MLA Kishore Mohanty - The Sakala

ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର: ଅବେଳରେ ‘କିଶୋର’ ଅସ୍ତ । ରାଜନୀତି କରିବା ବୋଧ ହୁଏ ରକ୍ତରେ ଲେଖା ଥିଲା । ସେଥିପାଇଁ ଅନ୍ୟାୟ ବିରୋଧରେ ଛାତ୍ର ରାଜନୀତିରୁ ଦୃଢ ପ୍ରତିବାଦ କରିଆସୁଥିଲେ । ସେଥିପାଇଁ ସେ ଜନନେତା । ପଶ୍ଚିମ ଓଡ଼ିଶାର ଦାଦା । ୪ ଥରର ବିଧାୟକ । ଏଭଳି ସମୟରେ ହଠାତ ବ୍ରଜରାଜନଗର ବିଧାୟକଙ୍କ ବିୟୋଗକୁ କେହି ଗ୍ରହଣ କରିପାରୁ ନାହାଁନ୍ତି । ମୁଖ୍ୟମନ୍ତ୍ରୀ କିଶୋରଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି ।

ପୂର୍ବତନ ବାଚସ୍ପତି ତଥା @bjd_odisha ର ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଆମ ଦଳର ଜଣେ ଦକ୍ଷ ନେତା ତଥା ଜନପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।

— Naveen Patnaik (@Naveen_Odisha) December 30, 2021

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଦୁଃଖଦ ଖବରରେ ସେ ଗଭୀର ଭାବରେ ମର୍ମାହତ ହୋଇଛନ୍ତି । ସେ ଜଣେ ଜନପ୍ରିୟ ନେତା ଭାବରେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ। ବାଚସ୍ପତି ଭାବେ ଉଚ୍ଚ ସଂସଦୀୟ ପରମ୍ପରା ବଜାୟ ରଖିବା ସହିତ ସବୁ ଦଳର ବିଧାୟକ ମାନଙ୍କ ସମ୍ମାନର ଅଧିକାରୀ ହୋଇପାରିଥିଲେ । ମନ୍ତ୍ରୀ ତଥା ବିଧାୟକ ଭାବରେ ଓଡିଶାର ବିକାଶ ପାଇଁ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି ।

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ମଧ୍ୟ ସେ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । କିଭଳି ଭାବରେ ପଶ୍ଚିମ ଓଡ଼ିଶାର ସାମଗ୍ରିକ ବିକାଶ ହୋଇପାରିବ । କିଭଳି ଉକ୍ତ ଜିଲ୍ଲା ମାନଙ୍କର ଲୋକଙ୍କ ପାଖରେ ଆବଶ୍ୟକୀୟ ସୁବିଧା ସୁଯୋଗ ପହଁଚିପାରିବ ସେନେ ସଦା ଚେଷ୍ଟିତ ଥିଲେ । ସେହିପରି ପଶ୍ଚିମ ଓଡିଶାରେ ବିଜୁ ଜନତା ଦଳର ସାଂଗଠନିକ କାର୍ଯ୍ୟକ୍ରମକୁ ଦୃଢ ନେତୃତ୍ୱ ଦେଇଥିଲେ । ସେବା ଓ ପ୍ରତିବଦ୍ଧତା ତାଙ୍କ ବ୍ୟକ୍ତିତ୍ବର ଅନନ୍ୟ ଦିଗ ଥିଲା । ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ
ଭୁବନେଶ୍ୱର: ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା । ହୃଦଘାତ ପରେ ସେ ଚିକିତ୍ସାଧିନ ଥିଲେ । ଝାରସୁଗୁଡାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । କିଶୋର କୁମାର ମହାନ୍ତିଙ୍କ ଜନ୍ମ ୧୯୫୮ ମସିହା ଡିସେମ୍ବର ୪ ତାରିଖରେ ହୋଇଥିଲା । ଜଣେ ସଫଳ ରାଜନୀତିଜ୍ଞ ଭାବେ ସେ ବେଶ ପରିଚିତ ଥିଲେ

କିଶୋର ମହାନ୍ତି ଝାରସୁଗୁଡାରୁ ୩ ଥର ଓ ବ୍ରଜରାଜନଗରରୁ ଥରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଥରେ ରାଜ୍ୟସଭାକୁ ମଧ୍ୟ ମନୋନିତ ହୋଇଥିଲେ । ୨୦୦୭ ରୁ ୨୦୦୯ ପର୍ଯ୍ୟନ୍ତ ବିଧାନସଭାର ବାଚସ୍ପତି ଦାୟିତ୍ବ ମଧ୍ୟ ତୁଲାଇଥିଲେ । ୨୦୦୪ ରୁ ୨୦୦୭ ପର୍ଯ୍ୟନ୍ତ ସରକାରୀ ଦଳ ମୁଖ୍ୟ ସଚେତକ ମଧ୍ୟ ଥିଲେ । ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ପଶ୍ଚିମଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଦାୟିତ୍ବ ମଧ୍ୟ ତୁଲାଇଥିଲେ ।