25th founding day of the BJD - The Sakala

ବିଜେଡି ଏକ ଦଳ ନୁହେଁ, ଏହା ଏକ ଆନ୍ଦୋଳନରେ ପରିଣତ ହୋଇଛି : ପ୍ରଣବ ପ୍ରକାଶ ଦାସ
ଭୁବନେଶ୍ବର : ବିଜୁ ଜନତା ଦଳ ଏକ ଦଳ ନୁହେଁ ବରଂ ଏହା ଏକ ଆନ୍ଦୋଳନରେ ପରିଣତ ହୋଇଛି। ଅନାହାର ମୃତ୍ୟୁ, ପ୍ରାକୃତିକ ବିପର୍ଯ୍ୟୟର ଅଦୂରଦର୍ଶୀ ପରିଚାଳନା, ଦୀର୍ଘମିଆଦୀ ଭିତ୍ତିଭୂମି ସୃଷ୍ଟି ନ କରି ପାରିବା ଦୁଇ ଦଶନ୍ଧି ତଳେ ଓଡ଼ିଶାର ପରିଚୟ ଥିଲା। ମାତ୍ର ରାଜ୍ୟ ତଥା ଦେଶ ରାଜନୀତିର ସମ୍ପୂର୍ଣ୍ଣ ନବାଗତ ବିଜୁ ଜନତା ଦଳ(ବିଜେଡି) ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପରୋକ୍ତ ଧାରଣାକୁ ବଦଳାଇବାରେ ସଫଳ ହୋଇପାରିଛନ୍ତି। ସାଧାରଣ ବଣ୍ଟନ ବ୍ୟବସ୍ଥାରେ ରାଜ୍ୟ ଜାତୀୟ ସ୍ତରରେ ଅଗ୍ରଣୀ ହୋଇ ପାରିଛି। ପ୍ରାକୃତିକ ବିପର୍ଯ୍ୟୟ ଆସିବାର ଯଥେଷ୍ଟ ପୂର୍ବରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା, ବିପର୍ଯ୍ୟୟ ପରବର୍ତ୍ତୀ ଉଦ୍ଧାରରେ ରାଜ୍ୟ ଅନ୍ତର୍ଜାତିକ ସ୍ତରରେ ଉଚ୍ଚ ପ୍ରଶଂସିତ ହୋଇପାରିଛି। ରାଜ୍ୟର ଭିତ୍ତିଭୂମିରେ ମଧ୍ୟ ଏକ ନାଟକୀୟ ପରିବର୍ତ୍ତନ ସବୁ ସ୍ଥାନରେ ପରିଲଖିତ ହୋଇଛି। ବର୍ତ୍ତମାନ ପୁଞ୍ଜିନିବେଶର ପ୍ରକୃଷ୍ଟ କ୍ଷେତ୍ର ହୋଇପାରିଛି ଓଡ଼ିଶା। ଯାହା କେବଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ସମ୍ଭବ ହୋଇପାରିଛି ବୋଲି ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସରେ ଆୟୋଜିତ ସଭାକୁ ସମ୍ବୋଧିତ କରି କହିଛନ୍ତି ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ।

ଆଜି ୨୫ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ବିଜୁ ଜନତା ଦଳର। ଜନସେବାର ଜୟଯାତ୍ରାରେ ଆଉ ଏକବର୍ଷ ଅତିକ୍ରମ କରିଛି ବିଜେଡି। ୨୫ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଳନ କରୁଛି ବିଜେଡି। ଏହି ଅବସରରେ ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ସଭାରେ ବିଜୁ ଜନତା ଦଳର ବିଧାୟକ ଓ କର୍ମୀମାନଙ୍କୁ ସମ୍ବୋଧିତ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି। ଜୀବନ ଥିବା ଯାଏ ତାଙ୍କୁ କେହି କ୍ଷମତାଚ୍ୟୁତ କରିପାରିବେନି। ସଂସଦରେ ୩୩ ପ୍ରତିଶତ ମହିଳା ସଂରକ୍ଷଣ ବ୍ୟବସ୍ଥା ଘୋଷଣା କରିଛନ୍ତି ନବୀନ। ଆମେ ଭାବିନଥିବା କଥାକୁ ନବୀନ କରି ଦେଖାଇଛନ୍ତି। ନିର୍ବାଚନ ଜିତିବାକୁ ନବୀନଙ୍କ ନାଁ ଯଥେଷ୍ଟ ବୋଲି କହିଛନ୍ତି ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ।

