GarbareKuhaMuOdia - The Sakala
ଦେଶର ପ୍ରଗତିରେ ଓଡ଼ିଆ ଲୋକମାନଙ୍କର ରହିଛି ଉଲ୍ଲେଖନୀୟ ଯୋଗଦାନ, ଓଡ଼ିଆ ସଂସ୍କୃତି ସମଗ୍ର ବିଶ୍ୱରେ ପ୍ରଶଂସିତ- ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ଉତ୍କଳ ଦିବସର ବିଶେଷ ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶର ପ୍ରଗତିରେ ଓଡ଼ିଆ ଲୋକମାନେ ଉଲ୍ଲେଖନୀୟ ଯୋଗଦାନ ଦେଉଛନ୍ତି ଏବଂ ଓଡ଼ିଆ ସଂସ୍କୃତି ସମଗ୍ର ବିଶ୍ୱରେ ପ୍ରଶଂସିତ ବୋଲି ଟ୍ବିଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି। ଏଥିସହ ଓଡ଼ିଶା ଦିବସ ଅବସରରେ ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ଉତ୍କଳ ଦିବସର ବିଶେଷ ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଦେଶର ପ୍ରଗତିରେ ଓଡ଼ିଆ ଲୋକମାନେ ଉଲ୍ଲେଖନୀୟ ଯୋଗଦାନ ଦେଉଛନ୍ତି ଏବଂ ଓଡ଼ିଆ ସଂସ୍କୃତି ସମଗ୍ର ବିଶ୍ୱରେ ପ୍ରଶଂସିତ । ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।
— Narendra Modi (@narendramodi) April 1, 2022
ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ ଓ ରାଜ୍ୟପାଳ
ଭୁବନେଶ୍ବର: ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବାକୁ ମୁଖ୍ଯମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା। ବନ୍ଦେ ଉତ୍କଳ ଜନନୀ। #OdishaDibasa pic.twitter.com/1XsWOa581J
— Naveen Patnaik (@Naveen_Odisha) April 1, 2022
ସେହିପରି, ଓଡ଼ିଶା ଦିବସ ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ମହାନ ଜନନାୟକମାନଙ୍କ ସ୍ମୃତିଚାରଣ କରିବା ସହ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ଅନନ୍ୟ ପରମ୍ପରାକୁ ଆହୁରି ସମୃଦ୍ଧ କରିବାକୁ ସେ ବାର୍ତ୍ତା ଦେଇଛନ୍ତି।
#ଓଡ଼ିଶାଦିବସ ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ମହାନ ଜନନାୟକମାନଙ୍କ ସ୍ମୃତିଚାରଣ କରିବା ସହ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ଅନନ୍ୟ ପରମ୍ପରାକୁ ଆହୁରି ସମୃଦ୍ଧ କରିବାକୁ ସେ ବାର୍ତ୍ତା ଦେଇଛନ୍ତି। #ଉତ୍କଳଦିବସ pic.twitter.com/T6ZpVfEZH5
— Governor Odisha (@GovernorOdisha) April 1, 2022
ନୂଆଦିଲ୍ଲୀ: ଓଡ଼ିଶା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ରାଜ୍ଯର ଅଗ୍ରଗତି କାମନା କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଜଗନ୍ନାଥ, ଲିଙ୍ଗରାଜ, କୋଣାର୍କ ଏବଂ ଅନ୍ୟାନ୍ୟ ସମୃଦ୍ଧ ଐତିହ୍ୟର ମନ୍ଦିରର ଭୂମି ଓଡ଼ିଶା ବିଶ୍ୱକୁ ଶାନ୍ତି ଏବଂ ପ୍ରେମର ବାର୍ତ୍ତା ଦେଇଥାଏ। ହିଂସାଠାରୁ ଦୂରେଇ ରହିବାକୁ କହିଥାଏ ବୋଲି ଟ୍ବିଟ କରି ରାଷ୍ଟ୍ରପତି ଜଣାଇଛନ୍ତି।
On Odisha Day, my greetings to the people of the state. The land of the temples of Jagannath, Lingaraj, Konark and other rich heritages, Odisha gave the world a message of peace and love, shunning violence. My best wishes for the progress of the state.
— President of India (@rashtrapatibhvn) April 1, 2022