Ministry of Railways - The Sakala

ଚର୍ଚ୍ଚାରେ ଟିକେଟ ଚେକର ରୋଜାଲିନ: ବିନା ଟିକେଟରେ ଯାତ୍ରା କରୁଥିବା ଯାତ୍ରୀଙ୍କଠୁ ଆଦାୟ କଲେଣି ୧ କୋଟିରୁ ଉର୍ଦ୍ଧ୍ବ ଟଙ୍କା
ନୂଆଦିଲ୍ଲୀ: ଚର୍ଚ୍ଚାରେ ରେଳ ଟିକେଟ ଇନ୍ସପେକ୍ଟର ରୋଜାଲିନ ଆରୋକିଆ ମେରି। ବିନା ଟିକେଟ‌ରେ ଯାତ୍ରା କରୁଥିବା ଯାତ୍ରୀଙ୍କଠାରୁ ଆଦୟ କଲେଣି ୧ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଜରିମାନା।  ରୋଜାଲିନ ଆରୋକିଆ ମେରି ଦକ୍ଷିଣ ରେଳବାଇରେ ମୁଖ୍ୟ ଟିକେଟ୍ ଇନ୍ସପେକ୍ଟର ଭାବରେ କାଯ୍ଯ କରୁଛନ୍ତି। ସେ ଏବେ ୧ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଜରିମାନା ସଂଗ୍ରହ କରିଥିବା ରେଳବାଇର ପ୍ରଥମ ଟିକେଟ୍ ଚେକର କର୍ମଚାରୀ ହୋଇପାରିଛନ୍ତି। ଏ ନେଇ  ରେଳ ମନ୍ତ୍ରାଳୟ ପକ୍ଷରୁ ଟ୍ବିଟ କରାଯାଇଛି।

Showing resolute commitment to her duties, Smt.Rosaline Arokia Mary, CTI (Chief Ticket Inspector) of @GMSRailway, becomes the first woman on the ticket-checking staff of Indian Railways to collect fines of Rs. 1.03 crore from irregular/non-ticketed travellers. pic.twitter.com/VxGJcjL9t5

— Ministry of Railways (@RailMinIndia) March 22, 2023

ରେଳ ମନ୍ତ୍ରାଳୟ ପକ୍ଷରୁ ଟ୍ବିଟ କରି ରୋଜାଲିନଙ୍କ କିଛି ଫଟୋ ସେୟାର କରାଯାଇଛି। ଏଥିସହ ରେଳ ମନ୍ତ୍ରାଳୟ ରୋଜାଲିନଙ୍କ ଫଟୋ କ୍ୟାପସନରେ ଲେଖିଛି ଯେ, ସେ ସମ୍ପୂର୍ଣ୍ଣ ନିଷ୍ଠାର ସହିତ ନିଜର କାର୍ଯ୍ଯ କରୁଛନ୍ତି। ରୋଜାଲିନ ଆରୋକିଆ ମେରି ଦକ୍ଷିଣ ରେଳବାଇରେ ମୁଖ୍ୟ ଟିକେଟ୍ ଇନ୍ସପେକ୍ଟର ଭାବରେ କାର୍ଯ୍ଯ କରୁଛନ୍ତି। ସେ ବିନା ଟିକେଟରେ ଯାତ୍ରା କରୁଥିବ‌ା ରେଳ ଯାତ୍ରୀଙ୍କଠାରୁ ୧.୦୩ କୋଟି ଟଙ୍କା ଜରିମାନା ଆକାରରେ ସଂଗ୍ରହ କରିଛନ୍ତି।

