Rashiphal - The Sakala

ଶୁକ୍ରବାର ରାଶିଫଳ ( ୨୯-୧୧-୨୦୨୪ )
ମେଷ: ଦିନଟି ଶୁଭଫଳ ପ୍ରଦାନ କରିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଜୀବନସାଥୀଙ୍କ ବ୍ୟବହାରରେ ଖୁସି ହେବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ।

ବୃଷ: ବିବାହ ପ୍ରସ୍ତାବ ସ୍ଥିର ହେବ। ସମାଜରେ ପ୍ରତିଷ୍ଠା ବଢ଼ିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। କୋର୍ଟ ମାମଲାରେ ସଫଳତା ହାସଲ କରିବେ। ମହିଳାମାନେ କିଣାକିଣିରେ ଅଧିକ ଖର୍ଚ୍ଚ କରିବେ।

ମିଥୁନ: ରାଜନୀତିରେ ସଫଳତା ମିଳିବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ବାଦବିବାଦ ତଥା ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

କର୍କଟ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ଏକାଗ୍ରତାର ସହ କାମ କରିବେ। ସନ୍ତାନ ସୁଖ ପ୍ରାପ୍ତ ହେବ।

ସିଂହ: ବନ୍ଧୁ ମିଳନ ଯୋଗ ଅଛି। ଘରେ ପୂଜାପାଠ ଆୟୋଜନ କରିବେ। ପ୍ରେମ ସମ୍ବନ୍ଧରେ ତିକ୍ତତା ଦେଖା ଦେବ। ଜୀବନସାଥୀଙ୍କଠାରୁ ଉପହାର ପାଇବେ। କାର୍ଯ୍ୟକ୍ଷେତ୍ରରେ ସମସ୍ୟା ଦୂର ହେବ।

କନ୍ୟା: ଭାଇଭଉଣୀଙ୍କ ମଧ୍ୟରେ ଭୁଲ ବୁଝମଣା ଦୂର ହେବ। ସକାରାତ୍ମକ ଚିନ୍ତାଧାରାରେ କାର୍ଯ୍ୟ କରିବେ। ନିବେଶ ପାଇଁ ଅନୁକୂଳ ସମୟ ନୁହେଁ। ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ।

ତୁଳା: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ସରକାରୀ ଚାକିରି ପାଇଁ ସମୟ ଲାଗିବ। ଦାମ୍ପତ୍ୟ ଜୀବନରେ ମତଭେଦ ସୃଷ୍ଟି ହେବ।

ବିଛା: ଅଫିସ୍‌ କାର୍ଯ୍ୟ ଠିକ୍‌ ସମୟରେ ପୂରା କରିବେ। ବରିଷ୍ଠ ଅଧିକାରୀ କାମ ପାଇଁ ପ୍ରଶଂସା କରିବେ। ଗରିବ ଲୋକଙ୍କୁ ସାହାଯ୍ୟ କରିବେ। ତୈଳାକ୍ତ ଖାଦ୍ୟ ପଦାର୍ଥରୁ ଦୂରେଇ ରହିବେ।

ଧନୁ: ଶାନ୍ତ ମନରେ କାର୍ଯ୍ୟ କରିବେ। ବ୍ୟବସାୟରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ଆର୍ଥିକ ସ୍ଥିତି ମଜଭୁତ ହେବ। ପରିବାର ସଦସ୍ୟଙ୍କୁ ସମୟ ଦେବେ।

ମକର: ପୁରୁଣା ବନ୍ଧୁଙ୍କ ସହ ଦେଖାସାକ୍ଷାତ ହେବ। ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ବନ୍ଧୁଙ୍କ ସହ ଆଲୋଚନା କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଧାର୍ମିକ ସ୍ଥାନକୁ ଯାତ୍ରା କରିବେ।

କୁମ୍ଭ: ଇଚ୍ଛା ପୂରଣ ହେବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ବିରୋଧୀଙ୍କଠାରୁ ଦୂରେଇ ରହିବେ। ଅଧିକ ଖର୍ଚ୍ଚାନ୍ତ ହେବେ।

