ThursdayHoroscope - The Sakala
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ।
ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ସୃଜାନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ।
ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ଚାକିରିରେ ନୂଆ ସୁଯୋଗ ଜୁଟିବ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ।
କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ।
ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାରକରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।
ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟାର ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
ମକର: ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ।
କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।
ଗୁରୁବାର ରାଶିଫଳ ( ୦୫- ୦୯-୨୦୨୪ )
ମେଷ: ବ୍ୟବସାୟରୁ ସଫଳତା ମିଳିବ। ସ୍ବାସ୍ଥ୍ୟ ଉପରେ ଅଧିକ ଧ୍ୟାନ ଦିଅନ୍ତୁ। ସନ୍ତାନଙ୍କ ପ୍ରଗତିରେ ଅଭିଭାବକ ଖୁସି ହେବେ। ଅନ୍ୟଙ୍କୁ ଉଧାର ଦେଇ ନିଜେ ହଇରାଣରେ ପଡ଼ିପାରନ୍ତି।
ବୃଷ: ଆଜି ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପ୍ରେମ ବ୍ୟାପାରରେ ଅସଫଳ ହୋଇପାରନ୍ତି। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ।
ମିଥୁନ: କୌଣସି କ୍ଷେତ୍ରରୁ ଆଘାତ ପାଇପାରନ୍ତି।ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଆୟ ଓ ବ୍ୟୟ ସମାନ ରହିବ।
ସିଂହ: ଦୀର୍ଘ ଦିନରୁ ଅଟକି ଥିବା କାର୍ଯ୍ୟ ସମାପନ ହେବ। ପ୍ରେମିକ ପ୍ରେମିକାଙ୍କ ମିଳନ ଯୋଗ ରହିଛି। ବ୍ୟବସାୟ ଦୃଷ୍ଟିରୁ ଦିନଟି ବହୁତ ଭଲ। ମହିଳାମାନେ ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।
କର୍କଟ: ଜୀବନସାଥୀଙ୍କ ସାନ୍ନିଧ୍ୟ ମିଳିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପରିବାରବର୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବିଦ୍ୟାର୍ଥୀମାନେ ଖେଳମନସ୍କ ହେବେ। ପ୍ରଭୁ ମହାଦେବଙ୍କ ଆରାଧନା କରନ୍ତୁ।
କନ୍ୟା: ଭାବନା ଅନୁସାରେ ନିଷ୍ପତ୍ତି ନେବା ଠିକ୍‌ ନୁହେଁ। ଅଧିକ କ୍ଷତି ସହିପାରନ୍ତି। ପ୍ରେମ ବ୍ୟାପାରରେ ସମସ୍ୟା ଦେଖାଦେବ। ପିଲାମାନେ ଖେଳକୁଦରେ ସମୟ ବିତାଇବେ।
ତୁଳା: ଭୂମି, ଯାନବାହନ କିଣିବାର ଅଧିକ ସମ୍ଭାବନା ରହିଛି। ଅଭିଭାବକମାନେ ସନ୍ତାନଙ୍କ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପ୍ରତିକୂଳ ପରିସ୍ଥିତିରେ ଧୈର୍ଯ୍ୟହରା ହୁଅନ୍ତୁନି। ବନ୍ଧୁଯୋଗ ରହିଛି।
ବିଛା: ବ୍ୟାପାରିକ ଦିଗରୁ ଦିନଟି ଭଲ। ସ୍ବାସ୍ଥ୍ୟ ଭଲ ରହିବ। ସନ୍ତାନଙ୍କ କାର୍ଯ୍ୟ ଖୁସି ଦେବ। ଅଚାନକ ଖୁସି ଖବର ପାଇପାରନ୍ତି। ଉଧାର ଦେଇପାରନ୍ତି। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।
