saturday rasiphala - The Sakala
ଶନିବାର ରାଶିଫଳ ( ୧-୧୧- ୨୦୨୫ )
ମେଷ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ । ପେଟ ଜନିତ ସମସ୍ୟା ଦେଖା ଦେଇପାରେ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।
ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।
କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ମାନସିକ ଚିନ୍ତା ଦୂର ହେବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ।
ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।
କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।
ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେଇପାରେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ଆୟ ଓ ବ୍ୟୟ ସମାନ ରହିବ। ପୂଜାର୍ଚ୍ଚନାରେ ସମୟ ବିତାଇବେ।
କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
ଶନିବାର ରାଶିଫଳ ( ୧୮- ୧୦- ୨୦୨୫ )
ମେଷ: ଅଚାନକ ଖୁସି ଖବର ପାଇପାରନ୍ତି। ଆୟ ଅନୁସାରେ ବ୍ୟୟ ହେବ।  ପେଟ ଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।
ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
ମିଥୁନ: କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।
କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ମାନସିକ ଚିନ୍ତା ଦୂର ହେବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ।  ଦୀର୍ଘ ଦିନର ଆଶା ପୂରଣ ହେବ।
ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। । ଅଫିସ୍ ସହକର୍ମୀଙ୍କ ସହଯୋଗ ପାଇବେ।
କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ନୂଆ ବ୍ୟବସାୟ ଆରମ୍ଭ କରିବେ। ଲୋକସମ୍ପର୍କ ବୃଦ୍ଧି ପାଇବ।
ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ଖର୍ଚ୍ଚ ବଢ଼ିପାରେ ।
ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଯୁକ୍ତିତର୍କ ହୋଇପାରେ ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ।
କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହେବ।
ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
ଶନିବାର ରାଶିଫଳ ( ୧୧- ୧୦- ୨୦୨୫ )
ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ।
ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଜମି ବିବାଦ ମାମଲା ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।
କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।
ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। କିଛି କ୍ଷେତ୍ରରେ ଅସଫଳ ରହିବେ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ। ଯୋଗ, ଏକ୍ସରସାଇଜ୍ ପ୍ରତି ଆଗ୍ରହ ପ୍ରକାଶ କରିବେ।
କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷାରେ ସଫଳ ହେବେ।
ତୁଳା: ବ୍ୟବସାୟରୁ ଲାଭ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଧାର୍ମିକ ଯାତ୍ରା କରିପାରନ୍ତି।
ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ବିଜୟ ଲାଭ କରିବେ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିବ।
ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ନିବେଶ ପାଇଁ ଅନୁକୂଳ ସମୟ।
କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଛାତ୍ରଛାତ୍ର ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଅଫିସ୍‌ କାମରେ ବିଦେଶ ଯାତ୍ରା ଯୋଗ ରହିବ।
ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଅଫିସ୍‌ରେ ନୂଆ କାମ ଆରମ୍ଭ କରିବେ। ବିବାହ ପ୍ରସ୍ତାବ ଆସିବ।
ଶନିବାର ରାଶିଫଳ ( ୨୭-୦୯-୨୦୨୫ )
