dilip ray - The Sakala

ଦିଲ୍ଲୀ ହାଇକୋର୍ଟରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ଆଶ୍ବସ୍ତି, କୋଲ୍ ସ୍କାମ ମାମଲାରେ ତଳକୋର୍ଟର ଦଣ୍ଡାଦେଶ ଉପରେ ରହିତାଦେଶ
ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆଶ୍ବସ୍ତି ମିଳିଛି । କୋଇଲା ଦୁର୍ନୀତି ମାମଲାରେ ଦିଲ୍ଲୀପ ରାୟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ଜାରି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । ୨୦୨୪ ସାଧାରଣ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବାକୁ ତଳକୋର୍ଟ ଦଣ୍ଡାଦେଶକୁ ସ୍ଥଗିତ ରଖିବାକୁ ଦିଲ୍ଲୀପ ରାୟ ହାଇକୋର୍ଟରେ ଅପିଲ କରିଥିଲେ। ୩ ଦିନ ତଳେ ମାମଲାର ଶୁଶାଣି କରି ରାୟକୁ ସଂରକ୍ଷିତ ରଖିଥିଲେ ହାଇକୋର୍ଟ ।

୧୯୯୯ ଝାଡ଼ଖଣ୍ଡର ଗିରିଡ଼ିହର ଏକ କୋଇଲା ବ୍ଲକ କାଷ୍ଟ୍ରନ ଟେକ୍ନୋଲୋଜିକୁ ମିଳିଥିଲା। ଏଥିରେ ଅନିୟମିତତା ଅଭିଯୋଗ ହେବାପରେ ଏହି ମାମଲାର ତଦନ୍ତ ସିବିଆଇ କରିଥିଲା। ସିବିଆଇ ଚୂଡ଼ାନ୍ତ ରିପୋର୍ଟରେ ଦିଲ୍ଲୀପ ରାୟଙ୍କ ସମେତ ଅନ୍ୟ ୫ଜଣଙ୍କୁ ଅଭିଯୁକ୍ତ ଭାବେ ଦର୍ଶାଇଥିଲା। ସିବିଆଇ ରିପୋର୍ଟ ଆଧାରରେ ଦିଲ୍ଲୀର ଟ୍ରାଏଲ କୋର୍ଟ ଅକ୍ଟୋବର ୬, ୨୦୨୦ରେ ଦିଲ୍ଲୀପଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୧୦ଲକ୍ଷ ଟଙ୍କା ଜରିମାନା ଏବଂ ୩ବର୍ଷ କାରାଦଣ୍ଡ ଶୁଣାଇଥିଲେ। ଟ୍ରାଏଲ କୋର୍ଟ ଦଣ୍ଡାଦେଶ ସ୍ଥଗିତ ରଖିବାକୁ ହାଇକୋର୍ଟ ଯାଇଥିଲେ ଦିଲ୍ଲୀପ।

ଦିଲ୍ଲୀପଙ୍କ ରାଜନୈତିକ କ୍ୟାରିୟରକୁ ତର୍ଜମା କରିବା ସହ ହାଇକୋର୍ଟ ସମସ୍ତ ପକ୍ଷର ଯୁକ୍ତି ଶୁଣିଥିଲେ। ତିନି ବର୍ଷ ଜେଲ ଦଣ୍ଡାଦେଶ କାଏମ ରହିଥିଲେ ଦିଲ୍ଲୀପ ୨୦୨୪ ସାଧାରଣ ନିର୍ବାଚନ ଲଢିବାର ସୁଯୋଗ ହରାଇଥାନ୍ତେ। ସମସ୍ତ ଦିଗକୁ ବିଚାର କରି ହାଇକୋର୍ଟ ତଳକୋର୍ଟର ରାୟକୁ ସ୍ଥଗିତ ରଖିଛନ୍ତି। ଏହା ଫଳରେ ପୂର୍ବତନ ବିଧାୟକ ଦିଲ୍ଲୀପ ରାୟଙ୍କ ନିର୍ବାଚନ ଲଢିବାର ବାଟ ଫିଟିଛି।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ କୋଭିଡ୍ ପଜିଟିଭ୍
ଭୁବନେଶ୍ବର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନା ସଂକ୍ରମିତ ହେବା ପରେ ଦିଲ୍ଲୀପ ଆଇସୋଲେସନରେ ରହିଛନ୍ତି। ସେ ଏ ନେଇ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି। ତାଙ୍କଠାରେ କରୋନାର ସ୍ବଳ୍ପ ଲକ୍ଷଣ ଦେଖାଦେଇଥିଲା । ଏହାପରେ ସେ ଡାକ୍ତରଙ୍କ ପରାମର୍ଶରେ ଆଇସୋଲେସନରେ ଅଛନ୍ତି । ତୃତୀୟ ଲହର ପରିପ୍ରେକ୍ଷୀରେ କୋଭିଡ୍ ନିୟମ ପାଳନ କରିବାକୁ ଟ୍ବିଟର ଯୋଗେ ଦିଲ୍ଲୀପ ରାୟ ପରାମର୍ଶ ଦେଇଛନ୍ତି । ପୂର୍ବରୁ ମଧ୍ୟ ଦିଲ୍ଲୀପ ରାୟ କୋଭିଡ୍ ପଜିଟିଭ୍ ହୋଇଥିଲେ ।

I have been tested positive for COVID. Symptoms are mild. Have isolated myself as per the Doctor’s advice.

