Cabinet Decision - The Sakala
କ୍ୟାବିନେଟ୍ ବୈଠକରେ ୧୧ ପ୍ରସ୍ତାବ ଉପରେ ବାଜିଲା ମୋହର, ୩୪୦୦ କୋଟିର ଅଟଳ ବସଷ୍ଟାଣ୍ଡ ଯୋଜନାକୁ ମଞ୍ଜୁରୀ
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ଟି ବିଭାଗର ୧୧ ପ୍ରସ୍ତାବ ଉପରେ ବାଜିଲା ମୋହର । ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। କ୍ୟାବିନେଟରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପରିଚାଳନା ଏବଂ ରକ୍ଷଣବେକ୍ଷଣ ନୀତି ୨୦୨୬କୁ ଅନୁମୋଦନ ମିଳିଛି । ଏହି ନୀତିରେ ପ୍ରକଳ୍ପ ସରିବା ପରେ ତା'ର ରକ୍ଷଣବେକ୍ଷଣ ପାଇଁ ଦାୟିତ୍ୱ ବଣ୍ଟନ ହୋଇଛି । ଏଥିରେ ପଞ୍ଚାୟତ ଗ୍ରାମବାସୀଙ୍କର କ'ଣ ଦାୟିତ୍ୱ ରହିବ, ମନିଟରିଙ୍ଗ କେମିତି ହେବ, କେତେ ଟଙ୍କା ଦିଆଯିବ ସବୁ କିଛି ନୀତିରେ ଉଲ୍ଲେଖ ରହିଛି ।
ଏହାବ୍ୟତୀତ  ୩୪୦୦ କୋଟିର ଅଟଳ ଵସଷ୍ଟାଣ୍ଡ ଯୋଜନାଜୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ରାଜ୍ୟରେ ନିର୍ମାଣ ହେଉଥିବା ୩୧୮ ଵସଷ୍ଟାଣ୍ଡ OSRTC ସମନ୍ୱୟରେ କରାଯିବ । ଏହା ସହ ଜଳସମ୍ପଦ ବିଭାଗର ୫ଟି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । କଟକର ୧୩୫ କୋଟି ହାଡୁଆ ଜଳସେଚନ ପ୍ରକଳ୍ପ, ଯାହା ୩୬୦୦ ହେକ୍ଟର ଜମି ବଡମ୍ବାର ୭୬ ଗାଁ, ନରସିଂହପୁର, ତିଗିରିଆ ୫ ଗାଁରେ ପାଣି ମାଡ଼ିବ ।
ସେହିପରି ୨୦୪ କୋଟିର ପାର୍ବତୀ ଗିରି ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପ ୬୨୧୦ ହେକ୍ଟର ସମ୍ବଲପୁରରେ ଜଳସେଚିତ ହେବ । ସୋନପୁର ତେଲ ନଦୀରେ ୧୭୦ କୋଟିର କ୍ଲଷ୍ଟର ୩୦ ପ୍ରକଳ୍ପ ୬ହଜାର ହେକ୍ଟର ଜମି ଜଳସେଚିତ ହେବ । ୧୫୮ କୋଟିର ଯାଜପୁର ଖରାସୁଆ, ବ୍ରାହ୍ମଣୀ ନଦୀରେ କ୍ଲଷ୍ଟର ୩୭ ପ୍ରକଳ୍ପ ଦ୍ୱାରା ୬ ହଜାର ହେକ୍ଟର ୭୩ ଗାଁ ପାଣି ଗାଁ ପାଣି ପାଇବ । କେନ୍ଦୁଝରରେ ୯୩ କୋଟି ବ୍ୟୟରେ କ୍ଲଷ୍ଟର ୩୮ ପ୍ରକଳ୍ପ ଯାହାଦ୍ୱାରା ୪୨୮୦ ହେକ୍ଟର ପାନପୁର ଅଂଚଳରେ ଜମି ଜଳସେଚିତ ହେବ । କେନ୍ଦୁଝରରେ ୧୬୪୭ କୋଟି ବ୍ୟୟରେ ନୂଆ 2*500 ଏମ୍‌ଭିଏ ସବ ଷ୍ଟେସନକୁ ଅନୁମୋଦନ ମିଳିଛି । ଯାହାର କାମ ୩ ବର୍ଷରେ ସରିବ । ଏହାସହ ଚାକିରୀ ସର୍ତ୍ତବଳିରେ ସଂଶୋଧନ, କ୍ୟାଡର ରୁଲ ପରିବର୍ତ୍ତନ ଶ୍ରମ ବିଭାଗର ୩ଟି ପ୍ରସ୍ତାବ ପାରିତ ହୋଇଛି ।
ରାଜ୍ୟ କ୍ୟାବିନେଟରେ ୭ଟି ବିଭାଗର ୧୦ ପ୍ରସ୍ତାବକୁ ମୋହର; ସରକାର ଲଗାଇବେ ସ୍ମାର୍ଟ ମିଟର
ଭୁବନେଶ୍ୱର:  ୭ଟି ବିଭାଗର ୧୦ଟି ବଡ଼ ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୧୦ଟି ପ୍ରସ୍ତାବ ଉପରେ ବାଜିଛି ମୋହର। ରାଜ୍ୟରେ ଶତ ପ୍ରତିଶତ ସ୍ମାର୍ଟ ମିଟର ବ୍ୟବସ୍ଥାକୁ ସୁନିଶ୍ଚିତ କରିବାକୁ ଏମ୍‌ଏମ୍‌ଏସ୍‌ବିୱାଇ -ସ୍ମାର୍ଟ ମିଟର ସଂଯୋଗର ପ୍ରଥମ ପର୍ଯ୍ୟାୟକୁ କ୍ୟାବିନେଟ୍‌ ଅନୁମୋଦନ କରିଛି।  ଏହି  ପଦକ୍ଷେପ ଦ୍ୱାରା ରାଜ୍ୟରେ ୨ କିଲୋୱାଟ ପର୍ଯ୍ୟନ୍ତ ବିଦ୍ୟୁତ ବ୍ୟବହାର କରୁଥିବା ଉପଭୋକ୍ତାଙ୍କୁ ସ୍ମାର୍ଟ ମିଟର ସଂଯୋଗ ପାଇଁ  କୌଣସି ଅତିରିକ୍ତ ମିଟର ଭଡ଼ା ଦେବାକୁ ପଡିବ ନାହିଁ। ସେହିପରି ରାଜ୍ୟରେ ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା ଲାଗୁ କରିବା ନିଷ୍ପତ୍ତି ଉପରେ କ୍ୟାବିଟେ୍‌ ମୋହର ବାଜିଛି। ପ୍ରଥମ ପର୍ଯ୍ୟାୟରେ ଏହି ଯୋଜନା ପାଇଁ ୨୫ଜଣ ବରପୁତ୍ରଙ୍କ ନାମ ସ୍ଥିରୀକୃତ ହୋଇଛି୤ ପ୍ରତ୍ୟେକ ବରପୁତ୍ରଙ୍କ ଜନ୍ମସ୍ଥାନର ଉନ୍ନତୀକରଣ ପାଇଁ ସର୍ବାଧିକ ୧୫ କୋଟି ଟଙ୍କା ହିସାବରେ  ରାଜ୍ୟ ସରକାର ୩୪୫ କୋଟି ଟଙ୍କା ଖର୍ଚ୍ଚ କରିବେ ।
