Odisha Vigilance raid - The Sakala
ବରଗଡ଼: ବରଗଡ଼ ଜିଲ୍ଲା ବିଜେପୁର ଥାନାର ଜଗା ବରିହା ନାମକ ଜଣେ ପୁଲିସ ଏସ୍ଆଇ ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଆଜି ବିଜେପୁର ଥାନା ଏସ୍ଆଇ ଜଗା ବରିହା, ଜଣେ ସ୍କ୍ରାପ୍ ଡିଲର (ଅଭିଯୋଗକାରୀ)ଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ମାଗୁଥିବା ଏବଂ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଅଭିଯୁକ୍ତ ଏସ୍ଆଇ ଶ୍ରୀ ବରିହା ଅଭିଯୋଗକାରୀଙ୍କଠାରୁ ୧୦,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ। ଯେତେବେଳେ ସେ ୧୦,୦୦୦ ଟଙ୍କା ଲାଞ୍ଚ ଦେବାକୁ ଅକ୍ଷମତା ପ୍ରକାଶ କଲେ, ଶ୍ରୀ ବରିହା ସେହି ପରିମାଣକୁ ୭,୦୦୦ ଟଙ୍କାକୁ ହ୍ରାସ କରିଥିଲେ। ସେହି ସମୟରେ, ଶ୍ରୀ ବରିହା ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଧମକ ଦେଇଥିଲେ। ଯଦି ତାଙ୍କୁ ୭,୦୦୦ ଟଙ୍କା ଲାଞ୍ଚ ନଦିଆଯାଏ, ଅନ୍ୟ କୌଣସି ବିକଳ୍ପ ନ ପାଇ, ଅଭିଯୋଗକାରୀ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କୁ ଘଟଣା ବିଷୟରେ ଜଣାଇଥିଲେ। ଏହାପରେ ଭିଜିଲାନ୍ସ ଅଧିକାରୀମାନେ ଆଜି ପୁଲିସ ଏସଆଇ ଶ୍ରୀ ବରିହାଙ୍କୁ ଅଭିଯୋଗକାରୀଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଗିରଫ କରିଥିଲେ।
ଗଜପତି: ଭିଜିଲାନ୍ସ ଜାଲରେ ଗଜପତି ସିଡିଏମ୍‌ଓ କାର୍ଯ୍ୟାଳୟର ବରିଷ୍ଠ କିରାଣି ଜଗଦୀଶ ପଟ୍ଟନାୟକ ଓ ପିଅନ ନିରଞ୍ଜନ ନାୟକ। ୨୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଜଗଦୀଶ ଓ ନିରଞ୍ଜନଙ୍କୁ ଧରିଲା ଭିଜିଲାନ୍ସ। ଜୁନିୟର ଡାକ୍ତର ପୋଷ୍ଟିଂ ପାଇଁ ନେଉଥିଲେ ଲାଞ୍ଚ। ନିରଞ୍ଜନଙ୍କ ମାଧ୍ୟମରେ ଲାଞ୍ଚ ନେଉଥିଲେ ଜଗଦୀଶ। ସିଡିଏମ୍‌ଓ କାର୍ୟ୍ୟାଳୟ ଓ ଜଗଦୀଶଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ ଜାରି। ନିରଞ୍ଜନଙ୍କ ମଣ୍ଡଳଦେବୀସ୍ଥିତ ବାସଭବନରେ ବି ଭିଜିଲାନ୍ସର ଚଢ଼ାଉ ଜାରି ରହିଛି।
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଭୁବନେଶ୍ୱର R&B ଡିଭିଜନ ୩ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଏକକାଳୀନ ୧୦ ଟି ସ୍ଥାନରେ ଚଢ଼ାଉ। ନୀଳାଦ୍ରି ବିହାର ସ୍ଥିତ ଘର, କଶ୍ମପଲିସ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଥିବା ଫ୍ଲାଟ, ସିମ୍ଫନି ମଲରେ ଥିବା ଦୋକାନ ଘର, ନୟାଗଡ଼ ସ୍ଥିତ ପୈତୃକ ଘର, ଡିଭିଜନ ୩ ଅଫିସ, ପଟିଆ ସ୍ଥିତ ଶ୍ୱଶୁର ଘର, ନୟାଗଡ଼ରେ ଥିବା ସମ୍ପର୍କୀୟଙ୍କ ଘର ସହ ଅନ୍ୟ ୩ଟି ସ୍ଥାନରେ ଚାଲିଛି ମାରାଥନ ରେଡ଼। ୭ ଜଣ ଡ଼ିଏସପି, ୫ ଇନ୍ସପେକ୍ଟର, ଜଣେ ସବଇନ୍ସପେକ୍ଟର, ୧୧ ଜଣ ଏଏସଆଇ ଏହି ଚଢ଼ାଉ ଜାରି ରଖିଛନ୍ତି । ବାବୁଙ୍କ ନାଁରେ ପୂର୍ବରୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ନେଇ ଭିଜିଲାନ୍ସ ନିକଟରେ ଥିଲା ଅଭିଯୋଗ । ଭିଜିଲାନ୍ସ ନିର୍ଦ୍ଦେଶକ ଓ ସ୍ପେଶାଲ ଜଜ ଭିଜିଲାନ୍ସ ଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉ ଜାରି ରହିଛି।
ଭୁବନେଶ୍ବର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ କୋରାପୁଟର ଜୟପୁର ବନଖଣ୍ଡର ଡେପୁଟି ରେଞ୍ଜର ତଥା ଭାରପ୍ରାପ୍ତ ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ଉ କରାଯାଇଛି। ଏପର୍ଯ୍ୟନ୍ତ ତାଙ୍କ ଘରେ ମାଟି ତଳୁ ନଗଦ ସାଢ଼େ ୩ ଲକ୍ଷ ଟଙ୍କା ମିଳିଛି। ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଜୟପୁରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୬ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୯ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଜୟପୁର ଏବଂ ଭୁବନେଶ୍ୱରର ନିମ୍ନଲିଖିତ ୬ଟି ସ୍ଥାନରେ ଏକକାଳୀନ ଘର ଚଢ଼ଉ କରାଯାଉଛି।
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ମହାନଗର ନିଗମ (ବିଏମସି) କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ୪ଟି ସ୍ଥାନରେ ଚଢାଉ ଚାଲିଛି। ଆଜି ସକାଳୁ ସକାଳୁ ଏହି ଚାଢାଉ ଚାଲିଛି । ଭୁବନେଶ୍ୱର ବଡ଼ଗଡ଼ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । ଭିଜିଲାନ୍ସ ବିଭାଗର ୨ ଜଣ ଏସପିଙ୍କ ସମେତ ୧୦ ଅଧିକାରୀ ଏହି ଚଢାଉରେ ସାମିଲ ଅଛନ୍ତି।
ଭିଜିଲାନ୍ସ ଜାଲରେ ଟିଟିଲାଗଡ ପୂର୍ତ୍ତ ବିଭାଗର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ
ଟିଟିଲାଗଡ: ଭିଜିଲାନ୍ସ ଜାଲରେ ଟିଟିଲାଗଡ ପୂର୍ତ୍ତ ବିଭାଗ ଏଇଇ। ଏଇଇ ଦିଲେଶ୍ୱର ମାଝୀଙ୍କ ଘରେ ଚଢ଼ଉ ଚାଲିଛି। ଟିଟିଲାଗଡ ଅଫିସ ଏବଂ ଘର ସହ ୬ ଟି ସ୍ଥାନରେ ଚଢ଼ଉ ଚାଲିଛି। ଟିଟିଲାଗଡ, ସମ୍ବଲପୁର, ଝାରସୁଗୁଡ଼ା ଏବଂ ପୈତୃକ ଗାଁରେ ଚଢ଼ଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିଲେଶ୍ୱର ମାଝୀଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌। ଏହି ରେଡ୍‌ରେ ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୨ ଜଣ ଏଏସଆଇ ଏବଂ ଅନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । ସମ୍ବଲପୁର, ଝାରସୁଗୁଡ଼ା ଏବଂ ବଲାଙ୍ଗୀର ଜିଲ୍ଲାର ମୋଟ ୬ଟି ସ୍ଥାନରେ ଏକକାଳୀନ ଚଢାଉ ହେଉଛି।
