Surya Narayan Patra - The Sakala

ମୃତ୍ୟୁ ପରେ ବି ଅମର ହୋଇ ରହିବେ ସୂର୍ଯ୍ୟ ନାରାୟଣ ପାତ୍ର
ଭୁବନେଶ୍ବର: ଅମର ରହିବେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଶେଷ ଇଚ୍ଛା ଓ ପରିବାର ଲୋକଙ୍କ ସହମତିରେ ସୂର୍ଯ୍ୟ ପାତ୍ରଙ୍କ ଚକ୍ଷୁ ଦାନ କରାଯାଇଛି । ତାଙ୍କରି ଆଖିରେ ଦୁନିଆ ଦେଖିପାରିବେ ଆଉ ଜଣେ ବ୍ୟକ୍ତି ।

ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ ପରେ ଏକ ଡାକ୍ତରୀ ଟିମ୍ ତାଙ୍କ ଚକ୍ଷୁକୁ ମାତ୍ର ୧୦ ମିନିଟ୍ ଭିତରେ ସୁରକ୍ଷିତ ଭାବେ ବାହାର କରିଥିଲେ । ଏହାପରେ ଚକ୍ଷୁର ମାନ ପରୀକ୍ଷା ସହ ରକ୍ତ ନମୂନା ପରୀକ୍ଷା କରାଯାଇ ଚକ୍ଷୁ ପ୍ରତିରୋପଣ କରାଯିବ । ପୂର୍ବରୁ ସୂର୍ଯ୍ୟ ପାତ୍ରଙ୍କ ମାଆଙ୍କ ବିୟୋଗ ପରେ ଚକ୍ଷୁ ଦାନ କରାଯାଇଥିଲା ।

ଗତକାଲି ଘରୋଇ ହସ୍ପିଟାଲରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ଘଟିଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଗଞ୍ଜାମ ଦିଗପହଣ୍ଡିର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ କାର୍ଯ୍ୟ ତୁଲାଇଛନ୍ତି । ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ କାର୍ଯ୍ୟ ମଧ୍ୟ କରିଛନ୍ତି ସୂର୍ଯ୍ୟ ପାତ୍ର । ୧୯୭୭ରେ ରାଜନୈତିକ ଜୀବନ ଆରମ୍ଭ କରି ଜଣେ ସଫଳ ରାଜନେତା ଭାବେ ଓଡ଼ିଶା ରଜନୀତିରେ ଛାପ ଛାଡ଼ି ଯାଇଛନ୍ତି । ବ୍ରହ୍ମପୁର ମୁନିସିପାଲିଟିର କାଉନସିଲ ଭାବେ ରାଜନୀତିରେ ପ୍ରବେଶ କରିଥିଲେ । ସୂର୍ଯ୍ୟ ପାତ୍ର ଥରେ ବାଚସ୍ପତି, ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ।

ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କୁ ଶଙ୍ଖ ଭବନରେ ଶ୍ରଦ୍ଧାଞ୍ଜଳି, ବିଧାନସଭା ପରିସରରେ ଦିଆଗଲା ଗାର୍ଡ ଅଫ ଅନର
ଭୁବନେଶ୍ବର: ପୂର୍ବତନ ବାଚସ୍ପତି ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ନୟାପଲ୍ଲୀ ବାସଭବନରେ ଶେଷ ଦର୍ଶନ ପରେ ନିଆଯାଇଥିଲା ଶଙ୍ଖ ଭବନ । ସେଠାରେ ମାନ୍ୟଗନ୍ୟ ବକ୍ତି ସ୍ବାର୍ଗତ ପାତ୍ରଙ୍କ ଶେଷ ଦର୍ଶନ କରିବା ପରେ ତାଙ୍କ ମରଶରୀରକୁ ସବିଧାନସଭା ପରିସରକୁ ନିଆଯାଇଥିଲା । ସେଠାରେ ସ୍ବାର୍ଗତ ପାତ୍ରଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବା ସହ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ଏହାପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ କରାଯିବ।

ଏହା ପୂର୍ବରୁ ନୟାପଲ୍ଲୀ ବାସଭବନକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାର୍ଗତ ପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଗତକାଲିଠାରୁ ବିଜେଡି ସମେତ ବିଭିନ୍ନ ଦଳର ରାଜନେତା ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହାସହ ସାଧାରଣ ଜନତା ମଧ୍ୟ ସ୍ବାର୍ଗତ ପାତ୍ରଙ୍କ ଶେଷ ଦର୍ଶନ କରିଥିଲେ ।

ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବରିଷ୍ଠ ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଗତକାଲି ଦେହାନ୍ତ ଘଟିଛି । ୭୪ ବର୍ଷ ବୟସରେ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ଅନେକ ଦିନରୁ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ ସୂର୍ଯ୍ୟ । ଗତକାଲି ସନ୍ଧ୍ୟା ୭ଟା ୨୧ ମିନିଟରେ ତାଙ୍କର ଦେହାନ୍ତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ ପାତ୍ରଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିଛନ୍ତି । ସେ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ମରଶରୀରକୁ ଶଙ୍ଖ ଭବନକୁ ନିଆଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବ । ବିଧାନସଭା ପରିସରରେ ଗାର୍ଡ ଅଫ ଅନର ପ୍ରଦାନ କରାଯିବ । ଏହାପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ କରାଯିବ ।

ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ, ଆଜି ଦିଗପହଣ୍ଡିରେ ହେବ ଶେଷକୃତ୍ୟ
ଭୁବନେଶ୍ବର: ବରିଷ୍ଠ ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଗତକାଲି ଦେହାନ୍ତ ଘଟିଛି । ୭୪ ବର୍ଷ ବୟସରେ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ଅନେକ ଦିନରୁ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ ସୂର୍ଯ୍ୟ । ଗତକାଲି ସନ୍ଧ୍ୟା ୭ଟା ୨୧ ମିନିଟରେ ତାଙ୍କର ଦେହାନ୍ତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ ପାତ୍ରଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିବେ । ମରଶରୀରକୁ ଶଙ୍ଖ ଭବନକୁ ନିଆଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବ । ବିଧାନସଭା ପରିସରରେ ଗାର୍ଡ ଅଫ ଅନର ପ୍ରଦାନ କରାଯିବ । ଏହାପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ କରାଯିବ ।

ପୂର୍ବତନ  ବାଚସ୍ପତି ତଥା ବର୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏକ ବାର୍ତ୍ତରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ର ଜଣେ ଦକ୍ଷ  ପ୍ରଶାସକ ଓ ସଂଗଠକ  ଭାବରେ ବର୍ଣ୍ଣନା କରିଛନ୍ତି  । ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ । ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଲୋକ ପ୍ରତିନିଧି ଭାବେ ଆଜୀବନ ସେବା ପାଇଁ ସେ ସ୍ମରଣୀୟ ହୋଇ ରହିବେ ବୋଲି ରାଜ୍ୟପାଳ କହିଛନ୍ତି । ଅନ୍ୟପଟେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ ।  ସେ କହିଛନ୍ତି ସୂର୍ଯ୍ୟ ନାରାୟଣ ପାତ୍ର ଦେହାନ୍ତ କେବଳ ବିଜୁ ଜନତା ଦଳ ପାଇଁ ନୁହେଁ ସମଗ୍ର ଓଡ଼ିଶା ରାଜନୀତି ପାଇଁ ଅପୂରଣୀୟ କ୍ଷତି । ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଗଭୀର ଶୋକପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସେ କହିଛନ୍ତି ଆମ ଦଳର ଜଣେ ଉତ୍ସର୍ଗୀକୃତ ନେତା, ଗଞ୍ଜାମର ଟାଣୁଆ ସଂଗଠକ । ତୃଣମୂଳ ସ୍ତରରୁ ଆସି ଓଡ଼ିଶାର ବାଚସ୍ପତି ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ପ୍ରରଣାର ଉତ୍ସ ହେବ ।

ଉତ୍କଳ ଦିବସରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭା ଟିଭି ଚ୍ୟାନେଲ
ଭୁବନେଶ୍ୱର: ଏପ୍ରିଲ୍ ୧ ଅର୍ଥାତ ଉତ୍କଳ ଦିବସରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭା ଟିଭି ଚ୍ୟାନେଲ। ଏନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର। ଏବେ ଓଡ଼ିଶା ବିଧାନସଭା ସମାଚାର ୟୁ ଟ୍ୟୁବ ଚ୍ୟାନେଲ ଅଛି। ବିଜୁ ଜୟନ୍ତୀରୁ ୟୁ ଟ୍ୟୁବ ଚ୍ୟାନେଲର ଶୁଭାରମ୍ଭ ହୋଇଥିଲା। ବିଧାନସଭା ଟିଭି ପାଇଁ ବିଧାନସଭା ପରିସରରେ ଷ୍ଟୁଡିଓ ତିଆରି ହେଉଛି। ଏହି ଚ୍ୟାନେଲରେ ବିଧାନସଭା ସଂପର୍କିତ ଖବର ପ୍ରସାରଣ କରାଯିବ ବୋଲି କହିଛନ୍ତି ବାଚସ୍ପତି।

