Cold weather in odisha - The Sakala
ରାଜ୍ୟରେ ପୁଣି ହ୍ରାସ ପାଇବ ତାପମାତ୍ରା, ଶୀତ ସହ ବଢ଼ିବ କୁହୁଡ଼ି...
ଭୁବନେଶ୍ୱର: ରାଜ୍ୟରେ ପୁଣି ତାପମାତ୍ରା ହ୍ରାସ ପାଇବ। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିବ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ତାମିଲନାଡୁ ଓ ପୁଡୁଚେରୀ ଉପକୂଳରେ ସୃଷ୍ଟି ହୋଇଥିବା ବାତ୍ୟା ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ଦୁର୍ବଳ ହେବା ପରେ ପୁଣି ଥରେ ରାଜ୍ୟକୁ ଉତ୍ତର ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ଆରମ୍ଭ ହୋଇଛି। ଏହା ଫଳରେ ରାଜ୍ୟର ଅନେକ ସ୍ଥାନରେ ଶୀତ ବଢ଼ିବା ନେଇ ଆକଳନ କରାଯାଉଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ, ସାରା ରାଜ୍ୟରେ ବୁଧବାର ରାତିଠାରୁ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବ। ଆସନ୍ତା ଶନିବାର ରାତି ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ଜାରି ରହିବ। ଏହି ୪ ଦିନରେ ପାରଦ ପ୍ରାୟ ୪ ଡିଗ୍ରୀ କମିବାର ସମ୍ଭାବନା ରହିଛି॥ ୭ ତାରିଖ ଅର୍ଥାତ ରବିବାର ରାତିରେ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶା ଓ କେନ୍ଦ୍ରୀୟ ଓଡ଼ିଶାରେ ଆଉ ୧ ଡିଗ୍ରୀ କମିପାରେ। ୮ ତାରିଖ ରାତିରେ ଅନେକ ସ୍ଥାନରେ ୧-୨ ଡିଗ୍ରୀ ବଢ଼ି ପୁଣି ତା ପରଦିନ ତାପମାତ୍ରା କମିବ ଓ ଶୀତ ଜାରି ରହିବ। ଆଗକୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ତେବେ ଏହି ସମୟରେ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ବଢ଼ିବ। ବିଶେଷ କରି ୫ ଓ ୯ ତାରିଖ ରାତିରେ ଘନ କୁହୁଡ଼ି ହୋଇପାରେ ବୋଲି ପ୍ରଫସର ପଶୁପାଳକ କହିଛନ୍ତି।
ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ମଧ୍ୟ ଦୁଇ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ କୁହୁଡ଼ି ସତର୍କତା ଜାରି କରିଛି। କେନ୍ଦ୍ର କହିଛି ଯେ ଗୁରୁବାର ରାତିରୁ ଶୁକ୍ରବାର ସକାଳ ମଧ୍ୟରେ ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗିର ଓ ସୋନପୁରରେ ଘନ କୁହୁଡ଼ି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଘନ କୁହୁଡ଼ି ଜନିତ ୟେଲୋ ଆଲର୍ଟ ଜାରି କରିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ଜି ଉଦୟଗିରିରେ ସବୁଠୁ କମ୍‌ ତାପମାତ୍ରା ଅର୍ଥାତ ୯.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।
ରାଜ୍ୟରେ ପହିଲି ଶୀତ; ଆଗକୁ ଆହୁରି ଖସିବ ତାପମାତ୍ରା, ବଢିବ ଶୀତର ପ୍ରଭାବ...
ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଶୀତର ପ୍ରଭାବ। ଗତ ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ପ୍ରାୟ ୫ ଡିଗ୍ରୀ ହ୍ରାସ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ତାପମାତ୍ରା ପ୍ରାୟ ୩ ଡିଗ୍ରୀ କମିଛି। ଏହାଦ୍ୱାରା ରାଜ୍ୟର ଏକାଧିକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଛି।
ଗତ ୨୪ ଘଣ୍ଟାରେ ଫୁଲବାଣୀ ୧୨.୫ ଡିଗ୍ରୀ ସହ ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି। ସେହିପରି ଏଠାରେ ୨୪ ଘଣ୍ଟା ମଧ୍ୟରେ ତାପମାତ୍ରା ପ୍ରାୟ ୨.୫ ଡିଗ୍ରୀ ଖସିଛି। ସେହିପରି ଦାରିଙ୍ଗବାଡ଼ିରେ ତା‌ପମାତ୍ରା ୧୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଝାରସୁଗୁଡ଼ାରେ ୩.୩ ଡିଗ୍ରୀ ତାପମାତ୍ରା କମି ୧୪.୫ ଡିଗ୍ରୀ ରେକର୍ଡ ହୋଇଛି। ଏହା ବ୍ୟତତୀ ଅନୁଗୁଳ, ରାଉରକେଲା, କେନ୍ଦୁଝର ଓ ଢେଙ୍କାନାଳରେ ତାପମାତ୍ରା ୧୫ ଡିଗ୍ରୀକୁ ଖସିଛି। ବଡ଼ କଥା ହେଉଛି ଯେ ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳରେ ୬.୩ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଛି।
ଏହା ବ୍ୟତୀତ ଦେଶର ରାଜଧାନୀ ନୂଆଦିଲ୍ଲୀଠାରୁ ରାଜ୍ୟର ରାଜଧାନୀରେ ଅଧିକ ଥଣ୍ଡା ଅନୁଭୂତ ହୋଇଛି। ଆଜି ରାଜଧାନୀ ଦିଲ୍ଲୀରେ (ସଫଦରଜଙ୍ଗ) ଠାରେ ସର୍ବନିମ୍ନ ୧୮.୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ସର୍ବନିମ୍ନ ରାତିର ତାପମାତ୍ରା ୧୭ ଡିଗ୍ରୀ ରେକର୍ଡ ହୋଇଛି। ଏହାଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ପହିଲି ଶୀତ ଆରମ୍ଭ ହୋଇଛି। ଉପଗ୍ରହରୁ ମିଳିଥିବା ଜଳୀୟବାଷ୍ପ ସମ୍ପର୍କିତ ଚିତ୍ର ଅନୁଯାୟୀ ବାୟୁ ମଣ୍ଡଳରେ ଜଳୀୟବାଷ୍ପର ଦୃଷ୍ଠାନ୍ତମୂଳକ ହ୍ରାସ ଘଟିଛି। ଏହାସହିତ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟକୁ ଉତ୍ତରପଶ୍ଚିମ ଦିଗରୁ ପ୍ରବେଶ କରୁଥିବା ଶୁଷ୍କ ବାୟୁ ପ୍ରଭାବରେ ରାତିର ତାପମାତ୍ରାରେ ଆହୁରି ହ୍ରାସ ଘଟିବାର ସମ୍ଭାବନା ରହିଛି। ତେଣୁ କିଛି ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଜାରି ରହିବା ସହ ଥଣ୍ଡାର ପ୍ରଭାବ ଆହୁରି ବଢ଼ିବା ନେଇ ଆକଳନ କରାଯାଉଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଆହୁରି ୨.୪ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି। ତେଣୁ ଶୀତର ପ୍ରଭାବରେ ମଧ୍ୟ ବୃଦ୍ଧି ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।