ମୀନ: ମନ ପ୍ରସନ୍ନ ରହିବ। ନୂଆ ଯୋଜନା ସହ କାମ ଆରମ୍ଭ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ସାଙ୍ଗସଥୀଙ୍କ ସହିତ ସମୟ ଅତିବାହିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମଙ୍ଗଳବାର ରାଶିଫଳ (୦୪-୦୬-୨୦୨୪)
ମେଷ: ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ପୁରୁଣା ବନ୍ଧୁଙ୍କ ସହ ଦେଖାସାକ୍ଷାତ ହେବ। ଆର୍ଥିକ ସମସ୍ୟା ଦେଖା ଦେବ।

ବୃଷ: ଘରକୁ ନୂଆ ଜିନିଷ ଆଣିବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। ଗୁରୁଜନଙ୍କ ଆଶୀର୍ବାଦ ନେବେ। ଆର୍ଥିକ କାରବାରରେ ଲାଭ ମିଳିବ। ଦୀର୍ଘଦିନର ସମସ୍ୟା ସମାଧାନ ହେବ।

ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ମିଳିବ। ବାଦବିବାଦରୁ ଦୂରେଇ ରହିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପରିଶ୍ରମ କରିବେ। ଜୀବନସାଥୀଙ୍କୁ ସମୟ ଦେବେ।

କର୍କଟ: ମାଂସପେଶୀ ଯନ୍ତ୍ରଣା ଅନୁଭବ କରିବେ। ଇଷ୍ଟ ଦେବଙ୍କୁ ସ୍ମରଣ କରିବେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି।

ସିଂହ: ଦିନଟି ହସଖୁସିରେ କଟିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ଗରିବ ଲୋକଙ୍କୁ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବେ।

କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରୋଗମୁକ୍ତ ହେବେ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ତୁଳା: ବ୍ୟବସାୟରେ ଲାଭ ହେବ। ପାରିବାରିକ ବିବାଦ ଦେଖା ଦେବ। ଜୀବନସାଥୀଙ୍କ ସହ ନୂଆ ସ୍ଥାନ ବୁଲିବାକୁ ଯିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ଯାତ୍ରା ଲାଭଦାୟକ ହେବ।

ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଠ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ।

ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ।

ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ।

କୁମ୍ଭ: ଭଗବାନ ଶିବଙ୍କୁ ବେଲପତ୍ର ଅର୍ପଣ କରିବେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ବୈବାହିକ ଜୀବନ ମଜଭୁତ୍‌ ହେବ।

ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ଭାଇଭଉଣୀଙ୍କ ମଧ୍ୟରେ ଝଗଡ଼ା ହେବ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। ଅଧିକ ଖର୍ଚ୍ଚାନ୍ତ ହେବେ।

ମଙ୍ଗଳବାର ରାଶିଫଳ (୦୫-୧୨-୨୦୨୩)
ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପ୍ରାପ୍ତ ହେବ। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।

ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିବେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ।

ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ ପ୍ରଶଂସା ମିଳିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ।

କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ।

ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।

କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ।

ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟା ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।

ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଭାଇଭଉଣୀଙ୍କଠାରୁ ଉପହାର ପାଇବେ। ଅଫିସ୍‌ କାମରେ ଦୂର ସ୍ଥାନକୁ ଯାତ୍ରା କରିବେ।

ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ।

ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।

କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ।

ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ଲାଭ ହେବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହେବ।

ଶନିବାର ରାଶିଫଳ ( ୧୪-୦୧-୨୦୨୩ )
ମେଷ: ବହୁଚେଷ୍ଟା ସତ୍ତ୍ୱେ ଅସଫଳ ହେବେ। କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟଭାର ରହିବ। ପରିବାରରେ ବିବାଦୀୟ ପରିସ୍ଥିତି ଉପୁଜିପାରେ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଛାତ୍ରଛାତ୍ରୀ ଚିନ୍ତାରେ ରହିବେ।

ବୃଷ: ନିଜର ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ। ରାଜନୀତିରେ ସକ୍ରିୟ ଭୂମିକା ରହିବ। ମହିଳାମାନେ ବୁଦ୍ଧିମତାର ପରିଚୟ ଦେବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଆଶାଜନକ ଫଳ ମିଳିବ।

ମିଥୁନ: ଦୀର୍ଘ ଦିନର ସମସ୍ୟାରୁ ମୁକ୍ତି ପାଇବେ। ପଡ଼ୋଶୀଙ୍କ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟ ହେବେ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ଛାତ୍ରଛାତ୍ରୀ ଉଚ୍ଚମନା ହେବେ।