ମେଷ: ପରିଶ୍ରମ ଅନୁସାରେ ଫଳ ମିଳିବ। ମାନସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଦୂରସ୍ଥାନକୁ ଯାତ୍ରା ଯୋଗ ଅଛି। ନକାରାତ୍ମକ ଚିନ୍ତା ଦୂର ହେବ।
ବୃଷ: ଅଚାନକ ଖୁସି ଖବର ପାଇବେ। ପରିବାରର ଦାୟିତ୍ବ ବଢ଼ିପାରେ। ଲେଖକ/ଲେଖିକାଙ୍କ ପାଇଁ ଦିନଟି ବହୁତ ଭଲ। ଅତିଥି ସତ୍କାର କରିପାରନ୍ତି। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।
ମିଥୁନ: ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଭଲ ସମୟ। ପ୍ରେମ ବ୍ୟାପାରରେ ସଫଳ ହେବେ। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ।
କର୍କଟ: ଆୟ ଅନୁସାରେ ବ୍ୟୟ ଅଧିକ ହେବ। ଦୀର୍ଘ ଦିନରୁ ଚାଲିଥÒବା ପାରିବାରି ସମସ୍ୟାରୁ ମୁକ୍ତି ମିଳିବ। ପିଲାଙ୍କ ଗତିବିଧି ଉପରେ ମା’ ମାନେ ନଜର ରଖନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ କାମ କରନ୍ତୁ।
ସିଂହ: ରାଜନେତାଙ୍କ ପାଇଁ ଦିନଟି ଭଲ। ବ୍ୟକ୍ତିଗତ କଥାକୁ ଗୋପନୀୟ ରଖନ୍ତୁ। ପଡୋଶୀଙ୍କ ସହ ଛୋଟ ଛୋଟ କଥାରେ ମନୋମାଳିନ୍ୟ ହୋଇପାରେ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ହେବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେଇପାରେ। ପାରିବାରିକ ଜୀବନ ସୁଖମୟ ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ତୁଳା: ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିପାରେ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଦୀର୍ଘ ଦିନର ଆଶା ପୂରଣ ହେବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ଉଧାର ଟଙ୍କା ଫେରି ପାଇବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଅଫିସ୍‌ କାମ ପାଇଁ ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି।
ଶନିବାର ରାଶିଫଳ ( ୨୦-୦୯-୨୦୨୫ )
ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ।
ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଜମି ବିବାଦ ମାମଲା ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।
କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।
ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। କିଛି କ୍ଷେତ୍ରରେ ଅସଫଳ ରହିବେ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ। ଯୋଗ, ଏକ୍ସରସାଇଜ୍ ପ୍ରତି ଆଗ୍ରହ ପ୍ରକାଶ କରିବେ।
କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷାରେ ସଫଳ ହେବେ।
ତୁଳା: ବ୍ୟବସାୟରୁ ଲାଭ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଧାର୍ମିକ ଯାତ୍ରା କରିପାରନ୍ତି।
ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ବିଜୟ ଲାଭ କରିବେ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିବ।
ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ନିବେଶ ପାଇଁ ଅନୁକୂଳ ସମୟ।
କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଛାତ୍ରଛାତ୍ର ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଅଫିସ୍‌ କାମରେ ବିଦେଶ ଯାତ୍ରା ଯୋଗ ରହିବ।
ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଅଫିସ୍‌ରେ ନୂଆ କାମ ଆରମ୍ଭ କରିବେ। ବିବାହ ପ୍ରସ୍ତାବ ଆସିବ।
ଶନିବାର ରାଶିଫଳ ( ୦୬-୦୯-୨୦୨୫ )
ମେଷ: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ପରିଶ୍ରମ ଅନୁସାରେ ଫଳ ମିଳିବ। ମାନସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
ବୃଷ: ଦୂର ଯାତ୍ରା ଯୋଗ ଅଛି। ଯାନବାହନ କିଣିପାରନ୍ତି। ନିବେଶରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ।