ଭୁବନେଶ୍ୱର: କାଳବୈଶାଖୀ ବର୍ଷା ପରେ ଆଗକୁ ବଢ଼ିବ ଖରାର ପ୍ରକୋପ। ପୁଣି ରାଜ୍ୟରେ ଅନୁଭବ ହେବ ଅସମ୍ଭାଳ ତାତି ସହ ଗୁଳୁଗୁଳି। ୩ଦିନ ପରେ ରାଜ୍ୟରେ ଉପରମୁହାଁ ହେବ ତାପମାତ୍ରା। ଫଳରେ ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଉପରେ ରହିବ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବଢ଼ିବ। ଏମିତିକି, ୮ ଓ ୯ ତାରିଖରେ ଉପକୂଳର ୧୧ ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ରାଜ୍ୟରେ ଆହୁରି ୪୮ ଘଣ୍ଟା ଯାଏଁ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସ୍ଥିତି ଜାରି ରହିବ। ମଙ୍ଗଳବାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ମଧ୍ୟ ୪୦ରୁ ୫୦ କିମି ବେଗରେ ବହିବା ନେଇ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକୁ ୟେଲୋୱାର୍ଣ୍ଣିଂ ଜାରି କରିଛି।
ସେହିପରି ଉପକୂଳ ଓଡ଼ିଶା ଓ ଏହାର ପାଖାପାଖି ୧୬ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ବିଜୁଳି ଘଡ଼ଘଡ଼ିି ସହ ବର୍ଷା ହେବ। ସେହିପରି ପବନର ବେଗ ୩୦ରୁ ୪୦କିମି ବେଗରେ ରହିବାର ସମ୍ଭାବନା ରହିଛି। ତେବେ ୭ ତାରିଖରୁ ବର୍ଷା କିମ୍ୱା ବିଜୁଳି ଘଡ଼ଘଡ଼ି ପାଇଁ ୱାର୍ଣ୍ଣିଂ ନଥିଲେ ମଧ୍ୟ ଅନେକ ସ୍ଥାନରେ କାଁ ଭାଁ ବର୍ଷା ଲାଗି ରହିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।
୭ ତାରିଖରେ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବର୍ଷା ରହିବ। ସେହିପରି ୮ ତାରିଖରେ ଗଜପତି, ଗଞ୍ଜାମ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବର୍ଷା ହେବ। ଏହିଭଳି ଆସନ୍ତା ୧୧ ତାରିଖ ଯାଏ ବର୍ଷା ସମ୍ଭାବନା ରହିଛି ବୋଲି ବିଭାଗ ପୂର୍ବାନୁମାନ କରିଛି।
ତେବେ ୭ ତାରିଖରୁ ବର୍ଷାର ପରିମାଣ କମ ରହିବା ସହ ତାତି ବଢ଼ିବ। ୮ ଓ ୯ ତାରିଖରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ମୁଖ୍ୟତଃ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ। ଏହାକୁ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି।
ରାଜ୍ୟରେ ଜାରି ରହିବ ଆଉ ୨ ଦିନ ଶୀତ, ଘନ କୁହୁଡ଼ି
ଭୁବନେଶ୍ୱର: ରାଜ୍ୟରେ ଆହୁରି ୨ଦିନ ବିଭିନ୍ନ ସ୍ଥାନରେ କୁହୁଡ଼ି ଜାରି ରହିବ। ସାରା ରାଜ୍ୟରେ ବର୍ତ୍ତମାନ ଶୀତର ପ୍ରଭାବ ଜାରି ରହିଛି। ଏହାସହ କୁହୁଡ଼ି ଯୋଗୁଁଁ ଯାନବାହନ ଚଳାଚଳରେ ଅନେକ ସମସ୍ୟା ସୃଷ୍ଟି ହେଉଛି। ଏହି ସ୍ଥିତି ଆହୁରି ୨ ଦିନ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କ୍ୁହାଯାଇଛି। ତେବେ ପରେ ତାପମାତ୍ରାରେ ବୃଦ୍ଧି ହେବା ସହ ଶୀତର ପ୍ରଭାବ କମିବ ବୋଲି କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨ଦିନ ମଧ୍ୟରେ ପ୍ରାୟ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବା ହେତୁ ଶୀତ ହ୍ରାସ ହେବ। ଶୁକ୍ରବାର ରାତିରୁ ଶନିବାର ସକାଳ ମଧ୍ୟରେ ସୁନ୍ଦରଗଡ଼଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ଆଶଙ୍କା ରହିଛି। ଏହାସହ କେନ୍ଦୁଝର, ଝାରସୁଗୁଡ଼ା, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳରେ ମଧ୍ୟମ ଧରଣର କୁହୁଡ଼ି ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଘନ କୁହୁଡ଼ି ପାଇଁ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି। ଏଠାରେ ତାପମାତ୍ରା ୫.