74th founding day - The Sakala

ଆଜି ଭୁବନେଶ୍ୱରର ୭୪ ତମ ପ୍ରତିଷ୍ଠା ଦିବସ , ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ୱରର ୭୪ ତମ ପ୍ରତିଷ୍ଠା ଦିବସ । ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ ଭୁବନେଶ୍ୱରକୁ ମିଳିଥିଲା ରାଜଧାନୀର ସ୍ୱୀକୃତି । ରାଜଧାନୀ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ରାଜଧାନୀ ପ୍ରତିଷ୍ଠା ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ସଂସ୍କୃତି, ଶିକ୍ଷା, ସ୍ୱାସ୍ଥ୍ୟସେବାଠାରୁ କ୍ରୀଡା କ୍ଷେତ୍ରରେ ରୂପାନ୍ତରଣ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ଦେଶର ପ୍ରମୁଖ ସ୍ମାର୍ଟସିଟିରେ ପରିଣତ କରିଛି । ଆସନ୍ତୁ ଭୁବନେଶ୍ୱରକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବାକୁ ସମସ୍ତେ ଏକ ହୋଇ କାମ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ରାଜଧାନୀ ପ୍ରତିଷ୍ଠା ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା। ସଂସ୍କୃତି, ଶିକ୍ଷା, ସ୍ବାସ୍ଥ୍ୟସେବାଠାରୁ କ୍ରୀଡ଼ା କ୍ଷେତ୍ରରେ ରୂପାନ୍ତରଣ ଏକାମ୍ର କ୍ଷେତ୍ର ଭୁବନେଶ୍ବରକୁ ଦେଶର ପ୍ରମୁଖ ସ୍ମାର୍ଟସିଟିରେ ପରିଣତ କରିଛି। ଆସନ୍ତୁ ଭୁବନେଶ୍ୱରକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବାକୁ ସମସ୍ତେ ଏକ ହୋଇ କାମ କରିବା।#BhubaneswarFoundationDay pic.twitter.com/9hkDPzXt7K

— Naveen Patnaik (@Naveen_Odisha) April 13, 2022