ଏ ସଂକ୍ରାନ୍ତରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ୨୦୨୫ ମାର୍ଚ୍ଚ ୨୪ ତାରିଖରେ ରିଟେଲ୍‌ ସପ୍ଲାଏ ଟାରିଫ୍‌ ଅର୍ଡର ଅନୁଯାୟୀ, ୨ କିଲୋୱାଟ ପର୍ଯ୍ୟନ୍ତ କଣ୍ଟ୍ରାକ୍ଟ ଡିମାଣ୍ଡ (ସିଡି) ଥିବା ସ୍ମାର୍ଟ ମିଟର ଉପଭୋକ୍ତାଙ୍କ ପାଇଁ ଗତ ଏପ୍ରିଲ ୧ ତାରିଖରୁ ମିଟର ଭଡ଼ା ସମ୍ପୂର୍ଣ୍ଣ ରୂପେ ଉଚ୍ଛେଦ କରାଯାଇଛି। ଯୋଜନା ମୁତାବକ ୨୦୨୫-୨୬ ଆର୍ଥିକ ବର୍ଷରେ ୨ କିଲୋୱାଟ୍‌ ପର୍ଯ୍ୟନ୍ତ ସିଡି ଥିବା ଉପଭୋକ୍ତାଙ୍କ ପାଇଁ ୧୧,୫୩,୧୦୦ଟି ସ୍ମାର୍ଟ ମିଟର ସ୍ଥାପନ କରିବାକୁ ପ୍ରସ୍ତାବ ରହିଛି। ଏଥିମଧ୍ୟରୁ ୮,୭୫,୦୦୦ ଟି ପୁରୁଣା ମିଟର ବଦଳରେ ସ୍ମାର୍ଟ ମିଟର ଲଗାଯିବ ଏବଂ ପ୍ରାୟ ୨,୭୮,୧୦୦ ଟି ନୂତନ ସଂଯୋଗ ପାଇଁ ସ୍ମାର୍ଟ ମିଟର ବ୍ୟବହାର କରାଯିବ। ସେହିପରି ଐତିହ୍ୟ ଗ୍ରାମ ଯୋଜନାରେ ରାଜ୍ୟର ବରପୁତ୍ରମାନଙ୍କର ବାସଗୃହକୁ ସଂଗ୍ରହାଳୟ ଭାବେ ବିକଶିତ କରାଯିବ। ସେମାନଙ୍କର ପ୍ରତିମୂର୍ତ୍ତି, ସ୍ମାରକୀ ନିର୍ମାଣ ସହ ବ୍ୟାଖ୍ୟାନ କେନ୍ଦ୍ର, ଗ୍ରନ୍ଥାଗାର, ସମ୍ମିଳନୀ କକ୍ଷ, ମୁକ୍ତାକାଶ ରଙ୍ଗମଞ୍ଚ, ଶିଶୁଉଦ୍ୟାନ ସ୍ଥାପନ ସହ ଆନୁଷଙ୍ଗିକ ବିକାଶ କରାଯିବ। ବରପୁତ୍ରଙ୍କ ଜୀବନୀ ଉପରେ ବିଭିନ୍ନ ସମ୍ମିଳନୀ, ଚର୍ଚ୍ଚା, ଆଲୋଚନା ଏବଂ ସଭା କରାଯିବ । ସେହିପରି ଅନ୍ୟଏକ ପ୍ରସ୍ତାବରେ ପୁରୀ ସରକାରୀ ଆଇଟିଆଇ, ବଲାଙ୍ଗୀର ସରକାରୀ ଆଇଟିଆଇ, କୋରାପୁଟର ଅମ୍ବାଗୁଡ଼ା ସରକାରୀ ଆଇଟିଆଇ, କେନ୍ଦ୍ରାପଡାର ରାଜକନିକା ସରକାରୀ ଆଇଟିଆଇ ଓ ସୁନ୍ଦରଗଡ଼ର ରାଉରକେଲା ସରକାରୀ ଆଇଟିଆଇକୁ ଉକ୍ରର୍ଷ ଆଇଟିଆଇ ଭାବେ ରୂପାନ୍ତରିତ କରାଯିବାକୁ ନିଷ୍ପତ୍ତି ହୋଇଛି। ଏଥିପାଇଁ ଆଗାମୀ ୩ ବର୍ଷରେ ୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ୫ଟି ଆଇଟିଆଇରେ  ସମୁଦାୟ ୨୮୦୦ ସିଟ୍‌ ଥିବାବେଳେ ଏହାକୁ ୬୦୦୦କୁ ବୃଦ୍ଧି କରାଯିବ।
ଅନ୍ୟ ଏକ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସମସ୍ତ ସରକାରୀ ବିଶ୍ୱ ବିଦ୍ୟାଳୟ ଗୁଡ଼ିକରେ ଶିକ୍ଷକ ନିଯୁକ୍ତିରେ ଏକ ସଂରକ୍ଷଣ ନୀତି ପ୍ରଣୟନ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟରେ ଅନୁମୋଦନ ମିଳିଛି। ପ୍ରଫେସର, ଆସୋସିଏଟ ପ୍ରଫେସର ଏବଂ ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିରେ ସଂରକ୍ଷଣ କାର୍ଯ୍ୟକାରୀ କରିବା ପାଇଁ ବିଶ୍ୱ ବିଦ୍ୟାଳୟଟିକୁ ଏକକ ଭାବରେ ବିଚାର କରିବାକୁ ଏହି ଅଧ୍ୟାଦେଶରେ ପ୍ରସ୍ତାବ ରହିଛି। ଏହା ବର୍ତ୍ତମାନ ଚାଲୁଥିବା ବିଭାଗ ସଂରକ୍ଷଣ ପ୍ରଣାଳୀକୁ ପରିବର୍ତ୍ତନ କରାଯିବ। ଏହି ସଂସ୍କାର ଏସସି, ଏସଟି, ଏସଇବିସି ଏବଂ ଅନ୍ୟ ଯୋଗ୍ୟ ଗୋଷ୍ଠୀଙ୍କର ପ୍ରତିନିଧିତ୍ୱକୁ ବୃଦ୍ଧି କରିବା ସହ ଶିକ୍ଷକ ନିଯୁକ୍ତିରେ ଓଡ଼ିଶାର ବିଶ୍ୱ ବିଦ୍ୟାଳୟଗୁଡ଼ିକ ଜାତୀୟସ୍ତରରେ ପ୍ରଚଳିତ ନିୟମ ସହ ସମାନ କରିବ ବୋଲି ଆଶା କରାଯାଉଛି। ସେହିପରି ଜଳସମ୍ପଦ ବିଭାଗର ଦୁଇଟି ପ୍ରସ୍ତାବ ଅନୁଯାୟୀ ପାର୍ବତୀ ଗିରି ବୃହତ୍‌ ଉଠା ଜଳସେଚନ ଯୋଜନା ଅନ୍ତର୍ଗତ କ୍ଲଷ୍ଟର ୩୩ ଏବଂ ୩୨ ମାଧ୍ୟମରେ ୮ଟି ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କରାଯିବ।  ଏହି ୮ ପ୍ରକଳ୍ପ ପାଇଁ ମୋଟ ୩୪୪ କୋଟି ୨୧ ଲକ୍ଷ ୫୧ ହଜାର ୭୧୬ ଟଙ୍କାର ବ୍ୟୟ ଅଟକଳ କରାଯାଇଥିବା ବେଳେ ୧୫ ବର୍ଷର ରକ୍ଷଣାବେକ୍ଷଣ  ପାଇଁ ୨୭ କୋଟି ୫୩ ଲକ୍ଷ ୭୨ ହଜାର ୧୩୭ ଟଙ୍କା ଖର୍ଚ୍ଚ ହେବ। ସେହିପରି ଅନ୍ୟ ଏକ ପ୍ରସ୍ତାବ ଅନୁଯାୟୀ କଳାହାଣ୍ଡି ଜିଲ୍ଲାର ସାନ୍ଦୁଳ ବ୍ୟାରେଜ ପ୍ରକଳ୍ପ ଅଧୀନସ୍ଥ ୫୦୦୦ ହେକ୍ଟର ଚାଷ ଉପଯୋଗୀ ଜମି ପାଇଁ ୟୁଜିପିଏଲ ପ୍ରଣାଳୀର ନିର୍ମାଣ କାର୍ଯ୍ୟକୁ ଇପିସି ଓ ଟର୍ଣ୍ଣ କି ପଦ୍ଧତିରେ ସମ୍ପାଦନକୁ ଅନୁମୋଦନ ମିଳିଛି। ଏଥିପାଇଁ ୧୫୪ କୋଟି ୭୨ ଲକ୍ଷ ୯୧୬୨୦ ଟଙ୍କା ଖର୍ଚ୍ଚ ହେବକୁ ଥିବାବେଳେ ୩୦ ମାସ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବ।
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଢାଞ୍ଚା ବଦଳିବ। ୫ଦିନ ପୂର୍ବରୁ କ୍ୟାବିନେଟ ବୈଠକ ତାରିଖ ଚୂଡାନ୍ତ ହେବ। ୩ଦିନ ପୂର୍ବରୁ ଚୂଡାନ୍ତ ହେବ କ୍ୟାବିନେଟର ସମସ୍ତ ପ୍ରସ୍ତାବ। ମନ୍ତ୍ରୀଙ୍କ ପାଖକୁ ୨ ଦିନ ପୂର୍ବରୁ କ୍ୟାବିନେଟ ପ୍ରସ୍ତାବର ଫାଇଲ ପଠାଯିବ। ମୁଖ୍ୟମନ୍ତ୍ରୀଙ୍କ ବିନା ଅନୁମତିରେ କୌଣସି ବି ପ୍ରସ୍ତାବ କ୍ୟାବିନେଟକୁ ଆସି ପାରିବ ନାହିଁ। ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି। ସବୁ ବିଭାଗକୁ ଚିଠି ଲେଖିଛନ୍ତି ସଂସଦୀୟ ବ୍ୟାପାର ବିଭାଗ ସଚିବ।