ସେହିପରି ଏପ୍ରିଲ ୧ରୁ ମଧ୍ୟ ବିଧାନସଭା ପତ୍ରିକା ନାମକ ଏକ ମାସିକ ପତ୍ରିକା ପ୍ରକାଶ କରାଯିବ ବୋଲି ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସେପଟେ ଆସନ୍ତା ୨୫ ତାରିଖରୁ ୩୧ ତାରିଖ ପର୍ୟ୍ୟନ୍ତ ଚାଲିବ ବିଧାନସଭାର ବଜେଟ ଅଧିବେଶନ । ଏଥିପାଇଁ ଆଜିଠାରୁ ବିଧାନସଭା ପରିସରରେ ଆରମ୍ଭ ହୋଇଛି କୋଭିଡ ଆରଟିପିସିଆର ଟେଷ୍ଟ । ସମସ୍ତ ବିଧାୟକ, ବିଧାନସଭା କର୍ମଚାରୀଙ୍କ ସମେତ ଗଣମାଧ୍ୟମ ପ୍ରତିନିଧିଙ୍କର ମଧ୍ୟ କୋଭିଡ ଟେଷ୍ଟ ହେଉଛି। ଯେଉଁମାନଙ୍କ ରିପୋର୍ଟ ନେଗେଟିଭ ଆସିବ ସେମାନଙ୍କୁ ବିଧାନସଭା ମଧ୍ୟକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ବୋଲି କହିଛନ୍ତି ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର।

ଜୋର ଧରିଲା ବିଧାନ ପରିଷଦ ବିବାଦ: କେନ୍ଦ୍ରକୁ ୨ଟି ଚିଠି ଲେଖିବେ ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର
ଭୁବନେଶ୍ୱର: ବିଧାନ ପରିଷଦ ସଂକଳ୍ପ ସମ୍ପର୍କରେ କେନ୍ଦ୍ରକୁ ୨ଟି ଚିଠି ଲେଖିବେ ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର । ୨୦୧୮ରେ ବିଧାନସଭାରେ ସର୍ବସମ୍ମତିକ୍ରମେ ପାରିତ ବିଧାନ ପରିଷଦ ସଂକଳ୍ପ ରାଜ୍ୟ ସରକାର କେନ୍ଦ୍ରକୁ ପଠାଇଥିଲେ । କିନ୍ତୁ ମନ୍ତ୍ରୀଙ୍କୁ ଆଇନ ବିଭାଗ କାହିଁକି ଭୁଲ ତଥ୍ୟ ଦେଇଛି, ସେକଥା ଚିଠିରେ ଉଲ୍ଲେଖ କରିବେ ବାଚସ୍ପତି । ଏନେଇ ତଦନ୍ତ ପାଇଁ ବାଚସ୍ପତି ଚିଠି ଲେଖିବେ । ବିଧାନ ପରିଷଦ ଗଠନ ପାଇଁ ଓଡ଼ିଶା ସରକାରଙ୍କଠାରୁ ପ୍ରସ୍ତାବ ଆସିନଥିବା ରାଜ୍ୟସଭାରେ ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ଯଙ୍କ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରଣ ରିଜଜୁ କହିଥିଲେ। କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁଙ୍କ ଏହି ବୟାନ ପରେ ଏହା ଦୁଃଖ ଓ ଆଶ୍ଚର୍ଯ୍ଯର ବିଷୟ ବୋଲି ବାଚସ୍ପତି କହିଥିଲେ ।

