Sulia Jatra - The Sakala

ଆଜି ବଲାଙ୍ଗିରର ପ୍ରସିଦ୍ଧ ଶୁଲିଆ ଯାତ୍ରା; ରକ୍ତରଞ୍ଜିତ ହେଲା ପୀଠ, ପଡିଲା ବଳି
ବଲାଙ୍ଗିର: ଆଜି ବଲାଙ୍ଗିରର ପ୍ରସିଦ୍ଧ ଶୁଲିଆ ଯାତ୍ରା। ରକ୍ତ ରଂଜିତ ହେଲା ଶୁଲିଆ ପୀଠ । ଶହ ଶହ ପଶୁପକ୍ଷୀଙ୍କ ରକ୍ତରେ ରକ୍ତ ରଞ୍ଜିତ ହୋଇଛି ପୀଠ । ଯାତ୍ରାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏପିରିକି ବଳି ପଡ଼ୁଥିବା ସ୍ଥାନରେ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଜିଲ୍ଲା ତଥା ଜିଲ୍ଲା ବାହାରୁ ହଜାର ହଜାର ଲୋକଙ୍କ ସମାଙ୍ଗମ ହୋଇଛି। ପ୍ରତିବର୍ଷ ପୌଷ ମାସ ଶୁକ୍ଳପକ୍ଷ ପ୍ରଥମ ମଙ୍ଗଳବାର ଦିନ ଏହି ଯାତ୍ରା ଅନୁଷ୍ଠିତ ହୋଇଥାଏ। ମାନସିକଧାରୀମାନେ ଶହ ଶହ ସଂଖ୍ୟାରେ ଶୁଲିଆ ପୀଠକୁ ଆସିଥାନ୍ତି । ଜିଲ୍ଲା ତଥା ଜିଲ୍ଲା ବାହାରର ଶହ ଶହ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ।

ଭୋରରୁ ମୁଖ୍ୟ ପୂଜକ ଓ ଦେହୁରି ମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଗାଁରୁ ଏକ ଶୋଭାଯାତ୍ରାରେ ଆସି ସୁଲିଆ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ । ବରୁଆମାନଙ୍କ ଭିତରେ ଦେବତାଙ୍କୁ ଆବାହନ କରାଯାଇଥିଲା। ବରୁଆମାନଙ୍କ ଦେହରେ ଦେବତା ଆସିବା ପରେ ପ୍ରଥମେ ଏକ ଧଳା ଗଞ୍ଜା କୁକୁଡ଼ା ଓ ପରେ ପାଟ ଭୁକାକୁ ବଳି ଦିଆଯାଇଥିଲା। ପରେ ଶ୍ରଦ୍ଧାଳୁମାନେ ଆଣିଥିବା ମାନସିକ କୁକୁଡ଼ା, ଛେଳି, ମେଣ୍ଢା, ମଇଁଷିକୁ ବଳି ଦିଆଯାଇଥିଲା।

ବଲାଙ୍ଗିର ଜିଲ୍ଲା ହେଉଛି ଏକ ଆଦିବାସୀ ବହୁଳ ଜିଲ୍ଲା। ଜଙ୍ଗଲ, ପାହାଡ ଘେରା ଅଞ୍ଚଳରେ ବସବାସ କରୁଥିବା ଆଦିବାସୀ ଓ କନ୍ଧମାନଙ୍କ ଚାଲିଚଲଣି, ପରମ୍ପରା ଭିନ୍ନ ରହିଛି। ବଲାଙ୍ଗିର ଜିଲ୍ଲା ଦେଓଗାଁ ଖଇରଗୁଡାରେ ରହୁଥିବା କନ୍ଧ ସଂପ୍ରଦାୟର ଇଷ୍ଟ ଦେବତା ଶୁଲିଆଙ୍କ ଯାତ୍ରା ପ୍ରତି ବର୍ଷ ପୌଷ ମାସ ଶୁକ୍ଳପକ୍ଷର ପ୍ରଥମ ମଙ୍ଗଳବାରରେ ହୋଇଥାଏ । ଖଇରଗୁଡାର ବଡଖଳା, ସାନଖଲା ଓ କୁମରିଆର ନୂଆଖଳାରେ ଏହା ପାଳନ କରାଯାଏ।  ବିଶେଷ କରି ବଲାଙ୍ଗିର, ବରଗଡ, କଲାହାଣ୍ଡି, କନ୍ଧମାଳ, ନୂଆପଡା, ସୋନପୁର ଭଳି ଜିଲ୍ଲାରୁ ଆସି ଏହି ପୀଠରେ ମାନସିକଧାରୀମାନେ ଛେଲି, କୁକୁଡା, ମଇଁଷି ବଳି ଦେଇ ପୂଜା କରିଥାନ୍ତି।