ଚିଠିରେ ଉଲ୍ଲେଖ ରହିଛି, ମୁଖ୍ୟମନ୍ତ୍ରୀଙ୍କ ବିନା ଅନୁମତିରେ ବିଭାଗୀୟ ସଚିବ କ୍ୟାବିନେଟରେ ବସି ପାରିବେ ନାହିଁ। କ୍ୟାବିନେଟ ଏଜେଣ୍ଡାରେ ଥିବା ପ୍ରସ୍ତାବ ସମ୍ପର୍କିତ ବିଭାଗୀୟ ସଚିବ ମାନେ କ୍ୟାବିନେଟ ରୁମରେ ନ ବସି ପାଖ ରୁମରେ ବସିବେ। ଆବଶ୍ୟକ ସ୍ଥଳେ ବିଭାଗୀୟ ସଚିବମାନେ କ୍ୟାବିନେଟ ବୈଠକ ରୁମକୁ ଯାଇ ପାରିବେ। ପ୍ରସ୍ତାବ ଗୁଡ଼ିକ ଉପରେ ମୋହର ବାଜିବା ପରେ ତାକୁ ତୁରନ୍ତ କାର୍ଯ୍ୟକାରୀ କରାଇବା ମନ୍ତ୍ରୀମାନଙ୍କ ଦାୟିତ୍ୱ ବୋଲି କୁହା ଯାଇଛି।
ରାଜ୍ୟ କ୍ୟାବିନେଟ ବୈଠକରେ ୧୭ ପ୍ରସ୍ତାବକୁ ମୋହର, ମିଶନଶକ୍ତି ସ୍କୁଟର ଯାେଜନାକୁ ମିଳିଲା ଅନୁମୋଦନ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‍ ବୈଠକରେ ୧୭ପ୍ରସ୍ତାବକୁ  ମଞ୍ଜୁରୀ ମିଳିଛି। ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌‌ ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ମିଶନ ଶକ୍ତି, କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ୧୭ପ୍ରସ୍ତାବକୁ  ମଞ୍ଜୁରୀ ମିଳିଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌‌ ବୈଠକରେ ମିଶନଶକ୍ତି ସ୍କୁଟର ଯାେଜନାକୁ ଅନୁମୋଦନ ମିଳିଛି। ମହିଳା ସଶକ୍ତିକରଣ ସାଙ୍ଗକୁ ଗମନାଗମନ ସୁବିଧା ପାଇଁ ମିଶନ ଶକ୍ତି ସ୍କୁଟର ଯୋଜନା କରାଯାଇଛି। କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ଏବଂ ଇସି ସଦସ୍ୟାମାନଙ୍କ ପାଇଁ ବୈଦ୍ୟୁତିକ ସ୍କୁଟର ପାଇଁ ସହାୟତା ଯୋଗାଇ ଦିଆଯିବ । ଏହି ଯୋଜନା ଅଧିନରେ ସ୍କୁଟର କ୍ରୟ ପାଇଁ ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ରିହାତି ପ୍ରସ୍ତାବ ଦିଆଯାଇଛି । ଏଥିପାଇଁ ୨୦୨୩-୨୪ ଆର୍ଥିକ ବର୍ଷରେ ୫୦କୋଟି ଟଙ୍କାର ବଜେଟ୍‌ ଆବଣ୍ଟନ ପ୍ରସ୍ତାବ ରଖାଯାଇଛି ।
ସେହିପରି ଆଜିର କ୍ୟାବିନେଟ୍‌‌ ବୈଠକରେ ବନ ସୁରକ୍ଷା ସମିତି ପାଇଁ କୋଠା ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏଥି ସହିତ ବକେୟା ଜଳକର ଆଦାୟ କରିବାକୁ OTS ବ୍ୟବସ୍ଥା କରାଯାଇଛି । ଏଥି ସହିତ କର୍କଟ ରୋଗୀଙ୍କ ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା । ଓଡ଼ିଶା କମ୍ପ୍ରିହେନସିଭ କ୍ୟାନସର ପ୍ଲାନକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ମିଳିଛି ।
ଅନ୍ୟପଟେ ଆଜିର କ୍ୟାବିନେଟ୍‌‌ ବୈଠକରେ ଚାଷୀ ମାନଙ୍କ ଆର୍ଥିକ ବିକାଶ ପାଇଁ ହାତ ଖୋଲି ଦେଇଛନ୍ତି ସରକାର । ୫ ପ୍ରତିଶତ ସୁଧରେ ସମବାୟ ବ୍ୟାଙ୍କ ଓ ପ୍ରାଥମିକ ସମବାୟ ସମିତିରୁ ଫସଲ ଋଣ ନେଉଥିବା ଚାଷୀଙ୍କ ଋଣ ଉପରେ ସୁଧ ଛାଡ କରାଯିବ। ଚଳିତ ଆର୍ଥିକ ବର୍ଷରୁ ଆଗାମୀ ୫ ବର୍ଷ ପାଇଁ ଏହି ସୁଧ ଛାଡ ବ୍ୟବସ୍ଥା ଲାଗୁ ହେବ । ସେହିପରି ରାଜ୍ୟରେ ସେମିକଣ୍ଡକ୍ଚର ଓ ଇଲେକଟ୍ରୋନିକ୍ସ ଚିପ ନିର୍ମାଣ ପାଇଁ ଆସିଛି ନୂଆ ନୀତି । ଯେଉଁମାନେ ଏହି କମ୍ପାନୀ ଶିଳ୍ପ ପ୍ରତିଷ୍ଠା କରିବେ ସେମାନଙ୍କୁ ନୂଆ ନୀତି ଆଧାରରେ ଦିଆଯିବ ପ୍ରୋତ୍ସାହନ । ଯାହାକୁ ଆଜି କ୍ୟାବିନେଟ ଅନୁମୋଦନ ପ୍ରଦାନ କରାଯାଇଛି।
ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ, ୧୫ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।
-ସୌରା ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ ପାଇଁ ଆଲୋଚନା ହୋଇଛି। କେନ୍ଦ୍ରକୁ ଏ ନେଇ ପ୍ରସ୍ତାବ ଦେବାକୁ କ୍ୟାବିନେଟରେ ଅନୁମୋଦନ ମିଳିଛି।
-ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି।
-ଯୋଗାଯୋଗ ନଥିବା ରାଜ୍ୟର ସବୁ ଗାଁକୁ ହେବ ରାସ୍ତା।  ମୁଖ୍ୟମନ୍ତ୍ରୀ ସଡ଼କ ଯାେଜନାରେ ସବୁ ଗାଁକୁ ରାସ୍ତା ନିର୍ମାଣ ନେଇ କ୍ୟାବିନେଟ ମଞ୍ଜୁରୀ ମିଳିଛି ।
– ଶୀତଳାପଲ୍ଲୀରେ ହେବ ମଳ୍ଟିସ୍ପେଶାଲିଟି ହସ୍ପିଟାଲ । ଟାଟା ଷ୍ଟିଲ ପକ୍ଷରୁ ପ୍ରସ୍ତାବିତ ହସ୍ପିଟାଲ ପାଇଁ ଜମି ଦେବେ ସରକାର । ୪୩.୦୫ ଏକର ଜମି ପାଇଁ ବାର୍ଷିକ ରେଣ୍ଟ ଛାଡ କରିଛନ୍ତି ସରକାର ।
– ଅନାଥଶ୍ରମ, ବ୍ଲାଇଣ୍ଡ ସ୍କୁଲ ଓ ଗୋଶାଳା ପାଇଁ ସ୍ବତନ୍ତ୍ର ରେଣ୍ଟ ବ୍ୟବସ୍ଥା । ସ୍ବତନ୍ତ୍ର ରେଣ୍ଟ ସମ୍ପର୍କୀତ ନୀତିକୁ କ୍ୟାବିନେଟ ମୋହର ବାଜିଛି।