ଭିଜିଲାନ୍ସ ଜାଲରେ ସେକ୍ସନ୍ ଅଫିସର
ପୁରୀ: ପୁରୀର ସବ୍ ଡିଭିଜନାଲ୍ ଭେଟେରିନାରୀ ଅଫିସର(ଏସଡିଭିଓ)ଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ସେକ୍ସନ୍ ଅଫିସର ମନୋଜ ମହାନ୍ତିଙ୍କୁ ଗୁରୁବାର ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଜଣେ କର୍ମଚାରୀଙ୍କଠାରୁ ୬,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ କରିଛନ୍ତି।
ସୂଚନା ଅନୁଯାୟୀ, ସେ ନିମାପଡ଼ା ବ୍ଲକର ରେଞ୍ଚର କର୍ମଚ‌ାରୀଙ୍କ ପାଇଁ ମଞ୍ଜୁର ହୋଇଥିବା ଇଭି (ବୈଦ୍ୟୁତିକ ଯାନ) ଅଗ୍ରିମ ପ୍ରକ୍ରିୟାକରଣ ପାଇଁ ଲାଞ୍ଚ ମାଗିଥିଲେ। ଯାହା ଏସଡିଭିଓ ଏବଂ ଅନ୍ୟ ତିନି ଜଣଙ୍କ ଅଧିକାର କ୍ଷେତ୍ର ଅନ୍ତର୍ଗତ। ସେକ୍ସନ ଅଫିସରଙ୍କର ଦୁଇଟି ସମ୍ପତ୍ତି ଥିବା ସ୍ଥାନରେ ଏକକାଳୀନ ତଲାସୀ ଚାଲିଛି।
ଭୁବନେଶ୍ବର:  ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ କରାଯାଇଛି। ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏହି ୮ଟି ସ୍ଥାନ ମଧ୍ଯରୁ କେବଳ ଭୁବନେଶ୍ବରର ୫ଟି, ନୂଆପଡ଼ାର ୨ଟି ଓ ପୁରୀର ଗୋଟିଏ ସ୍ଥାନରେ ଚଢାଉ ଚାଲିଛି।  ଏହି ଚଢାଉରେ ୭ ଡିଏସପି, ୩ ଇନ୍ସପେକ୍ଟର, ୧୦ ଏଏସଆଇଙ୍କ ସମେତ ଅନେକ ସହାୟକ କର୍ମଚାରୀ ସାମିଲ ଅଛନ୍ତି।
ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଭାଜିଲାନ୍ସ ଜାଲରେ ଜଟଣୀ ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟଜୋଶୀ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜାଲାନ୍ସ ଟିମ୍। ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା। ସୂର୍ଯ୍ୟମଣି ପାଟଯୋଶୀଙ୍କ ଭୁବନେଶ୍ୱର ବାସଭାବନ ଓ ଜଟଣୀ ପୌରପରିଷଦ ଅଫିସରେ ଚଢାଉ ଜାରି ରହିଛି। ସେହିପରି ସୋରଡ଼ା ଓ ବ୍ରହ୍ମପୁରରେ ଚଢାଉ ଚାଲିଥିବା ଜଣାପଡ଼ିଛି। ଏହି ଚଢାଉର ଭିଜାଲାନ୍ସର ୨ଟି ଟିମ ସାମିଲ ରହିଛନ୍ତି।
ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କିରାଣି, ଲାଞ୍ଚ ନେଲାବେଳେ ମାଡ଼ିବସିଲା ଭିଜିଲାନ୍ସ
