Prashant Jagdev - The Sakala

ମହଙ୍ଗା ପଡ଼ିଲା ଇଭିଏମ ଭଙ୍ଗାରୁଜା, ଗିରଫ ହେଲେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ
ଭୁବନେଶ୍ୱର: ଗିରଫ ହେଲେ ପ୍ରଶାନ୍ତ ଜଗଦ୍ଦେବ। ମହଙ୍ଗା ପଡିଲା ବୁଥ୍ ଭିତରେ ପଶି ଇଭିଏମ ଭଙ୍ଗାରୁଜା କରିବା । ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କୁ ବାନ୍ଧିଲା ପୋଲିସ । ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳିର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର ବୁଥରେ ପଶି ଭଙ୍ଗାରୁଜା ଘଟଣାରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଛି ପୋଲିସ। ଗିରଫ ପରେ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଇ ଦିଆଯାଇଛି।

ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ତାଙ୍କୁ ଗିରଫ କରିଛି ପୋଲିସ। ଗତକାଲି ଗୁଣ୍ଡାଗିରିର ସବୁ ସୀମା ଟପିଥିଲେ ପ୍ରଶାନ୍ତ ଜଗଦ୍ଦେବ। ଭୋଟିଂ ସମୟରେ ଇଭିଏମ୍ ଭାଙ୍ଗି ଭୁବନେଶ୍ବର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କ ଗାଡିରେ ଫେରାର ହେଉଥିବା ବେଳେ ପ୍ରଶାନ୍ତଙ୍କୁ ଗୋଡାଇ ଗୋଡ଼ାଇ ଧରିଥିଲା ପୋଲିସ। ହଠାତ ବୁଥ୍ ଭିତରେ ପଶି ଭୋଟରଙ୍କୁ ଖରାପ ବ୍ୟବହାର କରିବା ସହ ପ୍ରିଜାଇଡିଂ ଅଫିସର ଓ ପୋଲିଂ ଅଫିସରଙ୍କୁ ଆକ୍ରମଣ କରିଥିଲେ।

ପ୍ରଚାରବେଳେ ହଟହଟା: ଅପରାଜିତା ଷଡଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କୁ ତୀବ୍ର ବିରୋଧ
ଖୋର୍ଦ୍ଧା: ଖୋର୍ଦ୍ଧାରେ ପୁଣି ଅପରାଜିତା ଷଡଙ୍ଗୀଙ୍କୁ ବିରୋଧ। ପ୍ରଶାନ୍ତ ଜଗଦ୍ଦେବଙ୍କୁ ବି ତୀବ୍ର ବିରୋଧ । ଗାଁରୁ କଲେ ତଡିପାର । ଏପରି ଦୃଶ୍ଯ ଦେଖିବାକୁ ମିଳିଛି ଟାଙ୍ଗୀ ବ୍ଲକ ଛଣଗିରି ଗାଁରେ । ପ୍ରଚାରବେଳେ ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ  ପ୍ରଶାନ୍ତ ଜଗଦ୍ଦେବଙ୍କୁ ବିରୋଧ କରିଛନ୍ତି ଗ୍ରାମବାସୀ । ରାଲି ବେଳେ ପ୍ରଶାନ୍ତଙ୍କ ସହ ଗ୍ରାମବାସୀଙ୍କ ହାତାହାତି ହେବା ପରେ ଉଗ୍ର ରୂପ ନେଇଥିଲା ଅସନ୍ତୋଷ ।

ପଚାରିଲେ ଅଞ୍ଚଳର ବିକାଶ ପାଇଁ ୫ ବର୍ଷ ଭିତରେ କରିଛ କଣ ? ତୀବ୍ର ବିରୋଧ ଯୋଗୁଁ ଅଧାରୁ ବନ୍ଦ କରି ପଳାଇଲେ ଅପରାଜିତା ଓ ପ୍ରଶାନ୍ତ । ଏପରିକି  ଅପମାନିତ ହେବା ପରେ ଦୃଶ୍ଯ ଭାଇରାଲ ହେବା ଭୟରେ ସାମ୍ବାଦିକଙ୍କ ମୋବାଇଲ ଛଡାଇ ନେଇଗଲେ ପ୍ରଶାନ୍ତ ଜଗଦ୍ଦେବ। ୨୦୨୨ ମସିହାରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ଘଟଣାରେ ପ୍ରଶାନ୍ତଙ୍କୁ ଗିରଫ କରାଯାଇଥିଲା। ଗାଡ଼ି ଧକ୍କାରେ ପୁଲିସଙ୍କ ସମେତ ୨୦ଜଣ ବିଜେପି ନେତା ଓ କର୍ମୀ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ମାଡ଼ ମାରିବାରୁ ସେ ଆହତ ହୋଇଥିଲେ। ଅନ୍ଯପଟେ ଖୋର୍ଦ୍ଧାରେ ବିଧାନସଭା ଆସନ ପ୍ରାର୍ଥିତ୍ବ ହାସଲ ପାଇଁ ଗତ କିଛି ଦିନ ହେଲା ବିଜେପି ଦୁଇ ଫାଳ ହୋଇଯାଇଛି । ପ୍ରଶାନ୍ତ ଜଗଦ୍ଦେବଙ୍କୁ ସାଂସଦ ପ୍ରାର୍ଥୀ ଅପରାଜିତା ପ୍ରମୋଟ କରୁଥିବାରୁ ଏହାର ତୀବ୍ର ବିରୋଧ କରି ବାରମ୍ବାର ଶକ୍ତି ପ୍ରଦର୍ଶନ କରିଆସୁଛନ୍ତି ଆଶାୟୀ ପ୍ରାର୍ଥୀ କାଳୁ ଖଣ୍ଡାୟତରାୟ ।