– ରାୟଗଡ଼ା ମା’ ମଝିଘରିଆଣୀ ମନ୍ଦିରର ହେବ ଉନ୍ନତି। ମନ୍ଦିର ରୂପାନ୍ତରଣ ପାଇଁ ଜମି ଦେବେ ସରକାର। ମନ୍ଦିର ପାଇଁ ସରକାର ଦେବେ ୬ ଏକର ଜମି । ବିନା ପ୍ରମିୟମରେ ମିଳିବ ଜମି ।
– ଓଡ଼ିଶା ଜିଏସଟି ଆଇନରେ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି।
-ଅବଢ଼ା ଯୋଜନାରେ ସଂଶୋଧିତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି।
‘ମୋ ଘର’ ଯୋଜନାରେ କ୍ୟାବିନେଟ ମୋହର, ଘର ତିଆରି ପାଇଁ ସହାୟତା ଦେବେ ରାଜ୍ୟ ସରକାର
ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ‘ମୋ ଘର’ ନାମରେ ଏକ ନୂଆ ଜନକଲ୍ୟାଣକାରୀ ଯୋଜନା ଉପରେ କ୍ୟାବିନେଟ ମୋହର ବାଜିଛି। ଏହି ନୂଆ ‘ମୋ ଘର’ ଯୋଜନା ଅଧିନରେ ସରକାର ଗ୍ରାମାଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ଘର ତିଆରି ପାଇଁ ସହାୟତା ପ୍ରଦାନ କରିବେ।
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂର୍ତ୍ତି ହୋଇଛି। ଏହି ପ୍ରରିପେକ୍ଷୀରେ ଆଜିର କ୍ୟାବିନେଟରେ ନବୀନ ପଟ୍ଟନାୟକ ମୋ ଘର ପରି ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା ଆରମ୍ଭ କରିଛନ୍ତି।  ରାଜ୍ୟ ସରକାରଙ୍କ ଫୋକସରେ ସବୁବେଳେ ଗରିବ କଲ୍ୟାଣ ରହିଥିବା ବେଳେ ଏନେଇ ବଡ଼ ନିଷ୍ପତ୍ତି ସୂରୂପ ମୋ ଘର ଯୋଜନା ଆରମ୍ଭ କରାଯାଇଛି। ରାଜ୍ୟ ସରକାର ୨୦୧୯ ନିର୍ବାଚନ ପରେ ରାଜ୍ୟର ସବୁ ଲୋକଙ୍କ ମୁଣ୍ଡ ଉପରେ ପକ୍କର ଛାତ ନେଇ ଘୋଷଣା କରିଥିଲେ। ଯାହା ବର୍ତ୍ତମାନ କିଛି ମାତ୍ରାରେ ପୂରଣ ହୋଇଥିବା ବେଳେ ଏହି ନୂଆ ଯୋଜନା ‘ମୋ ଘର’ ମାଧ୍ୟମରେ ବାକି ଲୋକଙ୍କୁ ପକ୍କା ଘର ଯୋଗାଇ ଦିଆଯିବ।
ସେପଟେ ପ୍ରଧାନମନ୍ତ୍ରୀ ଅବାସ ଯୋଜନାରେ ରାଜ୍ୟର ବହୁ ହିତାଧିକାରୀ ବାଦ ପଡିଛନ୍ତି। ଏନେଇ ରାଜ୍ୟ ସରକାର ବାରମ୍ବାର କେନ୍ଦ୍ରକୁ କହୁଥିଲେ ମଧ୍ୟ କେନ୍ଦ୍ର କର୍ଣ୍ଣପାତ କରୁନାହିଁ। ମୁଖ୍ୟମନ୍ତ୍ରୀଙ୍କଠୁ ଆରମ୍ଭ କରି ବିଭାଗର ମନ୍ତ୍ରୀ ଏବଂ ବିଜେଡି ସାଂସଦମାନେ ବହୁବାର ଏନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଛନ୍ତି। କିନ୍ତୁ କିଛି ସୁଫଳ ମିଳିନାହିଁ। ସେହିଭଳି କେନ୍ଦ୍ର ଆବାସ ପୋର୍ଟାଲ ବନ୍ଦ କରି ରଖିଥିବା କାରଣରୁ ରାଜ୍ୟର ବହୁ ଲୋକ ମଧ୍ୟ ଘର ପାଇପାରୁନାହାନ୍ତି। ଯାହାକୁ ଦେଖି ରାଜ୍ୟ ସରକାର ନିଜସ୍ବ ‘ମୋ ଘର’ ଯୋଜନା ଆରମ୍ଭ କରିଛନ୍ତି।
‘ମୋ ଘର’ ଯୋଜନାରେ ଗ୍ରାମାଞ୍ଚଳ ଲୋକଙ୍କୁ ଘର ପାଇଁ ସବସିଡ୍ ସହ ଋଣ ଯୋଗାଇଦେବାକୁ ଯୋଜନା ପ୍ରସ୍ତୁତ କରାଯାଇଛି । ଗରିବ ଲୋକଙ୍କୁ ୧ ଲକ୍ଷରୁ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଜନା ଦେବାକୁ ବ୍ୟବସ୍ଥା କରାଯାଇଛି । ସେଥିରୁ ସରକାର ୩୦ ହଜାରରୁ ୭୦ ହଜାର ଟଙ୍କା ପର୍ଯ୍ୟନ୍ତ ଛାଡ କରିବାକୁ ଯୋଜନା କରିଛନ୍ତି । ବାକି ଟଙ୍କା ଋଣ ନେବାର ୧୧ ବର୍ଷ ପରେ ସୁଝିବାର ବ୍ୟବସ୍ଥା କରାଯାଇଛି ।
କେନ୍ଦ୍ର କ୍ୟାବିନେଟ୍ ନିଷ୍ପତ୍ତି : ଆହୁରି ବର୍ଷେ ମିଳିବ ମାଗଣା ରାସନ, ସଶସ୍ତ୍ର ବାହିନୀ ପାଇଁ ୱାନ ରାଙ୍କ ୱାନ ପେନସନ୍‌ରେ ସଂଶୋଧନ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଥିରେ ସଶସ୍ତ୍ର ବାହିନୀ ପାଇଁ ୱାନ ରାଙ୍କ ୱାନ ପେନସନ (OROP) ଏବଂ ଗରିବଙ୍କ ପାଇଁ ମାଗଣା ରାସନ ବ୍ୟବସ୍ଥା ଅନ୍ତର୍ଭୁକ୍ତ ରହିଛି।
Union Cabinet approves next revision of defence forces personnel pension under OROP
Read @ANI Story | https://t.co/pTM1OFeE8g#AnuragThakur #DefencePersonnel #OROP #OneRankOnePension #Cabinet #ArmedForces #Pension pic.twitter.com/UFVbx2xjzN
— ANI Digital (@ani_digital) December 23, 2022
କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କ୍ୟାବିନେଟ ବୈଠକ ପରେ ସୂଚନା ଦେଇ କହିଛନ୍ତି ଯେ ସଶସ୍ତ୍ର ବାହିନୀ ପାଇଁ OROP ସଂଶୋଧନ କରାଯାଇଛି। ୧.୭.୨୦୧୪ ପରେ ଅବସର ନେଇଥିବା ସଶସ୍ତ୍ର ବାହିନୀ ସଦସ୍ୟଙ୍କ  ସମେତ ୱାନ ରାଙ୍କ ୱାନ ପେନସନ (OROP) ହିତାଧିକାରୀଙ୍କ ସଂଖ୍ୟା ୨୫ ଲକ୍ଷ ୧୩ ହଜାର ୦୨ରେ ପହଞ୍ଚିଛି। ୧.୪.୨୦୧୪ ପୂର୍ବରୁ ଏହି ସଂଖ୍ୟା ଥିଲା ୨୦,୬୦,୨୨୦। ଏହା ଦ୍ବାରା ସରକାରଙ୍କ ଉପରେ ୮ ହଜାର ୪୫୦ କୋଟି ଟଙ୍କା ଅତିରିକ୍ତ ଭାର ପଡିବ। ଏଥି ସହିତ ଯେଉଁ ପ୍ରତିରକ୍ଷା କର୍ମଚାରୀ ୧.୭.୨୦୧୪ ପରେ ସ୍ବେଚ୍ଛାକୃତ ଭାବରେ ଅବସର ନେଇଛନ୍ତି ସେମାନେ ଏହି ସୁବିଧା ପାଇବେ ନାହିଁ ।
ବର୍ତ୍ତମାନ ପ୍ରତିରକ୍ଷା ବାହିନୀ ପେନ୍‌ସନ୍‌ଭୋଗୀ / ପରିବାର ପେନ୍‌ସନ୍‌ଭୋଗୀମାନେ ପ୍ରସ୍ତାବ ଅନୁଯାୟୀ ବର୍ଦ୍ଧିତ ପେନସନ୍ ପାଇବେ । ଏହାଛଡା ସହିଦଙ୍କ ବିଧବା ପତ୍ନୀ ଏବଂ ଭିନ୍ନକ୍ଷମ ପେନ୍‌ସନ୍‌ଭୋଗୀଙ୍କ ସମେତ ପରିବାର ପେନ୍‌ସନ୍‌ଭୋଗୀଙ୍କୁ ମଧ୍ୟ ଏହି ସୁବିଧା ପ୍ରଦାନ କରାଯିବ। ଏହା ସଶସ୍ତ୍ର ବାହିନୀରେ ଯୋଗଦେବା ପାଇଁ ଯୁବକମାନଙ୍କୁ ଆକର୍ଷିତ କରିବ । ସରକାର ଏହା ମଧ୍ୟ କହିଛନ୍ତି ଯେ ବକେୟା ରାଶି ଚାରି ଅର୍ଦ୍ଧ ବାର୍ଷିକ କିସ୍ତିରେ ପ୍ରଦାନ କରାଯିବ।
ଉଲ୍ଲେଖ ଥାଉ କି ୱାନ୍ ରାଙ୍କ୍ ୱାନ୍ ପେନ୍ସନ ((OROP) ର ଅର୍ଥ ହେଉଛି ସମାନ ପଦବୀ ଏବଂ ସମାନ ଅବଧିର ସେବ ଲାଗି ସଶସ୍ତ୍ର ବାହିନୀର କର୍ମଚାରୀଙ୍କୁ ସମାନ ପେନସନ୍ ପ୍ରଦାନ କରାଯାଇଥାଏ । ଉଦାହରଣ ସ୍ୱରୂପ, ଯଦି ଜଣେ ଅଧିକାରୀ ଯିଏ ୧୫ ବର୍ଷ (୧୯୮୫ ରୁ ୨୦୦୦ ପର୍ଯ୍ୟନ୍ତ ) ସେବା କରିଆସୁଥିଲେ ଏବଂ ୨୦୦୦ ମସିହାରେ ଅବସର ନେଇଥିଲେ, ତାଙ୍କୁ ୨୦୧୦ରେ ଅବସର ନେଇଥିବା ଏବଂ ୧୯୯୫ ରୁ ୨୦୧୦ ପର୍ଯ୍ୟନ୍ତ ସେବା କରୁଥିବା ଅଧିକାରୀଙ୍କ ପରି ସମାନ ପେନସନ୍ ପାଇବେ।
More than 80 crore people will now get free foodgrains under National Food Security Act. They will not have to pay a single rupee to get food grains til Dec 2023. Govt will spend around Rs 2 lakh crores per year on this: Union Minister Piyush Goyal pic.twitter.com/ze89jBIB6u
— ANI (@ANI) December 23, 2022
ସେପଟେ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ, ଉପଭୋକ୍ତା ବ୍ୟାପାର, ଖାଦ୍ୟ ଏବଂ ଜନସାଧାରଣ ବଣ୍ଟନ ଏବଂ ବୟନ ମନ୍ତ୍ରୀ ପୀୟୁଷ ଗୋୟଲ କ୍ୟାବିନେଟ ବୈଠକ ପରେ ସୂଚନା ଦେଇ କହିଛନ୍ତି ଯେ ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ସରକାର ଆଉ ଏକ ବର୍ଷପାଇଁ ମାଗଣା ରାସନ ସମଗ୍ରୀ ଦେବା ପାଇଁ ବ୍ୟବସ୍ଥା କରିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ସରକାର ଆଉ ଏକ ବର୍ଷ ପାଇଁ ୮୧.୩୫ କୋଟି ଲୋକଙ୍କୁ ମାଗଣା ଖାଦ୍ୟ ଶସ୍ୟ ବଣ୍ଟନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ଗରିବ ଲୋକଙ୍କୁ ମାଗଣା ରାସନ ଦେବା ପ୍ରାୟ ଦୁଇ ଲକ୍ଷ କୋଟି ଟଙ୍କା ହେବ, କେନ୍ଦ୍ର ସରକାର ଏହାର ଭାର ବହନ କରିବେ।
ପୂର୍ବରୁ ଚାଉଳ କିଲୋ ପ୍ରତି ୩ ଟଙ୍କା, ଗହମ କିଲୋପ୍ରତି ୨ଟଙ୍କା ଦରରେ ଯୋଗାଇ ଦିଆଯାଉଥିଲା। ତେବେ ଆସନ୍ତା ୨୦୨୩ ଡିସେମ୍ବର ଯାଏଁ କିନ୍ତୁ ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇ ଦିଆଯିବ ରାସନ୍। ଫଳରେ ଦେଶର ୮୧.୩୫ କୋଟିରୁ ଅଧିକ ହିତାଧୀକାରୀ ଏହାର ଫାଇଦା ପାଇବେ।
ଓଡ଼ିଶା ବନ୍ଦର ନୀତି-୨୦୨୨ ସମେତ ୧୭ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‍ ବୈଠକରେ ମୋଟ୍‌ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ବନ୍ଦର ନୀତିକୁ ଅନୁମୋଦନ ମିଳିଛି। ସାମୁଦ୍ରିକ ସଂରଚନାର ସର୍ବାଙ୍ଗୀନ ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି। ଏହି ନୀତି ଅନୁସାରେ ଅନ୍ତର୍ଦେଶୀୟ ଜଳପଥ ଓ କ୍ଷୁଦ୍ର ବନ୍ଦରର ବିକାଶ ହୋଇପାରିବ। ବନ୍ଦର କ୍ଷେତ୍ରରେ ଘରୋଇ ପୁଂଜି ନିବେଶକୁ ପ୍ରୋତ୍ସାହିତ ଦେବ। ବନ୍ଦର ଏବଂ ବନ୍ଦର ସଂପର୍କୀତ ଶିଳ୍ପ ସମୂହ ମଧ୍ୟ ବିକାଶ ହେବ। ସେହିପରି ସାମୁଦ୍ରିକ ପର୍ୟ୍ୟଟନ, ବହୁମୁଖୀ ଜେଟି ଆଦିକୁ ଏହି ନୀତି ପ୍ରୋତ୍ସାହନ ଯୋଗାଇବ।