୨୦୨୨- ୨୩ ରେଳ ବଜେଟ : ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ ମିଳିଲା ୫୮୦୨.୬୫ କୋଟି ଟଙ୍କାର ଆନୁଦାନ, ଖୋର୍ଦ୍ଧା-ବଲାଙ୍ଗୀର ପ୍ରକଳ୍ପ ପାଇଁ ସର୍ବାଧିକ ୮୯୧ କୋଟି ମଞ୍ଜୁରୀ
ଭୁବନେଶ୍ବର: ୨୦୨୨-୨୩ କେନ୍ଦ୍ର ରେଳ ବଜେଟରେ ଓଡ଼ିଶାକୁ  ୫୮୦୨.୬୫ କୋଟି ଟଙ୍କାର ଅନୁଦାନ ମିଳିଛି। ୯ଟି ନୂଆ ରେଳ ଲାଇନ ପାଇଁ ୬୫୫ କୋଟି ଟଙ୍କା ମଞ୍ଜୁରୀ ମିଳିଛି। ରେଳ ବଜେଟରେ ଖୋର୍ଦ୍ଧା-ବଲାଙ୍ଗୀର ପ୍ରକଳ୍ପ ପାଇଁ ସର୍ବାଧିକ ୮୯୧ କୋଟି ଟଙ୍କା ମିଳିଥିବା ଜଣାପଡ଼ିଛି।

– ଅନୁଗୁଳ-ସୁକିନ୍ଦା ରୁଟ୍‌ ପାଇଁ ୪୭୫ କୋଟି

-ହରିଦାସପୁର-ପାରାଦୀପ ପାଇଁ ୮୫ କୋଟି

-ତାଳଚେର-ବିମଳାଗଡ଼ ପାଇଁ ୨୫୦ କୋଟି

-ଖୋର୍ଦ୍ଧାରୋଡ-ବଲାଙ୍ଗୀର ପ୍ରକଳ୍ପ – ୮୯୧ କୋଟି

-ଅନୁଗୁଳ-ସୁକିନ୍ଦାରୋଡ – ୪୭୫ କୋଟି

-ଜୟପୁର-ମାଲକାନଗିରି ‌ ପାଇଁ ୧୩.୮ କୋଟି

-ଜୟପୁର-ନବରଙ୍ଗପୁର ରୁଟ୍‌ ପାଇଁ ୮୧ କୋଟି

-ନୂଆପଡ଼ା-ଗୁଣପୁର-ଥେରୁବାଲି ରୁଟ୍‌ ପାଇଁ ୧୦ କୋଟି

-ତାଳଚେର-ଅନୁଗୁଳ ରୁଟ୍‌ ପାଇଁ ୧୮ କୋଟି

ସମ୍ବଲପୁର-ଫୁଲବାଣୀ-ଗୋପାଳପୁର ରେଳ ଲାଇନ ପାଇଁ ୧ କୋଟି

-ଖୋର୍ଦ୍ଧା-ବାରଙ୍ଗ ରେଳ ଲାଇନ ପାଇଁ ୧୬୪ କୋଟି ମଞ୍ଜୁରୀ

ରଜତଗଡ଼- ବାରଙ୍ଗ ରେଳ ଲାଇନ ପାଇଁ ୧ କୋଟି

୨୧ଟି ରେଳ ପ୍ରକଳ୍ପର ଦୋହରୀକରଣ ପାଇଁ ୨୧୪୮ କୋଟି ଟଙ୍କା ମଞ୍ଜୁରୀ ମିଳିଛି।

ସୂଚନା ଅନୁଯାୟୀ,କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ଫେବ୍ରୁଆରି ୧ ତାରିଖରେ ସଂସଦରେ ବଜେଟ୍‌ ଉପସ୍ଥାପନ କରିଥିଲେ। ନୂଆ ବଜେଟରେ ରେଳ ବିଭାଗ ପାଇଁ ୧ ଲକ୍ଷ ୪୦ ହଜାର ୩୬୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଏହା ଗତ ଥରର ସଂଶୋଧିତ ବ୍ୟୟବରାଦଠାରୁ ପ୍ରାୟ ୨୦,୩୧୧ କୋଟି ଅଧିକ ରହିଛି ।