ଧନୁ: ସୃଜନାଶୀଳତା ବୃଦ୍ଧି ପାଇବ। ସ୍ବାସ୍ଥ୍ୟ ବହୁତ ଭଲ ରହିବ। ପ୍ରେମ ବ୍ୟାପାରରେ ସଫଳ ହେବେ। ଆଜି ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ପାଇପାରନ୍ତି।
ମକର: ଆପଣଙ୍କ ପ୍ରତିଭା ପ୍ରସ୍ଫୁଟିତ ହେବ। ସରକାରୀ ଚାକିରିଆଙ୍କ ପାଇଁ ଆଜି ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ପିଲାମାନେ ପଢ଼ା ପ୍ରତି ଅଧିକ ଧ୍ୟାନ ଦେବେ ।
କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକିଯାଇପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।
ମୀନ: ଜମି କିଣାବିକା ଯୋଗ ରହିଛି। ଅନ୍ୟମାନଙ୍କୁ ସାହାଯ୍ୟ କରି ଉଦାହରଣ ସୃଷ୍ଟି କରିବେ। ଅଧÒକ ଲାଭ ପାଇବା ଆଶାରେ ଭୁଲ୍‌ କରନ୍ତୁନି। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।
ମେଷ: ବ୍ୟବହାରରେ ପରିବର୍ତ୍ତନ ଆଣିବେ। ସମାଜସେବାରେ ସାମିଲ ରହିପାରନ୍ତି। ଅଫିସ୍‌ରେ ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କଠିନ ପରିଶ୍ରମ କରିବେ। ଅଧିକ ଖର୍ଚ୍ଚ ଚିନ୍ତାର କାରଣ ସାଜିବ।
ବୃଷ: ପରିଶ୍ରମ ଅନୁସାରେ ଫଳ ମିଳିବ ନାହିଁ। ରାଜନୀତିରେ ନୂଆ ଲୋକଙ୍କ ସହ ମିଳାମିଶା ବଢ଼ିବ। ବନ୍ଧୁଙ୍କଠାରୁ ଆର୍ଥିକ ସାହାଯ୍ୟ ପାଇବେ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ।
ମିଥୁନ: ଯାନବାହନ କିଣିବା ଯୋଗ ଅଛି। ପରିବାର ସହ ହସଖୁସିରେ ସମୟ ବିତିବ। କୌଣସି କାର୍ଯ୍ୟକୁ ଶେଷ କରିବାରେ ବିଳମ୍ବ ହେବ। ବ୍ୟବସାୟରେ କମ୍ ନିବେଶ କରି ଅଧିକ ଲାଭ ପାଇବେ।
କର୍କଟ: ଦିନଟି ଶୁଭଫଳ ପ୍ରଦାନ କରିବ। କୋର୍ଟକଚେରୀ ମାମଲାର ଅନ୍ତ ଘଟିବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟ ଆରମ୍ଭ କରିବା ପାଇଁ ଗୁରୁଜନଙ୍କ ପରାମର୍ଶ ଲୋଡ଼ିବେ।
ସିଂହ: ପାରିବାରିକ ବ୍ୟବସାୟକୁ ଆଗକୁ ନେବେ। ପରିବାରରେ ହସଖୁସିର ପରିବେଶ ରହିବ। ସମ୍ମାନ ହାନି ଯୋଗ ଅଛି। ଘରେ ପୂଜାପାଠ ଆୟୋଜନ କରିବେ। ଆୟ ଓ ବ୍ୟୟ ସମାନ ରହିବ।
କନ୍ୟା: କୌଣସି କାମ ସମୟାନୁସାରେ ସମ୍ପନ୍ନ କରିବେ ନାହିଁ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖାଦେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
ତୁଳା: ସମାଜସେବା ପ୍ରତି ଆଗ୍ରହ ବଢ଼ିବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିପାରେ। ସମସ୍ତ କାର୍ଯ୍ୟକୁ ପୂରା କରିବାରେ ସଫଳ ହେବେ। ଜାଗା ତଥା ଯାନବାହନ କିଣିପାରନ୍ତି। କର୍ମ ଅନୁସାରେ ଫଳ।
ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବିବାହ ସମସ୍ୟା ସମାଧାନ ହେବ। ଘରେ ପୂଜାପାଠ, ଭଜନକୀର୍ତ୍ତନ ଆୟୋଜନ କରିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖା ଦେବ।
ଧନୁ: ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କୌଣସି ନୂଆ କାମ ଆରମ୍ଭ କରିବେ। ଉଚ୍ଚଶିକ୍ଷା ପାଇଁ ଭଲ ସମୟ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ।
ମକର: ବାପାମାଆଙ୍କ ସହଯୋଗ ମିଳିବ। ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଛାତ୍ରଛାତ୍ରୀମାନେ ନୂଆ ବିଷୟ ପାଇଁ ଆଗ୍ରହ ପ୍ରକାଶ କରିବେ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଦେଖାଦେବ।
