IndVsSA T20 Match - The Sakala

ଟି-୨୦ ମ୍ୟାଚ୍ ପାଇଁ କଟକ ବାରବାଟୀ ଷ୍ଟାଡିୟମରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା
ଭୁବନେଶ୍ୱର: ବାରବାଟୀରେ ମ୍ୟାଚ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିଶନରେଟ ପୋଲିସ । ମ୍ୟାଚ୍‌ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସହ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ । ସେ କହିଛନ୍ତି କି ସୁରକ୍ଷାକୁ ନେଇ ସଜାଗ ଅଛି କମିଶନେରେଟ ପୋଲିସ । ଏୟାରଲାଇନ୍ସ ସମସ୍ୟା ଭିତରେ ଗତକାଲି କିଛି ଖେଳାଳି ପହଞ୍ଚିଛନ୍ତି । ସମୟ ନିର୍ଘଣ୍ଟ ହିସାବରେ ଅନ୍ୟ ଖେଳାଳିମାନେ ମଧ୍ୟ ପହଞ୍ଚିବେ ।

ବର୍ତମାନ ସୁଧା ଟିକେଟ୍ କଳାବଜାରୀ ଦେଖିବାକୁ ମିଳି ନାହିଁ। ଟିକେଟ୍ କଳାବଜାରୀ କରୁଥିବା ଲୋକମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗତ କାଲି ଟିକେଟ ବିକ୍ରି ବେଳେ ଲୋକେ ସୁନ୍ଦର ଭାବରେ ଶୃଙ୍ଖଳିତ ସହ ଟିକେଟ କିଣି ନେଇଛନ୍ତି। କମିଶନରେଟ ପୋଲିସକୁ ସହାୟତା କରିଛନ୍ତି ତେଣୁ କଟକ ଲୋକଙ୍କୁ ଧନ୍ୟବାଦ। ଟିକେଟ କମ୍ ଥିବାରୁ ଅନେକ ଲୋକ ଟିକେଟ ପାଇପାରି ନାହାନ୍ତି । ଯେଉଁମାନେ ଟିକେଟ ପାଇଁ ନାହାନ୍ତି ସେମାନେ ଘରେ ରହି ଟେଲିଭିଜନ ମାଧ୍ୟମରେ ଖେଳ ଦେଖିବାକୁ ପରାମର୍ଶ ଦେଇଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ।

ସୁପର ସଣ୍ଡେରେ ଆଜି ବାରବାଟୀ ମହାଲଢେଇ: ଦ୍ୱିତୀୟ ଟି-ଟ୍ୱେଣ୍ଟିରେ ମୁହାମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା
କଟକ: ସୁପର ସଣ୍ଡେରେ ଆଜି ବାରବାଟୀ ଷ୍ଟାଡିୟମରେ ହେବ ସୁପର ଫାଇଟ୍ । ଦ୍ୱିତୀୟ ଟି-ଟ୍ୱେଣ୍ଟିରେ ଆଜି ମୁହାମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ଅଢେଇ ବର୍ଷ ପରେ ଆଜି ବାରବାଟୀରେ ଟି-୨୦ ମ୍ୟାଚ ଖେଳାଯିବ । ପ୍ରତୀକ୍ଷାର ସମୟ ଯେତିକି ସରି ସରି ଆସୁଛି, କ୍ରିକେଟ୍‌ପ୍ରେମୀଙ୍କ ମହଲରେ ଉତ୍କଣ୍ଠା ସେତିକି ବଢ଼ି ବଢ଼ି ଚାଲିଛି । ରୋମାଞ୍ଚକର ମ୍ୟାଚ ଅପେକ୍ଷାରେ କ୍ରିକେଟପ୍ରେମୀ । ପ୍ରଥମ ମ୍ୟାଚ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରହିଛି ଟିମ୍ ଇଣ୍ଡିଆ । ଗତକାଲି ଉଭୟ ଦଳର ଖେଳାଳି ବାରବାଟୀ ଷ୍ଟାଡିୟମରେ ଅଭ୍ୟାସ କରିଛନ୍ତି । ବାରବାଟୀ ‘ପିଚ୍’କୁ ପରଖିବା ସହ ଜୋରଦାର ଅଭ୍ୟାସ କରି ଝାଳ ବୁହାଇଛନ୍ତି ଦୁଇ ଦେଶର ଖେଳାଳି ।