କଟକ ଜିଲ୍ଲା ହାଡୁଆ ନଦୀରେ ଜଳ ଭଣ୍ଡାର ନିର୍ମାଣକୁ ମଂଜୁରୀ । ୩୮୭ ମିଟର ଦୀର୍ଘ ଓ ୪୩.୮୨୫ ମିଟର ଉଚ୍ଚର କଂକ୍ରିଟ ବନ୍ଧ ହେବ । ହାଡୁଆ ନଦୀରେ ଡ୍ୟାମ ନିର୍ମାଣ ପାଇଁ ଖର୍ଚ୍ଚ ହେବ ୨୨୫ କୋଟି । ନରସିଂହପୁର , ବଡମ୍ବା , ତିଗିରିଆ ବ୍ଲକର ଚାଷ ଜମିକୁ ମିଳିବ ପାଣି ।
ଅନ୍ୟପଟେ ରାଜ୍ୟ ଶିଶୁ ନୀତି-୨୦୨୨ ‘ପ୍ରାରମ୍ଭ’ କୁ ମଂଜୁରୀ ଦେଇଛି କ୍ୟାବିନେଟ । ଶିଶୁଙ୍କର ବଞ୍ଚିବାର ଅଧିକାର ଓ ସୁରକ୍ଷାକୁ ଗୁରୁତ୍ୱ ଦେବ ନୂଆ ନୀତି । ଶିଶୁଙ୍କର ମାନସିକ ଓ ଶାରୀରିକ ସ୍ୱାସ୍ଥ୍ୟ , ଶିକ୍ଷା ଅଧିକାରକୁ ଗୁରୁତ୍ୱ । ଶିଶୁଙ୍କର ସର୍ବାଙ୍ଗୀନ ବିକାଶକୁ ଗୁରୁତ୍ୱ ଦେବ ନୂଆ ଶିଶୁ ନୀତି । ବିଜ୍ଞପ୍ତିର ବର୍ଷକ ମଧ୍ୟରେ ଲାଗୁ ହେବ ରାଜ୍ୟ ଶିଶୁ ନୀତି ପ୍ରାରମ୍ଭ ।
ଏଥିସହ ଟେକ୍ ହୋମ ରାସନ ନୀତିକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଓଡ଼ିଶା ମ୍ୟୁନିସିପାଲ ଆଇନ୍ ୧୯୫୦ର ସଂଶୋଧନ ପ୍ରସ୍ତାବ ଓ ଓଡ଼ିଶା ମ୍ୟୁନିସିପାଲ କର୍ପୋରେସନ ଆଇନ୍ ୨୦୦୩ର ସଂଶୋଧନ ପ୍ରସ୍ତାବ ଉପରେ ମୋହର ମାରିଛି କ୍ୟାବିନେଟ୍ । ଏଥିସହ ଓୟୁଟିଆର ରୂପାନ୍ତରଣ ପାଇଁ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା ।
ଖଣ୍ଡଗିରି ସ୍ଥିତ ଜେଡି ସେଣ୍ଟର ଅଫ ଆର୍ଟ୍ସକୁ ରାଜ୍ୟ ସରକାର ଆର୍ଥିକ ସହାୟତା ଦେବା ନେଇ ପ୍ରସ୍ତାବକୁ ମୋହର ମରାଯାଇଛି । ଏଥିସହ ଗ୍ରୁପ ବି ଓ ଗ୍ରୁପ ସି ସ୍ପେଶାଲିଷ୍ଟ ପଦବୀ ଓ ସେବା ନିୟମାବଳୀ ୨୦୨୨ ସମନ୍ବିତ ପରୀକ୍ଷା ଅନୁଷ୍ଠିତ ହେବାକୁ ନେଇଥିବା ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏଥିସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନାର ଅଧିନିୟମରେ ହେବ ସଂଶୋଧନ । ଇଚ୍ଛାଧୀନ କୋଟାରେ ସିଙ୍ଗଲ ଆଲଟମେଣ୍ଟକୁ ଟାସ୍କଫୋର୍ସରୁ ବାଦ ପଡିବ । ଏଣିକି ବିଡିଏ, ସିଡିଏ ଓ OSHBର ସିଙ୍ଗଲ ଆଲଟମେଣ୍ଟ ଜମି ବୈଧ ହେବ ।
ଆଜି ରାଜ୍ୟ କ୍ୟାବିନେଟ: ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟା ୬ଟା ୧୦ ମିନିଟ୍‌‌ରେ ରାଜ୍ୟ କ୍ୟାବିନେଟ୍‌‌ ବୈଠକ ବସିବାକୁ ଯାଉଛି। ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଆଇନ, ଜଳସମ୍ପଦ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଆଦି ବିଭାଗର ଏକାଧିକ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ରାଜଧାନୀ ଉପସ୍ଥିତି ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଉପସ୍ଥିତ ରହିବେ। ସେହିପରି ନିଜ ନିର୍ବାଚନମଣ୍ଡଳୀ ତଥା ଜିଲ୍ଲା ଗସ୍ତରେ ଥିବା ମନ୍ତ୍ରୀମାନେ ଆଭାସୀ ମାଧ୍ୟମରେ ଯୋଡି ହେବେ ବୋଲି ଜଣାପଡ଼ିଛି।
ରାଜ୍ୟ କ୍ୟାବିନେଟରେ ୮ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ, ଓଡିଶା ସିଭିଲ ସର୍ଭିସ ପରୀକ୍ଷାକୁ ନେଇ ହୋଇଛି ବଡ ସଂଶୋଧନ
ଭୁବନେଶ୍ବର: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ଯ କ୍ୟାବିନେଟ୍ ବୈଠକ ଶେଷ ବୋଇଛି । ଏହି ବୈଠକରେ ୮ଟି ଗୁରୁତ୍ବ ପୂର୍ଣ୍ଣ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି। ଓସିଏସ ପରୀକ୍ଷା ନେଇ ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି ହୋଇଛି। ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମ୍‌ ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ୟୁପିଏସସି ଭଳି ଏଣିକି ଓସିଏସରେ ଗୋଟିଏ ଅପ୍‌ସନାଲ ବ୍ୟବସ୍ଥା ରହିବ। ପୂର୍ବରୁ ହେଉଥିବା ୨୨୫୦ ମାର୍କର ପରୀକ୍ଷାରେ ସଂଶୋଧନ ହୋଇ ଇଣ୍ଟରଭ୍ୟୁକୁ ମିଶାଇ ମୋଟ ୨୦୦୦ ମାର୍କର ପରୀକ୍ଷା ହେବ। ପୂର୍ବରୁ ବାଧ୍ୟତାମୂଳକ ଥିବା ଇଂରାଜୀ ପ୍ରବନ୍ଧ ଲିଖନରେ ବି ସଂଶୋଧନ ହୋଇଛି। ଇଂରାଜୀ କିମ୍ବା ଓଡ଼ିଆରେ ଗୋଟିଏ ପ୍ରବନ୍ଧ ଲେଖିପାରିବେ ପରୀକ୍ଷାର୍ଥୀ । ଲିଖିତ ପରୀକ୍ଷା ଓ ସାକ୍ଷାତକାର ଏଣିକି ଓଡ଼ିଆ ଭାଷରେ ଦେଇପାରିବେ।ଅଣସଂରକ୍ଷିତ ବର୍ଗ ପୂର୍ବରୁ ୪ଥର ଦେଇପାରୁଥିଲେ । ଏଣକି ଅଣସଂରକ୍ଷିତ ବର୍ଗ ୬ ଥର ପରୀକ୍ଷା ଦେଇପାରିବେ । ସାମାଜିକ ଓ ଶିକ୍ଷାଗତ ପଛୁଆ(ଏସଇବିସି) ବର୍ଗର ପିଲାଙ୍କ ପାଇଁ ୯ଟି ସୁଯୋଗ ରହିବ । SC/ST ବର୍ଗ ପୂର୍ବଭଳି ଯେତେଥର ଚାହିଁବେ ପରୀକ୍ଷା ଦେଇପାରିବେ।