କର୍କଟ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ହର୍ଷୋଲ୍ଲାସରେ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଛାତ୍ରଛାତ୍ରୀ ଭ୍ରମଣପ୍ରିୟ ହେବେ।

ସିଂହ: ହେବାକୁ ଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। କର୍ମକ୍ଷେତ୍ରରେ କର୍ତ୍ତୃପକ୍ଷଙ୍କର ଚାପ ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଛାତ୍ରଛାତ୍ରୀ ଆଳସ୍ୟ ରହିବେ।

କନ୍ୟା: ଅନେକ ଦିନର ସ୍ୱପ୍ନ ସାକାର ହେବ। ପ୍ରଶାସନିକ ଓ ରାଜନୀତିରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଛାତ୍ରଛାତ୍ରୀ ଯଶ ପାଇବେ।

ତୁଳା: କର୍ମକ୍ଷେତ୍ରରେ ପ୍ରତିଷ୍ଠା ବୃଦ୍ଧି ପାଇବ। ସାଂସାରିକ ସୁଖ ଶାନ୍ତି ମିଳିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ସଞ୍ଚୟ ହେବ। ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବେ।

ବିଛା: ଯୋଜନା ଅସଫଳ ହେବ। ରାଜନୀତିରେ ସମସ୍ୟା ରହିବ। କର୍ମକ୍ଷେତ୍ରରେ କାର୍ଯ୍ୟଭାର ରହିବ। ମହିଳାମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡ଼ିପାରନ୍ତି। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ପ୍ରତିକୂଳ ରହିବ।

ଧନୁ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ସ୍ଥାନାନ୍ତର ହୋଇପାରେ। ମହିଳାମାନେ ନିରାଶ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଛାତ୍ରଛାତ୍ରୀ ତ୍ରୁଟି କରିପାରନ୍ତି।

ମକର: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। କଳା,ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ପାଇବେ। ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହେବେ।

କୁମ୍ଭ: ପରିଶ୍ରମର ଫଳ ମିଳିବ। କର୍ମକ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ ରହିେବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ କର୍ମତତ୍ପର ରହିବେ। ବାଣିଜ୍ୟରେ ଲାଭ ମିଳିବ। ଛାତ୍ରଛାତ୍ରୀ ଦୃଢ଼ମନା ରହିବେ।

ମୀନ: ଅସ୍ଥିରତା କାରଣରୁ କାର୍ଯ୍ୟରେ ତ୍ରୁଟି କରିପାରନ୍ତି। ରାଜନୀତିରେ ଅଶାନ୍ତ ପରିସ୍ଥିତି ରହିପାରେ। କର୍ମକ୍ଷେତ୍ରରେ ଅସହଯୋଗ ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଛାତ୍ରଛାତ୍ରୀ ଅସ୍ଥିର ରହିବେ।

ମଙ୍ଗଳବାର ରାଶିଫଳ ( ୨୨–୧୧–୨୦୨୨ )
ମେଷ: ଛାତ୍ରଛାତ୍ରୀ ଉନ୍ନତି ପାଇଁ ଭଲ ସୁଯୋଗ ମିଳିପାରେ। ସାହିତ୍ୟ ପ୍ରତି ରୁଚି ବଢ଼ିବ। ଅନାବଶ୍ୟକ ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ପରିବାର ସହ ଦିନଟି ଭଲରେ କଟିବ।

ବୃଷ: ଆଶା ଅନୁଯାୟୀ ଫଳ ପାଇବେ ନାହିଁ। କର୍ମକ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ପାଇବେ। ସକାରାତ୍ମକ ଭାବନା ରଖି ଆଗକୁ ବଢ଼ିବେ। ସନ୍ତାନସନ୍ତିତଙ୍କ ପାଇଁ ମୂଲ୍ୟବାନ ବସ୍ତୁ କ୍ରୟ କରିପାରନ୍ତି।

ମିଥୁନ: ନିଜ ପ୍ରତିଭାକୁ ପ୍ରମାଣିତ କରି ସମସ୍ତଙ୍କ ପାଖରେ ପ୍ରିୟଭାଜନ ହେବେ। ବିଗିଡ଼ି ଯାଇଥିବା କାର୍ଯ୍ୟକୁ ସଜାଡ଼ି ନେବେ। ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିପାରନ୍ତି।

