Dharmagarh - The Sakala

ଘରୁ ଅବସରପ୍ରାପ୍ତ ନର୍ସଙ୍କ ମୃତଦେହ ଉଦ୍ଧାର, ଲୁଟ୍ କରିବା ପରେ ଦୁର୍ବୁତ୍ତମାନେ ହତ୍ୟା କରିଥିବା ସନ୍ଦେହ
ଧର୍ମଗଡ଼: ଅବସରପ୍ରାପ୍ତ ନର୍ସଙ୍କ ମୃତଦେହ ଉଦ୍ଧାର । ଘରୁ ଲୁଟ୍ ବେଳେ ପ୍ରତିବାଦ କରିବାରୁ ମହିଳାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି । କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗାଁରୁ ଆସିଛି ଏଭଳି ଏକ ଦୁଃଖଦ ଘଟଣା  । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି । ମୃତ ମହିଳାଙ୍କ ନାଁ ସୁଚିତ୍ରା ଖୁଣ୍ଟିଆ ବୋଲି ଜଣାପଡ଼ିଥିବା ବେଳେ ତାଙ୍କ ସ୍ୱାମୀ ଓ ପୁଅ ବାହାରେ ରହୁଥିବା ଜଣାପଡ଼ିଛି ।

ସୂଚନା ଅନୁସାରେ, ଘରେ ଏକାକୀ ରହୁଥିଲେ ଅବସରପ୍ରାପ୍ତ ଏଏନଏମ ସୁପର ଭାଇଜର ସୁଚିତ୍ରା ଖୁଣ୍ଟିଆ । ଦୁର୍ବୃତ୍ତ ମାନେ ଘରେ ପଶି ପ୍ରଥମେ ଲୁଟ୍ କରିଥିଲେ । ଏହାପରେ ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ସକାଳୁ ସକାଳୁ ଘର ଆଗରେ ମୃତଦେହ ପଡିଥିବାର ଦେଖିଥିଲେ ସ୍ଥାନୀୟ ଲୋକେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି ।

ପରଲୋକରେ ପୂର୍ବତନ ବିଧାୟିକା ରୋଶନୀ ସିଂଦେଓ
ଭୁବନେଶ୍ୱର: ପୂର୍ବତନ କୋକସରା ବିଧାୟିକା ତଥା ପୂର୍ବତନ ବିଧାୟକ ପୁଷ୍ପେନ୍ଦ୍ର ସିଂଦେଓଙ୍କ ମାଆ ରୋଶନୀ ସିଂଦେଓଙ୍କ ପରଲୋକ । ୮୨ ବର୍ଷ ବୟସରେ ଭୁବନେଶ୍ବରସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । କିଛିଦିନ ହେବ ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ । ଆଜି ସକାଳୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ପୂର୍ବତନ ବିଧାୟିକା ରୋଶନୀ ସିଂଦେଓ ୧୯୪୦ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ରୋଶନୀ ସିଂଦେଓ ୧୯୯୫ରୁ ୨୦୦୪ ପର୍ଯ୍ୟନ୍ତ କୋକସରା ବିଧାୟିକା ଥିଲେ । ବିଧାୟିକା ଜନତା ଦଳରୁ ୧୯୯୫ରୁ ୨୦୦୦ ଓ ବିଜୁ ଜନତା ଦଳ ରୁ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ବିଧାୟିକା ରହିଥିଲେ l ତାଙ୍କ ମୃତ୍ୟୁରେ କଳାହାଣ୍ଡି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମରଶରୀରକୁ ଜୟପାଟଣା ନିଆଯିବ । ପୂର୍ବତନ ବିଧାୟିକାଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।