ଏଣିକି ଗ୍ରାଜୁଏଟ ଲେଭଲ ପରୀକ୍ଷା ଗୁଡ଼ିକୁ ଏକତ୍ର ଗୋଟିଏ ପରୀକ୍ଷା କରାଯିବ। ପୂର୍ବରୁ ଅଲଗା ଅଲଗା ପରୀକ୍ଷା ହେଉଥିବା ବେଳେ ଏଥିରେ ପରୀକ୍ଷାର୍ଥୀଙ୍କର ସମୟ ଅପଚୟ ହେଉଥିଲା ଏବଂ ଅଲଗା ଅଲଗା ଆବେଦନ କରିବାକୁ ପଡୁଥିଲା। କ୍ୟାବିନେଟ ବୈଠକରେ ଏହାକୁ ପରିବର୍ତ୍ତନ କରିବା ପାଇଁ ନିଷ୍ପତ୍ତି ହୋଇଛି। ସଚିବ ସ୍ତରରେ ଆଉ ୧୨୦ ପଦବୀ ସୃଷ୍ଟି ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ୩୫୯ରୁ ଏହାକୁ ୪୭୯ କୁ ବୃଦ୍ଧି କରାଯାଇଛି।
୨୦୨୨- ୨୩ ପାଇଁ ଧାନ ସଂଗ୍ରହ ନୀତିକୁ  ଅନୁମୋଦନ ମିଳିଛି। ଆସନ୍ତା ନଭେମ୍ବରରୁ ମାର୍ଚ୍ଚ ମଧ୍ୟରେ ଖରିଫ ଧାନ ସଂଗ୍ରହ କରାଯିବ । ମେ’ରୁ ଜୁନ ମଧ୍ଯରେ ରବି ଧାନ ସଂଗ୍ରହ କରାଯିବ । ଚାଷୀଙ୍କ ଠାରୁ ୭୧ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି।  କେବଳ ପଞ୍ଜିକୃତ ଚାଷୀଙ୍କଠାରୁ ବଳକା ଧାନ ସଂଗ୍ରହ କରାଯିବ ।
OMECL a OMCର ଏକତ୍ରୀକରଣ ହେବ । ଖଣି ଓ ଭୂତତ୍ତ୍ବ ନିର୍ଦ୍ଦେଶାଳୟ ମିଶ୍ରଣକୁ କ୍ଯାବିନେଟ ଅନୁମୋଦନ ମିଳିଛି। ନୂଆ ତଥା ଏକକ ଖଣି ଓ ଭୂତତ୍ତ୍ବ ନିର୍ଦ୍ଦେଶକ ସୃଷ୍ଟି ହେବ ।
ଗ୍ରାମାଞ୍ଚଳରେ ବିଶୁଦ୍ଧ ପାନୀୟଜଳ ଯୋଗାଣକୁ ରାଜ୍ୟ ସରକାରଙ୍କ ପ୍ରାଥମିକତା, ୩ ଜିଲ୍ଲାର ୯ ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଂଜୁରୀ
ଭୁବନେଶ୍ବର : ରାଜ୍ୟର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ଏକ ପ୍ରମୁଖ ଲକ୍ଷ୍ୟ ରହିଛି। ଏହି ଅଧିନରେ ବର୍ତ୍ତମାନ ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କ ଘରପାଖରେ ବିଶୁଦ୍ଧ ପାନୀୟଜଳ ଯୋଗାଇଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ମୋଟ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏଥିରେ ଜେଜେଏମ୍‌ ଯୋଜନାରେ ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଜିଲ୍ଲାରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ରାଜ୍ୟର ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟଜଳ ଯୋଗାଇଦେବାକୁ ରାଜ୍ୟ ସରକାର  ଏହି ପଦକ୍ଷେପ ନେଇଛନ୍ତି।
ଆଜି କ୍ୟାବିନେଟ୍‌ ବୈଠକରେ ଢେଙ୍କାନାଳ ଜିଲ୍ଲାରେ ୪ ଗୋଟି ଗ୍ରାମ୍ୟ ପାନୀୟ ଜଳଯୋଗାଣ ପ୍ରକଳ୍ପକୁ ଇପିସି ନିବିଦା ମାଧ୍ୟମରେ କାର୍ୟ୍ୟକାରୀ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଉକ୍ତ ପ୍ରକଳ୍ପ ଦ୍ବାରା ଉପରୋକ୍ତ ଜିଲ୍ଲାର ୪ ଗୋଟି ବ୍ଲକ ଅଧିନରେ ଥିବା ୭୧ଟି ଗ୍ରାମାପଂଚାୟତ ଅନ୍ତର୍ଗତ ୨୭୧ଟି ଗ୍ରାମରେ ବସବାସ କରୁଥିବା ପ୍ରାୟ ୩୨୨୨୦୪ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ତନ୍ମଧ୍ୟରୁ କାମାକ୍ଷାନଗର ବ୍ଲକ ଅଧୀନରେ ଥିବା ୧୩ଗୋଟି ଗ୍ରାମପଂଚାୟତ ଅନ୍ତର୍ଗତ ୪୬ଟି ଗ୍ରାମର ପ୍ରାୟ ୫୨୯୧୪ ଜଣ, ପରଜଂଗ ବ୍ଲକ ଅଧୀନରେ ଥିବା ୨୯ଗୋଟି ଗ୍ରାମପଂଚାୟତ ଅନ୍ତର୍ଗତ ୯୨ଟି ଗ୍ରାମର ପ୍ରାୟ୧୩୫୨୪୩ ଜଣ, କଙ୍କଡାହାଡ ବ୍ଲକ ଅଧୀନରେ ଥିବା ୨୧ ଗୋଟି ଗ୍ରାମପଂଚାୟତ ଅନ୍ତର୍ଗତ ୧୦୬ଟି ଗ୍ରାମର ପ୍ରାୟ ୯୬୯୭୩ ଜଣ ଓ ସଦର ବ୍ଲକ ଅଧୀନରେ ଥିବା ୮ ଗୋଟି ଗ୍ରାମପଂଚାୟତ ଅନ୍ତର୍ଗତ ୨୭ଟି ଗ୍ରାମର ପ୍ରାୟ ୩୭,୦୭୪ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ବାରା ଉପକୃତ ହୋଇପାରିବେ।
ସେହିଭଳି କେନ୍ଦ୍ରାପଡ଼ା ଜିଲ୍ଲାର ୩‌ଟି ବ୍ଲକ ଅଧୀନରେ ଥିବା ୭୬ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୫୨୨ଟି ଗାଁରେ ବସବାସ କରୁଥିବା ପ୍ରାୟ ୪ ଲକ୍ଷ ୩୫ ହଜାର୧୯୦ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିରୁ ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନରେ ଥିବା ୨୯ଟି ଗ୍ରାମପଞ୍ଚାୟତର ୧୩୮ଟି ଗାଁର ପ୍ରାୟ ୧ ଲକ୍ଷ ୫୫ ହଜାର ୩୩୪ ଜଣ, ରାଜନଗର ବ୍ଲକ ଅଧୀନରେ ଥିବା ୨୯ଟି ପଞ୍ଚାୟତର ୨୪୯ଟି ଗାଁର ପ୍ରାୟ ୧ ଲକ୍ଷ ୬୮ ହଜାର ୭୧୨ ଜଣ ଓ ଗରଦପୁର ବ୍ଲକର ୧୮ଟି ପଞ୍ଚାୟତ ଅଧୀନରେ ଥିବା ୧୩୫ଟି ଗାଁର ୧ଲକ୍ଷ ୧୧ ହାଜର ୧୪୪ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ବାରା ଉପକୃତ ହେବେ।