କର୍କଟ: ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ପୂରଣ ହେବ। ଖୁବ୍‌ କମ୍‌ ସମୟରେ ଅଧିକ କାର୍ଯ୍ୟ ସମାପନା କରିବେ । କାର୍ଯ୍ୟକ୍ଷେତ୍ରରେ ଆଗୁଆ ରହିବେ। ସାଙ୍ଗସାଥୀଙ୍କ ସହଯୋଗ ପାଇବେ। ବ୍ୟବସାୟରେ ଲାଭବାନ ହେବେ।

ସିଂହ: ଭାବନା ଉପରେ ନିୟନ୍ତ୍ରଣ ରକ୍ଷା କରନ୍ତୁ। କର୍ମକ୍ଷେତ୍ରରେ କାର୍ଯ୍ୟପ୍ରତି ହେଳା କରିପାରନ୍ତି। ବନ୍ଧୁବାନ୍ଧବଙ୍କ ସହ ମତଭେଦ ଦେଖାଦେଇପାରେ। ପରିବାରରେ ବିଶୃଙ୍ଖଳା ସୃଷ୍ଟି ହୋଇପାରେ।

କନ୍ୟା: ପୈତୃକ ସମ୍ପତ୍ତି ଦ୍ବାରା ଲାଭବାନ ହେବେ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ ମାନସମ୍ମାନର ଅଧିକାରୀ ହେବେ। ଜୀବନସାଥୀଙ୍କ ସହଯୋଗ ପାଇବେ।

ତୁଳା: ଅଯଥା ଖର୍ଚ୍ଚ ଚିନ୍ତାର କାରଣ ହୋଇପାରେ। ଶତ୍ରୁମାନଙ୍କ କୁଚକ୍ରାନ୍ତର ଶିକାର ହୋଇପାରନ୍ତି। କର୍ମକ୍ଷେତ୍ରରେ ହତୋତ୍ସାହ ହେବେ। କ୍ୟାରିୟରରେ ନୂତନ ମୋଡ଼ ଆସିପାରେ।

ବିଛା: ସମୟ ଅନୁସାରେ କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଜୀବନରେ ଭିନ୍ନ ପରିବର୍ତ୍ତନ ଦେଖାଦେବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ଯୋଗ ରହିଛି। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ରହିଛି।

ଧନୁ: ଅନେକ ଦିନର ସ୍ବପ୍ନ ପୂରଣ ହୋଇପାରେ । କର୍ମକ୍ଷେତ୍ରରେ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ। ଲୋକଙ୍କ ଧ୍ୟାନ ଆକର୍ଷଣ କରିବେ। ଅତ୍ୟଧିକ ଖର୍ଚ୍ଚରେ ପଡ଼ିଯାଇ ପାରନ୍ତି।

ମକର: ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ। ଧନଲାଭର ଯୋଗ ରହିଛି। ଅନ୍ୟର ଭାବନାକୁ ସମ୍ମାନ ଦେବେ। ପରିବାରରେ ସମ୍ମାନ ଓ ସମୃଦ୍ଧି ବୃଦ୍ଧି ପାଇବ। ଧୈର୍ଯ୍ୟର ଫଳ ସୁନିଶ୍ଚିତ ଭାବରେ ପାଇବେ।

କୁମ୍ଭ: ଦୀର୍ଘ ଦିନର ସ୍ବପ୍ନ ସାକାର ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ନିଜ ବାକ୍ୟ ଉପରେ ସଂଯମତା ରକ୍ଷା କରନ୍ତୁ। ଗୋପନୀୟ କଥା ପ୍ରକାଶ କରନ୍ତୁ ନାହିଁ।

ମୀନ: ପୁରୁଣା ନିବେଶରୁ ଲାଭବାନ ହେବେ। କର୍ମକ୍ଷେତ୍ରରେ ପରିଶ୍ରମୀ ହେବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରି ସଫଳତା ପାଇବେ। ପ୍ରେମ ଓ ଦାମ୍ପତ୍ୟ ସମ୍ପର୍କରେ ମଧୁରତା ଆସିବ।