କୁମ୍ଭ: କର୍ମ ଅନୁସାରେ ଫଳ ମିଳିବ। ବ୍ୟବସାୟରୁ ଆଶାଜନକ ଲାଭ ମିଳିବ। ଚାକିରିେର ବଦଳି ସମ୍ଭାବନା ଅଛି। ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ ଓ ନୂଆ ଯୋଜନା କରିବେ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ।
ମୀନ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଦୂରସ୍ଥାନକୁ ବୁଲିବା ଯୋଜନା କରିବେ। ଧାରକରଜରୁ ନିବୃତ୍ତ ରହିବେ। ମହିଳାମାନେ ପୂଜାର୍ଚ୍ଚନାରେ ମନ ଦେବେ।
ମେଷ: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।
ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନୂଆ ବ୍ୟବସାୟ ଆରମ୍ଭ କରିବେ।
ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।
କନ୍ୟା: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ ଏବଂ ପେଟଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।
ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ତିକ୍ତତା ଆସିବ।
ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ।
କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଛାତ୍ରଛାତ୍ରୀ ମନୋରଞ୍ଜନରେ ସମୟ ଅତିବାହିତ କରିବେ।
ମୀନ: ବ୍ୟବସାୟରେ ବାଧା ଆସିବ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଅସହାୟଙ୍କୁ ସାହାଯ୍ୟ କରିବେ।
ମେଷ: ମନର କଥାକୁ ଅନ୍ୟ ଆଗରେ କହି ସନ୍ତୋଷ ପାଇବେ। ଭାଇଭଉଣୀଙ୍କ ପାଇଁ ସମସ୍ୟାରେ ପଡ଼ିପାରନ୍ତି। ଧନ ସମ୍ପତ୍ତିକୁ ନେଇ ଚିନ୍ତିତ ରହିବେ। ଅଯଥା ଖର୍ଚ୍ଚରୁ ନିବୃତ୍ତ ରୁହନ୍ତୁ। ସମସ୍ୟାର ସମାଧାନ କରି ଆଗକୁ ବଢ଼ିବେ।
ବୃଷ: କଠିନ କରିଶ୍ରମର ଫଳ ପାଇବେ। ପରିବାରରେ ପରସ୍ପର ବୁଝାମଣା ବଢ଼ିବାକୁ ଲାଗିବ। କର୍ମକ୍ଷେତ୍ରରେ ଆତ୍ମବିଶ୍ବାସ ସହ କାର୍ଯ୍ୟ କରିବେ। ମହିଳା ମାନଙ୍କର କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ମିଥୁନ: ଅତ୍ୟଧିକ ଚିନ୍ତା କରି ନିଜର ସମୟ ନଷ୍ଟ କରିବେ। ହରାଇଥିବା ଧନ ବିଭିନ୍ନ ମାର୍ଗରୁ ପାଇବେ।ମହିଳାମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚଶିକ୍ଷା ପାଇଁ ମନରେ ଉତ୍ସାହ ବଢ଼ିବାକୁ ଲାଗିବ।
କର୍କଟ: ଦୂରଯାତ୍ରା କରି ଅସୁସ୍ଥମନେ କରିବେ। କର୍ମକ୍ଷେତ୍ରରେ କଟୁକଥା ଶୁଣିବାକୁ ପଡ଼ିପାରେ। ଜୀବନସାଥୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ଭବିଷ୍ୟତ ପାଇଁ ବିଶେଷ ଯୋଜନା ପ୍ରସ୍ତୁତ କରିବେ।
ସିଂହ: ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହତି କରିବେ। ପରିବାରରେ ମାଙ୍ଗଳିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇପାରେ। ପ୍ରେମ ଓ ଦାମ୍ପତ୍ୟ ସମ୍ପର୍କରେ ଭଲପାଇବା ବଢ଼ିବାକୁ ଲାଗିବ।
କନ୍ୟା: ଦିନଟି ସକାରାତ୍ମକ ଚିନ୍ତାରେ ଅତିବାହିତ ହେବ। ଉତ୍ସାହର ସହ ପ୍ରତିଟି କାର୍ଯ୍ୟକୁ ପୂର୍ଣ୍ଣ କରିବେ। ଆଶା ଅନୁଯାୟୀ ଫଳ ନ ପାଇ କଷ୍ଟ ଅନୁଭବ କରିବେ। ବ୍ୟବସାୟରେ ଲାଭବାନ ହେବେ।
