fog alert - The Sakala

ସକାଳୁ ସକାଳୁ ଟ୍ବିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆସ୍ତରଣ, ଯାତାୟାତ ବାଧାପ୍ରାପ୍ତ
ଭୁବନେଶ୍ୱର: ସକାଳୁ ସକାଳୁ ଘନ କୁହୁଡିର ଆସ୍ତରଣ । ଆଜି ଭୋରରୁ ଟ୍ବିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି । ଦିନ ସମୟରେ ଖରା, ରାତିରେ ଥଣ୍ଡା ସାଙ୍ଗକୁ ଭୋର ସମୟରେ ଘନ କୁହୁଡ଼ିରେ ଆଚ୍ଛାଦିତ ହେଉଛି ବିଭିନ୍ନ ଅଞ୍ଚଳ । ଆଜି ସକାଳୁ କଟକ, ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିଥିଲା । ୫୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ଦୂରତା ଶୂନ ରହିଥିଲା । ରାସ୍ତାଘାଟ ଦିଶୁନଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ଶୀତର ପରିମାଣ କମ୍ ହୋଇଥିବାବେଳେ ମାତ୍ରାଧିକ କୁହୁଡ଼ି ଜନଜୀବନକୁ ବିଶେଷ ଭାବରେ ପ୍ରଭାବ ପକାଇଛି । ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା ରହିଛି। ଏହା ସତ୍ତ୍ବେ ମଧ୍ୟ ଥଣ୍ଡା କିଛି ମାତ୍ରାରେ ଜାରି ରହିବା ଆକଳନ କରାଯାଇଛି ।

ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା ରହିଛି।ପଶ୍ଚିମ ଓଡ଼ିଶାରେ ରାତି ତାପମାତ୍ରା ୧୫ ଡିଗ୍ରୀ ସହ ଫୁଲବାଣୀ ଓ ରାଉରକେଲାରେ ୧୨ ଡିଗ୍ରୀ, ଝାରସୁଗୁଡ଼ାରେ ୧୩, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼ ଓ କେନ୍ଦୁଝରରେ ୧୪ ଡିଗ୍ରୀ ରହିପାରେ। କିନ୍ତୁ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ୧୮ ଡିଗ୍ରୀ ବା ଏହାଠାରୁ ଅଧିକ ରହିପାରେ  ।

ଆସନ୍ତା ୫ ଦିନ ଲାଗି ଘନ କୁହୁଡି ପାଇଁ ସତର୍କତା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ରାଜ୍ୟରେ କୁହୁଡି ପାଇଁ ସତର୍କତା ଜାରି କଲା ପାଣିପାଗ ବିଭାଗ। ଆଗମୀ ୫ ଦିନ ଲାଗି ରହିବ ଘନ କୁହୁଡି। ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗସିଂହପୁରରେ ଘନ କୁହୁଡି ଦେଖାଯିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲା ପୁରୀ, ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡ଼ା, ଜଗସିଂହପୁର , କେନ୍ଦୁଝର, କନ୍ଧମାଳ, ମୟୁରଭଞ୍ଜ, ଗଜପତି, କଟକ, ଗଞ୍ଜାମ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଯିବାର ସମ୍ଭାବନା ରହିଛି।

୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରିଛି ପାଣିପାଗ ବିଭାଗ। ଫୁଲବାଣୀରେ ୧୦.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ପାହାଡ଼ିଆ ଅଞ୍ଚଳ ଜି ଉଦୟଗିରି ରେ ୬.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆଭ୍ୟନ୍ତରିଣ ଓଡିଶାରେ ୬ଟି ସ୍ଥାନରେ ଦିନ ତାପମାତ୍ରା ୩୧° ଡିଗ୍ରୀ ତାପମାତ୍ରା ରହିଛି ।‌ ଆଜି ଚାନ୍ଦବାଲି, କେନ୍ଦ୍ରାପଡ଼ା, ପାରାଦୀପ, ଜଗସିଂହପୁର , ପୁରୀରେ ଘନ କୁହୁଡି ରେକର୍ଡ ହୋଇଛି। ପାରଳାଖେମୁଣ୍ଡି, ଭୁବନେଶ୍ୱର, ବାରିପଦା, ଭବାନୀପାଟଣା, ରାଉଲକେଲା ହାଲୁକାରୁ ମଧ୍ୟମ କୁହୁଡି ଦେଖାଯାଇଛି ।