Request everyone to strictly follow COVID appropriate behaviour as we are standing on verge of a 3rd wave outbreak.

Let’s not let our complacency trigger another wave.

— Dilip ray (@DilipRayOdisha) January 6, 2022

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ କରୋନା
ଭୁବନେଶ୍ବର : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ କୋଭିଡ୍‌-୧୯ ପଜିଟିଭ୍‌ ହୋଇଥିବା ନମୁନା ପରୀକ୍ଷା ରିପୋର୍ଟରୁ ଜଣାପଡ଼ିଛି। ଏ ସଂକ୍ରାନ୍ତରେ ଟୁଇଟ୍‌ କରି ଦିଲୀପ ରାୟ ଲେଖିଛନ୍ତି, କୋଭିଡ୍‌-୧୯ର ପ୍ରାରମ୍ଭିକ ଲକ୍ଷଣ ଜଣାପଡ଼ିବା ପରେ ମୁଁ ପରୀକ୍ଷା କରାଇଲି ଏବଂ ତାହା ପଜିଟିଭ୍‌ ଆସିଛି ବୋଲି ଗତକାଲି ମିଳିଥିବା ରିପୋର୍ଟରୁ ଜାଣିଲି। ମୋର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାରୁ ଏହା ବିଶେଷ ଚିନ୍ତାର ବିଷୟ ନୁହେଁ। କିନ୍ତୁ, ମୁଁ ଅନୁରୋଧ କରିବାକୁ ଚାହେଁ କେହି ଏ ଭୂତାଣୁ ସଂକ୍ରମଣକୁ ଖାମଖିଆଲି ଭାବେ ଗ୍ରହଣ କରନ୍ତୁ ନାହିଁ।

On getting the initial symptoms of COVID, I got myself tested and the report was positive. My health is fine and on the advice of doctors, I have isolated myself. Request everyone to be careful against the virus. Complacency can put us as well as our near ones at risk!!!

— Dilip ray (@DilipRayOdisha) March 8, 2021

ମହାମାରୀ ସଂକ୍ରମଣର ପ୍ରାରମ୍ଭିକ ସମୟରୁ ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତ୍ୱ ବଜାୟ ରଖିବା ସମେତ ଅନ୍ୟାନ୍ୟ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧିକାରୀ ପଦକ୍ଷେପ, ଅଦା-ରସୁଣ ପାଣି ପିଇବା ଭଳି ଅନେକ ସତର୍କତାମୂଳକ ପଦକ୍ଷେପ ନେଇଥିଲି। କିନ୍ତୁ, ସମୟକ୍ରମେ ମୁଁ ଏହି ଭୂତାଣୁଜନିତ ବିପଦ ପ୍ରତି ବେପରୁଆ ହୋଇଗଲି। ସମ୍ଭବତଃ ମତେ ତାହାର ପ୍ରତିଫଳ ଭୋଗିବାକୁ ପଡ଼ିଛି।

ତେଣୁ, ସମସ୍ତଙ୍କୁ ମୋର ସବିନୟ ଅନୁରୋଧ, ମହାମାରୀ ବିରୋଧରେ ଚାଲିଥିବା ଲଢ଼େଇର ଏହି ସଙ୍କଟଜନକ ପରିସ୍ଥିତିରେ କେହି ସତର୍କତାମୂଳକ ପଦକ୍ଷେପ ପରିହାର ନ କରନ୍ତୁ। ଏକଥା ସତ ଯେ, ଆମେ ଟିକା ପାଇଛନ୍ତି, କିନ୍ତୁ ଏଯାବତ୍‌ ସମସ୍ତଙ୍କୁ ଟିକା ଦିଆଯାଇ ନାହିଁ। ‘ହର୍ଡ ଇମ୍ୟୁନିଟି’ ଆସିବା ସମୟସାପେକ୍ଷ ହୋଇଥିବାରୁ ଆମର ତଥା ଆମ ପ୍ରିୟପରିଜନଙ୍କ ସୁରକ୍ଷା ନିମନ୍ତେ ସତର୍କତା ଏବଂ ସୁରକ୍ଷାଭିତ୍ତିକ ପଦକ୍ଷେପ ସବୁ ଗ୍ରହଣ କରିବା ଉଚିତ।

ଖୁବ୍‌ ଶୀଘ୍ର ମୁଁ ସୁସ୍ଥ ହୋଇଯିବି। ଡାକ୍ତରଙ୍କ ପରାମର୍ଶକ୍ରମେ ଏକାନ୍ତବାସ କରୁଛି। ବେପରୁଆ ନ ହୋଇ ହୁସିଆର୍‌ ରହିବାଲାଗି ଆପଣମାନଙ୍କୁ ଏଇଟା ମୋର ସୂଚନା ଓ ପରାମର୍ଶ। ଏବେ ବି କୋଭିଡ୍‌ ବିପଦ ରହିଛି।