ଭୁବନେଶ୍ବର: ଭିଜଲାନ୍ସ ଜାଲଲେ କନିଷ୍ଠ କିରାଣି। ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ତହସିଲର କନିଷ୍ଠ କିରାଣି ଗୋଲେଖ ନାୟକ ନାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଅଭିଯୋଗକାରୀଙ୍କ ଠାରୁ ତାଙ୍କ ଜମିର ସୀମା ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ ଦେବା ତଥା ଫାଇଲ୍ ପ୍ରୋସେସ କରିବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଅଭିଯୋଗକାରୀ ଏହି ବିଷୟରେ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଅଭିଯୋଗପରେ ଭିଜିଲାନ୍ସ  ଅଧିକାରୀମାନେ ଯୋଜନା ପ୍ରସ୍ତୁତ କରି ଆଜି ଲାଞ୍ଚୁଆ କନିଷ୍ଠ କିରାଣି ଗୋଲେଖ ନାୟକଙ୍କୁ ଗିରଫ କରିଥିଲେ। ଲାଞ୍ଚ ଟଙ୍କା ଜବତ କରାଯାଥିବାବେଳେ ତାଙ୍କର ଦୁଇଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି।
ଭିଜିଲାନ୍ସ ଜାଲରେ ରେମୁଣା ତହସିଲଦାର, ଏକକାଳୀନ ୭ ସ୍ଥାନରେ ଚଢାଉ ଜାରି
ବାଲେଶ୍ଵର: ଭିଜିଲାନ୍ସ ଜାଲରେ ତହସିଲଦାର। ବଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଜାରି ରହିଛି। ରେମୁଣା ସ୍ଥିତ ଅଫିସ୍‌ ଚାମ୍ବର, ଘର ଓ ଭୁବନେଶ୍ବର ବାସଭବନ ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି। ଚଢାଉରେ ୬ ଡିଏସପି, ୩ ଇନ୍ସପେକ୍ଟର ଓ ୧୦ ଏଏସଆଇ ସାମିଲ ଅଛନ୍ତି।
କଟକ: ଭିଜିଲାନ୍ସ ଜାଲରେ ଡାକ୍ତର ବାବୁ। ଲାଞ୍ଚ ନେବା ବେଳେ ଧରାପଡିଲେ କଟକ ବଡ଼ମ୍ବା ସିଏଚସି ଡାକ୍ତର ବିଶ୍ବନାଥ ଅଢ଼େକ। ଏକ ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲାବେଳେ କାବୁ କଲା ଭିଜିଲାନ୍ସ। ୫,୦୦୦ ଦାବି କରି ଦ୍ବିତୀୟ କିସ୍ତିରେ ୨ ହଜାର ନେଉଥିଲେ। ଏହି ସମୟରେ ଧରାପଡ଼ିଛନ୍ତି ଡାକ୍ତର। ଏହି ମାମଲାରେ ଧରାପଡିବା ପରେ ଡାକ୍ତରଙ୍କ ଦୁଇଟି ଘରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ରେଡ୍ ଚାଲିଛି। ‌ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ ସର୍ଜରୀ ସ୍ପେସାଲିଷ୍ଟ। ଡାକ୍ତର ଜଣଙ୍କ ଅଭିଯୋଗକାରୀଙ୍କ ଠାରୁ ତାଙ୍କ ମୃତ ପୁଅର ପୋଷ୍ଟମର୍ଟମ ରିପୋର୍ଟ ପ୍ରଦାନ କରିବା ପାଇଁ ଏବଂ ବିଚାର ସମୟରେ କୋର୍ଟରେ ଅନୁକୂଳ ପ୍ରମାଣ ଦାଖଲ କରିବାର ପ୍ରତିଶ୍ରୁତି ସହିତ ମୋଟ ୫,୦୦୦ ଟଙ୍କା ଦାବି କରିଥିଲେ। ହେଲେ ଦ୍ୱିତୀୟ କିସ୍ତି ଭାବରେ ୨ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।