Magha Saptami - The Sakala

ଆଜି ପବିତ୍ର ମାଘ ସପ୍ତମୀ, କୋଣାର୍କ ଚନ୍ଦ୍ରଭାଗାରେ ବୁଡ଼ ପକାଇବାକୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼
କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ । କୋଣାର୍କ ଚନ୍ଦ୍ରଭାଗାରେ ବୁଡ଼ ପକାଇବାକୁ ପ୍ରବଳ ଭିଡ଼ । ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ । ଭୋରରୁ ଅନେକ ଭକ୍ତ ସ୍ନାନ ବି କରିସାରିଲେଣି। ମାଘ ସପ୍ତମୀ ଉପଲକ୍ଷେ, ବିଳମ୍ବିତ ରାତ୍ରିରେ କୋଣାର୍କ ଠାରେପୂଜିତ ଶ୍ରୀତ୍ରିବେଣୀଶ୍ୱର, ଶ୍ରୀ ଐଶାନେଶ୍ୱର ଏବଂ ଶ୍ରୀ ଦକ୍ଷିନେଶ୍ୱର ମହାଦେବ, ତିନୋଟି ବିମାନରେ ବିଜେ କରି ଚନ୍ଦ୍ରଭାଗା ତୀର୍ଥସ୍ଥଳରେ ପହଞ୍ଚିଥିଲେ । ପ୍ରଥମେ ଏହି ତୀର୍ଥର ପବିତ୍ର ଜଳରେ, ମହାସ୍ନାନ କରାଯାଇଥିଲା । ୩ ଠାକୁରଙ୍କ ସ୍ନାନପରେ ବୁଡ଼ ପକାଇଲେ ସାଧୁ ଓ ଶ୍ରଦ୍ଧାଳୁ । ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଜଳ ଅର୍ଘ୍ୟ ସହ ବୁଡ଼ ।

ରାଜ୍ୟର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ବୁଡ଼ ପକାଇବାକୁ ଚନ୍ଦ୍ରଭାଗାକୁ ଆସିଛନ୍ତି ଶ୍ରଦ୍ଧାଳୁ । ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଚଳିତ ବର୍ଷ ବୁଡ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଚାରିଜଣ ଆଡିସିନାଲ ଏସ୍‌ପିଙ୍କ ସମେତ ୩୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ଚଳିତ ବର୍ଷ ମାଘ ବୁଡକୁ ଶୃଙ୍ଖଳିତ କରିବାକୁ ତୀର୍ଥ ପୁଷ୍କରିଣୀ ଖନନ କରାଯାଇଥିଲା। ପୂର୍ତ୍ତ ବିଭାଗ ପକ୍ଷରୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀ ଚତୁଃପାର୍ଶ୍ଵ ଓ ବିଭିନ୍ନ ପାର୍କିଂ ସ୍ଥାନ ମାନଙ୍କରେ ବାରିକେଟ ନିର୍ମାଣ ଓ ମେଳା ପଡିଆରେ ଦୁଇଟି ଅସ୍ଥାୟୀ ୱାଚ୍ ଟାୱାର ନିର୍ମାଣ କରାଯାଇଛି। ଚନ୍ଦ୍ରଭାଗା ମେଳା ପଡିଆ, ତୀର୍ଥ ପୁଷ୍କରିଣୀ ଚତୁଃପାର୍ଶ୍ଵ, କୋଣାର୍କ ବଜାର ଆଦି ବିଭିନ୍ନ ସ୍ଥାନ ମାନଙ୍କରେ କୋଣାର୍କ ଏନଏଏସି ପକ୍ଷରୁ ବ୍ୟାପକ ଆଲୋକ ବ୍ୟବସ୍ଥା କରାଯାଇଛି।

ଆଜି ପବିତ୍ର ମାଘ ସପ୍ତମୀ; ବୁଡ ପକାଇବାକୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼
ପୁରୀ: ଆଜି ପବିତ୍ର ମାଘ ସପ୍ତମୀ । ଭଗବାନ ସୂର୍ଯ୍ୟ ଦେବଙ୍କ ଆବିର୍ଭାବ ତିଥି। ବୁଡ ପକାଇବାକୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଏଥିପାଇଁ ଚଳଚଞ୍ଚଳ ହୋଇଛି ଅର୍କକ୍ଷେତ୍ର କୋଣାର୍କର ଚନ୍ଦ୍ରଭାଗା । ଚନ୍ଦ୍ରଭାଗା ତୀର୍ଥରେ କୃଷ୍ଣଙ୍କ ପୁତ୍ର ଶାମ୍ବ ସୂର୍ଯ୍ୟନାରାୟଣଙ୍କୁ ଉପାସନା କରି ଅଭିଶାପରୁ ମୁକ୍ତି ଲାଭ କରିଥିଲେ । ତେଣୁ ଲୋକଙ୍କ ବିଶ୍ୱାସ ରହିଛି ଆଜି ଭଳି ପବିତ୍ର ଦିନରେ ଚନ୍ଦ୍ରଭାଗାରେ ବୁଡ଼ ପକାଇ ସୂର୍ଯ୍ୟ ଭଗବାନଙ୍କୁ ଦର୍ଶନ କରିବା ଫଳରେ କୋଟି ଜନ୍ମ ପାପକ୍ଷୟ ହୋଇଥାଏ ।

