Khariar - The Sakala

ନୂଆପଡ଼ା ଜିଲ୍ଲାରେ ଅଭାବନୀୟ ଘଟଣା: ବିଦ୍ୟୁତ୍ ଆଘାତରେ ୨ ବର୍ଷର ଶିଶୁପୁତ୍ରର ମୃତ୍ୟୁ
ନୂଆପଡ଼ା: ବିଦ୍ୟୁତ୍ ଆଘାତରେ ୨ ବର୍ଷର ଶିଶୁପୁତ୍ରର ମୃତ୍ୟୁ । ନୂଆପଡ଼ା ଜିଲ୍ଲାରୁ ସାମ୍ନାକୁ ଆସିଛି ଏପରି ଏକ ହୃଦୟ ବିଦାରକ ଖବର । ଖରିଆର ପୋଲିସ ଷ୍ଟେସନ୍ ଅଧୀନରେ ଥିବା ଭେଲା ଛତ୍ରିଆପଡ଼ା ଗାଁରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ୨ ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ଅନୁଯାୟୀ, ଶିଶୁଟି ନିଜ ଘର ଭିତରେ ଖେଳୁଥିବା ବେଳେ ହଠାତ୍ ଏକ ଖୋଲା ପଡ଼ିଥିବା ବିଦ୍ୟୁତ୍ ତାରକୁ ଧରି ପକାଇଥିଲା। ଫଳରେ ସେ ଗୁରୁତର ଭାବେ ବିଦ୍ୟୁତ୍ ଆଘାତର ଶିକାର ହୋଇଥିଲା। ପରିବାର ଲୋକେ ସଙ୍ଗେ ସଙ୍ଗେ ଶିଶୁଟିକୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଏହି ଦୁଃଖଦ ମୃତ୍ୟୁ ଘଟଣା ପରେ ସମଗ୍ର ଗାଁରେ ଶୋକର ଛାୟା ଖେଳିଯାଇଛି।

ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ । ନୂଆପଡା ଜିଲ୍ଲାର ବରିଷ୍ଠ ରାଜନେତା ଖଡିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ ‌ହୋଇଛି । ସୂଚନା ଅନୁସାରେ, ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା । ସ୍ବର୍ଗତଃ ଦୁର୍ଯ୍ୟୋଧନ ମାଝୀ ନୂଆପଡା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କର ମୃତ୍ୟୁ ଖବର ପାଇବା ପରେ ଖଡିଆଳ ନିର୍ବାଚନ ମଣ୍ଡଳୀରେ ଶୋକରଛାୟା ଖେଳିଯାଇଛି ।

ସେ ୧୯୯୦ରୁ ୨୦୧୯ ପର୍ଯ୍ୟନ୍ତ କ୍ରମାଗତ ବିଧାୟକ ରହିଥିଲେ। ପ୍ରଥମେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ନେତୃତ୍ବାଧୀନ ଜନତା ଦଳରୁ ୧୯୯୦ରେ ଖଡ଼ିଆଳରୁ ସେ ବିଧାନସଭାକୁ ଆସିଥିଲେ। ଏହାପରେ ପୁଣି ୧୯୯୫ରେ ସେଠାରୁ ଜନତା ଦଳ ଟିକଟରେ ନିର୍ବାଚିତ ହୋଇଥିଲେ। ପରେ ବିଜୁ ଜନତା ଦଳରେ ଯୋଗଦାନ କରି ସେ ୨୦୦୦ରୁ ୨୦୧୪ ପର୍ଯ୍ୟନ୍ତ ବିଧାୟକ ରହିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବାଧୀନ ସରକାରରେ ସେ ୨୦୦୦ରେ ଏବଂ ୨୦୦୬ ମସିହାରେ ଦୁଇ ଥର ମନ୍ତ୍ରୀ ମଧ୍ୟ ରହିଥିଲେ।

୨୦୧୪ ମସିହାରେ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଭାରତୀୟ ଜନତା ପାର୍ଟିରେ ଯୋଗଦାନ କରିଥିଲେ। ସେହିବର୍ଷ ବିଧାନସଭା ନିର୍ବାଚନ‌ରେ ଭାରତୀୟ ଜନତା ପାର୍ଟିରୁ ଲଢ଼ି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ପକ୍ଷରୁ ତାଙ୍କୁ ଦଳୀୟ ଟିକେଟ ନ ମିଳିବାରୁ ସେ ଦଳରୁ ଇସ୍ତଫା ଦେଇଥିଲେ। ପରବର୍ତ୍ତୀ ସମୟରେ ସେ ପୁଣି ବିଜୁ ଜନତା ଦଳକୁ ଫେରି ଆସିଥିଲେ।