ଅନ୍ୟପଟେ ବାଲେଶ୍ବର ଜିଲ୍ଲାର ୩ଟି ବ୍ଲକ ଅଧୀନରେ ଥିବା ୪୧ଟି ଗ୍ରାମପଞ୍ଚାୟତର ୩୦୧ଟି ଗାଁରେ ବସବାସ କରୁଥିବା ପ୍ରାୟ ୨ଲକ୍ଷ ୬୨ ହଜାର ୦୯୩ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ବାଲେଶ୍ବର ବ୍ଲକ ଅଧୀନରେ ଥିବା ୧୪ଟି ଗ୍ରାମ ପଞ୍ଚାୟତର ୮୧ଟି ଗାଁର ପ୍ରାୟ ୧ ଲକ୍ଷ୧ ହଜାର ୩୨୧ଜଣ, ରେମୁଣା ବ୍ଲକ ଅଧୀନରେ ଥିବା ୨୦ଟି ଗ୍ରାମପଞ୍ଚାୟତ ୧୬୦ଟି ଗାଁର ପ୍ରାୟ ୧ଲକ୍ଷ ୨୧ ହଜାର ୨୧୦ ଜଣ ଓ ଖଇରା ବ୍ଲକ ଅଧୀନରେ ଥିବା ୭ ଗୋଟି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ୬୦ଟି ଗାଁର ୩୯ ହଜାର ୫୬୨ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ବାରା ଉପକୃତ ହେବେ। ରାଜ୍ୟ କ୍ୟାବିନେଟ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ସମ୍ପାଦନ ପାଇଁ ଠିକାଦାର ସଂସ୍ଥା ଏମ୍‌/ଏସ୍‌ ଲକ୍ଷ୍ମୀ ସିଭିଲ ଇଞ୍ଜିନିୟରିଂ ସର୍ଭିସେସ୍‌ ପ୍ରାଇଭେଟ. ଲିମିଟେଡ ଅନୁମୋଦନ କରିଛନ୍ତି। ଉକ୍ତ ପ୍ରକଳ୍ପଗୁଡ଼ିକ ୨୪ ମାସ ସମୟସୀମା ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି।
କ୍ୟାବିନେଟ ମଞ୍ଜୁରୀ: ପାଇକ ବିଦ୍ରୋହ ସ୍ମାରକୀ ନିର୍ମାଣ ନେଇ ମାଗଣା ଜମି ଯୋଗାଇ ଦେବେ ରାଜ୍ୟସରକାର
ଭୁବନେଶ୍ବର: ବରୁଣେଇ ପାଦଦେଶରେ ପାଇକ ସ୍ମାରକୀ ନିର୍ମାଣ ପାଇଁ ୯ହଜାର ୬୫୮ ଡେସିମଲ ଜମି ଯୋଗାଇ ଦେବେ ରାଜ୍ୟସରକାର । ଏବାବଦରେ ୩୧,୯୭,୬୨,୯୩୪ ଟଙ୍କା ରାଜସ୍ୱ ଛାଡ଼ କରାଯିବ । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ଏ ନେଇ ଆଜି ବିଧାନସଭାର ଶୂନ୍ୟକାଳରେ ଗୃହକୁ ଅବଗତ କରାଇଛନ୍ତି ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ।
ଗୃହରେ ରଖିଥିବା ବିବୃତିରେ ବିଭାଗୀୟ ମନ୍ତ୍ରୀ ଜଣାଇଛନ୍ତି ଯେ, ଖୋର୍ଦ୍ଧା ତହସିଲ ଅନ୍ତର୍ଗତ ଖୋର୍ଦ୍ଧା ମୌଜାର ବରୁଣେଇ ପାହାଡ଼ ପାଦଦେଶରେ ୧୮୧୭ ମସିହାରେ ସଂଗଠିତ ପାଇକ ବିଦ୍ରୋହର ସ୍ମରଣ କରିବା ଉଦ୍ଦେଶ୍ୟରେ ପାଇକ ସ୍ମାରକୀ ନିର୍ମାଣ ହେବ । ଏଥିଲାଗି ୯ଏକର ୬୮୫ ଡେସିମଲ ଜମି ବିନା ମୂଲ୍ୟରେ ଯୋଗାଇଦେବାକୁ ନିଷ୍ପତ୍ତି ହୋଇଛି । ଏଥିପାଇଁ ରାଜ୍ୟ ସରକାରଙ୍କୁ ସରକାରୀ ଦେୟ ବାବଦକୁ ୩୧କୋଟି ୯୭ଳକ୍ଷ ୬୨ହଜାର ୯ଶହ ଚଉତିରିଶ ଟଙ୍କା ଛାଡ଼ କରିବା ପାଇଁ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି ।
ସୂଚନା ଯୋଗ୍ୟ, ୧୮୫୭ ମସିହା ସିପାହୀ ବିଦ୍ରୋହର ବହୁ ପୂର୍ବରୁ ୧୮୧୭ ମସିହାରେ ବରୁଣେଇ ପାହାଡ଼ ପାଦଦେଶରେ ବ୍ରିଟିଶ ସରକାରଙ୍କ ବିରୋଧରେ ସଂଗଠିତ ଯୁଦ୍ଧ ଯାହା ପାଇକ ବିଦ୍ରୋହ ନାମରେ ଇତିହାସରେ ନାମିତ, ତାହା ସମଗ୍ର ଭାରତ ବର୍ଷରେ ସ୍ୱାଧୀନତା ଆନ୍ଦୋଳନର ପ୍ରଥମ ପଦକ୍ଷେପ ନାମରେ ବିଦିତ । ଏହି ସଂଗ୍ରାମ ତତ୍କାଳୀନ ରୋଡ଼ଙ୍ଗର ଜମିଦାର ବକ୍ସି ଜଗବନ୍ଧୁ ବିଦ୍ୟାଧର ରାୟ ମହାପାତ୍ରଙ୍କ ନେତୃତ୍ୱରେ ଲଢ଼ାଯାଇଥିଲା ।
ଏହି ସଂଗ୍ରାମରେ ଓଡ଼ିଶାର ବହୁ ସଂଗ୍ରାମୀ ଯୋଦ୍ଧା ଅଂଶଗ୍ରହଣ କରିଥିଲେ। ଏହି ଯୋଦ୍ଧାମାନଙ୍କୁ ଓଡ଼ିଶାରେ ପାଇକ ବୋଲି କୁହାଯାଏ । ଏହା ଓଡ଼ିଶାର ଐତିହ ଓ ସଂଗ୍ରାମୀ ପରମ୍ପାରର ପ୍ରତୀକ ହୋଇଥିବାରୁ ଏବଂ ଭାରତର ସ୍ୱାଧୀନତ ଆନ୍ଦୋଳନକୁ ପରବର୍ତ୍ତୀ ପର୍ୟ୍ୟାୟରେ ପ୍ରେରଣା ଯୋଗାଇବାରେ ସହାୟକ ହୋଇଥିବାରୁ ଏହି ସଂଗ୍ରାମ ସଂଗଠିତ ହୋଇଥିବା ସ୍ଥଳରେ କେନ୍ଦ୍ର ସରକାର ଏକ ସ୍ମାରକୀ ନିର୍ମାଣ ପାଇଁ ନିଷ୍ପତ୍ତି ନେଇଛନ୍ତି । ସେଥିପାଇଁ ରାଜ୍ୟ ସରକାର ବିନା ମୂଲ୍ୟରେ ଜମି ଯୋଗାଇଦେଇଛନ୍ତି । ଏହି ସ୍ମାରକୀ ଓଡ଼ିଶାର ପର୍ଯ୍ଯଟନ ଶିଳ୍ପ ବିକାଶରେ ମଧ୍ୟ ସହଯୋଗ କରିବା ସହ ଐତିହାସିକ ଓ ଗବେଷକମାନଙ୍କ ବିଶେଷ ସହାୟତ ପ୍ରଦାନ କରିବ ।