ରାତ୍ରୀ ତାପମାତ୍ରା ଶିମିଳିଗୁଡାରେ ୯.୫ ଡ଼ିଗ୍ରୀ, ଦାରିଙ୍ଗବାଡିରେ ୧୧ ଡିଗ୍ରୀ, ଢେଙ୍କାନାଳରେ ୧୧.୯ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଦିନ ତାପମାତ୍ରା ଝାରସୁଗୁଡ଼ାର ୩୧.୬ ଡିଗ୍ରୀ, ସମ୍ବଲପୁର ୩୧.୫ ଡିଗ୍ରୀ, ପାରଳାଖେମୁଣ୍ଡି ୩୧.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ନଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେଶକ ଡଃ ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି, ୭ ଦିନ ଯାଏ ଅସହ୍ୟ ଜାଡରୁ ନିସ୍ତାର ନାହିଁ
ଭୁବନେଶ୍ୱର: ରାଜ୍ୟରେ ଶୀତର ପ୍ରଭାବ ଜାରି ରହିଛି। ଉପକୂଳ ଅପେକ୍ଷା ଆଭ୍ୟନ୍ତରରେ ଅପେକ୍ଷାକୃତ ଶୀତର ପ୍ରଭାବ ଅଧିକ ରହିଛି। ଆସନ୍ତା ୭ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ। ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ରାଜ୍ୟରେ ଗତ ଦୁଇଦିନ ହେବ ଶୀତ ସାମାନ୍ୟ କମ୍‌ ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଏବେ ବି ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ କମ୍‌ ରହିଛି। ଗତ ୨୪ ଘଣ୍ଟାରେ ସେମିଳିଗୁଡ଼ାରେ ରାଜ୍ୟର ସବୁଠୁ କମ୍‌ ତାପମାତ୍ରା ରେକର୍ଡ ହୋଇଛି। ଏଠାରେ ତାପମାତ୍ରା ୫.୨ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ କୋରାପୁଟରେ ତାପମାତ୍ରା ୬.୫ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ଫୁଲବାଣୀରେ ୭ ଡିଗ୍ରୀ ସହ ବୌଦ୍ଧରେ ୯.୫, ଝାରସୁଗୁଡ଼ାରେ ୯.୮ ଓ ନବରଙ୍ଗପୁରରେ ତାପମାତ୍ରା ୮.୮ଡିଗ୍ରୀ ରେକର୍ଡ ହୋଇଛି।

ଅନ୍ୟପଟେ ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ଘନକୁହୁଡ଼ି ନେଇ ଆଶଙ୍କା କରାଯାଇଛି। କିଛି ସ୍ଥାନରେ ଦୃଶ୍ୟମାନ ଦୂରତା କମିଯିବାର ଆଶଙ୍କା ଥିବା ପାଣିପାଗ କେନ୍ଦ୍ର ଚେତାବନୀ ଜାରି କରିଛି। ବୁଧବାର ରାତିରୁ ଗୁରୁବାର ସକାଳ ମଧ୍ୟରେ ସୁନ୍ଦରଗଡ଼, କୋରାପୁଟ ଓ କନ୍ଧମାଳରେ ଘନ କୁହୁଡ଼ି ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଅନ୍ୟପଟେ, ଗତ ୨୪ ଘଣ୍ଟାରେ ୫ଟି ସ୍ଥାନରେ ଘନକୁହୁଡ଼ି ପରିଲିକ୍ଷିତ ହୋଇଥିବା ବେଳେ ରାଉରକେଲାରେ ମାତ୍ରାଧିକ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି ବୋଲି ପାଣିପାଗ କେନ୍ଦ୍ର କହିଛି।

ଜାନୁଆରୀ ଶେଷ ଯାଏଁ ଜାରି ରହିବ ଘନ କୁହୁଡି; ଆସନ୍ତା ୨୪ ଘଣ୍ଟା ଯାଏଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର: ଜାନୁଆରୀ ଶେଷ ଯାଏଁ ପିଛା ଛାଡିବନି ଘନ କୁହୁଡି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାକୁ ଘନ କୁହୁଡି ହେବା ନେଇ ସତର୍କତା ଜାରି କରାଯାଇଛି । ତେବେ ଆସନ୍ତା ୨୪ ଘଣ୍ଟା ଯାଏଁ ଘନ କୁହୁଡି ନେଇ ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ହୋଇଛି । କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତିକୁ ଏହି ସତର୍କତା ଜାରି କରାଯାଇଛି ।