ମଙ୍ଗଳବାର ରାଶିଫଳ ( ୦୮- ୦୨ -୨୦୨୨ )
ମେଷ: କୌଣସି ବିଷୟକୁ ନେଇ ଦୁଶ୍ଚିନ୍ତାେର ରହିେବ। ଦୂରଯାତ୍ରା କରିପାରନ୍ତି। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶିକ୍ଷାର୍ଥୀ ଅସ୍ଥିର ରହିେବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଫିଙ୍କ୍‌।

ବୃଷ: ବ୍ୟୟ ବହୁଳତା କାରଣରୁ ଅର୍ଥାଭାବ ଦେଖାଦବ। ରାଜନୀତିରେ ବିେରାଧୀ ବୃଦ୍ଧି ପାଇବ। ଚାକିରିରେ ଅବେହଳା କରିବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ମିଥୁନ: ଦୀର୍ଘଦିନର ସ୍ବପ୍ନ ସାକାର ହୋଇପାରେ। ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା।

କର୍କଟ:କର୍ମକ୍ଷେତ୍ର ପରିସର ବୃଦ୍ଧି ପାଇବ। ଚାକିରିରେ ଧନ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ହେବ। ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ। ଶୁଭ ଅଙ୍ଗ-୯ ,ଶୁଭ ରଙ୍ଗ- ମେରୁନ୍‌।

ସିଂହ: ଶୃଙ୍ଖଳିତ ଧାରରେ କାର୍ଯ୍ୟ କରି ସଫଳ ହେବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ।

କନ୍ୟା:କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବ। ଚାକିରିରେ ଅପଦସ୍ତ ହୋଇପାରନ୍ତି। ରାଜନୀତିରେ ବିଷମ ପରିସ୍ଥିତି ରହିବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ। ଶୁଭ ଅଙ୍କ-୫ ,ଶୁଭ ରଙ୍ଗ- ସବୁଜ।

ତୁଳା:ଦିନଟି ଉତ୍ସାହଜନକ ରହିବ। ରାଜନୀତି ଓ ପ୍ରଶାସନିକ ଉଚ୍ଚ ପ୍ରଶଂସା ପାଇବେ। ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ମନୋମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା।

ବିଛା: କର୍ମକ୍ଷେତ୍ରରେ ମନ୍ଥର ରହିବ। ଅନ୍ୟପାଇଁ ଅସୁବିଧାରେ ପଡ଼ିପାରନ୍ତି। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍‌।

ଧନୁ: କାର୍ଯ୍ୟହାନି ଓ ମନସ୍ତାପ ଦେଖାଦେବ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।

ମକର: ଦିନଟି ଆଶାନୁରୂପ ଫଳ ପାଇବେ। ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍‌।

କୁମ୍ଭ:କର୍ମକ୍ଷେତ୍ରରେ ଦୃଢ଼ମନା ରହିବେ। ରାଜନୀତିରେ ଶତ୍ରୁଜୟୀ ହେବେ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।

ମୀନ: କେତେକ କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ। ମହିଳାମାନେ ହତୋତ୍ସାହ ରହିବେ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିପାରେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।

ମଙ୍ଗଳବାର ରାଶିଫଳ ( ୦୧- ୦୨ -୨୦୨୨ )
ମେଷ: ସମାଜରେ ପ୍ରତିଷ୍ଠିତ ହେବେ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍ ।

ବୃଷ: କର୍ମକ୍ଷେତ୍ରରେ ଅବହେଳା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ଦେଖାଦେବ । ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ମାନ୍ଦା ରହିବ ଶିକ୍ଷାର୍ଥୀ ଆଳସ୍ୟ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ଧଳା |

ମିଥୁନ: କର୍ମକ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

କର୍କଟ: ବନ୍ଧୁ ସହଯୋଗ ପାଇ ଆଗେଇ ଚାଲିବେ। ମହିଳାମାନେ ପ୍ରସନ୍ନ ରହିବେ। ରାଜନୀତିରେ ପ୍ରଶଂସିତ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍।

ସିଂହ: ଦୁଃସାହସିକ ଓ ଦୃଢ଼ମନା ହୋଇ କାର୍ଯ୍ୟ ତୁଲାଇବେ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ସକ୍ରିୟ ରହିବେ ବାଣିଜ୍ୟ ଲାଭଜନକ ରହିବ । ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।

