contentment zone - The Sakala

୬ ଜଣ କୋଭିଡ ପଜିଟିଭ ଚିହ୍ନଟ ପରେ କଟକକୁ ଫେରିଲା କଣ୍ଟେନମେଣ୍ଟ ଜୋନ
କଟକ: ରାଜଧାନୀ ଭୁବନେଶ୍ୱର ପରେ କଟକକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ । ଗୋଟିଏ ପରିବାରର ଏକାବେଳକେ ୬ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଉକ୍ତ ଘରକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ସିଏମସି । କଟକ ସହର ଅନ୍ତର୍ଗତ ନୂଆ ରାଉସପାଟଣାର ଗୋପବନ୍ଧୁ ବିହାର ଅଞ୍ଚଳରେ ଏହି କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। କଣ୍ଟେନମେଣ୍ଟ ଜୋନ ଘୋଷଣା ପରେ ଉକ୍ତ ପରିବାର ଉପରେ କଡ଼ା କଟକଣା ଲଗାଯାଇଛି। ବାହାରର ଲୋକମାନେ ଉକ୍ତ ଘରକୁ ଯାଇପାରିବେ ନାହିଁ କିମ୍ବା ଉକ୍ତ ଘରେ ରହୁଥିବା ପରିବାର ସଦସ୍ୟମାନେ ବାହାରକୁ ଆସିପାରିବେ ନାହିଁ।। ପରିବାର ଲୋକଙ୍କୁ ସିଏମ୍‌ସି ପକ୍ଷରୁ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଓ ଔଷଧ ଆଦି ଯୋଗାଇ ଦିଆଯିବ।

ଚିନ୍ତା ବଢାଇଲା କରୋନା: ଭୁବନେଶ୍ବରକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍
ଭୁବନେଶ୍ୱର: କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନ ଆତଙ୍କ ଭିତରେ ରାଜଧାନୀ ଭୁବନେଶ୍ୱରକୁ ପୁଣି ଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍ । ଏକାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ ପରେ ସତର୍କତାମୂଳକ ପଦକ୍ଷେପ ନେଇ ବିଏମସି କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି । ବମିଖାଲର ଜୟଦୁର୍ଗା ନଗର ଓ ଭିଏସ୍ଏସ୍ ନଗରର ୧୧ ନମ୍ବର ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

ବିଏମସି ନିର୍ଦ୍ଦେଶ ଅନୁଯାୟୀ, କଣ୍ଟେନମେଣ୍ଟ ଜୋନରୁ କେହି ବାହାରକୁ ଯାଇପାରିବେ ନାହିଁ କି ପ୍ରବେଶ କରିବେ ନାହିଁ । ବମିଖାଲ ଜୟଦୁର୍ଗା ନଗରର ପ୍ଲଟ ନମ୍ବର ୧୩୦୩/୧୩୦୪କୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । କଣ୍ଟେନମେଣ୍ଟ ଜୋନରେ ବିଏମସି ସମସ୍ତ ଅତ୍ୟାବଶ୍ୟକୀୟ ସେବା ଯୋଗାଇଦେବ । କଣ୍ଟେନମେଣ୍ଟ ଜୋନରେ ଥିବା ଲୋକ ୯୩୩୮୭୩୩୬୪୧ ନମ୍ବରରେ କଲ୍ କରି ଔଷଧ୍ୟ ଓ ଅନ୍ୟ ଜିନିଷ ମଗାଇ ପାରିବେ ।

ସେହିଭଳି ଭିଏସ୍ଏସ୍ ନଗର ୧୧ ନମ୍ବର ୱାର୍ଡର ପ୍ଲଟ୍ ନମ୍ବର ଏଇ-୨୧୦କୁ କଣ୍ଟେନମେଣ୍ଟ ଜୋନ୍ କରାଯାଇଛି । କଣ୍ଟେନମେଣ୍ଟ ଜୋନକୁ ଲାଗି ରହିଥିବା ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି । ବିଏମସି ପକ୍ଷରୁ କଣ୍ଟେନମେଣ୍ଟ ଅଞ୍ଚଳରେ ସମସ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଉପଲବ୍ଧ କରାଯିବ