ତୁଳା: ଭବିଷ୍ୟତ ପାଇଁ ଅଯଥା ଚିନ୍ତା କରିବେ। ଅନ୍ୟଉପରେ ଆବଶ୍ୟକତା ଠାରୁ ଅଧିକ ନିର୍ଭର କରନ୍ତୁ ନାହିଁ। ନିଜ ଲକ୍ଷ୍ୟକୁ ହାସଲ କରିବାକୁ ସମସ୍ତ ଚେଷ୍ଟା କରିବେ। ଆର୍ଥିକକ୍ଷେତ୍ରରେ ଉନ୍ନତି ଘଟିବ।
ବିଛା: ଦୀର୍ଘଦିନ ଧରି ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ। ମନରେ ଉତ୍ସାହ ଭରି ରହିବ। ଆକସ୍ମାତ ବ୍ୟବସାୟରେ ଅଧିକ ଲାଭ ପାଇବେ। ଗୁରୁଜନଙ୍କ ଠାରୁ ଆର୍ଶିବାଦ ପାଇ ଆଗକୁ ବଢ଼ିବେ।
ଧନୁ: ଆଜି ସବୁ ସମସ୍ୟାର ସମାଧାନର ବାଟ ପାଇବେ। କର୍ମକ୍ଷେତ୍ରରେ କାର୍ଯ୍ୟ ଭାର କମ୍ ରହିବ। ପରିବାର ସହ ଅଧିକ ସମୟ କଟାଇବେ। ପୁରୁଣା ସମ୍ପର୍କକୁ ଭୁଲି ଆଗକୁ ବଢ଼ିପାରନ୍ତି।
ମକର: ଦିନଟି ମଧ୍ୟମ ଧରଣ ରହିବ। ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ପାଇବେ। ଏକୁଟିଆ ନିଷ୍ପତ୍ତି ନେଇ ଦ୍ବନ୍ଦ୍ବରେ ପଡ଼ିପାରନ୍ତି। ମହିଳାମାନେ ଆତ୍ମନିର୍ଭରଶୀଳା ହେବେ। ପରିବାରରେ ସୁଖସମୃଦ୍ଧି ବୃଦ୍ଧି ପାଇବ।
କୁମ୍ଭ: ଅର୍ଥନୈତିକ କାରବାରରେ ସାବଧାନତା ଅବଲମ୍ବନ କରନ୍ତୁ। କର୍ମକ୍ଷେତ୍ରରେ ଦାୟିତ୍ବ ବଢ଼ିବାକୁ ଲାଗିବ। ଅନ୍ୟକୁ ସାହଯ୍ୟ ସହଯୋଗର ହାତ ବଢ଼ାଇବାକୁ ପ୍ରଚେଷ୍ଟା କରନ୍ତୁ। ମନରେ ନୂତନ ଆଶାର ସଂଚାର ହେବ।
ମୀନ: ନକାରାତ୍ମକ ବିଚାର ରଖି ମାନସିକ କଷ୍ଟ ପାଇବେ। ନିଜ କ୍ରୋଧ ଉପରେ ନିୟନ୍ତ୍ରଣ କରନ୍ତୁ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନୋନିବେଶ କରିବେ। ପରିବାର ସହ ତୀର୍ଥସ୍ଥଳୀକୁ ଯାଇପାରନ୍ତି।
ମେଷ: ସହଜରେ ସମସ୍ତ କାର୍ଯ୍ୟ ସମାପ୍ତ କରିବେ। ନିଜ ଉପରେ ବିଶ୍ୱାସ ରଖି କାର୍ଯ୍ୟ କରି ଉତ୍ତମ ଫଳ ପାଇବେ। ନିଜ ଆଚରଣରେ ଅନ୍ୟମାନଙ୍କୁ ଆକର୍ଷିତ କରାଇବ। ଆର୍ଥିକ ଦିଗ ମଜଭୁତ୍‌ ହେବ।
ବୃଷ: ନିଜ ଲକ୍ଷ୍ୟକୁ ପୂରଣ କରିବାରେ ଧ୍ୟାନ ଦେବେ। ନିଜର ଦକ୍ଷତା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ । ଗୁରୁଜନଙ୍କ ପାଇଁ ବ୍ୟତିବ୍ୟସ୍ତ ହୋଇପାରନ୍ତି।
ମିଥୁନ:ନୂତନ କାର୍ଯ୍ୟର ଆରମ୍ଭ କରିପାରନ୍ତି। ମିଳିଥିବା ସୁଯୋଗରୁ ଫାଇଦା ଉଠାଇବେ। ଜୀବନରେ ଥିବା ବାଧାଗୁଡିକ ସହଜରେ ଦୂର ହେବ। ଛାତ୍ରଛାତ୍ରୀ ଭଲ ଫଳାଫଳ ପାଇବେ।
କର୍କଟ: କୌଣସି ଖବର ପାଇ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ଦାୟିତ୍ବଭାର ବୃଦ୍ଧି ପାଇବ। ଜୀବନସାଥୀଙ୍କ ପ୍ରତି ଯତ୍ନଶୀଳ ହୋଇପଡ଼ିବେ। ସାଙ୍ଗମାନଙ୍କ ସହିତ ସମୟ ଅତିବାହିତ କରିବେ।
ସିଂହ: କୌଣସି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସଂପାଦନ ହୋଇପାରେ। କର୍ମକ୍ଷେତ୍ରରେ ସୁଚାରୁ ରୂପରେ କାର୍ଯ୍ୟ କରି ପ୍ରଶଂସିତ ହୋଇପାରନ୍ତି। ଛାତ୍ରଛାତ୍ରୀ ଲେଖାପଢ଼ାରେ ସମୟ କଟାଇବେ। ବ୍ୟବସାୟରେ ଲାଭବାନ ହେବେ।
କନ୍ୟା: ପାରିବାରିକ ସହାୟତା ପାଇ ଆଗକୁ ବଢ଼ିବେ। ଆର୍ଥିକ ସମସ୍ୟା ଦୂର ହେବ। ନିଜ ଯୋଜାକୁ ଗୋପନୀୟ ରଖନ୍ତୁ। ସଙ୍ଗୀତ ଓ ସାହିତ୍ୟରେ ରୁଚି ବଢ଼ିବ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନ ନିବେଶ କରିବେ।
ତୁଳା: ଭାଗ୍ୟ ଆପଣଙ୍କ ସପକ୍ଷରେ ଥିବାରୁ ବିଭିନ୍ନ ଦିଗରୁ ସଫଳତା ପାଇବେ। କର୍ମକ୍ଷେତ୍ରରେ ପ୍ରଭାବଶାଳୀ ରହିବେ। ନୂତନ ନିଯୁକ୍ତି ସୁଯୋଗ ରହିଛି। ମହିଳାମାନେ ନିଜ ସୃଜନଶୀଳତାର ପରିଚୟ ଦେବେ।