କନ୍ୟା: କର୍ମକ୍ଷେତ୍ରରେ ସମସ୍ୟା ରହିବ। ସନ୍ତାନସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟରେ ଆୟ ହେବ । ଶିକ୍ଷାର୍ଥୀ ବ୍ୟସ୍ତ ରହିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍ |

ତୁଳା: ଦିନଟି ଚଳଚଞ୍ଚଳ ରହିବେ। ଅତିଥିଙ୍କ ଆଗମନ ହୋଇପାରେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ I ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଅଜ୍ଞାଧୀନ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ |

ବିଛା: କର୍ମକ୍ଷେତ୍ର ମନ୍ଥର ରହିବ। ଅନ୍ୟପାଇଁ ଅସୁବିଧାରେ ପଡ଼ିପାରନ୍ତି। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍ ।

ଧନୁ: କାର୍ଯ୍ୟହାନି ଓ ମନସ୍ତାପ ଦେଖାଦେବ । ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇ ପାରନ୍ତି । ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

ମକର: ଦିନଟି ଆଶାନୁରୂପ ଫଳ ପାଇବେ । ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍।

କୁମ୍ଭ: କର୍ମକ୍ଷେତ୍ରରେ ଦୃଢ଼ମନା ରହିବେ। ରାଜନୀତିରେ ଶତ୍ରୁଜୟୀ ହେବେ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ | ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା |

ମୀନ: କେତେକ କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ । ମହିଳାମାନେ ହତୋତ୍ସାହ ରହିବେ । ରାଜନୀତିରେ ବିବାଦୀୟ ପରିସ୍ଥିତି ରହିପାରେ | ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ- ୭, ଶୁଭ ରଙ୍ଗ-କଫି |

ରବିବାର ରାଶିଫଳ (୧୬-୦୧-୨୦୨୨)
ମେଷ: ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିଟି କାର୍ଯ୍ୟରେ ଜୟଲାଭ କରିବେ ମହିଳାମାନେ ସକାରାତ୍ମକ ରହିବେ । ରାଜନୀତିରେ ସମ୍ମାନିତ ହେବେ I ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍।

ବୃଷ: କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ଚାକିରିରେ ଦାୟିତ୍ଵବୋଧ ରହିବ। ରାଜନୀତିରେ କର୍ମତତ୍ପର ରହିବେ । ମହିଳାମାନେ ଯଶ ପାଇବେ | ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳହେବେ। ଶୁଭଅଙ୍କ-୮, ଶୁଭରଙ୍ଗ-ଆକାଶୀ।

ମିଥୁନ : ଦିନଟି ସୁଖଶାନ୍ତି ଭିତରେ କଟିବ। ରାଜନୀତି ଓ ପ୍ରଶାସନିକ ସ୍ତରରେ ପ୍ରଶଂସିତ ହେବେ । ମହିଳାମାନେ ନୂତନ କାର୍ଯ୍ୟରେ ଯୋଗଦେଇପାରନ୍ତି। ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଅଧ୍ୟୟନରତ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

କର୍କଟ: ବୃଥାଭ୍ରମଣ ଓ ଖର୍ଚ୍ଚାନ୍ତ ଭିତରେ ଗତି କରିବେ । ରାଜନୀତିରେ ଜନଅସନ୍ତୋଷର ଶିକାର ହୋଇପାରନ୍ତି | ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଅବହେଳା କରିବେ | ଶୁଭ ଅଙ୍ଗ-୯, ଶୁଭ ରଙ୍ଗ-ଲାଲ୍

ସିଂହ: କର୍ମକ୍ଷେତ୍ରରେ ସମୃଦ୍ଧି ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ |

କନ୍ୟା: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟରହିବ। ରାଜନୀତିରେ ସକ୍ରିୟରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ତୁଳା: ଅକ୍ଳେଶରେ କାର୍ଯ୍ୟ ହାସଲ କରିବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ । ମହିଳାମାନେ ଅନୁଶାସନ ଭିତରେ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଗୁରୁଜନଙ୍କର ପ୍ରିୟ ହେବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ |

ବିଛା : କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ବିଷମ ) ପରିସ୍ଥିତି ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ଶିଳ୍ପ ଓ ବାଣିଜ୍ୟରେ ହାନିହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ – ଧଳା |