ସେହିପରି ୨୯ରେ ଘନ କୁହୁଡି ନେଇ ୧୪ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ ଏବଂ ଗଜପତିକୁ ୟେଲୋ ଆଲର୍ଟ ଜାରି । ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଭିଜିବିଲିଟି ରହିବ ବୋଲି ଅନୁମାନ କରାଯାଇଛି । କିଛି ସ୍ଥାନରେ ଜିରୋ ଭିଜିବିଲିଟି ମଧ୍ୟ ଅନୁଭୁତ ହେବା ନେଇ ସମ୍ଭାବନା ରହିଛି । ଘନ କୁହୁଡି ସମୟରେ ଘାଟି ରାସ୍ତାରେ ଗାଡି ନ ଚଳାଇବା ପାଇଁ ପରାମର୍ଶ ଦିଆଯାଇଛି । ରାତି ୨ଟାରୁ ସକାଳ ୯ ଟା ପର୍ଯ୍ୟନ୍ତ ସତର୍କତାର ସହ ଗାଡି ଚଳାଇବାକୁ ପରାମର୍ଶ ଦିଆଯାଇଛି । ସେପଟେ ଘନ କୁହୁଡି ସହ ବଢିବ ଦିନର ତାପମାତ୍ରା । ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବା ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା, ଆଗାମୀ ୨୪ ଘଣ୍ଟା ପାଇଁ କୁହୁଡ଼ି ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର କିଛି ସ୍ଥାନରେ ବର୍ତ୍ତମାନ ରାତିରେ ଶୀତ ଅନୁଭୂତ ହେଉଥିବା ବେଳେ ଦିନ ବେଳା ଶୀତଋତୁର ପ୍ରଭାବ ଆଉ ନାହିଁ । ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୨୪ ଘଣ୍ଟା ପାଇଁ କୁହୁଡ଼ି ନେଇ ସତର୍କ ସୂଚନା ଜାରି କରାଯାଇଛି।

ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି, କନ୍ଧମାଳ ଓ ନୟାଗଡ଼କୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏସବୁ ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବୃଦ୍ଧି ହେବ। ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରାଯାଇଛି। ତାପମାତ୍ରା ବୃଦ୍ଧି ସହ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ।

ଶୀତ ଅପଡେଟ୍: ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ହାଲୁକା ଶୀତ, କୁହୁଡ଼ି ନେଇ ୨ ଦିନ ପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ବର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ଶୀତ। ଉପାନ୍ତରୁ ଉପକୂଳ ସବୁଠି ରହିବ ଶୁଖିଲା ପାଗ । ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ ଡିଗ୍ରୀ ଉପରେ ରହିବ ତାପମାତ୍ରା । ଉପକୂଳରେ ୧୫ ଡିଗ୍ରୀରୁ ଅଧିତ ତାପମାତ୍ରା ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା ଅଧିକ ରହିଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ତାପମାତ୍ରା କମ୍ ରହିଛି। ଏଭଳି ପାଗ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ୪ ଦିନ ପରେ ରାଜ୍ୟରେ ପୁଣି ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି ।