୨ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ଝାରସୁଗୁଡାରେ ୬.୦ ଡିଗ୍ରୀ, ରାଉରକେଲା ୬.୪, ଫୁଲବାଣୀ ୬.୮, ସେମିଳିଗୁଡ଼ା ୭.୧, ଦାରିଙ୍ଗବାଡ଼ି ୮ ଓ ସୁନ୍ଦରଗଡ଼଼ରେ ତାପମାତ୍ରା ୮.୨ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି କଟକରେ ସର୍ବନିମ୍ନ ୧୩.୫ଡିଗ୍ରୀ ଏବଂ ଭୁବନେଶ୍ୱରରେ ୧୫.୧ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି।
ଭୁବନେଶ୍ବର: ବିଳମ୍ବରେ ହେଲେ ସୁଦ୍ଧା ଓଡ଼ିଶା ଛୁଇଁଛି ଶୀତ। ତଳମୁହାଁ ରାତି ତାପମାତ୍ରା। ଖସୁଛି ପାରଦ,ବଢ଼ୁଛି ଶୀତ। ରାଜ୍ୟରେ ବର୍ତ୍ତମାନ ଜାରି ରହିଛି ଶୀତ ଲହରି। ଘରୁ ବାହାରକୁ ବାହାରିଲେ କୋହଲା ପବନ ଦେହ, ହାତ ଥରାଇ ଦେଉଛି। ରାତି ଯେତେ ଯେତେ ବଢୁଛି ତାପମାତ୍ରା ସେତେ ଖସିବାରେ ଲାଗିଛି। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ ଗତକାଲି ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଥିଲା ଫୁଲବାଣୀ। ତାପମାତ୍ରା ଥିଲା ୧୦.୫ ଡିଗ୍ରୀ ସେଲସିୟସ।
ସଦ୍ୟ ପ୍ରକାଶିତ ରିପୋର୍ଟ ମୁତାବକ,  ସୋମବାର ଦିନ ରାଜ୍ୟର ୧୨ ସହର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ଫୁଲବାଣୀରେ ୧୦.୫, ଅନୁଗୁଳରେ ୧୧.୬, ଦାରିଙ୍ଗିବାଡିରେ ୧୧.୫, ରାଉରକେଲାରେ ୧୨.୨, ଝାରସୁଗୁଡାରେ ୧୨.୪, ଭବାନୀପାଟଣାରେ ୧୩, କେନ୍ଦୁଝର ଓ ସୁନ୍ଦରଗଡରେ ୧୪, ନବରଙ୍ଗପୁରରେ ୧୪.୫,ବଲାଙ୍ଗୀର ଓ ଢେଙ୍କାନାଳରେ ୧୪.୯, ସୋନପୁରରେ ୧୫.୧, ନୟାଗଡରେ ୧୫.୪ ଡିଗ୍ରୀ ରେକର୍ଡ଼ ହୋଇଛି।
ଆସନ୍ତା ୪ରୁ ୫ ଦିନ ଯାଏଁ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ର ସମ୍ଭାବନା ନାହିଁ। ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ବରଗଡ଼ , କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ଟ୍ବିନ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି, ଯାନବାହନ ଚଳାଚଳ ପ୍ରଭାବିତ
ଭୁବନେଶ୍ବର: କଲବଲ କରୁଛି ଘନ କୁହୁଡ଼ି। ରାଜ୍ୟକୁ ବର୍ତ୍ତମାନ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ ରାଜ୍ୟର ଅନେକ ସ୍ଥାନରେ ଘନକୁହୁଡ଼ି ସୃଷ୍ଟି ହେଉଛି। କୁହୁଡ଼ି ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଦୃଶ୍ୟମାନ ଦୂରତା ଯଥେଷ୍ଟ ହ୍ରାସ ପାଇଛି। ଟ୍ବିନ ସିଟିର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ସର୍ବନିମ୍ନ ଦୃଶ୍ୟମାନ ଦୂରତା ୧୦୦ ମିଟର ରେକର୍ଡ  କରାଯାିଛି। ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ଘନକୁହୁଡ଼ି ଯୋଗୁଁ ଯାନବାହାନ ଚଳାଚଳରେମ ମଧ୍ୟ ସମସ୍ୟା ଦେଖିବାକୁ ମିଳିଛି। ୨ ଦିନ ପରେ ରାତ୍ରି ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟକୁ ଫେରିଲା ଶୀତ, ୧୦ ଡିଗ୍ରୀ ତଳକୁ ଖସିଲା ତାପମାତ୍ରା
