବିନ୍ଧାର କାରଣ ପାଲଟିଲାଣି । ଏହି ୨୩ ଆକ୍ରାନ୍ତଙ୍କ ମଧ୍ୟରୁ କେତେ ସଂଖ୍ୟକ ବିଦେଶ ଫେରନ୍ତା ଓ କେତେ ସଂଖ୍ୟକ ସ୍ଥାନୀୟ ସଂକ୍ରମିତ ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ । ପୂର୍ବରୁ ଯେଉଁ ୧୪ ଜଣ ଓମିକ୍ରନ୍ ସଂକ୍ରମିତ ହୋଇଥିଲେ ସେମାନଙ୍କ ମଧ୍ୟରେ ମଧ୍ୟ ସ୍ଥାନୀୟ ଲୋକ ଥିଲେ। ତେବେ ଏହି ୧୪ ଜଣଙ୍କ ମଧ୍ୟରୁ କେହି ଗୁରୁତର ନଥିଲେ। ସମସ୍ତଙ୍କ ଅବସ୍ଥା ଭଲ ଥିଲା। ନୂତନ ୨୩ ଓମିକ୍ରନ୍ ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍ ମାମଲା ୩୭କୁ ବୃଦ୍ଧି ପାଇଛି । ଜଣେ ଓମିକ୍ରନ୍ ଆକ୍ରାନ୍ତ ସୁସ୍ଥ ହୋଇ ଥିବାବେଳେ ଆଉ ୩୬ଟି ମାମଲା ସକ୍ରିୟ ରହିଛି ।

୫ ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ବିଷୟରେ ସଂପୂର୍ଣ୍ଣ ତଥ୍ୟ ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର: ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୫ ଜଣ ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ସଂପର୍କରେ ସଂପୂର୍ଣ୍ଣ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୪ ଜଣ ପୁରୁଷ ଥିବା ବେଳେ ଜଣେ ମହିଳା ଅଛନ୍ତି । ସମସ୍ତ ଆକ୍ରାନ୍ତଙ୍କ ବୟସ ୨୨ରୁ ୪୪ ବର୍ଷ ମଧ୍ୟରେ ରହିଛି । ଚାରି ଜଣ କାତାର, କଙ୍ଗୋ, ୟୁଏଇରୁ ଫେରିଥିବା ସୂଚନା ମିଳିଥିବା ବେଳେ ଜଣଙ୍କର ଟ୍ରାଭେଲ ହିଷ୍ଟ୍ରି ନାହିଁ । ସଂକ୍ରମିତ ପଞ୍ଚମ ବ୍ୟକ୍ତି କୌଣସି ବିଦେଶ ଗସ୍ତ କରିନାହାନ୍ତି। ସେହି ବ୍ୟକ୍ତି ଜଣକ ରାୟପୁର ଓ ହାଇଦ୍ରାବାଦ ଯାଇଥିଲେ । ସମସ୍ତଙ୍କର କଂଟାକ୍ଟ ଟ୍ରେସିଂ ସରିଛି । ଜଣକର ପଜିଟିଭ ଆସିଛି । ତାଙ୍କ ରିପୋର୍ଟକୁ ଜିନମ ସିକ୍ୱେନସିଂ ପାଇଁ ପଠାଯାଇଥିବା ସ୍ୱାସ୍ଥ୍ୟ ବିଭାଗ କହିଛି । ଦୁଇ ଜଣଙ୍କ କଂଟାକ୍ଟ ଟ୍ରେସିଂ ରିପୋର୍ଟ ନେଗେଟିଭ ରହିଥିବା ବେଳେ ଅନ୍ୟ ୨ଜଣଙ୍କର କଂଟାକ୍ଟ ଟ୍ରେସିଂ ରିପୋର୍ଟ ଆସିନାହିଁ ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୯ ଜଣ ଆକ୍ରାନ୍ତ ରାଜ୍ୟରେ ଚିହ୍ନଟ ହୋଇ ଚିକିତ୍ସିତ ହେଉଛନ୍ତି । ଡିସେମ୍ବର ୨୧ ତାରିଖରେ ରାଜ୍ୟରେ ଓମିକ୍ରନର ପ୍ରଥମ ମାମଲା ରିପୋର୍ଟ ହୋଇଥିଲା । ତେବେ ରାଜ୍ୟରେ ଚିହ୍ନଟ ହୋଇଥିବା ୧୪ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି ।

ଚିନ୍ତା ବଢାଇଲା ଓମିକ୍ରନ: ପୁଣି ରାଜ୍ୟରୁ ଚିହ୍ନଟ ହେଲେ ଆଉ ୫ ଓମିକ୍ରନ ଆକ୍ରାନ୍ତ
ଭୁବନେଶ୍ୱର: ଚିନ୍ତା ବଢାଇଲା ଓମିକ୍ରନ। ପୁଣି ରାଜ୍ୟରୁ ଚିହ୍ନଟ ହେଲେ ଆଉ ୫ ଓମିକ୍ରନ ଆକ୍ରାନ୍ତ ।  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି । ସମ୍ପୃକ୍ତ ୫ ଆକ୍ରାନ୍ତଙ୍କ ତଥ୍ୟ ନେଇ ଅନୁଧ୍ୟାନ ଚାଲିଥିବା ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଗତ ଡିସେମ୍ବର ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓମିକ୍ରନ ମାମଲା ସାମ୍ନାକୁ ଆସିଥିଲା । ମାତ୍ର ୧୦ ଦିନ ଭିତରେ  ୧୪ ଜଣ ସଂକ୍ରମିତ ରାଜ୍ଯରେ ଚିହ୍ନଟ ହେଲେଣି ।

ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ, ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ଯା ୯କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧିପାଇଛି।

ସୂଚନା ଅନୁଯୟୀ, ଉକ୍ତ ବ୍ୟକ୍ତିଜଣ ସଂଯୁକ୍ତ ଆରବ ଏମିରେଟସରୁ ଫେରିଥିଲେ। ତାଙ୍କ ଘର କେନ୍ଦୁଝର ଜିଲାରେ ବୋଲି ସ୍ଥାନୀୟ ଇନଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସ ପକ୍ଷରୁ କୁହାଯାଇଛି। ତାଙ୍କୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।