ବିଛା: ଉନ୍ନତିର ଭିନ୍ନ ପଥ ଉନ୍ମୋଚନ ହେବ। ବ୍ୟବସାୟ କ୍ଷେତ୍ରରେ ନିଜର ଏକ ପରିଚୟ ସୃଷ୍ଟି କରିବେ। ମହିଳାମାନେ ଅଧିକ ଅଶାକରି ହୋଇ ଦୁଃଖିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନରେ ବିବାଦ ଦେଖାଦେଇପାରେ।
ଧନୁ: କୋର୍ଟକଚେରୀ ମାମଲାରେ ଦୂରଯାତ୍ରା କରିପାରନ୍ତି। ଧାର ଦେଇଥିବା ଧନ ଫେରିପାଇବେ। ଗୁରୁଜନଙ୍କ ସହ ତୀର୍ଥଯାତ୍ରାରେ ଯାଇପାରନ୍ତି। ଜୀବନସାଥୀଙ୍କ ବ୍ୟବହାରରେ କଷ୍ଟ ପାଇପାରନ୍ତି।
ମକର:ସହକର୍ମୀଙ୍କ ସହ ବାଦବିବାଦ ଦେଖାଦେବ। ବ୍ୟବସାୟୀଙ୍କ ପାଇଁ ଦିନଟି ଉତ୍ତମ ରହିବ। ବେରୋଜଗାରୀ ରୋଜଗାରକ୍ଷମ ହେବେ। ଆର୍ଥିକ ସ୍ଥିତି ବିଗିଡ଼ି ଯାଇପାରେ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ।
କୁମ୍ଭ: କୋର୍ଟକଚେରୀ ମାମଲାକୁ ନେଇ ଚିନ୍ତାରେ ରହିବେ। ନୂତନ ନିବେଶରୁ ନିବୃତ୍ତ ରୁହନ୍ତୁ। ବ୍ୟକ୍ତିଗତ ସମ୍ପର୍କରେ ଫାଟ ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ସଫଳତା ପାଇବେ।
ମୀନ: ବାଧାବିଘ୍ନକୁ କାଟି ଆଗକୁ ବଢ଼ିବେ। ସନ୍ତାନସନ୍ତତିଙ୍କ ସଫଳତାରେ ଗର୍ବ ଅନୁଭବ କରିବେ। ଅଯଥା ଖର୍ଚ୍ଚରୁ ନିବୃତ୍ତ ରୁହନ୍ତୁ। ପରିବାରବର୍ଗଙ୍କ ସହ ଭ୍ରମଣଯୋଗ ରହିଛି।
ମେଷ: ଅଯଥା ସମୟ ନଷ୍ଟ ନ କରି ନିଜ ଲକ୍ଷ୍ୟ ଉପରେ ଧ୍ୟାନ କେନ୍ଦ୍ରିତ କରନ୍ତୁ। ନିଜ ମନ କଥା କହିବାକୁ ପଛାନ୍ତୁ ନାହିଁ। କର୍ମକ୍ଷେତ୍ରରେ ପରିସ୍ଥିତି ବିଗିଡ଼ି ଯାଇପାରେ।
ବୃଷ: ସାମାଜିକ ମିଳାମିଶା ବଢ଼ିବାକୁ ଲାଗିବ। ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ। ଅକସ୍ମାତ୍‌ ଧନଲାଭର ଯୋଗ ରହିଛି। ସନ୍ତାନସନ୍ତତିଙ୍କ ସହଯୋଗ ମିଳିବ।
ମିଥୁନ: ମହିଳାମାନଙ୍କର ଆତ୍ମବିଶ୍ବାସ ବୃଦ୍ଧି ହୋଇପାରେ। ନୂତନ ବ୍ୟବସାୟ ଆରମ୍ଭ କରିବାରେ ସଫଳ ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଶଂସା ସାଉଁଟିବେ। ଦାମ୍ପତ୍ୟ ଜୀବନରେ ସୁଖସମୃଦ୍ଧି ବୃଦ୍ଧି ପାଇବ।
କର୍କଟ: ବିଭିନ୍ନ ପ୍ରକାର ବାଧାବିଘ୍ନ ପାଇଁ ମାନସିକ ଶାନ୍ତି ହରାଇ ବସିବେ। ଦ୍ବନ୍ଦ୍ବରେ ପଡ଼ି ନିଷ୍ପତ୍ତି ନେଲେ କଷ୍ଟ ପାଇପାରନ୍ତି। ନୂତନ ନିବେଶରୁ ଦୂରେଇ ରୁହନ୍ତୁ।
ସିଂହ: ଦିନଟି ମଧ୍ୟମ ଧରଣର ରହିବ। ନିଜ ପ୍ରିୟଜନଙ୍କ ବ୍ୟବହାରରେ ଆପଣ କଷ୍ଟ ପାଇପାରନ୍ତି। ସାଙ୍ଗସାଥୀଙ୍କ ସହ ମିଳାମିଶା ବଢ଼ିବ। ଅସହାୟ ବ୍ୟକ୍ତିଙ୍କ ଦାନ କରି ସନ୍ତୋଷ ପାଇବେ।
କନ୍ୟା: ସାମାଜିକ ସମାରୋହରେ ସାମିଲ ହୋଇପାରନ୍ତି। ପ୍ରେମୀ ଯୁଗଳଙ୍କ ପାଇଁ ଦିନଟି ଉତ୍ତମ। ନିଜ ସଚ୍ଚୋଟପଣିଆ ପାଇଁ ସମ୍ମାନର ଅଧିକାରୀ ହେବେ। କ୍ୟାରିୟରରେ ଉନ୍ନତି ପାଇଁ ସୁଯୋଗ ପାଇବେ।
ତୁଳା: ଅତ୍ୟଧିକ ପରିଶ୍ରମ କରି ଥକ୍କା ଅନୁଭବ କରିପାରନ୍ତି। କୌଣସି ବିଶେଷ କାର୍ଯ୍ୟରେ ବ୍ୟସ୍ତ ରହିବେ। କାର୍ଯ୍ୟକ୍ଷେତ୍ରରେ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ଗୁରୁଜନଙ୍କ ସଂପୂର୍ଣ୍ଣ ସହଯୋଗ ପାଇବେ।
ବିଛା: ଜୀବନରେ ପରିବର୍ତ୍ତନ ପାଇଁ ପ୍ରୟାସ ଜାରି ରଖିବେ। ଅଜଣା ବ୍ୟକ୍ତିଙ୍କ ଠାରୁ ସହଯୋଗ ପାଇବେ। ପୁରୁଣା ସାଙ୍ଗସାଥୀଙ୍କ ସହ ଭେଟ ହୋଇପାରେ। ସକାରାତ୍ମକ ଭାବନା ରଖି ଆଗକୁ ବଢ଼ିବେ।