ପ୍ରଣବ ଆହୁରି ମଧ୍ୟ କହିଛନ୍ତି ଯେ ରାଜ୍ୟବାସୀଙ୍କ ପାଇଁ ଢାଲ ହୋଇ ଠିଆ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାରା ଓଡ଼ିଶାକୁ ନିଜ ପରିବାର ଭାବେ ଗ୍ରହଣ କରିଛନ୍ତି ନବୀନ । ଜନ୍ମରୁ ମୃତ୍ୟୁ ଯାଏ ରହିଛି ଅନେତ ଜନକଲ୍ୟାଣକାରୀ ଯୋଜନା । ଏ ହେଉଛି ନବୀନ ପଟ୍ଟନାୟକଙ୍କ ଶାସନର ମୂଳମନ୍ତ୍ର । ଯାହାର ସଫଳ କାର୍ଯ୍ୟକାରିତା ପାଇଁ ଫାଇଭ୍‌-ଟି ଓ ମୋ ସରକାର ପରି ଯୁଗାନ୍ତକାରୀ ପଦକ୍ଷେପ ନିଆଯାଇଛି । ଯାହାକୁ ପ୍ରଶଂସା କରୁଛି ସାରା ଭାରତବର୍ଷ ।ବିଜୁ ବାବୁଙ୍କ ସ୍ବପ୍ନକୁ ପୂରଣ କରିଛନ୍ତି ତାଙ୍କ ପୁତ୍ର ନବୀନ ପଟ୍ଟନାୟକ। ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ମିଳିବା ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଟାର ସୁଫଳ। ନବୀନଙ୍କ ରାଜନୀତିକୁ ଆସିବା ପୂର୍ବ ଏବଂ ପରବର୍ତ୍ତି ସମୟକୁ ଇତିହାସ ମନେ ରଖିବ। ଏବେ ନବୀନିଜିମ୍‌ ଆରମ୍ଭ ହୋଇଛି।ଧରାପୃଷ୍ଠରେ ଥିବା ଯାଏ ନବୀନ ପଟ୍ଟନାୟକଙ୍କୁ ଓଡ଼ିଶାବାସୀ କ୍ଷମତାଚ୍ୟୁତ କରିବେ ନାହିଁ ବୋଲି ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସରେ ଆୟୋଜିତ ସଭାକୁ ସମ୍ବୋଧିତ କରି କହିଛନ୍ତି ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ।

ବିଜେଡିର ୨୫ତମ ପ୍ରତିଷ୍ଠା ଦିବସରେ ଓଡିଶାବାସୀ ଓ ଦଳର କର୍ମୀଙ୍କୁ ଶୁଭେଚ୍ଛା ଜଣାଇଲେ ସୁପ୍ରିମୋ ନବୀନ ପଟ୍ଟନାୟକ
ଭୁବନେଶ୍ବର : ଆଜି ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ । ଜନସେବାର ଜୟଯାତ୍ରାରେ ଆଉ ଏକବର୍ଷ ଅତିକ୍ରମ କରିବାକୁ ଯାଉଛି ବିଜେଡି । ଆଜି ୨୫ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ବିଜୁ ଜନତା ଦଳ। ଏହି ଅବସରରେ ଓଡିଶାବାସୀ ଓ ଦଳର କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ସଭାପତି ନବୀନ ପଟ୍ଟନାୟକ। ୨୫ତମ ପ୍ରତିଷ୍ଠା ଦିବସ ଅବସରରେ ଟ୍ବିଟ୍‌ କରି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଛନ୍ତି ‘ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସରେ ଓଡ଼ିଶାବାସୀଙ୍କ ସହ ଦଳର ସମସ୍ତ କର୍ମୀ ଭାଇଭଉଣୀଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଆପଣମାନଙ୍କ ନିରନ୍ତର ଭଲପାଇବା ଓ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ବିିଜୁ ଜନତା ଦଳ କୋଟି କୋଟି ଓଡ଼ିଆଙ୍କ ବଳ ସାଜିଛି। ଆସନ୍ତୁ ଏହାକୁ ଅତୁଟ ରଖି ନୂଆ ଓଡ଼ିଶା, ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଅଗ୍ରସର ହେବା’।

ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସରେ ଓଡ଼ିଶାବାସୀଙ୍କ ସହ ଦଳର ସମସ୍ତ କର୍ମୀ ଭାଇଭଉଣୀଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଆପଣମାନଙ୍କ ନିରନ୍ତର ଭଲପାଇବା ଓ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ @bjd_odisha କୋଟି କୋଟି ଓଡ଼ିଆଙ୍କ ବଳ ସାଜିଛି। ଆସନ୍ତୁ ଏହାକୁ ଅତୁଟ ରଖି ନୂଆ ଓଡ଼ିଶା, ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଅଗ୍ରସର ହେବା। #25YearsOfBJD pic.twitter.com/wB4XszR0br

— Naveen Patnaik (@Naveen_Odisha) December 26, 2021

ସେହିପରି ବିଜେଡିର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ ଦଳର ସାଙ୍ଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ରାଜ୍ୟବାସୀ ଓ ଦଳୀୟ କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସାଙ୍ଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଟ୍ବିଟ୍‌ କରି କହିଛନ୍ତି ‘ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସରେ ସମସ୍ତ ଓଡିଶାବାସୀ ଓ ଦଳର କର୍ମୀ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ରାଜ୍ୟର ସର୍ବାଙ୍ଗୀନ ଉନ୍ନତି ଓ ରାଜ୍ୟବାସୀଙ୍କ ଅଧିକାରର ଲଢ଼େଇକୁ ଆହୁରି ଜୋରଦାର କରିବାରେ ବିଜେଡି ସବୁବେଳେ ଆଗରେ ରହିଛି ଏବଂ ରହିବ।’

ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସରେ ସମସ୍ତ ଓଡିଶାବାସୀ ଓ ଦଳର କର୍ମୀ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ରାଜ୍ୟର ସର୍ବାଙ୍ଗୀନ ଉନ୍ନତି ଓ ରାଜ୍ୟବାସୀଙ୍କ ଅଧିକାରର ଲଢ଼େଇକୁ ଆହୁରି ଜୋରଦାର କରିବାରେ ବିଜେଡି ସବୁବେଳେ ଆଗରେ ରହିଛି ଏବଂ ରହିବ। #BJDFoundationDay pic.twitter.com/UHgxGvQAey

— Pranab Prakash Das (@pranabpdas) December 26, 2021