ମିଥୁନ: କ୍ୟାରିୟରକୁ ଗୁରୁତ୍ବ ଦେବେ। ମହିଳାମାନେ ଅଳଙ୍କାର କିଣାକିଣିରେ ସମୟ ଅତିବାହିତ କରିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିପାରେ। ଆୟ ଅନୁସାରେ ବ୍ୟୟ ହେବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ସିଂହ: ଚାକିରିରେ ସଫଳତା ମିଳିବ। ନୂତନ ଜମି କ୍ରୟ କରିପାରନ୍ତି। ପରିବାର ସହିତ ହସଖୁସିର ସମୟ ବିତାଇବେ। ଜୀବନସାଥୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେଇପାରେ। ଘରେ ପୂଜାପାଠ ଆୟୋଜନ କରିବେ। ଆୟର ନୂଆ ଅବସର ପ୍ରାପ୍ତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିପାରେ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଦୀର୍ଘ ଦିନର ଆଶା ପୂରଣ ହେବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ଉଧାର ଟଙ୍କା ଫେରି ପାଇବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଅଫିସ୍‌ କାମ ପାଇଁ ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି।
ଶନିବାର ରାଶିଫଳ ( ୨୩-୦୮-୨୦୨୫ )
ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।
ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ସିଂହ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ଚାକିରିରେ ବନ୍ଧୁଙ୍କ ସହାୟତା ମିଳିବ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ। ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ।
ଶନିବାର ରାଶିଫଳ ( ୨- ୦୮- ୨୦୨୫ )
ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ପାରିବାରିକ ମତଭେଦ ଦୂର ହେବ।
ବୃଷ: ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ।
ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଶୁଭ ସମ୍ବାଦ ମିଳିବ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି।
ସିଂହ: ଦାମ୍ପତ୍ୟ ଜୀବନ ଅନୁକୂଳ ରହିବ। କିଛି କ୍ଷେତ୍ରରେ ଅସଫଳ ରହିବେ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ।
କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ।
ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବସାୟରୁ ଲାଭ ମିଳିବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଋଣ ସମସ୍ୟା ଦୂର ହେବ।
ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ।
ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ। ଘର ପାଇଁ ନୂଆ ଜିନିଷ କିଣିବେ।
ମକର: ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦିନଟିରେ ଖୁସି ରହିବେ। ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ।
କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀ ମନୋରଞ୍ଜନରେ ସମୟ ଅତିବାହିତ କରିବେ।
ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ଗୀତ, ନାଚରେ ସମୟ ଅତିବାହିତ କରିବେ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଅସହାୟଙ୍କୁ ସାହାଯ୍ୟ କରିବେ।
ମେଷ: ଅଫିସ୍‌ରେ ସମସ୍ୟା ଦେଖା ଦେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ।
ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କୌଣସି କାର୍ଯ୍ୟ ବିଗିଡ଼ିଯାଇପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆଚରଣରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ। ନିବେଶ ଲାଗି ଉପଯୁକ୍ତ ସମୟ।
ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଆଇନ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ ଯିବ। ଭୁଲ୍‌ କାମରୁ ଦୂରେଇ ରହିବେ। ପାରିବାରିକ ଜୀବନରେ ସୁଖଶାନ୍ତି ରହିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ।
କର୍କଟ: ଦାନଧର୍ମରେ ଦିନଟି ଅତିବାହିତ କରିବେ। ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଗରିବଙ୍କୁ ସାହାଯ୍ୟ କରିବେ। ମାନସିକ ଶାନ୍ତି ମିଳିବ। କାର୍ଯ୍ୟ କ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ମାର୍ଗଦର୍ଶନରେ ପରିଚାଳିତ ହେବେ।
ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। ସେଲ୍‌ସ ମାର୍କେଟିଂ କ୍ଷେତ୍ରରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। ଦୁର୍ଗା ଚାଳିଶା ପାଠ କରିବା ଭଲ। କାର୍ଯ୍ୟ ଧାରାରେ ପରିବର୍ତ୍ତନ ଆଣିବେ।
କନ୍ୟା: ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥିକ ଲାଭ ମିଳିବ। ବଚନରେ ମଧୁରତା ରକ୍ଷା କରିବେ।
ବିଛା: ବାଦବିବାଦରୁ ଦୂରେଇ ରହିବେ। ତରବରିଆ ଭାବେ ନିଷ୍ପତ୍ତି ନେବେ ନାହିଁ। କାମରୁ ଲାଭ ଓ ସଫଳତା ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। ପ୍ରେମ ସମ୍ପର୍କ ସୁଖମୟ ହେବ।
ଧନୁ: କାର୍ଯ୍ୟକ୍ଷେତ୍ରରେ ଆତ୍ମବିଶ୍ବାସର ଅଭାବ ରହିବ। କୌଣସି ସମସ୍ୟାରେ ପଡ଼ିପାରନ୍ତି। ପରିଶ୍ରମ ଅନୁସାରେ ସଫଳତା ମିଳିବ। ମହାଦେବଙ୍କ ପୂଜାର୍ଚ୍ଚନାରେ ସମୟ ବିତିବ।
ମକର: ବିବାହ ପ୍ରସ୍ତାବ ଆସିବ। ଧନଲାଭ ଯୋଗ ଅଛି। କୌଣସି କଥାକୁ ନେଇ ଅଧିକ ଚିନ୍ତା କରିବେ ନାହିଁ। ଭାଇ,ଭଉଣୀଙ୍କ ସହ ହସ ଖୁସିରେ ଦିନ କାଟିବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ।
କୁମ୍ଭ: ପରନିନ୍ଦାରୁ ଦୂରେଇ ରହିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସନ୍ତାନଙ୍କ କ୍ୟାରିୟରକୁ ନେଇ ଉପଯୁକ୍ତ ନିର୍ଣ୍ଣୟ ନେବେ।
ମୀନ: ମାନସିକ ଶାନ୍ତି ପାଇବେ। ଅଫିସ୍‌ରେ ପ୍ରତିଷ୍ଠା ବଢ଼ିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଶୁଭ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ସମସ୍ତ କାମ ସହଜରେ ପୂରା କରିବେ। ବ୍ୟବସାୟୀ କୌଣସି ଶୁଭ ଖବର ପାଇବେ।
ଶନିବାର ରାଶିଫଳ ( ୨୧- ୦୬- ୨୦୨୫ )
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ।
ବୃଷ: ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ସୃଜାନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ। ପ୍ରେମ ଜୀବନ ସୁଖମୟ ହେବ।
ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ଚାକିରିରେ ନୂଆ ସୁଯୋଗ ଜୁଟିବ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ। ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ।
କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ।
ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାର କରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।
ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
ମକର: ନାଚ, ଗୀତରେ ସଫଳତା ମିଳିବ। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ।
କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।
କେମିତି କଟିବ ରଜ, ଜାଣନ୍ତୁ ଆଜିର ରାଶିଫଳ ( ୧୪-୦୬-୨୦୨୫ )
ମେଷ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପରିବାରର ସହଯୋଗ ମିଳିବ। ସମ୍ପର୍କୀୟ ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସହଯୋଗ ମନୋଭାବ ରହିବ। ଘରେ ପୂଜାପାଠର ଆୟୋଜନ ହେବ।
ବୃଷ: ଜମିବାଡ଼ି କିଣିବା ଯୋଜନା କରିବେ। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ଉଜ୍ଜ୍ବଳ ଭବିଷ୍ୟତ ରହିବ। କୌଣସି ଶୁଭ ସମାଚାର ମିଳିପାରେ। ସେୟାର ବଜାରରେ ନିବେଶ କରିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।
ମିଥୁନ: ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଧାର୍ମିକ ପୁସ୍ତକ ପ୍ରତି ରୁଚି ବଢ଼ିବ। ଦୂରସ୍ଥାନକୁ ଯାତ୍ରାଯୋଗ ଅଛି। ଉଚ୍ଚଶିକ୍ଷା ପାଇଁ ଅନୁକୂଳ ସମୟ। କଥାବାର୍ତ୍ତାରେ ମଧୁରତା ରଖିବେ।