ଧନୁ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ପରିବହନ ଓ ବାଣିଜ୍ୟରେ ସଫଳତା ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – କମଳା |

ମକର : କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇ ଚାଲିବେ । ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ- କଳା |

କୁମ୍ଭ: ଦିନଟିରେ ସୁଖ ସନ୍ତୋଷ ପ୍ରାପ୍ତି ହେବ । ରାଜନୀତିରେ ସଫଳତା ପାଇବେ । ଚାକିରିରେ ମାନ ମର୍ଯ୍ୟାଦା ବୃଦ୍ଧି ପାଇବ I ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍ ।

ମୀନ: କର୍ମକ୍ଷେତ୍ରରେ ବ୍ୟସ୍ତ ବିବ୍ରତ ରହିବେ । ବନ୍ଧୁ ବାନ୍ଧବଙ୍କ ସଙ୍ଗେ ମନାନ୍ତର ହୋଇପାରେ । ମହିଳାମାନେ ହତାଦର ହେବେ । ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ | ଶୁଭ ଅଙ୍କ – ୧, ଶୁଭ ରଙ୍ଗ- ଗୋଲାପି।

ମଙ୍ଗଳବାର ରାଶିଫଳ (୧୧-୦୧-୨୦୨୨)
ମେଷ: କୌଣସି କାର୍ଯ୍ୟକୁ ନେଇ ଅସ୍ଥିର ରହିବେ। ଚାକିରିରେ ବ୍ୟସ୍ତତା ଭିତରେ ଗତି କରିବେ। ରାଜନୀତିରେ ଲୋକ ସମ୍ପର୍କ ବଢ଼ିବ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।

ବୃଷ: ବିଭିନ୍ନ ଉପାୟରେ ଅର୍ଥାଗମ ହେବ। ଚାକିରିରେ ପଦୋନ୍ନତି ହୋଇପାରେ । ରାଜନୀତିରେ ସକ୍ରୀୟ ରହିବେ ବା ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ମିଥୁନ: କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ସାଂସାରିକ ସୁଖ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ସହଯୋଗ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲିଭର୍‌।

କର୍କଟ: ବିଭିନ୍ନ ଉପାୟରେ ଆୟ କରିବେ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ସମ୍ମାନିତ ହେବେ। ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ନିଷ୍ଠାପର ରହିବେ । ଶୁଭ ଅଙ୍ଗ-୯,ଶୁଭ ରଙ୍ଗ-ଲାଲ୍‌।

ସିଂହ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ଚାକିରିରେ ଦାୟିତ୍ବବୋଧ ରହିବେ। ମହିଳାମାନେ ଯଶ ପାଇବେ। ବାଣିଜ୍ୟର ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲଡେନ୍‌।

କନ୍ୟା: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

ତୁଳା: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ଧନ ସମ୍ମାନ ପାଇବେ। ରାଜନୀତିରେ ପ୍ରଶଂସିତ ହେବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସନ୍ତୋଷଜନକ ରହିବେ। ଶିକ୍ଷାର୍ଥୀ ସୁଫଳ ପାଇବେ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା।

ବିଛା: ଦିନଟି କର୍ମତତ୍ପର ରହିବେ। ରାଜନୀତିରେ ଶତ୍ରୁ ଆୟତ୍ତାଧୀନ ହେବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- କମଳା।

ଧନୁ: ଯୋଜନା କରି ସଫଳ ହେବେ। ସନ୍ତାନସନ୍ତତିମାନେ ଉନ୍ନତି କରିବେ। ଚାକିରିରେ ଦାୟିତ୍ବକୁ ସୂଚାରୁରୂପେ ତୁଲାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଆଜ୍ଞାଧୀନ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।

ମକର: କାର୍ଯ୍ୟ ବିଳମ୍ବ ଓ ବ୍ୟୟବୃଦ୍ଧି ଦେଖାଦେବ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍‌।

କୁମ୍ଭ: ଗୁରୁତ୍ବ କାର୍ଯ୍ୟରେ ସଫଳତା ପାଇବେ। ରାଜନୀତିରେ ନେତୃତ୍ବ ନେଇ ସମ୍ମାନ ପାଇବେ। ଚାକିରିରେ ସ୍ଥାୟିତ୍ବ ରହିବ। ବାଣିଜ୍ୟ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା।