ପ୍ରସିଦ୍ଧ ଶୁଲିଆଯାତ୍ରା, ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ
ବଲାଙ୍ଗୀର: ଆଜି ପ୍ରସିଦ୍ଧ ଶୁଲିଆଯାତ୍ରା । ଏନେଇ ଉତ୍ସବମୁଖର ବଲାଙ୍ଗୀର ଜିଲ୍ଲାର ଶୁଲିଆ ପୀଠ, ଖଇରଗୁଡ଼ା ଓ କୁମୁରିଆ ଶୁଲିଆ ପୀଠ। ହଜାର ହଜାର ପଶୁପକ୍ଷୀଙ୍କ ରକ୍ତରେ ରକ୍ତ ରଞ୍ଜିତ ହୋଇଛି ଶୁଲିଆ ପୀଠ । ଆଦିବାସୀମାନେ ଆଜି ପାରମ୍ପରିକ ବଳି ଦେଇ ବିଧି ପାଳନ କରିଛନ୍ତି । ଆଜି ସକାଳୁ ମୁଖ୍ୟ ପୂଜକ ଓ ଦେହୁରୀମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ପୀଠରେ ପହଞ୍ଚିଥିଲେ। ଶୁଲିଆ ଗୁଡିରୁ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ପୂଜକ ଓ ଦେହୁରୀମାନେ ଶୋଭାଯାତ୍ରାରେ ବାହାରି ଶୁଲିଆ ପୀଠରେ ପହଞ୍ଚିଥିଲେ। ଏଠାରେ ପୂଜାର୍ଚ୍ଚନା ପରେ ପ୍ରଥମେ କୁକୁଡ଼ା ବଳି ଦେଇ ଶୁଳିଆ ବୁଢାକୁ ଭୋଗ ଅର୍ପଣ କରାଯାଇଥିଲା । ପରେ ମାନସିକଧାରୀମାନେ ଆଣିଥିବା ମେଣ୍ଢା, କୁକୁଡ଼ା, ବତକକୁ ଶହ ଶହ ସଂଖ୍ୟାରେ ବଳି ଦିଆଯାଇଥିଲା । ସେପଟେ ପୋଲିସ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶୁଲିଆ ପୀଠରେ ଏକାଧିକ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।

ଆଜି ବଲାଙ୍ଗୀରରେ ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା, ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ
ବଲାଙ୍ଗୀର: ଆଜି ବଲାଙ୍ଗୀର ଜିଲ୍ଲାର ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା । ମଙ୍ଗଳବାର ସକାଳୁ ଆରମ୍ଭ ହୋଇଯାଇଛି ଏହି ଯାତ୍ରା । ବଲାଙ୍ଗୀରର ଜିଲ୍ଲା ଦେଓଗାଁ ବ୍ଲକର ଖଇରଗୁରା ଓ କୁମୁରିଆ ଗାଁରେ ଆଦିବାସୀଙ୍କ ସୁଲିଆ ଯାତ୍ରା ପାଳିତ ହେଉଛି। ତେବେ ଏହି ଯାତ୍ରାରେ ରକ୍ତରଂଜିତ ହୋଇଛି ବଡ଼ଖଳା ଓ ସାନ ଖଳା ଗାଁ । ପଶୁପକ୍ଷୀଙ୍କ ବଳିରେ ରକ୍ତାକ୍ତ ହୋଇଛି ଗାଁ ରାସ୍ତା । ତେବେ ବ୍ୟାପକ ପୁଲିସ ମୁତୟନ ଥିଲେ ବି ହଜାର ହଜାର ପଶୁପକ୍ଷୀମାନଙ୍କୁ ବଳି ଦିଆଯାଇଛି।

ଖଇରଗୁରା ଓ କୁମୁରିଆରେ ମଙ୍ଗଳବାର ରୀତିନୀତି ଅନୁସାରେ ପାଟବୋଦା ବଳି ଦେବା ପରେ ଭକ୍ତମାନେ ଆଣିଥିବା କୁକୁଡ଼ା, ପାରା, ବୋଦା, ମେଣ୍ଢା ଓ ପୋଢ଼ ବଳି ପଡ଼ିଛି। ଏଥର ବି ହଜାର ସଂଖ୍ୟାରେ ବଳି ପଡ଼ିବ ବୋଲି କମିଟି ପକ୍ଷରୁ କହାଯାଇଛି। ମଙ୍ଗଳବାର ସକାଳୁ ପଞ୍ଚବାଦ୍ୟ ଦୁଲଦୁଲି ସହିତ ପାରମ୍ପରିକ ଅସ୍ତ୍ରଶସ୍ତ୍ରରେ ଶୋଭାଯାତ୍ରାରେ ବାହାରି ଯାତ୍ରାସ୍ଥଳରେ ଆଦିବାସୀମାନେ ପହଞ୍ଚିଥିଲେ। ମାନସିକଧାରୀ ଆଣିଥିବା ପଶୁପକ୍ଷୀଙ୍କୁ ପରମ୍ପରା ଅନୁଯାୟୀ ବଳି ଦିଆଯାଉଛି।