ଧନୁ: ସାହିତ୍ୟ କଳା ପ୍ରତି ରୁଚି ବଢ଼ିବାକୁ ଲାଗିବ। ଆର୍ଥିକ ଅବନତି ଦେଖାଦେଇ ପାରେ। ପରିବାରବର୍ଗଙ୍କ ସହ ସମ୍ପର୍କରେ ନିବିଡ଼ତା ବଢ଼ିବ। ବ୍ୟବସାୟରେ ଆଶାନୁଯାୟୀ ଲାଭ ମିଳି ନ ପାରେ ।
ମକର: ସ୍ବାସ୍ଥ୍ୟରେ ଅବନତି ଦେଖାଦେଇ ପାରେ । ଅନ୍ୟକୁ ପ୍ରଭାବିତ କରିବାକୁ ଯାଇ ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରନ୍ତୁ ନାହିଁ। କର୍ମକ୍ଷେତ୍ରରେ ସହଯୋଗୀଙ୍କ ସହଯୋଗ ପାଇ ପାରନ୍ତି।
କୁମ୍ଭ: ଦିନିଟି ସକାରାତ୍ମକ ଭାବନାରେ କଟିବ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ। ଆୟର ନୂତନ ପଥ ପାଇବେ। ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିପାରନ୍ତି।
ମୀନ: ଗୁରୁଜନଙ୍କ ଆଶୀର୍ବାଦ ପାଇ ଆଗକୁ ବଢ଼ିବେ। ଭୂସମ୍ପତ୍ତି କ୍ରୟ କରିବାର ଯୋଗ ରହିଛି। ମହିଳାମାନେ କଠିନ ପରିଶ୍ରମୀ ହେବେ। କୌଣସି ଖୁସି ଖବର ପାଇ ଉତ୍ସାହିତ ରହିବେ।
ମେଷ: ଧୈର୍ଯ୍ୟର ସହ ଅପେକ୍ଷା କରି ସଫଳତା ପାଇବେ। ନୂତନ ନିଯୁକ୍ତି ସୁଯୋଗ ରହିଛି। ବ୍ୟବସାୟୀମାନଙ୍କୁ ଭଲ ଫଳାଫଳ ମିଳିବ। ଭାଗୀଦାରି କାର୍ଯ୍ୟରେ ସମୟ ଅତିବାହିତ କରିବେ।
ବୃଷ: ଗୁରୁଜନଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କ୍ୟାରିୟରରେ ଭିନ୍ନ ମୋଡ଼ ଦେଖିବାକୁ ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ଚାହଁୁଥିଲେ ସେଥିରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନରେ ସୁଖ ବୃଦ୍ଧି ପାଇବ।
ମିଥୁନ: ଗରିବ ବ୍ୟକ୍ତିଙ୍କୁ ସାହାଯ୍ୟ କରି ଶାନ୍ତି ପାଇବେ। ସମସ୍ୟାର ସମାଧାନ ହୋଇପାରେ। ତରବରିଆ ଭାବରେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ନିଜ ଭାବନାକୁ ଅନ୍ୟକୁ ବାଣ୍ଟି ହାଲୁକା ଅନୁଭବ କରିବେ।
କର୍କଟ: ଜୀବନରେ ବିଭିନ୍ନ ମାର୍ଗରେ ସଫଳତା ଓ ସମୃଦ୍ଧି ପାଇପାରନ୍ତି। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସାହାଯ୍ୟ ପାଇବେ। ପୂର୍ବ ଦିନମାନଙ୍କ ତୁଳନାରେ ସ୍ଥିତିରେ ସୁଧାର ଦେଖାଦେବ। ଦୂରଯାତ୍ରାରୁ ଲାଭବାନ ହେବେ।
ସିଂହ: ସଫଳତା ପାଇବା ପାଇଁ ଅଧିକ ପରିଶ୍ରମ କରିବା ଆବଶ୍ୟକ। ଜୀବନସାଥୀଙ୍କ ସହ ସାମାନ୍ୟ ତିକ୍ତତା ଦେଖାଦେଇପାରେ। ଅନ୍ୟର ପରାମର୍ଶ କ୍ରମେ ନୂତନ କାର୍ଯ୍ୟ ଆରମ୍ଭ କରି ଲାଭବାନ ହେବେ।
କନ୍ୟା: ସନ୍ତାନ ଓ ଜୀବନସାଥୀଙ୍କ ପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ଦେଖାଦେଇପାରେ । ଆପଣଙ୍କ ବିଚାର ଅନ୍ୟମାନଙ୍କୁ ପ୍ରଭାବିତ କରିପାରେ। ସମୟର ସଦୁପଯୋଗ କରି ଲାଭବାନ ହେବେ।
ତୁଳା: ନୂତନ ଗୃହ କ୍ରୟ କରିବାର ଯୋଗ ରହିଛି। କର୍ମକ୍ଷେତ୍ରରେ କାର୍ଯ୍ୟଗୁଡ଼ିକୁ ସୂଚାର ରୂପରେ କରିବେ। ଛାତ୍ରଛାତ୍ରୀମାନେ ନିଜ ପ୍ରୟାସରେ ଆଗକୁ ବଢ଼ିବେ। କୋର୍ଟକଚେରୀ ମାମଲାରେ ସଫଳତା ପାଇଁ ଧୈର୍ଯ୍ୟ ଧରିବାକୁ ପଡ଼ିବ।
ବିଛା: ଗୁରୁଜନଙ୍କ ଆଶୀର୍ବାଦରେ ଦିନଟି ଭଲରେ କଟିବ। କର୍ମକ୍ଷେତ୍ରରେ ପ୍ରଶଂସାର ଅଧିକାରୀ ହେବେ। ବଡ଼ ସଫଳତା ଆପଣଙ୍କ ଜୀବନରେ ପରିବର୍ତ୍ତନ ଆଣିପାରେ। ପରିବାରରେ ସୁଖଶାନ୍ତି ଅତୁଟ ରହିବ।
ଧନୁ: ନୂତନ ଯୋଜନା ଓ ବିଚାର ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଆଣିପାରେ। ପରିବାର ସଦସ୍ୟଙ୍କ ସହ ମତଭେଦ ଦେଖାଦେଇପାରେ। ଜୀବନସାଥୀଙ୍କ ମନ କଥା ବୁଝିବାକୁ ଚେଷ୍ଟା କରନ୍ତୁ।