ମୀନ: ଦିନଟି ଚଳଚଞ୍ଚଳ ରହିବେ। ମହିଳାମାନେ ରକ୍ଷଣଶୀଳ ହେବେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ଶିଳ୍ପ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭଅଙ୍କ- ୩, ଶୁଭ ରଙ୍ଗ-କ୍ରିମ୍‌।

ରବିବାର ରାଶିଫଳ (୦୯-୦୧-୨୦୨୨)
ମେଷ: କର୍ମକ୍ଷେତ୍ରରେ ମନ୍ଥରତା ରହିବ। ଚାକିରିରେ ଅସହଯୋଗ ଦେଖାଦେବ । ମହିଳାମାନେ ହତାଦର ହେବେ । ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍।

ବୃଷ: ଆୟରପଥ ଉନ୍ମୁକ୍ତ ରହିଛି। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। । ମହିଳାମାନେ ଆତ୍ମନିଭରଶୀଳ ହେବେ । ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ – ଆକାଶୀ।

ମିଥୁନ : ଦିନଟି ମନମୁତାବକ ଫଳ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନେ ଯଶକୀର୍ତ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଫଳ ପାଇବେ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ | ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍ ।

କର୍କଟ: କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ଚାକିରିରେ କଉଁବ୍ୟ ସୁଚାରୁରୂପେ ତୁଲାଇବେ । ମହିଳାମାନେ ସଂସ୍କାରପ୍ରିୟ ହେବେ । ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷର୍ଥୀ ସଫଳ ହେବେ । ଶୁଭ ଅଙ୍ଗ-୯, ଶୁଭ ରଙ୍ଗ-ମେରୁନ୍ |

ସିଂହ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ସ୍ଵାସ୍ଥ୍ୟଜନିତ ସମସ୍ୟାରେ ପ୍ରଭାବିତ ହେବେ । ଚାକିରିରେ ଚାପ ରହିବ । ମହିଳାମାନେ ଚିନ୍ତାରେ ରହିବେ । ବାଣିଜ୍ୟରେ କ୍ଷତି ହୋଇପାରେ । ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ |

କନ୍ୟା: ଦିନଟି ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିପାରେ । ଚାକିରିରେ ପ୍ରଶଂସା ପାଇବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ ଓ ବାଣିଜ୍ୟରେ ଉତ୍ସାହଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍ ।

ତୁଳା: ବହୁ ପରିଶ୍ରମ କରି ସଫଳ ହେବେ । ଦେହ ଓ ମନ ଭଲ ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ ।ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ଶୁଭଫଳ ପାଇବେ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ- ମେଟାଲିକ୍।

ବିଛା: ଯୋଜନା କରି ସଫଳ ହେବେ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ସଫଳତା ମିଳିବ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍ ।

ଧନୁ: କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ। ରାଜନୀତିରେ ସମସ୍ୟା ଘେରରେ ରହିବେ । ବାଣିଜ୍ୟ ଚିନ୍ତାଜନକ ସ୍ଥିତି ରହିବ। ଶିକ୍ଷାର୍ଥୀ ଦୁଶ୍ଚିନ୍ତାରେ ରହିବେ | ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

ମକର: ଅଟକି ରହିଥିବା କାର୍ଯ୍ୟ ସମାପନ ହେବ । ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ପ୍ରଶାସନିକ ଉଚ୍ଚ ପ୍ରଶଂସା ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ଉଚ୍ଚ ଫଳ ପାଇବେ | ଶୁଭ ଅଙ୍କ – ୮, ଶୁଭ ରଙ୍ଗ-ନୀଳ।

କୁମ୍ଭ: ଦେହ ଓ ମନ ଭଲ ରହିବ। ବକେୟା ଅର୍ଥପ୍ରାପ୍ତି ହୋଇପାରେ । ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ସମ୍ମାନ ପ୍ରାପ୍ତି ହେବ । ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍।

ମୀନ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ଚାକିରିରେ ଉତ୍ସାହିତ ରହିବ। ପ୍ରଶାସନିକ ଓ ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସୁଫଳ ମିଳିବ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭଅଙ୍କ – ୩, ଶୁଭ ରଙ୍ଗ-ଗୋଲଡେନ୍ ।