ଭୁବନେଶ୍ବର:  ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ। ଚଳିତ ବର୍ଷ ପ୍ରଥମଥର ପାଇଁ ୧୦ ଡିଗ୍ରୀ ତଳକୁ ଖସିଛି ତାପମାତ୍ରା । କନ୍ଧମାଳ ଜି.ଉଦୟଗିରିରେ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ।  ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆହୁରି ତାପମାତ୍ରା  କମିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏଥିସହ  ୧୩ ତାରିଖ ପର୍ଯ୍ୟନ୍ତ ରହିବ ପାଗ ଶୁଖିଲା ରହିବ।
ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଅନୁଗୁଳ, କଟକ, କେନ୍ଦୁଝର, ନୟାଗଡ଼ ଓ ଦେବଗଡ ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ସମୟରେ ପବନ ବହିବାର ସମ୍ଭାବନା ରହିଛ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
ଆଜିଠୁ ବଢ଼ିବ ଥଣ୍ଡା
ଭୁବନେଶ୍ୱର : ରାଜ୍ୟକୁ ପୁଣି ଶୀତ ଫେରିବ। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ତାପମାତ୍ରା ତଳକୁ ଖସିବ। ଧୀରେ ଧୀରେ ରାଜ୍ୟକୁ ଉତ୍ତରା ଶୁଷ୍କ ବାୟୁ ପ୍ରବେଷ କରିବା ଆରମ୍ଭ ହୋଇଛି। ୬ ତାରିଖ ସୁଦ୍ଧା ଏହାର ଆହୁରି ଶକ୍ତିଶାଳୀ ହେବ। ତେଣୁ ଗୁରୁବାର ରାତିଠାରୁ ରାଜ୍ୟରେ ଶୀତର ପ୍ରକୋପ ବଢ଼଼ିବ ବୋଲି ଆକଳନ କରାଯାଇଛି। ଗତ କିଛି ଦିନ ହେବ ରାଜ୍ୟକୁ ସାମୁଦ୍ରକି ବାୟୁର ପ୍ରବାହ ଜାରି ରହିଥିଲା। କିନ୍ତୁ ମଧ୍ୟରେ ଭାରତରେ ଏକ ଗୁରୁଚାପ ବଳୟ ସକ୍ରିୟ ହେବାକୁ ଥିବାରୁ ଓଡ଼ିଶାକୁ ଉତ୍ତର ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବେଶ କରିବ। ଏହାଦ୍ୱାରା ତାପମାତ୍ରା ହ୍ରାସ ହେବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗୁରୁବାରଠାରୁ ତାପମାତ୍ରା କମିବା ଆରମ୍ଭ ହୋଇ ପରବର୍ତ୍ତି ୨ ଦିନରେ ପ୍ରାୟ ୩-୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ। ଚଳିତ ଶୀତ ଋତୁରେ ବର୍ତ୍ତମାନ ପର୍ଯ୍ୟନ୍ତ ଶୀତ ଲହରି (କୋଲ୍ଡ ୱେଭ୍‌‌) ପଡ଼ି ନ ଥିବା ବେଳେ ନିୟମିତ ଶୀତ ମଧ୍ୟ ଅନୁଭୂତ ହେଉନାହିଁ।
ସମ୍ଭବତଃ ୫ରୁ ଆରମ୍ଭ ହେବାକୁ ଥିବା ଶୀତ ପର୍ଯ୍ୟାୟରେ ରାଜ୍ୟରେ ଅଧିକ ଶୀତ ଅନୁଭୂତ ହୋଇପାରେ। ଅନ୍ୟପଟେ ଜାନୁଆରୀ ମାସରେ ଶୀତର ପ୍ରକୋପ ଅଧିକ ରହିବା ନେଇ ପୂର୍ବରୁ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଆଗକୁ ପଶ୍ଚିମା ଗଡ଼ବଡ଼ି (ୱେଷ୍ଟର୍ଣ୍ଣ ଡିଷ୍ଟର୍ଭାନ୍ସ)ର ପ୍ରଭାବ ରହିବାକୁ ଥିବାରୁ ଏହା ରାଜ୍ୟରେ ଶୀତ ଅନୁଭୂତ କରାଇବାରେ ସହାୟକ ହେବ ବୋଲି ଆକଳନ କରାଯାଉଛି।   ଅନ୍ୟପଟେ ଶୀତର ପ୍ରକୋପ ବୃଦ୍ଧି ହେବା ସହିତ ଗୁରୁବାରଠାରୁ କୁହୁଡ଼ିର ପ୍ରକୋପ ହ୍ରାସ ପାଇବ। କାଁ ଭାଁ ଅଞ୍ଚଳକୁ ଛାଡ଼ି ଦେଲେ ବାକି ସମସ୍ତ ସ୍ଥାନରେ ୬ ତାରିଖରୁ କୁହୁଡ଼ି ପ୍ରଭାବ କମିବ। ତେବେ ଗୁରୁବାର ସକାଳ ସୁଦ୍ଧା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଲ, କଟକ ଓ ବରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