ମକର: ନୂତନ ନିଯୁକ୍ତି ପାଇଁ ଅନେକଗୁଡ଼ିଏ ଅବସର ମିଳିପାରେ। ଛାତ୍ରଛାତ୍ରୀମାନେ ଅଧିକରୁ ଅଧିକ ପରିଶ୍ରମ କରିବା ଉଚିତ। ମହିଳାମାନେ ନିଜ ଭାବନା ଉପରେ ନିୟନ୍ତ୍ରଣ ରକ୍ଷା କରନ୍ତୁ।
କୁମ୍ଭ: ଉଚ୍ଚ ଅଧିକାରୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବାରେ ସଫଳ ହେବେ। କ୍ୟାରିୟରରେ ଉନ୍ନତି ପରିଲକ୍ଷିତ ହେବ। ଧାର୍ମିକସ୍ଥଳକୁ ଭ୍ରମଣ ପାଇଁ ଯାଇପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ।
ମୀନ: ଯେଉଁ ସୁଯୋଗର ଅପେକ୍ଷା କରିଥିଲେ ତାହାକୁ ହାତଛଡ଼ା କରନ୍ତୁ ନାହିଁ। ପ୍ରେମ ଓ ଦାମ୍ପତ୍ୟ ସମ୍ପର୍କରେ ବିବାଦ ଦେଖାଦେଇ ପାରେ। ସମୟ ସହ ଖାପଖୁଆଇ ଆଗକୁ ବଢ଼ିବେ। ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ।
ଗୁରୁବାର ରାଶିଫଳ ( ୧୪-୦୪-୨୦୨୨ )
ମେଷ: କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ଚାକିରିରେ ଦାୟିତ୍ବବୋଧ ରହିବ। ମହିଳାମାନେ ରକ୍ଷଣରଶୀଳା ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳତା ପାଇବେ।ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।
ବୃଷ: ହେଉଥିବା କାର୍ଯ୍ୟ ସ୍ଥଗିତ ରହିପାରେ। ରାଜନୀତିରେ ସମସ୍ୟା ଘେରରେ ରହିବେ। ଚାକିରିରେ କାର୍ଯ୍ୟବହୁଳ ରହିବ। ବାଣିଜ୍ୟରେ ସାଧାରଣ ଫଳ ପାଇବେ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।
ମିଥୁନ: କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ଚାକିରିରେ ସ୍ଥାୟିତ୍ବ ବୃଆ ହେବ। ରାଜନୀତିରେ ଦକ୍ଷ ନେତୃତ୍ବ ରହିବ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍‌।
କର୍କଟ: କର୍ମକ୍ଷେତ୍ରରେ  ବାଧାବିଘ୍ନ ଦେଖାଦେବ। ଚାକିରିରେ ଅଭିଯୋଗ ଆସିପାରେ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।
ସିଂହ: କର୍ମକ୍ଷେତ୍ର ଅନୁକୂଳ ରହିବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍‌।
କନ୍ୟା:ଦିନଟି ଆୟବ୍ୟୟ ସମାନ ରହିବ। ରାଜନୀତିରେ ଅସହଯୋଗ ରହିବ। ଚାକିରିରେ ସହକର୍ମୀଙ୍କ ସହ ମନାନ୍ତର ହୋଇପାରେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା।
ତୁଳା: ଉଚ୍ଚଆଶା ସଫଳ େହବ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ପ୍ରତିଷ୍ଠିତ ହେବେ। ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ-ସବୁଜ।
ବିଛା: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ସକ୍ରିୟ ରହିବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍‌।
ଧନୁ: ଅସ୍ଥିରତା କାରଣରୁ କାର୍ଯ୍ୟହାନି ହୋଇପାରେ। ଚାକିରିରେ କାର୍ଯ୍ୟବହୁଳ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୭,ଶୁଭ ରଙ୍ଗ-କଫି।
ମକର:କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ। ଗୁରୁଜନଙ୍କର ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଅପଯଶ ପାଇବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲିଭର୍‌।