ଟି-୨୦ ସିରିଜର ପ୍ରଥମ ମ୍ୟାଚ ଜିତି ଥିବାରୁ ଦକ୍ଷିଣ ଆଫ୍ରିକା ଟିମର ମନୋବଳ ଦୃଢ଼ ରହିଛି । ଆଜି ଦ୍ୱିତୀୟ ମ୍ୟାଚରେ କିପରି ଟିମ୍ ଇଣ୍ଡିଆକୁ ମାତ୍ ଦେବେ, ଏ ନେଇ ରଣନୀତି ପ୍ରସ୍ତୁତ କରିଛି ଦଳ । ସେହିପରି ଆଜିର ମ୍ୟାଚରେ ଭାରତ ପ୍ରତ୍ୟାବର୍ତ୍ତନ କରିବ ବୋଲି କହିଛନ୍ତି ଟିମ୍ ଇଣ୍ଡିଆ ପେସର ଭୁବନେଶ୍ୱର କୁମାର । ମ୍ୟାଚରେ ଟସ୍ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ ବୋଲି ଅଭ୍ୟାସ ପରେ ଦକ୍ଷିଣ ଆଫ୍ରିକା ଖେଳାଳି ଓ୍ବେନ ପାର୍ନେଲ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ।

ସାତ ବର୍ଷ ତଳେ ଭାରତ ଏହି ପିଚରେ ଦକ୍ଷିଣ ଆଫ୍ରିକା ବିରୋଧରେ ପରାଜୟ ହୋଇଥିଲା । ଆଉ ଆଜି ସମାନ ପିଚରେ ଭାରତ ଦକ୍ଷିଣ ଆଫ୍ରିକା ପାଖରୁ ଆଜି ପ୍ରତିଶୋଧ ନେବ ବୋଲି ଭାରତୀୟ କ୍ରୀଡାପ୍ରେମୀ ଆଶା ରଖିଛନ୍ତି । ମ୍ୟାଚ ପାଇଁ ଦିନ ୩ଟାରୁ ଷ୍ଟାଡିୟମରେ ପ୍ରବେଶ କରିପାରିବେ ଦର୍ଶକ । ପ୍ରଥମ ମ୍ୟାଚ ଦିଲ୍ଲୀରେ ଖେଳାଯାଇଥିଲା । ଆଉ ଭାରତୀୟ ଟିମ୍ ପରାଜୟ ବରଣ କରିଥିଲା । ଆଜି ଦ୍ୱିତୀୟ ମ୍ୟାଚ ବାରବାଟୀରେ ଖେଳାଯିବ । ଏହି ପିଚରେ ଦୁଇ ଦଳ ମଧ୍ୟରେ ଗୋଟିଏ ଭଲ ମ୍ୟାଚ ଖେଳାଯିବ ବୋଲି ସମସ୍ତ କ୍ରୀଡାପ୍ରେମୀ ଆଶା ରଖିଛନ୍ତି ।

କଟକ ବାରବାଟୀରେ ହେବ ଟି-୨୦ ମ୍ୟାଚ ! ଜୁନରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହୋଇପାରେ ମ୍ୟାଚ
କଟକ: କଟକ ବାରବାଟୀକୁ ଫେରିବ ଆନ୍ତର୍ଜାତୀୟ ମ୍ୟାଚ । ବାରବାଟୀରେ ହେବ ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ । ବାରବାଟୀରେ ମ୍ୟାଚ କରାଇବା ନେଇ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସହିତ ଓସିଏ ସଂପାଦକ ସଞ୍ଜୟ ବେହେରାଙ୍କ ସହିତ ବିଶେଷ ଆଲୋଚନା ହେଇଛି । ଏହି ଆଲୋଚନାରେ ଆସନ୍ତା ଜୁନ ମାସରେ ହେବାକୁ ଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜର ଏକ ମ୍ୟାଚ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ଓଡ଼ିଶା କ୍ରିକେଟ ଆସୋସିଏସନର ଅନୁରୋଧକୁ ରକ୍ଷା କରି ବିସିସିଆଇ ସହମତି ଜଣାଇଥିବା ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରା ଗଣମାଧ୍ୟମକୁ ଜଣାଇଛନ୍ତି । ଜୁନ ମାସରେ ବାରବାଟୀ ଷ୍ଟାଡିୟମରେ ଏହି ମ୍ୟାଚ ଦର୍ଶକଙ୍କ ଖଚାଖଚ ଭିଡ଼ରେ ଅନୁଷ୍ଠିତ ହେବ । ତେବେ ଫେବ୍ରୁଆରୀ ମାସରେ ଓ୍ୱେଷ୍ଟ ଇଣ୍ଡିଜ୍ ମ୍ୟାଚ ପାଇଁ ଓସିଏ ସମସ୍ତ ପ୍ରସ୍ତୁତି କରିସାରିଥିଲା । କିନ୍ତୁ କୋଭିଡ ମହାମାରୀ ପାଇଁ ୧୫ ତାରିଖରେ ହେବାକୁ ଥିବା ମ୍ୟାଚକୁ ବାରବାଟୀରୁ ସ୍ଥାନାନ୍ତର କରି ନିଆଯାଇଥିଲା । ୱେଷ୍ଟଇଣ୍ଡିଜ ବିପକ୍ଷରେ ସମସ୍ତ ଟି-୨୦ ମ୍ୟାଚ କୋଲକାତାରେ ଖେଳାଯିବା ନେଇ ବିସିସିଆଇ ନିଷ୍ପତ୍ତି ନେଇଛି ।