କମିବ ଶୀତର ପ୍ରକୋପ, ବଢ଼ିବ କୁହୁଡ଼ି
ଭୁବନେଶ୍ୱର: ଆସନ୍ତା ୨ ଦିନ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଏହା ପ୍ରଭାବରେ ବର୍ତ୍ତମାନ ତୁଳନାରେ ଶୀତର ପ୍ରକୋପ ହ୍ରାସ ପାଇବ। ଦୁଇ ଦିନ ପରେ ରାଜ୍ୟକୁ ପ୍ରଚୁର ଜଳୀୟବାଷ୍ଫପୂର୍ଣ୍ଣ ବାୟୁର ପ୍ରବେଶ ହେତୁ ତାପମାତ୍ରା ବଢ଼଼ିବ। ଅନ୍ୟପଟେ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଯିବ। ଶୁକ୍ରବାର ଉତ୍ତର ଉପକୂଳ ଓଡ଼ିଶା ସମେତ ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବ। ସେହିପରି ଶନିବାର ମଧ୍ୟ ଅନେକ ଜିଲ୍ଲାରେ କୁହୁଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଶୀତରେ ଥରୁଛି ସାରା ଓଡ଼ିଶା: ୫ ଡ଼ିଗ୍ରୀ ଛୁଇଁଲା ରାତ୍ରି ତାପମାତ୍ରା, ଜି. ଉଦୟଗିରି ସବୁଠୁ ଥଣ୍ଡା
ଭୁବନେଶ୍ବର: ରାଜ୍ୟରେ ପ୍ରବଳ ଶୀତ ଆରମ୍ଭ ହୋଇଯାଇଛି। କିଛି ଦିନ ହେବ କ୍ରମାଗତ ଭାବେ ବିଭିନ୍ନ ସ୍ଥାନରେ ତାପମାତ୍ରା ତଳକୁ ଖସୁଛି। ଫଳରେ ପୂର୍ବ ଅପେକ୍ଷା ଅଧିକାଂଶ ସ୍ଥାନରେ ଥଣ୍ଡା ଅନୁଭୂତ ହେଉଛି। ଉତ୍ତରା ପବନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ତଳ ମୁହାଁ ରହିଛି। ପ୍ରଥମ ଥର ଚଳିତ ଋତୁରେ ୫ ଡ଼ିଗ୍ରୀ ଛୁଇଁଛି ରାତ୍ରି ତାପମାତ୍ରା । କନ୍ଧମାଳ ଜିଲ୍ଲାର ଜି. ଉଦୟଗିରି ଠାରେ ସର୍ବନିମ୍ନ ରାତ୍ରି ତାପମାତ୍ରା ୫ଡ଼ିଗ୍ରୀ ରହିଥିଲା। ସେହିପରି ସେମିଲିଗୁଡାର ତାପମାତ୍ରା ୭ ଡ଼ିଗ୍ରୀ, ଫୁଲବାଣୀର ୭ ଡ଼ିଗ୍ରୀ, ସୁନ୍ଦରଗଡ଼ର ୮.୫ ଡ଼ିଗ୍ରୀ ଓ ଦାରିଙ୍ଗବାଡିର ତାପମାତ୍ର ୯ ଡ଼ିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ତାପମାତ୍ରା କମିବା ଯୋଗୁଁ ଆସନ୍ତା ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମ୍‍ ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ଏଥିପାଇଁ ଶୀତର ପ୍ରକୋପ ରହିବା ନେଇ ବିଭାଗ ଆକଳନ କରିଛି।
ଘନ କୁହୁଡ଼ି ସହ ଶୀତ ଲହର ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଶୀତ ଲହରି ଜାରି ରହିବ। ଅନେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ୨ ଦିନ ମଧ୍ୟରେ ରାଜ୍ୟରେ ଆହୁରି ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ। ଫଳରେ ଅନେକ ସ୍ଥାନରେ ଶୀତ ଲହରି ପଡ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ ରାଜ୍ଯରେ ଅତି ଘନ କୁହୁଡ଼ି ହେବାର ଆଶଙ୍କା ରହିଛି। ଘନ କୁହୁଡ଼ି ସହ ଶୀତ ଲହର ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରିର କିଛି ସ୍ଥାନରେ ଘନ କୁହୁଡ଼ି ଆଶଙ୍କା ରହିଛି। ରାତିରେ ସତର୍କ ରହିବା ସହ ବାଇକରେ ଯାଆସ ନ କରିବାକୁ ପରାମର୍ଶ ଦିଆଯାଇଛି।