କର୍କଟ : ଛାତ୍ରଛାତ୍ରୀ ପଢ଼ାରେ ମନୋନିବେଶ କରିବେ। ପରିବାର ସହ ଯାତ୍ରା ଯୋଗ ରହିଛି। ଘରକୁ ଅତିଥି ଆଗମନ କରିବେ। ମାଆଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିପାରନ୍ତି। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ସିଂହ: ଦିନଟି ହସଖୁସିରେ ଅତିବାହିତ କରିବେ। ପରିବାରରେ କୌଣସି ସଦସ୍ୟଙ୍କୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ଧ୍ୟାନ କେନ୍ଦ୍ରିତ କରିବେ ନାହିଁ। ଜୀବନସାଥୀଙ୍କ ସହଯୋଗ ରହିବ।
କନ୍ୟା: ବ୍ୟବସାୟକୁ ଆଗକୁ ବଢ଼ାଇବାରେ ସଫଳ ହେବେ। ରିୟଲ ଇଷ୍ଟେଷ୍ଟ ବ୍ୟବସାୟରେ ଲାଭ ହେବ। ବନ୍ଧୁଙ୍କ ଦ୍ବାରା ଧନପ୍ରାପ୍ତି ଯୋଗ ରହିଛି। କୌଣସି ଶୁଭ ସମାଚାର ପାଇବେ। ପ୍ରେମ ବ୍ୟାପାରରେ ସଫଳ ହେବେ।
ତୁଳା: ମନ ପ୍ରସନ୍ନ ରହିବ। ଖର୍ଚ୍ଚ ବୃଦ୍ଧି ପାଇବ। ବରିଷ୍ଠ ଅଧିକାରୀଙ୍କ ସହ କଥାବାର୍ତ୍ତା ସମୟରେ ସଂଯମତା ରକ୍ଷା କରନ୍ତୁ। ମନପସନ୍ଦର କୌଣସି କାର୍ଯ୍ୟ କରିବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।
ବିଛା: ପ୍ରଶାସନିକ କ୍ଷେତ୍ରରେ ସଫଳତା ପାଇବେ। ପରିବାରରେ ସୁଖଶାନ୍ତି ବଜାୟ ରହିବ। ପ୍ରେମ ଜୀବନରେ ପ୍ରଗାଢ଼ତା ଆସିବ। ନୂଆ ଯାନବାହନ କିଣିପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
ଧନୁ: କୌଣସି ନୂଆ କାମ ମିଳିପାରେ। ନିବେଶ ପାଇଁ ଭଲ ସମୟ। ରାଜନୀତିରେ କ୍ୟାରିୟର ପାଇଁ ଭଲ ସମୟ ରହିବ। ନୂଆ ଲୋକଙ୍କୁ ଭେଟିବାର ସୁଯୋଗ ଜୁଟିବ। କୌଣସି କାମ ପାଇଁ ପ୍ରଶଂସିତ ହେବେ। ।
ମକର: ଚାକିରିରେ ବଦଳି ସମ୍ଭାବନା ରହିବ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ସଫଳତା ପାଇଁ ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ।
କୁମ୍ଭ: ପରିବାରର ସହଯୋଗ ମିଳିବ। ଚାକିରିରେ ପଦୋନ୍ନତି ସମ୍ଭାବନା ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ବିଦେଶ ଯାତ୍ରା ଯୋଗ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆୟ ଓ ବ୍ୟୟ ସମାନ ରହିବ।
ମୀନ: କୌଣସି ନୂଆ ବିଷୟ ପ୍ରତି ଆଗ୍ରହ ବଢ଼ିବ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ। ଦୀର୍ଘ ଦିନର ଆଶା ପୂରଣ ହେବ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।
ଶନିବାର ରାଶିଫଳ ( ୦୭- ୦୬ -୨୦୨୫ )
ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପାଇପାରନ୍ତି। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।
ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିପାରନ୍ତି। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ। ଦୀର୍ଘ ଦିନର ଆଶା ପୂରଣ ହେବ।
ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ ପ୍ରଶଂସା ମିଳିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ପ୍ରେମ ବ୍ୟାପାରରେ ସଫଳ ହେବେ।
କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।
ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଯାନବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ।
ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟାର ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ହାତେ ମାପି ଚାଖଣ୍ଡେ ଚାଲିବା ଭଲ।
ବିଛା: ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଭାଇଭଉଣୀଙ୍କଠାରୁ ଉପହାର ପାଇବେ। ଅଫିସ୍‌ କାମରେ ଦୂର ସ୍ଥାନକୁ ଯାତ୍ରା କରିବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।
ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ। ଅଫିସ୍‌ ସହକର୍ମୀଙ୍କୁ ସହଯୋଗ କରିବେ।
ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ରାଜନେତାଙ୍କ ପାଇଁ ଦିନଟି ଭଲ।
କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ। ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ।
ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହେବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।