ପୌରାଣିକ ମତାନୁସାରେ ଏହି ପବିତ୍ର ଦିନରେ ସୂର୍ଯ୍ୟ ଭଗବାନ ବା ମିତ୍ରାଦିତ୍ୟଙ୍କ ଜନ୍ମ ଦିନ। ଏହି ଦିନରେ କୃଷ୍ଣଙ୍କ ପୁତ୍ର ଶାମ୍ବ ଚନ୍ଦ୍ରଭାଗା ନଦୀ ତଟରେ ତପସ୍ୟା କରି ଶ୍ରାପ ଜନିତ ରୋଗରୁ ମୁକ୍ତି ହୋଇଥିଲେ। ଏହି ଦିନରେ ଲାଙ୍ଗୁଳା ନରସିଂହଦେବ ସୂର୍ଯ୍ୟ ମନ୍ଦିର ପ୍ରତିଷ୍ଠା କରିଥିଲେ। ତେଣୁ ନିଜ ପରିବାରକୁ ରୋଗ ଶୋକ ଭୟରୁ ମୁକ୍ତ ରଖିବା ପାଇଁ ହିନ୍ଦୁ ଧର୍ମାଲମ୍ବୀ ମାନେ ଏହି ପବିତ୍ର ଦିନରେ ଏହି ତୀର୍ଥରେ ବୁଡ ପକାଇ ସୂର୍ଯ୍ୟଦୋୟ ଦର୍ଶନ କରିଥାନ୍ତି।

ଭୋରରୁ ଭକ୍ତଙ୍କ ବୁଡ଼ ଆରମ୍ଭ ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ୫ଜଣ ଆଡିସନାଲ ଏସପିଙ୍କ ସହିତ ୧୨ଜଣ ଡିଏସପି ୩୯ଜଣ ଇନସପେକ୍ଟର, ୧୨୨ ଜଣ ଏଏସଆଇ ୫୩୪ ଜଣ କନେଷ୍ଟବଳଙ୍କ ସମେତ ୩୩ ପ୍ଲାଟୁନ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ରହିଛନ୍ତି ।

ଆଜି ପବିତ୍ର ମାଘ ସପ୍ତମୀ, କୋଭିଡ କଟକଣା ମଧ୍ୟରେ ବିନା ଶ୍ରଦ୍ଧାଳୁରେ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ ଶେଷ
କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ । କୋଣାର୍କ ଚନ୍ଦ୍ରଭାଗାରେ କୋଭିଡ କଟକଣା ମଧ୍ୟରେ ବିନା ଶ୍ରଦ୍ଧାଳୁରେ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ ଶେଷ ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ରବିବାର ଅପରାହ୍ନ ୪ଟାରୁ ଆଜି ଦିନ ୧୧ଟା ପର୍ଯ୍ଯନ୍ତ ୧୪୪ ଧାରା ଜାରି କରାଯାଇଛି । ମାଘ ମାସ ଶୁକ୍ଲପକ୍ଷ ସପ୍ତମୀ ତିଥିରେ ସୂର୍ଯ୍ଯ ଭଗବାନଙ୍କ ଜନ୍ମଦିନରେ ଅର୍କକ୍ଷେତ୍ର ଶୂନଶାନ । କଡା ସୁରକ୍ଷା ମଧ୍ୟରେ ତିନି ଠାକୁର ମହାପ୍ରଭୁ ତ୍ରିବେଣୀଶ୍ଵର, ଐଶାନେଶ୍ବର, ଦକ୍ଷିଣେଶ୍ବର ମହାଦେବ ପାରମ୍ପରିକ ଶୋଭାଯାତ୍ରାରେ ଆସି ଚନ୍ଦ୍ରଭାଗା ତୀର୍ଥ ପୁଜା ମଣ୍ଡପରେ ପହଞ୍ଚିଥିଲେ । ପରେ ଭୋର ୪ଟା ୨୦ରେ ମହାପ୍ରଭୁଙ୍କ ନୀତିକାନ୍ତି ଓ ମହାସ୍ନାନ ଅନୁଷ୍ଠିତ ହୋଇଥିଲା । ସାଧୁ ,ସନ୍ଥ ,ସେବକମାନେ ବୁଡ଼ ପକାଇଥିଲେ ।

