Plus Two - The Sakala

ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି
ଭୁବନେଶ୍ୱର: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଅକ୍ଟୋବର ୨୮ ତାରିଖ ଥିଲା ଫର୍ମ ପୂରଣ ଶେଷ ତାରିଖ। ୨୦୨୬ ଯୁକ୍ତ ୨ ପରୀକ୍ଷା ପାଇଁ ଚାଲିଛି ଫର୍ମ ପୂରଣ। କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ ଉଚ୍ଚ ମାଧ୍ଯମିକ ଶିକ୍ଷା ପିରଷଦ ( CHSE ) ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ଉଚ୍ଚଶିକ୍ଷା ବିଭାଗର ବଡ ନିଷ୍ପତି: ଏଣିକି +୨ ପରେ ବିଏଡ୍‌ କରିପାରିବେ ଛାତ୍ରଛାତ୍ରୀ
ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗର ବଡ ନିଷ୍ପତି। ଏଣିକି ଯୁକ୍ତ ଦୁଇ ପରେ ବିଏଡ୍‌ କରି ପାରିବେ ଛାତ୍ରଛାତ୍ରୀ। ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମ୍ ଓ ୟୁ ସ୍ବାକ୍ଷରିତ ହୋଇଛି । ଏସବୁ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ ବୋଲି ନିଷ୍ପତ୍ତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ । ITEP ନାଁରେ ନୂଆ କୋର୍ସ ରହିବ ।

ରାଜ୍ୟରେ ଥିବା ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଅନୁଷ୍ଠାନ ସହିତ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର ଆଜି ସ୍ବାକ୍ଷରିତ ହୋଇଛି। ଯେଉଁଥିରେ ଗ୍ରାଜୁଏସନ୍ ନୁହେଁ ଯୁକ୍ତ ଦୁଇ ପରେ ହେବ ବିଏଡ୍‌ ପାଠପଢ଼ା। ଆସିବ ୪ ବର୍ଷର ନୂଆ ITEP (Intigreted teacher education programme ) କୋର୍ସ ନାଁରେ ନୂଆ କୋର୍ସ ରହିବ। ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ବିଭାଗ ନେଉଛି। ITEPସେ ଭିତରୁ ଅନ୍ୟତମ। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷରେ ଶିକ୍ଷକ ଶିକ୍ଷଣ କୋର୍ସ ଶେଷ କରିବା ପାଇଁ ଏଭଳି ନିଷ୍ପତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ।

ଯୁକ୍ତ ଦୁଇ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା
ଭୁବନେଶ୍ୱର: ଯୁକ୍ତ ଦୁଇ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୨୨ରୁ ୨୭ତାରିଖ ମଧ୍ୟରେ ନାମ ଲେଖାଇ ପାରିବେ। ଉପରିସ୍ଥ ପସନ୍ଦର କଲେଜରେ ନାମଲେଖା ପାଇଁ ୩୦ ତାରିଖ ମଧ୍ୟରେ ଅନ୍‌‌ଲାଇନ୍‌‌ରେ ସ୍ଲାଇଡ୍‌‌ ଅପ୍‌‌ କରିବେ। ଏହାପରେ ଅଗଷ୍ଟ ୫ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରାଛାତ୍ରୀମାନେ ୭ରୁ ୧୦ ତାରିଖ ମଧ୍ୟରେ ନାମ ଲେଖାଇ ପାରିବେ। ସେହିପରି ଅଗଷ୍ଟ ୧୨ରୁ ୧୪ ତାରିଖ ମଧ୍ୟରେ ସ୍ପଟ୍‌‌ ନାମଲେଖା ପାଇଁ ଚଏସ୍‌‌ ଲକିଂ କରିପାରିବେ। ଅଗଷ୍ଟ ୨୦ ତାରିଖରେ ସ୍ପଟ୍‌‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇ ୨୨ରୁ ୨୮ ତାରିଖ ମଧ୍ୟରେ ନାମଲେଖା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ୨୩୪୪ଟି ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ସମୁଦାୟ ୫ ଲକ୍ଷ ୮ହଜାର ୧୬୨ଟି ସିଟ୍‌‌ ଉପଲବ୍ଧ ରହିଛି। ଏଥିପାଇଁ ମୋଟ୍‌‌ ୪ଲକ୍ଷ ୭୧ହଜାର ୫୮୭ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ଫଳରେ ଚଳିତ ବର୍ଷ ପ୍ରାୟ ୩୭ ହଜାରରୁ ଅଧିକ ସିଟ୍‌‌ ଖାଲି ପଡ଼ିବ। ୨୦୨୩-୨୪ ଶିକ୍ଷାବର୍ଷରେ ୫ଲକ୍ଷ ୩୦ହଜାର ୧୫୩ଜଣ ଛାତ୍ରଛାତ୍ରୀ ଦଶମ ପାସ୍‌‌ କରିଛନ୍ତି। ପାସ୍‌‌ ଛାତ୍ରଛାତ୍ରୀଙ୍କ ତୁଳନାରେ ପ୍ରାୟ ୫୯ହଜାର କମ୍‌‌ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି।

ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧି ୧୨ ଯାଏଁ ବୃଦ୍ଧି, ଜୁଲାଇ ୨୦ରେ ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା
ଭୁବନେଶ୍ୱର: +୨ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିବାବେଳେ ଏହାକୁ ବଢ଼଼ାଯାଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ୨୦ ତାରିଖରେ ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୨୨ ରୁ ୨୭ ତାରିଖ ମଧ୍ୟରେ ନାମଲେଖାଇପାରିବେ। ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିବା ଛାତ୍ରଛାତ୍ରୀମାନେ ଅନ୍ୟ ଶିକ୍ଷାନୁଷ୍ଠାନରେ ପଢ଼଼ିବାକୁ ଇଚ୍ଛୁକ ଥିଲେ ୨୨ରୁ ୩୦ ତାରିଖ ମଧ୍ୟରେ ସ୍ଲାଇଡ୍‌‌ ଅପ୍‌‌ ଅପସନ୍‌‌ ଦେଇପାରିବେ। ଏହାପରେ ଅଗଷ୍ଟ ୫ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୭ ରୁ ୧୦ ତାରିଖ ମଧ୍ୟରେ ନାମଲେଖାଇ ପାରିବେ। ଅନ୍ୟ ଉଚ୍ଚତର ଶିକ୍ଷାନୁଷ୍ଠାନରେ ସ୍ପଟ୍‌‌ ନାମଲେଖାରେ ଅଂଶଗ୍ରହଣ କରିବା ପାଇଁ ଅଗଷ୍ଟ ୧୨ରୁ ୧୪ ତାରିଖ ଯାଏଁ ଚଏସ୍‌‌ ଲକିଂ କରିପାରିବେ। ଅଗଷ୍ଟ ୨୦ ତାରିଖରେ ସ୍ପଟ୍‌‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୨୨ ତାରିଖ ମଧ୍ୟାହ୍ଣରୁ ୨୮ ତାରିଖ ଅପରାହ୍ଣ ୬ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ସ୍ପଟ୍‌‌ ନାମଲେଖା ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ, ଗତ ଜୁନ୍‌‌ ୭ ତାରିଖ ଠାରୁ ଆବେଦନ ଆରମ୍ଭ ହୋଇଛି। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଆଗ୍ରହୀ ଛାତ୍ରଛାତ୍ରୀମାନେ ସାମ୍‌‌ସ ୱେବସାଇଟ୍‌‌ www.samsodisha.gov.in ରେ ଆବେଦନ କରିପାରିବେ। କଳା ବିଭାଗରେ ୨ଲକ୍ଷ ୯୪ହଜାର ୮୪୦ ଟି ସିଟ୍‌‌ ଥିବାବେଳେ ବିଜ୍ଞାନରେ ୧ଲକ୍ଷ ୬୬ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪, ସଂସ୍କୃତରେ ୧୩ ହଜାର ୦୮୮ ଏବଂ ଧନ୍ଦାମୂଳକ ଶିକ୍ଷାରେ ୧୦ହଜାର ୫୦୪ ସିଟ୍‌‌ ଉପଲବ୍ଧ ରହିଛି। ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ଆବେଦନ ଫି’ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ଆବେଦନ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପୂର୍ବରୁ ଅଗଷ୍ଟ ପହିଲାରୁ +୨ ପ୍ରଥମ ବର୍ଷ ପାଠପଢ଼଼ା ଆରମ୍ଭ ହେବବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ଆଜିଠୁ ୨ଦିନ ଯୁକ୍ତ ଦୁଇ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଫର୍ମପୂରଣ
ଭୁବନେଶ୍ୱର: +୨ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ପାଇଁ  ମଙ୍ଗଳବାର ଠାରୁ ଆରମ୍ଭ ହେବ ଫର୍ମ ପୂରଣ। ୧୧ ଓ ୧୨ ତାରିଖରେ ଆଶାୟୀ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ୧୩ ତାରିଖ ସୁଦ୍ଧା ସମସ୍ତ ପ୍ରମାଣପତ୍ର ଅପ୍‌‌ଲୋଡ କରିପାରିବେ। ୨୦ରେ ଆଡମିଟ୍‌‌ କାର୍ଡ ପ୍ରଦାନ କରାଯିବ ଓ ୨୮ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ। ଜୁଲାଇ ୧୫ ତାରିଖରେ ପରୀକ୍ଷା ଫଳ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌‌ଏସ୍‌‌ଇ) ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଫର୍ମ ପୂରଣ ପାଇଁ ଏହା ଦ୍ୱିତୀୟ ସୁଯୋଗ ପ୍ରଦାନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଗତ ୧ରୁ ୫ ତାରିଖ ମଧ୍ୟରେ ଫର୍ମପୂରଣ ହୋଇଥିଲା। ଯେଉଁ ଛାତ୍ରଛାତ୍ରୀ ଏଗ୍ରିଗେଟ୍‌‌ ପାସ୍‌‌ ମାର୍କ ରଖିଥିବେ ଏବଂ କେବଳ ଗୋଟିଏ ବିଷୟରେ ଫେଲ୍‌‌ ହୋଇଥିବେ; ସେମାନେ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ଦେଇପାରିବେ। ଚଳିତ ବର୍ଷ ପ୍ରାୟ ୧୫ ଶହ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ବୋଲି ଜଣାପଡ଼ିଛି।