ପ୍ରସିଦ୍ଧ ଶୁଲିଆ ଯାତ୍ରାରେ ପୁଣି ରକ୍ତରଂଜିତ ହେଲା ସାନଖଳା ଓ ବଡ଼ଖଳା
ବଲାଙ୍ଗୀର: ଆଜି ପ୍ରସିଦ୍ଧ ଶୁଲିଆ ଯାତ୍ରା । ପୁଣି ରକ୍ତରଂଜିତ ହେଲା ଶୁଲିଆ ପୀଠ । ବଲାଙ୍ଗୀର ଜିଲ୍ଲାର ଦେଓଗାଁ ବ୍ଲକ୍ ଖଇରଗୁରା ଓ କୁମରିଆ ଗାଁର ସାନଖଳା ଓ ବଡ଼ଖଳା ପୁଣି ରକ୍ତରଂଜିତ ହୋଇଛି । ପ୍ରତିବର୍ଷ ଏହି ପରମ୍ପରାକୁ ପୌଷ ମାସ ଶୁକ୍ଳପକ୍ଷ ପ୍ରଥମ ମଙ୍ଗଳବାର ଦିନ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ ପ୍ରଥମ ମଙ୍ଗଳବାର ପ୍ରତିପଦା ସୂର୍ଯ୍ୟ ଦର୍ଶନ ଥିବାରୁ ଆଜି ଦ୍ବିତୀୟ ମଙ୍ଗଳବାର ପାଳନ କରାଯାଉଛି । ଆଦିବାସୀଙ୍କ ସୁଲିଆ ଯାତ୍ରାରେ ଭୋର ସମୟରେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହ ପାଟବୋଦା ଶୋଭାଯାତ୍ରା ଅନୁଷ୍ଠିତ ହେବା ପରେ ଉପରୋକ୍ତ ସ୍ଥାନରେ କୁକୁଡ଼ା ବଳିପଡ଼ିଛି । ଆଦି ସଂସ୍କୃତିର ଆଦି ପରମ୍ପରା ଆଦିବାସୀଙ୍କ ଶୁଲିଆ ଯାତ୍ରା। ଆଦିବାସୀ ପରମ୍ପରା ଅନୁଯାୟୀ ଏଠି ବଳି ଦେବାର ପ୍ରଥା ଓ ପରମ୍ପରା ରହିଛି।

କୋଭିଡ କଟକଣାରେ ଯାତ୍ରା ପାଳନ କରିବା ପାଇଁ ଭକ୍ତ ଓ ମାନସିକଧାରୀଙ୍କୁ ଅପିଲ କରିଛି ଆଞ୍ଚଳିକ ଶୁଲିଆ ଯାତ୍ରା କମିଟି । ଦେବ ନିମନ୍ତ୍ରଣ ପରେ ଆଜି ଭୋରରୁ ନିଶି ପୂଜା ସରିଛି । ଏହାପରେ ଖଇରିଗୁଡ଼ା ବଡ଼ଖଳା ଓ କୁମୁରିଆ ସାନଖଳାରେ ସ୍ୱତନ୍ତ୍ର ରୀତିନୀତିରେ ପୂଜାର୍ଚ୍ଚନା ହେବା ପରେ ପଡ଼ିଛି ବଳି । ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହ ପାଟବୋଦା ଶୋଭାଯାତ୍ରା ପରେ ବଳି ଦିଆଯାଇଛି ।

କନ୍ଧ ଆଦିବାସୀଙ୍କ ମତରେ ଶୁଲିଆ ବୁଢ଼ା ଏକ ମାନସିକ ଦିଅଁ। ତେଣୁ ଅନେକ ଲୋକଙ୍କର ମାନସିକ ପୂରଣ ହେଉଥିବାରୁ ଲୋକେ କୁକୁଡ଼ା, ବୋଦା, ମେଣ୍ଢା ଓ ପୋଢ଼ ଭୋଗ ଆକାରରେ ଆଣିଥାନ୍ତି। ଏପରିକି ଜିଲ୍ଲା ବାହାରରୁ ବି ଭକ୍ତଙ୍କ ସୁଅ ଛୁଟିଥାଏ। ହଜାର ହଜାର ପଶୁ ବଳିରେ ରକ୍ତରଂଜିତ ହୋଇଯାଏ ଦେଓଗାଁ ବ୍ଲକ୍ ଖଇରଗୁରା ଓ କୁମରିଆ ଗାଁର ସାନଖଳା ଓ ବଡ଼ଖଳା।