କୁମ୍ଭ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଦାମ୍ପତ୍ୟ ମଧୁର ସମ୍ପର୍କ ରହିବ। ମହିଳାମାନେ ପ୍ରସନ୍ନ ରହିବେ। ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ପାଇବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
ମୀନ: ପରିଶ୍ରମର ଫଳ ମିଳିବ। ଦେହ ଓ ମନ ଭଲ ରହିବ। ରାଜନୀତିରେ ଶତ୍ରୁଜୟୀ ହେବେ। ଚାକିରିରେ ସମ୍ମାନପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍‌।
ଗୁରୁବାର ରାଶିଫଳ ( ୧୦-୦୩-୨୦୨୨ )
ମେଷ: କର୍ମକ୍ଷେତ୍ରରେ  ସହଯୋଗ ପାଇବେ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ କର୍ମତତ୍ପର ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ମେରୁନ୍‌।
ବୃଷ: ଦିନଚର୍ଯ୍ୟା ଆଡ଼ମ୍ବରପୂର୍ଣ୍ଣ ରହିବ। ମହିଳାମାନେ ସୁଖୀ ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ।
ମିଥୁନ: ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।
କର୍କଟ: ବିଭିନ୍ନ ମାର୍ଗରୁ ଅର୍ଥାଗମ ହେବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ରାଜନୀତିରେ  ପ୍ରଭାବଶାଳୀ ରହିବେ। ପରିବହନ ଓ ବାଣିଜ୍ୟରେ ଭଲ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।
ସିଂହ: ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ପଦୋନ୍ନତି ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀମାନେ ଦୃଢ଼ମନା ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ସିଲଭର୍‌।
କନ୍ୟା: ଯୋଜନା କରି ସଫଳ ହେବେ। ରାଜନୀତିରେ ସମ୍ମାନିତ ହେବେ। ମହିଳାମାନେ  ଧର୍ମ ପରାୟଣା ହେବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ।ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।
ତୁଳା: କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
ବିଛା: ସମ୍ମାନ ଲାଭ ଓ ମନ ପ୍ରଫୁଲ୍ଲ ରହିବ। ଆୟ ଅବ୍ୟାହତ ରହିବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପ୍ରତି ଆଗ୍ରହୀ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍‌।
ଧନୁ: ବିଭିନ୍ନ କ୍ଷେତ୍ରରୁ ଆୟର ପଥ ଉନ୍ମୁକ୍ତ ରହିଛି। ଉଭୟେ ପ୍ରେମ ଓ ଦାମ୍ପତ୍ୟ ମଧୁର ସମ୍ପର୍କ ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ- ୩ ,ଶୁଭ ରଙ୍ଗ- ଗୋଲଡେନ୍‌।
ମକର: ଦିନଟିରେ କିଛିଟା ସମସ୍ୟା ଦେଇ ଗତି କରିବେ। ଅନ୍ୟ ପାଇଁ ଅପଦସ୍ତ ହୋଇପାରନ୍ତି। ମହିଳାମାନେ ଉଦାସ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି। ଶୁଭ ରଙ୍ଗ- ୫,ଶୁଭ ରଙ୍ଗ- ସବୁଜ।
କୁମ୍ଭ: ଆର୍ଥିକ ଦୁରାବସ୍ଥା ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି। ଶୁଭ ଅଙ୍କ- ୩,ଶୁଭ ରଙ୍ଗ- ଗୋଲଡେନ୍‌।
ମୀନ: ନୂତନ କର୍ମରେ ନିଯୁକ୍ତି ଯୋଗ ମଧ୍ୟ ଜଣାଯାଏ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ- କମଳା।