ଆସନ୍ତାକାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ୱର: ଆସନ୍ତାକାଲିଠୁ ଯୁକ୍ତ ଦୁଇ ପରୀକ୍ଷା। ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ। ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀ ଦେବେ ସାହିତ୍ୟ ପରୀକ୍ଷା । ୧୭ରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ୩ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛି ଯୁକ୍ତ ଦୁଇ ପରିଷଦ।

ପରୀକ୍ଷା ପାଇଁ ଅଧଘଣ୍ଟା ଆଗରୁ ଛାତ୍ରଛାତ୍ରୀମାନେ କେନ୍ଦ୍ରରେ ପହଞ୍ଚିବେ। ୧୫ ମିନିଟ୍ ପୂର୍ବରୁ ହଲ୍ ପ୍ରବେଶ ସହ ୧୦ ମିନିଟ୍ ପୂର୍ବରୁ ଖାତା ପାଇବେ। ୫ ମିନିଟ୍ ପୂର୍ବରୁ ମିଳିବ ପ୍ରଶ୍ନପତ୍ର। ଉତ୍ତର ଖାତାର ସିରିୟଲ୍ ନମ୍ବର ଏବଂ ପୃଷ୍ଠା ସଂଖ୍ୟା ଭଲଭାବରେ ଦେଖିବାକୁ ପଡ଼ିବ। ତ୍ରୁଟି ଥିଲେ ତୁରନ୍ତ ଜଣାଇବାକୁ ପରାମର୍ଶ ଦିଆଯାଇଛି। ପ୍ରଶ୍ନ ପତ୍ରରେ ପୃଷ୍ଠା ସଂଖ୍ୟା କିମ୍ବା ଛପାଜନିତ ତ୍ରୁଟି ଥିଲେ ତୁରନ୍ତ ଜଣାଇବେ। ଛାତ୍ରଛାତ୍ରୀଙ୍କୁ କୌଣସି ଆଡିସନାଲ ସିଟ୍ ଦିଆଯିବ ନାହିଁ। ପ୍ରଶ୍ନ ପତ୍ରରେ ରୋଲ୍ ନମ୍ବର ଛଡା ଦାଗ ବି ଲଗାଇବେ ନାହିଁ। ନେହେଲ ଛାତ୍ରଛାତ୍ରୀ ମାନେ ମାଲପ୍ରାକ୍ଟିସ ହେବେ।

ଉତ୍ତର ଖାତାରେ ନିଜର ରୋଲ୍ ନମ୍ବର, ରେଜିଷ୍ଟ୍ରେସନ୍ ନମ୍ବର ଠିକ୍ ଭାବରେ ଠିକ୍ ଜାଗାରେ ଲେଖିବାକୁ ପଡ଼ିବ । ପ୍ରଶ୍ନ ପତ୍ରର ସେଟ୍ କୋଡକୁ ନିର୍ଭୁଲ ଭାବରେ ଲେଖିବା ସହ ଉପସ୍ଥାନ ଖାତାରେ ନିଜର ରୋଲ୍ ନମ୍ବର ଦେଖି ଉପସ୍ଥାନ ଦେବେ । ପରୀକ୍ଷା ହଲକୁ କଳା ବଲ୍ ପେନ୍ ଏବଂ ଆଡମିଟ୍ କାର୍ଡ ବ୍ଯତୀତ ଅନ୍ଯ ଜିନିଷ ନେବା ନିଷେଧ କରାଯାଇଛି।