ସେହିପରି ଆଜିଠୁ ଆରମ୍ଭ ହେଉଛି ଖଣ୍ଡଗିରି ମେଳା । କୋଭିଡ କଟକଣା ପାଇଁ ଚଳିତ ବର୍ଷ ବି ଫିକା ପଡ଼ିଛି ମେଳା । କେବଳ ମନ୍ଦିର ଭିତରେ ନୀତିକାନ୍ତି ପାଳନ କରାଯିବ । ଭକ୍ତଙ୍କ ପାଇଁ ମେଳା ବାରଣ ଥିବା ବେଳେ କୌଣସି ପ୍ରକାର ଦୋକାନ ପତ୍ର ଖୋଲିବ ନାହିଁ । ଏହାସହ ଅପେରା ମଧ୍ୟ ବନ୍ଦ କରାଯାଇଛି । ମନ୍ଦିର ଭିତରେ ନୀତିକାନ୍ତି ପାଳନ ସହିତ ଖଣ୍ଡଗିରି ମାଘ ସପ୍ତମୀ ମେଳା ଅନୁଷ୍ଠିତ ହେଉଛି । ଗତକାଲିଠୁ ବିଭିନ୍ନ ରାଜ୍ୟରୁ ବାବାମାନେ ଆସି ପହଞ୍ଚିଛନ୍ତି । ଚଳିତ ବର୍ଷ ଖଣ୍ଡଗିରି ମୋଟ ୧୦୦ ଜଣ ବାବା ଆସିବେ । ତେବେ ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ସମସ୍ତ ବନ୍ଦବୋସ୍ତ କରାଯାଇଛି ।

ମାଘସପ୍ତମି ପାଇଁ କୋଭିଡ କଟକଣା: ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ଼ ଲାଗି ବାରଣ
କୋଣାର୍କ: ପୂର୍ବ ଭଳି ଏବର୍ଷ ମଧ୍ଯ ମକରୋନା ମହାମାରୀକୁ ଦୃଷ୍ଟିରେ ରଖି ପ୍ରସିଦ୍ଧ ଚନ୍ଦ୍ରଭାଗା ମାଘମେଳା ବୁଡ଼ ବନ୍ଦ କରିଦିଆଯାଇଛି। କରୋନା କଟକଣା ଭିତରେ ମାଘ ସପ୍ତାମୀ ଓ ଚନ୍ଦ୍ରଭାଗା ବୁଡ ନୀତି ହେବ। ଆଗାମୀ ଫେବ୍ରୁଆରି ୭ ତାରିଖରେ ମାଘ ସପ୍ତମୀ ଓ ଚନ୍ଦ୍ରଭାଗା ବୁଡ଼ ଅବସରରେ ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ଼ ଲାଗି ବାରଣ କରାଯାଇଛି। ଏ ନେଇ ଆଜି ସ୍ଥାନୀୟ ଯାତ୍ରୀ ନିବାସରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପୁରୀ ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ନିମାପଡ଼ା ତହସିଲଦାର, ନିମାପଡ଼ା ବିଡିଓ , ଏସଡିପିଓ ପ୍ରମୁଖ ଯୋଗ ଦେଇଥିଲେ।

ଏକ ବୈଠକରେ କରାଯାଇଥିବା ନିଷ୍ପତ୍ତି ଅନୁଯାୟୀ, ଐଶାନ୍ୟେଶ୍ୱର, ଦକ୍ଷିଣେଶ୍ୱର, ତ୍ରିବେଣୀଶ୍ୱରଙ୍କ ମହାସ୍ନାନ କଟକଣା ଭିତରେ ହେବ, ଠାକୁରଙ୍କ ମହାସ୍ନାନ ପରେ କେବଳ ସେବାୟତଙ୍କୁ ବୁଡ଼ ପାଇଁ ଅନୁମତି ମିଳିବ। ଏଥିରେ ସେବାୟତ ଓ ଅଧିକାରୀ ଅଂଶଗ୍ରହଣ କରିବେ। କୋଭିଡ କଟକଣା ଭିତରେ ସର୍ବାଧିକ ୫୦୦ରୁ ୬ ଶହ ଲୋକଙ୍କୁ ଅନୁମତି ଦିଆଯିବ।

ସୂଚନାଯୋଗ୍ୟ, ଚନ୍ଦ୍ରଭାଗାରେ ମାଘ ମେଳା ବୁଡ଼ ପକାଇବା ପ୍ରତିବର୍ଷ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମେ। ଭୋରରୁ ଶ୍ରଦ୍ଧାଳୁ ବୁଡ଼ ପକାଇବ ସହ ପହିଲି ସୂର୍ଯ୍ଯ ଦର୍ଶନ କରିଥା’ନ୍ତି। ଏଥିପାଇଁ ପୂର୍ବଦିନ ରାତିରୁ ଲୋକେ ଭିଡ଼ ଜମାନ୍ତି। ଜନସମାଗମରୁ କରୋନା ଭୂତାଣୁ ବ୍ୟାପିବା ଆଶଙ୍କା ଥିବାରୁ ଚନ୍ଦ୍ରଭାଗା ମାଘମେଳା ବୁଡ଼ ବନ୍ଦ କରିଦିଆଯାଇଛି।