ସେପଟେ ହାଲୁକା ଶୀତ ସହ ଅତି ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଛି । ଆସନ୍ତା ଦୁଇ ଦିନ ପାଇଁ ଅତି ଘନ କୁହୁଡି ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ସୁନ୍ଦରଗଡ, ଢେଙ୍କାନାଳ, କଟକ, କଳହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ସତର୍କତା ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୨୦ ମିଟର କିମ୍ବା ଜିରେ ଭିଜିବିଲିଟି ରହିବାର ସମ୍ଭାବନା ରହିଛି। ସେହିଭଳି ଖୋର୍ଦ୍ଧା, ଅନୁଗୁଳ, ଗଜପତି, ଗଞ୍ଜାମ, ରାୟଗଡା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କେନ୍ଦୁଝର ଏବଂ ମାଲକାନଗିରିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ। ଗତ ୨୪ ଘଣ୍ଟାରେ ରାଜ୍ୟର ୨ ଟି ସହରରେ ଶୀତ ଲହରୀ ଅନୁଭୁତ ହୋଇଛି। ପାହାଡିଆ ଅଞ୍ଚଳ ଭାବରେ ୭.୫ ଡିଗ୍ରୀ ସହ କୋରାପୁଟ ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବରେ ରେକର୍ଡ କରିଥିବା ବେଳେ ସମତଳ ଅଞ୍ଚଳ ଭାବରେ ଦାରିଙ୍ଗବାଡିରେ ୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଉରକେଲାରେ ୧୦.୫, ନବରଙ୍ଗପୁରରେ ୧୦.୫, ଝାରସୁଗୁଡାରେ ୧୦.୮ ଏବଂ ଅନୁଗୁଳରେ ୧୧ ଡିଗ୍ରୀ ରେକର୍ଡ ହୋଇଛି। ଭୁବନେଶ୍ବରରେ ୧୪.୫ ଏବଂ କଟକରେ ୧୪.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ସାରା ରାଜ୍ୟରେ ବୃଦ୍ଧି ପାଇବ ଶୀତର ପ୍ରଭାବ, କଲବଲ କରିବ ଘନ କୁହୁଡ଼ି
ଭୁବନେଶ୍ୱର: ରାଜ୍ୟକୁ ଧୀରେ ଧୀରେ ଶୀତର ଲେଉଟାଣି ହେଉଛି। କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ତାପମାତ୍ରା ହ୍ରାସ ହେବାରେ ଲାଗିଛି। ଯାହାର ପରିଣାମ ସ୍ୱରୂପ ପାହାଡ଼ିଆ ଅଞ୍ଚଳଗୁଡ଼ିକରେ ପାରଦ ୧୦ ଡିଗ୍ରୀ ନିକଟତର ହେଉଛି। ଏହି ସ୍ଥିତି ଆଗକୁ ଜାରି ରହିବା ସହ ତାପମାତ୍ରା ଆହୁରି ହ୍ରାସ ହେବ ଫଳରେ ଶୀତ ବଢ଼ିବ। ଆସନ୍ତା ୫ରୁ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ଏଥିସହିତ ରାଜ୍ୟକୁ ଉତ୍ତର ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହିତ ହେବ। ଫଳରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୫ରୁ ୭ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଏହାଫଳରେ ସାରା ରାଜ୍ୟରେ ଶୀତର ପ୍ରଭାବ ବୃଦ୍ଧି ପାଇବ। ଆଜିଠାରୁ ତାପମାତ୍ରା ହ୍ରାସ ହୋଇଥିବା ଯୋଗୁଁ ନୂଆ ବର୍ଷ ରାତିରେ ଏହାର ପ୍ରଭାବ ଅନୁଭୂତ ହେବା ସହ ଶୀତ ଆହୁରି ବଢ଼ିବ।

ଏଥିସହ କିଛି କିଛି ସ୍ଥାନରେ ଘନ କୁହୁଡ଼ି ପାଇଁ ପାଗ ଅନୁକୂଳ ରହୁଛି। ମଙ୍ଗଳବାର ସକାଳ ସୁଦ୍ଧା ସମ୍ବଲପୁର, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ାରେ ଘନ କୁହୁଡ଼ି ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ କୁହୁଡ଼ି ସମୟରେ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦିଆଯାଇଛି।

କୁହୁଡ଼ି ପାଇଁ ୩ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ବର: ରାଜ୍ୟର ୩ ଜିଲ୍ଲା ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡିରେ ହାଲୁକାର ମଧ୍ୟମ ଧରଣର କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଆଇଏମ୍‌ଡିଠାରୁ ଏହି ସୂଚନା ପାଇବା ପରେ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି)  ଏହି ତିନି ଜିଲ୍ଲାର ପୁଲିସ୍ ଓ ପରିବହନ ଅଧିକାରୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି। କୁହୁଡ଼ି ସମୟରେ ରାଜପଥଗୁଡ଼ିକରେ ଯେମିତି କୌଣସି ଗାଡ଼ି ଦୁର୍ଘଟଣାଗ୍ରସ୍ତ ନହୁଅନ୍ତି, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଏସ୍‌ଆରସି ସେମାନଙ୍କୁ କହିଛନ୍ତି। ଆଜି ରାତି, ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳ ଓ ରାତିରେ ଏବଂ ରବିବାର ସକାଳେ ସୁନ୍ଦରଗଡ଼, କନ୍ଧମାଳ ଓ କଳାହଣ୍ଡିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଘନକୁହୁଡି ପାଇଁ ରାଜ୍ୟର ୧୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: କଲବଲ କରୁଛି ଘନ କୁହୁଡ଼ି। ରାଜ୍ୟକୁ ବର୍ତ୍ତମାନ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ ରାଜ୍ୟର ଅନେକ ସ୍ଥାନରେ ଘନକୁହୁଡ଼ି ସୃଷ୍ଟି ହେଉଛି। କୁହୁଡ଼ି ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଦୃଶ୍ୟମାନ ଦୂରତା ଯଥେଷ୍ଟ ହ୍ରାସ ପାଇଛି। ଆସନ୍ତାକାଲି ଘନକୁହୁଡ଼ି ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉକ୍ତ ଜିଲ୍ଲାଗୁଡିକ ହେଲା  ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର -ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କନ୍ଧମାଳ।

ଆସନ୍ତା ଦୁଇଦିନ ରାଜ୍ୟରେ ଜାରି ରହିବ ଘନ କୁହୁଡ଼ି, ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ଜାରି ରହିବ ଘନ କୁହୁଡ଼ି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ଘନ କୁହୁଡ଼ି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିଭଳି ୪ ତାରିଖରେ ଘନ କୁହୁଡି ନେଇ ୬ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।

ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ମିଟର ମଧ୍ୟରେ ରହିବ। ବାକି ଓଡ଼ିଶାର କିଛି ଜିଲ୍ଳାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ତ୍ତମାନ ବାୟୁମଣ୍ଡଳରେ ଜଳୀୟବାଷ୍ପରର ପରିମାଣ ଅଧିକ ରହୁଥିବାରୁ ଏଭଳି ପରିସ୍ଥିତି ଦେଖାଦେଇଛି। ପାଣିପାଗ କେନ୍ଦ୍ରର ସତର୍କତା ପରେ ପୁଲିସ ଡିଜି ଏବଂ ପରିବହନ ବିଭାଗକୁ ଚିଠି ଲେଖିଛନ୍ତି ଏସ୍ଆରସି। ଘନ କୁହୁଡି ସମୟରେ ଗାଡି ଚଳାଚଳ ଉପରେ ନଜର ରଖିବା ସହ ଡ୍ରାଇଭର ମାନଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଆସନ୍ତା କାଲି ସକାଳ ସାଢେ ଆଠଟା ସୁଦ୍ଧା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ନଥିବାରୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ରାଜ୍ୟରେ ଆସନ୍ତାକାଲିଠୁ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସହ କୁହୁଡ଼ି ସମ୍ଭାବନା
ଭୁବନେଶ୍ବର: ରାଜ୍ୟରେ ପୁଣି ରାଜ କରିବ କୋହଲା ପାଗ। କାଲିଠୁ ଦକ୍ଷିଣ ଓଡିଶାରେ ହାଲୁକା କୁହୁଡ଼ି ସହ ଉତ୍ତର ଓଡିଶାରେ ହାଲୁକା ବର୍ଷା କରିବ ଅସ୍ତବ୍ୟସ୍ତ। ରାଜ୍ୟରେ ସକ୍ରିୟ ଥିବା ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଉତ୍ତର ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିଭଳି ୨ ତାରିଖରେ ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର ଏବଂ କେନ୍ଦୁଝରରେ ବର୍ଷା ନେଇ ଆକଳନ କରାଯାଇଛି।

ସେହିଭଳି ୩ ତାରିଖ ବେଳକୁ ରାଜ୍ୟରେ ପୁଣି ପାଗରେ ପରିବର୍ତ୍ତନ ହେବ। ଅଧିକାଂଶ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ସେପଟେ ବାୟୁମଣ୍ଡଳରେ ଜଳିୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ। ବିଶେଷ କରି କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ ଏବଂ ନୟାଗଡ଼ରେ ହାଲୁକା କୁହୁଡି ଦୃଶ୍ୟମାନ ହେବ। ବର୍ତ୍ତମାନ ଓଡିଶା ଉପରେ କୌଣସି ପାଣିପାଗ ନିୟାମକ ନ ଥିବାରୁ ୪, ୫ ଏବଂ ୬ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶାର ପାଗ ଶୁଖିଲା ରହିବ।

ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବଢ଼ିବ ଶୀତ, ଅନେକ ସ୍ଥାନରେ କୁହୁଡ଼ି ଆଶଙ୍କା
ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲିଠୁ ପାଣିପାଗରେ ପରିବର୍ତ୍ତନ ଦେଖାଯିବ । ଏଥିସହ ବର୍ଷାରେ ବ୍ରେକ ମଧ୍ୟ ଲାଗିଛି।  କାଲିଠୁ ପ୍ରବଳ ଜାଡ ଅନୁଭୂତ ହେବୋ ବଲି ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ।

ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ବହୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ଦୁଇଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଆଭ୍ୟନ୍ତରୀଣ ଓଡିଶାରେ ଶୀତ ଲହରୀ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।  ପ୍ରବଳ ଜାଡ ନେଇ ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଘନ କୁହୁଡି ନେଇ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାକୁ ସତର୍କ କରାଇଛି।