୨୦୧୮ ସେପ୍ଟେମ୍ବର ୬ରେ ସଂକଳ୍ପ ବିଧାନସଭାରେ ପାରିତ ହୋଇଥିଲା । ସେପ୍ଟେମ୍ବର ୨୦୧୮ରେ କେନ୍ଦ୍ରକୁ ଚିଠି ପଠାଯାଇଥିଲା । ଲୋକସଭା, ରାଜ୍ୟସଭା, ସଂସଦୀୟ ବ୍ୟାପାର ଓ ଆଇନ ସଚିବଙ୍କୁ ଏନେଇ ଚିଠି ପଠାଯାଇଥିଲା ବୋଲି ବାଚସ୍ପତି କହିଛନ୍ତି । ପୁଣିଥରେ ୨ଟି ଚିଠି ଲେଖି ସମସ୍ତ କଥା ଅବଗତ କରାଯିବ ବୋଲି ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର କହିଛନ୍ତି ।

ବିଧାନସଭାରେ ପାରିତ ହୋଇଛି ବିଧାନ ପରିଷଦ ସଂକଳ୍ପ, ୧୮ ସେପ୍ଟେମ୍ବର ୨୦୧୮ରେ କେନ୍ଦ୍ରକୁ ଯାଇଛି ପ୍ରସ୍ତାବ- ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର
ଭୁବନେଶ୍ୱର: ବିଧାନ ପରିଷଦ ଗଠନ ନେଇ ବଢ଼ିଲା ବିବାଦ । ଓଡ଼ିଶାରେ ବିଧାନ ପରିଷଦ ନେଇ ଧରାପଡ଼ିଲା କେନ୍ଦ୍ରମନ୍ତ୍ରୀଙ୍କ ମିଛ । ବିଧାନ ପରିଷଦ ଗଠନକୁ ନେଇ କେନ୍ଦ୍ର ମନ୍ତ୍ରୀଙ୍କ ଉତ୍ତର ପରେ ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବିଧାନସଭାରେ ସଙ୍କଳ୍ପ ପାରିତ ହେବା ପରେ ୨୦୧୮ ସେପ୍ଟେମ୍ବର ୧୮ ତାରିଖରେ ଏହା କେନ୍ଦ୍ର ସରକାରଙ୍କ ନିକଟକୁ ପଠାଯାଇଥିବା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି । ରାଜ୍ୟସଭା ଓ ଲୋକସଭା ସଚିବଙ୍କୁ ଏହା ପଠାଯାଇଥିଲା । ଓଡ଼ିଶା ବିଧାନ ପରିଷଦ ଗଠନ ପାଇଁ ୨୦୧୫ରୁ ଉଦ୍ୟମ ହୋଇଆସୁଛି । ଏଥିପାଇଁ ବିଧାୟକ ନୃସିଂହ ସାହୁଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇଥିଲା । ୨୦୧୫ ଜାନୁଆରୀ ୧୯ରେ କମିଟିର ପ୍ରଥମ ବୈଠକ ବସିଥିଲା । ବିଭିନ୍ନ ରାଜ୍ୟ ଗସ୍ତ ପରେ ଏହି ରିପୋର୍ଟ ରାଜ୍ୟ ସରକାରଙ୍କୁ ଦେଇଥିଲା ଏହି କମିଟି । ୨୦୧୮ ସେପ୍ଟେମ୍ବର ୬ରେ ସଂକଳ୍ପଟି ବିଧାନସଭାରେ ପାରିତ ହୋଇଥିଲା । ଏହାପରେ କେନ୍ଦ୍ରକୁ ପଠାଯାଇଥିଲା । ତେବେ କେନ୍ଦ୍ର ଏଭଳି କହିବା ଦୁଃଖଦାୟକ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ।

ଅନ୍ୟପକ୍ଷରେ ରାଜ୍ୟ ବିଧାନ ପରିଷଦ ସଂକଳ୍ପ ତଥ୍ୟ କେନ୍ଦ୍ର ପାଇନଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ସାଂସଦ ମୁନ୍ନା ଖାନ୍ । ୨୦୧୮ରୁ ବିଧାନ ପରିଷଦ ସଂକଳ୍ପ କେନ୍ଦ୍ରକୁ ରାଜ୍ୟ ପଠାଇଛି । କେନ୍ଦ୍ର ସେତେବେଳେ ଏହି ପ୍ରସଙ୍ଗରେ ଚୁପ ରହିଥିଲା । ଏବେ ଏହି ପ୍ରସଙ୍ଗକୁ କାହିଁକି ମନା କରୁଛନ୍ତି ତାହା ବୁଝି ହେଉନି ବୋଲି କହିଛନ୍ତି ବିଜେଡି ସାଂସଦ ମୁନ୍ନା ଖାନ୍ ।