ଲୋକଙ୍କ ଉପରେ ଚିଲିକା ବିଧାୟକ ଗାଡି ମଡାଇଦେବା ଘଟଣା: ମୋଟ ୨୪ ଆହତ, ପ୍ରଶାନ୍ତ ଜଗଦେବଙ୍କ ମୁଣ୍ଡରେ ୭ଟି ଷ୍ଟିଚ୍
ଖୋର୍ଦ୍ଧା: ଚିଲିକା ବିଧାୟକଙ୍କ ଗାଡ଼ି ଦୁର୍ଘଟଣାରେ ରକ୍ତ ରଞ୍ଜିତ ହୋଇଛି ବାଣପୁର । ଗୋଟେପଟେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଚାଲିଥିବାବେଳେ ଧସେଇ ପଶିଥିଲେ ବିଧାୟକ ପ୍ରଶାନ୍ତ ଜଗଦେବ । ଖବର ମୁତାବକ ବିଜେପି କର୍ମୀ ମଧ୍ୟ ବିଧାୟକଙ୍କ ଗାଡିକୁ ଚାରିପଟୁ ଘେରି ଯାଇତିଲେ । ସେହି ସମୟରେ ବିଧାୟକ କ୍ଷୀପ୍ର ବେଗରେ ଗାଡି ଭିଡ଼ ଭିତରକୁ ନେଇଯାଇଥିଲେ । ଫଳରେ ସେଠାରେ ଉପସ୍ଥିତ ପୋଲିସ କର୍ମୀ, ସାଧାରଣ ଜନତା, ବିଜେପି କର୍ମୀ ଏବଂ ସାମ୍ବାଦିକ ମଧ୍ୟ ଆହତ ହୋଇଛନ୍ତି ।

ଖୋର୍ଦ୍ଧା ଏସପିଙ୍କ ସୂଚନା ମୁତାବିକ ବିଧାୟକଙ୍କ ଗାଡି ଧକ୍କାରେ ମୋଟ ୨୪ ଜଣ ଆହତ ହୋଇଛନ୍ତି । ୯ ଜଣ ପୋଲିସ କର୍ମଚାରୀ ଓ ୧୫ ଜଣ ଲୋକ ଆହତ ହୋଇଛନ୍ତି । ସେହିପରି ଦୁଇ ଜଣ ସାମ୍ବାଦିକ ମଧ୍ୟ ଘଟଣାରେ ଆହତ ହୋଇଥିବା ସୂଚନା ରହିଛି । ଆହତ ମାନଙ୍କ ମଧ୍ୟରେ ୪ ଜଣ ମହିଳା ଅଛନ୍ତି । ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ଉତ୍ୟକ୍ତ ଲୋକଙ୍କ ରୋଷର ଶିକାର ମଧ୍ୟ ହୋଇଥିଲେ ବିଧାୟକ ପ୍ରଶାନ୍ତ ଜଗଦେବ । ବିଜେପି କର୍ମୀ ଏବଂ ସେଠାରେ ଉପସ୍ଥିତ ଲୋକ ଚିଲିକା ବିଧାୟକଙ୍କୁ ତଳେ ପକାଇ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ କରିଛନ୍ତି । ବିଧାୟକଙ୍କ ଗାଡିକୁ ଭାଙ୍ଗି ଚୂରମାର କରିଦେଇଛନ୍ତି ।

ଘଟଣାରେ ବିଧାୟକ ପ୍ରଶାନ୍ତ ଜଗଦେବ ମଧ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି । ପୋଲିସ ତାଙ୍କୁ ଉଦ୍ଧାର କରି ପ୍ରଥମେ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରିଥିଲେ । ପରବର୍ତ୍ତୀ ସମୟରେ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ବିଧାୟକଙ୍କ ମୁଣ୍ଡରେ ୭ଟି ଷ୍ଟିଚ୍ ପଡ଼ିଥିବା ଜଣାପଡିଛି । ବାଣପୁର ଆଇଆଇସିଙ୍କ ଗୋଡରେ ମଧ୍ୟ ଗାଡି ଚଢି ଯାଇଥିଲା । ସେ ଏବେ ବାଣପୁର ମେଡିକାଲରେ ଚିକିତ୍ସାଧିନ ଅଛନ୍ତି । ଦୁର୍ଘଟଣା ଘଟିଥିବା ଲୋକଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାବେଳେ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ବାଣପୁରରେ ପହଁଛି ସ୍ଥିତି ଉପରେ ନଜର ରଖିଛନ୍ତି ।