ଆସନ୍ତାକାଲିଠୁ +2 କଲେଜରେ ଆରମ୍ଭ ହେବ NEET ଓ JEE କୋଚିଂ
ଭୁବନେଶ୍ବର: ଆସନ୍ତାକାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ କଲେଜରେ NEET ଓ JEE କୋଚିଂ।  ଭର୍ଚୁଆଲରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ। ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଆରମ୍ଭ ହେବ କୋଚିଂ । ଏଥିଲାଗି କଲେଜରେ ସ୍ମାର୍ଟ ଟିଭି ଓ interactive panel install କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା JEE ରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଫଳତା ହାର ବଢ଼ାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି। ପ୍ରତିଦିନ କୋଚିଂ କ୍ଲାସର ଉପସ୍ଥାନ ସମ୍ପର୍କରେ ନୋଡାଲ ଅଫିସର ନିର୍ଦ୍ଦେଶାଳୟକୁ ଅବଗତ କରାଇବେ । ଅନଲାଇନ୍ କ୍ଲାସ ସମୟରେ କଲେଜ୍ କର୍ତ୍ତୃପକ୍ଷ ପିଲାଙ୍କୁ ସହାୟତା କରିବାକୁ ମେଣ୍ଟର ଟିଚରଙ୍କୁ ନିଯୁକ୍ତ କରିବେ ।

ଆଜିଠୁ +୨ ଫର୍ମ ପୂରଣ, ଫେବୃଆରୀ ୧୪ରୁ ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା
ଭୁବନେଶ୍ୱର: +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ ରେଗୁଲାର୍‌‌ ପିଲାଙ୍କ ଫର୍ମପୂରଣ ପ୍ରକ୍ରିୟା ଆସନ୍ତାକାଲି ଅର୍ଥାତ୍‌‌ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏହା ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ଯେଉଁମାନେ ଫର୍ମ ପୂରଣ କରିବେ ନାହିଁ, ସେମାନେ ଡିସେମ୍ବର ୧ରୁ ୭ ତାରିଖ ମଧ୍ୟରେ ୧୦୦ଟଙ୍କା ଜରିମାନା ଦେଇ ଫର୍ମ ପୂରଣ କରିପାରିବେ। ପୁନର୍ବାର କୌଣସି ସମସ୍ୟା ପାଇଁ ଏହି ସମୟସୀମାରେ ଫର୍ମପୂରଣ କରି ନପାରିଲେ, ୪୫୦ଟଙ୍କା ଜରିମାନା ଦେଇ ଡିସେମ୍ବର ୬ ଓ ୭ତାରିଖରେ କରିପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, +୨ ପରୀକ୍ଷା ଫେବୃଆରୀ ୧୪ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଜାନୁଆରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ପରୀକ୍ଷା ସୂଚୀ ପ୍ରକାଶ ପାଇବ। ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୮୦ ପ୍ରତିଶତ ବାର୍ଷିକ ଓ ୨୦ ପ୍ରତିଶତ ଇଣ୍ଟରନାଲ୍‌‌ ପରୀକ୍ଷାର ୱେଟେଜ୍‌‌କୁ ନେଇ ଚୂଡ଼ାନ୍ତ ଫଳ ପ୍ରକାଶ ପାଇବ ବୋଲି ସିଏଚ୍‌ଏସ୍‌ଇ କହିଛି।

ବଢ଼ିଲା ଯୁକ୍ତ ଦୁଇ ଫର୍ମ ପୂରଣ ଅବଧି, ଆସନ୍ତା ୧୮ ଯାଏଁ ଜରିମାନା ଦେଇ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ଚଳିତବର୍ଷର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ +୨ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ବର୍ଗର ଛାତ୍ରଛାତ୍ରୀ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ କରିପାରିବେ। ଏଥିପାଇଁ ସେମାନଙ୍କୁ ୪୫୦ ଟଙ୍କାର ଜରିମାନା ଦେବାକୁ ପଡ଼ିବ। ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀ ଫର୍ମ ପୂରଣ କରି ପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ଚଳିତବର୍ଷ ଏକ୍ସ ରେଗୁଲାର ବର୍ଗର ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଆଶାନୁରୂପ ହୋଇ ନଥିବାରୁ ତାରିଖ ବୃଦ୍ଧି କରାଯାଇଥିବା ପରିଷଦ ଦର୍ଶାଇଛି। ମିଳିଥିବା ସୂଚନା ଅନୁସାରେ ବର୍ତମାନ ସୁଦ୍ଧା ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ମିଶାଇ ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି।